Home

ଖୁଣ୍ଟରେ ଚଢି ବିଦ୍ୟୁତ୍‌ ତାର ସଜାଡୁଛନ୍ତି ମହିଳା, ଲୋକଙ୍କ ସମାଲୋଚନାର ଶିକାର

କୌଣସି ମହିଳାଙ୍କୁ କେବେ ଖୁଣ୍ଟରେ ଚଢି ବିଦ୍ୟୁତ୍‌ ତାର ସଜାଡୁଥିବା ଦେଖିଛନ୍ତି କି? ହୁଏତ ଦେଖି ନ ଥିବେ। ମହାରାଷ୍ଟ୍ରରେ ଜଣେ ମହିଳା ଏଭଳି କାମ କରୁଥିବା ଦେଖାଯାଇଛି। ଏବେ ମହିଳାଙ୍କ ଫଟୋ ମଧ୍ୟ ସୋସିଆଲ ମିଡିଆରେ ଭାଇରାଲ ହେବାରେ ଲାଗିଛି।…

ସୁପ୍ରିମକୋର୍ଟଙ୍କ ବଡ଼ ନିଷ୍ପତ୍ତି: ବାପାଙ୍କ ସମ୍ପତ୍ତିରେ ଝିଅର ସମାନ ଅଧିକାର

ନୂଆଦିଲ୍ଲୀ,୧୧।୮: ସୁପ୍ରିମକୋର୍ଟ ମଙ୍ଗଳବାର ଏକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେଇଛନ୍ତି। ଯେଉଁଥିରେ କୁହାଯାଇଛି ଯେ, ଝିଅମାନଙ୍କର ପୈତୃକ ସମ୍ପତ୍ତିରେ ସମାନ ଅଧିକାର ରହିଛି। ଉତ୍ତରାଧିକାର ଅଧିନିୟମ ୨୦୦୫ରେ ସଂଶୋଧନ ନିୟମରେ ଏହା ସ୍ପଷ୍ଟ କରିଛନ୍ତି ଜଷ୍ଟିସ ଅରୁଣ ମିଶ୍ରାଙ୍କ ଏକ ଖଣ୍ଡପୀଠ। କୋର୍ଟ…

ଗଛତଳେ ଚିକିତ୍ସିତ ହେଉଛନ୍ତି ୧୫ରୁ ଅଧିକ କରୋନା ଆକ୍ରାନ୍ତ

ଭିଜିଆନଗରମ୍‌, ୧୧।୮: କରୋନା ମହାମାରୀ ସଂକ୍ରମଣ ନେଇ ଦେଶରେ ସ୍ଥିତି ସଙ୍କଟ ଜନକ ରହିଛି। ଏପରିସ୍ଥଳେ କେତେକ ଅଞ୍ଚଳରେ ଆକ୍ରାନ୍ତଙ୍କୁ ଆବଶ୍ୟକ ଚିକିତ୍ସା ମିଳୁ ନ ଥିବା ଅଭିଯୋଗ ହେଉଛି। ଆନ୍ଧ୍ରପ୍ରଦେଶର ଭିଜିଆନଗରମ୍‌ ଜିଲାରେ ୧୫ରୁ ଅଧିକ କରୋନା ଆକ୍ରାନ୍ତଙ୍କୁ ଗଛତଳେ…

ସେପ୍ଟେମ୍ବର ୯ରୁ ଓଜେଇଇ ପରୀକ୍ଷା

ଭୁବନେଶ୍ୱର, ୧୧।୮(ବ୍ୟୁରୋ): କରୋନା ମହାମାରୀ ଯୋଗୁ ଗତ ମାର୍ଚ୍ଚ ମାସରୁ ରାଜ୍ୟର ସମସ୍ତ ସ୍କୁଲ, କଲେଜ ବନ୍ଦ ରହିଛି। ଫଳରେ ଅନ୍‌ଲାଇନ୍‌ ପାଠପଢ଼ା ଜାରି ରହିଛି। ଏପରି ସ୍ଥିତିରେ ସେପ୍ଟେମ୍ବର ୯ରୁ ୧୫ ତାରିଖ ଯାଲ ଓଜେଇଇ ପରୀକ୍ଷା ଅନୁଷ୍ଠିତ ହେବ।…

ଭାଜପା ଏମ୍‌ପିଙ୍କୁ ହତ୍ୟା ଧମକ

ଉନ୍ନାଓ,୧୧।୮: ଉତ୍ତରପ୍ରଦେଶ ଉନ୍ନାଓର ଭାଜପା ଏମ୍‌ପି ସାକ୍ଷୀ ମହାରାଜଙ୍କୁ ହତ୍ୟା ଧମକ ମିଳିଥିବା ଜଣାପଡ଼ିଛି। ଆଉ ଏହି ଧମକ ପଡ଼ୋଶୀ ଦେଶ ପାକିସ୍ତାନରୁ ଆସିଥିବା କୁହାଯାଇଛି। କାରଣ ଯେଉଁ ନମ୍ବରରୁ ତାଙ୍କୁ ଫୋନ କରାଯାଇଛି ସେହି ନମ୍ବର ପାକିସ୍ତାନର। ଏନେଇ ସାକ୍ଷୀ…

‘ଦହି ହାଣ୍ଡି ଭଙ୍ଗା ଉତ୍ସବ’ ବନ୍ଦ: ଲୋକେ ଏହାକୁ ପାଳନ କରିବେ ଏପରି…

ମୁମ୍ବାଇ, ୧୧।୮: ଚଳିତ ବର୍ଷ ମୁମ୍ବାଇରେ ଜନ୍ମାଷ୍ଟମୀ ପରଦିନ ‘ଦହି ହାଣ୍ଡି ଭଙ୍ଗା ଉତ୍ସବ’ ପାଳନ କରାଯିବ ନାହିଁ। କରୋନା ସଂକ୍ରମଣରୁ ଦୂରେଇ ରହିବା ଲାଗି ଏଭଳି କରାଯାଉଥିବା ଦହି ହାଣ୍ଡି ସମନ୍ନୟ ସମିତିର ଉପ ସଭାପତି କମଳେଶ ଭୋହିର୍‌ ସୂଚନା…

ମୋବାଇଲ୍‌ ଚାର୍ଜରେ ବସାଇ କଥା ହେଉଥିଲେ ମହିଳା, ଘଟିଲା ଏମିତି

ଚେନ୍ନାଇ,୧୧।୮: ତାମିଲନାଡୁରେ ଏକ ହୃଦୟ ବିଦାରକ ମାମଲା ସାମ୍ନାକୁ ଆସିଛି। ଏଠାରେ ମୋବାଇଲ ଫାଟି ଦୁଇ ଶିଶୁ ଏବଂ ଜଣେ ମହିଳାଙ୍କ ମୃତ୍ୟୁ ଘଟିଛି। ୨୯ ବର୍ଷର ମୁଥୁଲକ୍ଷ୍ମୀ ମୋବାଇଲ ଚାର୍ଜିଂ ବସାଇ କଥା ହେଉଥିଲେ। ଫୋନ କଟିବା ପରେ ମୋବାଇଲ୍‌…

ରେଷ୍ଟୁରାଣ୍ଟର ମାଲିକାଣୀ ଏହି କ୍ରିକେଟରଙ୍କ ସ୍ତ୍ରୀ

ଟିମ ଇଣ୍ଡିଆର ଷ୍ଟାର ଉଇକେଟ କିପର ରିଦ୍ଧିମାନ ସାହା ୨୦୧୧ରେ ରୋମି ମିତ୍ରଙ୍କୁ ବିବାହ କରିଥିଲେ। ବିବାହ ପରେ ରୋମି ତାଙ୍କ ନାମ ଦେବାରତୀ ସାହା ପରିବର୍ତ୍ତନ କରିଥିଲେ। ସାହାଙ୍କ ପତ୍ନୀ ହେଉଛନ୍ତି ଏକ ରେଷ୍ଟୁରାଣ୍ଟର ମାଲିକ। କୋଲକାତାରେ ତାଙ୍କ ରେଷ୍ଟୁରାଣ୍ଟ…

ସ୍ବାଧୀନତା ଦିବସ ପାଇଁ ଗାଇଡ୍‌ଲାଇନ୍‌ ଜାରି: ଜାଣନ୍ତୁ କ’ଣ କରିବେ ନାହିଁ…

ଭୁବନେଶ୍ୱର, ୧୧।୮(ବ୍ୟୁରୋ): ଚଳିତବର୍ଷ କୋଭିଡ୍‌ ନିୟମ ମାନି ପାଳିତ ହେବ ସ୍ବାଧୀନତା ଦିବସ। ଏଥିନିମନ୍ତେ ରାଜ୍ୟ ସରକାରଙ୍କ ପକ୍ଷରୁ ଗାଇଡ୍‌ଲାଇନ୍‌ ଜାରି କରାଯାଇଛି। କୋଭିଡ୍‌ ନିୟମ ମାନି ସମସ୍ତ କାର୍ଯ୍ୟ କରିବାକୁ ନିର୍ଦ୍ଦେଶ ଦିଆଯାଇଛି। ସରକାରଙ୍କ ଗାଇଡ୍‌ଲାଇନ୍‌ ଅନୁଯାୟୀ, ଏଥର ସ୍ବାଧୀନତା…

ଅଗଷ୍ଟ ୧୫ ପରେ ଜମ୍ମୁ-କଶ୍ମୀରର ୨ଟି ଜିଲାରେ ଆରମ୍ଭ ହୋଇପାରେ ୪ଜି ସେବା

ଶ୍ରୀନଗର,୧୧।୮: ଜମ୍ମୁ-କଶ୍ମୀରରେ ଖୁବ୍‌ଶୀଘ୍ର ଆରମ୍ଭ ହୋଇପାରେ ୪ଜି ଇଣ୍ଟରନେଟ ସେବା। ଅଗଷ୍ଟ ୧୫ ପରେ ଜମ୍ମୁ-କଶ୍ମୀରର ୨ଟି ଜିଲାରେ ୪ଜି ଇଣ୍ଟରନେଟ ସେବା ପରୀକ୍ଷାମୂଳକ ଭାବେ ଆରମ୍ଭ କରାଯିବ ବୋଲି କେନ୍ଦ୍ର ସରକାର ସୁପ୍ରିମକୋର୍ଟଙ୍କୁ ଅବଗତ କରାଇଛନ୍ତି। ରାଜ୍ୟରେ ୪ଜି ଇଣ୍ଟରନେଟ…

ଝାରସୁଗୁଡାରୁ ଗୋଟିଏ ଦିନରେ ସର୍ବାଧିକ ୬୭ ଆକ୍ରାନ୍ତ ଚିହ୍ନଟ

ଝାରସୁଗୁଡା ଅଫିସ,୧୧ା୮: ଝାରସୁଗୁଡା ଜିଲାରୁ ମଙ୍ଗଳବାର ଗୋଟିଏ ଦିନରେ ସର୍ବାଧିକ ୬୭ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏ ନେଇ ରାଜ୍ୟ ସରକାରଙ୍କ ପକ୍ଷରୁ ସୂଚନା ଦିଆଯାଇଛି। ନୂଆ ପଜିଟିଭଙ୍କୁ ମିଶାଇ ଜିଲାରେ ମୋଟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୪୬୭ରେ…

ସୁଶାନ୍ତଙ୍କ ଆତ୍ମହତ୍ୟା ପରେ ଲଗାତାର ବଦଳା ଯାଇଛି କମ୍ପାନୀର ଆଇପି ଆଡ୍ରେସ୍‌!

ମୁମ୍ବାଇ, ୧୧।୮: ବଲିଉଡ୍‌ ଅଭିନେତା ସୁଶାନ୍ତ ସିଂ ରାଜପୁତଙ୍କ ଆତ୍ମହତ୍ୟା ପରେ ଜୁନ୍‌ ୨୩ଠାରୁ ଅଗଷ୍ଟ ୭ ମଧ୍ୟରେ ତାଙ୍କ କମ୍ପାନୀର ଆଇପି ଆଡ୍ରେସ୍‌ ୩ ଥର ପରିବର୍ତ୍ତନ କରାଯାଇଛି। ବର୍ତ୍ତମାନ ସୁଦ୍ଧା ଲଗାତାର ୧୭ ଥର ଏହାକୁ ବଦଳା ଯାଇଛି।…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri