Home

କେନ୍ଦୁଝରରେ ଜଳିଗଲା ମାଲବୁହା ଟ୍ରକ୍‌

କେନ୍ଦୁଝର, ୩୧।୧୦(ସ୍ବ.ପ୍ର.): କେନ୍ଦୁଝର ଜିଲା ହରିଚନ୍ଦନପୁର ଥାନା ଅନ୍ତର୍ଗତ ନରଣପୁର-ଡୁବୁରୀ ରାସ୍ତା ପିଟାପିଟି ଗ୍ରାମ ଭାଇଭାଇ ଢାବା ନିକଟରେ ଶନିବାର ସକାଳେ ଏକ ୧୨ ଚକିଆ ମାଲବୁହା ଟ୍ରକ୍‌ (ନଂ. ଓଆର୍‌ ୦୯ଏନ୍‌ ୬୨୩୧) ରେ ହଠାତ୍‌ ନିଆଁ ଲାଗି ଜଳିଳିଯାଇଛି।…

ଆଇଟିବିପି ଯବାନଙ୍କୁ ସାଲ୍ୟୁଟ୍‌ କରିଥିବା ଶିଶୁଙ୍କୁ ପୁରସ୍କାର: ଭାଜପା ଏମ୍‌ପି ଦେଲେ ଅଢ଼େଇ ଲକ୍ଷ

ନୂଆଦିଲ୍ଲୀ,୩୧।୧୦: ସୋସିଆଲ୍‌ ମିଡ଼ିଆରେ ଜଣେ ଶିଶୁର ଭିଡ଼ିଓ ଚଳିତ ମାସରେ ଭାଇରାଲ ହେବାରେ ଲାଗିଥିଲା। ଶିଶୁ ଜଣକ ଲଦାଖର ଚୁଶୁଲ୍‌ଠାରେ ଆଇଟିବିପି ଯବାନଙ୍କୁ ସାଲ୍ୟୁଟ୍‌ କରୁଥିବାର ଭିଡ଼ିଓରେ ଦେଖିବାକୁ ମିଳୁଛି। ନାମଗୟାଲ ନାମକ ଶିଶୁ ରାସ୍ତାକଡ଼ରେ ଠିଆ ହୋଇ ବାଟ ଦେଇ…

ସୁପ୍ରିମ୍‌କୋର୍ଟଙ୍କ ଗୁରୁତ୍ୱପୂର୍ଣ୍ଣ ରାୟ: ଶିଶୁର ଅଧିକାର ସର୍ବୋପରି

ନୂଆଦିଲ୍ଲୀ,୩୧।୧୦: ଶିଶୁ ମା’ ଅବା ପିତା କାହା ପାଖରେ ରହିଲେ ଭଲ। ଏନେଇ ଏକ ମାମଲାରେ ସୁପ୍ରିମ୍‌କୋର୍ଟ ଏକ ଗୁରୁତ୍ୱପୂର୍ଣ୍ଣ ରାୟ ଦେଇଛନ୍ତି। କୋର୍ଟ କହିଛନ୍ତି ଯେ, ଶିଶୁର ଅଧିକାର ସର୍ବୋପରି। ତେଣୁ ସେ ମା’ ପାଖରେ ରହିବା ଉଚିତ। ଏନେଇ…

ଅନ୍‌ଲକ୍‌-୬ ଗାଇଡ୍‌ଲାଇନ୍‌: ଜାଣନ୍ତୁ କ’ଣ ଖୋଲିବ, କ’ଣ ବନ୍ଦ ରହିବ…

ଭଚବନେଶ୍ୱର, ୩୧।୧୦(ବ୍ୟୁରୋ): ରାଜ୍ୟ ସରକାର ଜାରି କରିଛନ୍ତି ଅନ୍‌ଲକ୍‌-୬ ଗାଇଡ୍‌ଲାଇନ୍‌। ନଭେମ୍ବର ମାସ ଯାଏ ଜାରି ହୋଇଥିବା ଏହି ଗାଇଡ୍‌ଲାଇନ୍‌ରେ ସ୍କୁଲ ଖୋଲିବାକୁ ସରକାର ଅନୁମତି ଦେଇଛନ୍ତି। ତେବେ କେବଳ ନବମରୁ ଦ୍ୱାଦଶ ଶ୍ରେଣୀ ପର୍ଯ୍ୟନ୍ତ ଛାତ୍ରୀଛାତ୍ରଙ୍କୁ ସ୍କୁଲ ଯିବାକୁ ଅନୁମତି…

ରାଜ୍ୟରେ କରୋନାରେ ଆଖି ବୁଜିଲେ ଆଉ ୧୨ ଆକ୍ରାନ୍ତ

ଭୁବନେଶ୍ୱର, ୩୧।୧୦(ବ୍ୟୁରୋ): ରାଜ୍ୟରେ ଶନିବାର କରୋନାରେ ଆଉ ୧୨ ଜଣଙ୍କ ମୃତ୍ୟୁ ଘଟିଛି। ଏମାନଙ୍କୁ ମିଶାଇ ରାଜ୍ୟରେ ମୋଟ କରୋନା ଜନିତ ମୃତ୍ୟୁ ସଂଖ୍ୟା ୧୩୨୦ରେ ପହଞ୍ଚିଛି। ଏ ନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଟୁଇଟ୍‌…

CORONAVIRUS UPDATE: ରାଜ୍ୟରେ ପୁଣି ୧୪୭୦ ପଜିଟିଭ ଚିହ୍ନଟ; ଆକ୍ରାନ୍ତଙ୍କ ସଂଖ୍ୟା ୨୯୦୧୧୬ରେ ପହଞ୍ଚିଲା

ଭୁବନେଶ୍ୱର, ୩୧।୧୦(ବ୍ୟୁରୋ): ରାଜ୍ୟରେ ଶନିବାର ପୁଣି ୧୪୭୦ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୨୯୦୧୧୬ରେ ପହଞ୍ଚିଛି। ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ତେବେ…

ଇଛାମୃତ୍ୟୁ ସପକ୍ଷରେ ୬୫ ପ୍ରତିଶତରୁ ଅଧିକ ଜନମତ: ଖୁବ୍‌ ଶୀଘ୍ର ଆସିବ ଆଇନ

ଓ୍ବିଲିଙ୍ଗଟନ୍‌,୩୧।୧୦: ଇଛାମୃତ୍ୟୁକୁ ନ୍ୟୁଜିଲାଣ୍ଡର ୬୫.୨ ପ୍ରତିଶତ ଲୋକ ସମର୍ଥନ କରିଛନ୍ତି। ଏନେଇ ଦେଶର ସାଧାରଣ ନିର୍ବାଚନ ସମୟରେ ଜନସାଧାରଣଙ୍କ ମତାମତ ଲୋଡ଼ା ଯାଇଥିଲା। ଜନମତ ଇଛାମୃତ୍ୟୁ ସପକ୍ଷରେ ରହିଥିବା ସ୍ଥାନୀୟ ସରକାର ସୂଚନା ଦେଇଛନ୍ତି। ଲୋକେ ଇଛାମୃତ୍ୟୁକୁ ଗାରିମାମୟ ଜୀବନର ଅଂଶବିଶେଷ…

ନଭେମ୍ବର ୧୬ରୁ ସ୍କୁଲ ଯିବେ ନବମରୁ ଦ୍ୱାଦଶ ଶ୍ରେଣୀ ପିଲା

ଭୁବନେଶ୍ୱର, ୩୧।୧୦(ବ୍ୟୁରୋ): ମହାମାରୀ କରୋନା ପାଇଁ ରାଜ୍ୟରେ ସବୁ ଶିକ୍ଷାନୁଷ୍ଠାନ ବନ୍ଦ ରହିଥିଲା। ଅନ୍‌ଲକ୍‌-୬ରେ ଶିକ୍ଷାନୁଷ୍ଠାନ ଖୋଲିଛନ୍ତି ରାଜ୍ୟ ସରକାର। ନଭେମ୍ବର ୧୬ରୁ ନବମରୁ ଦ୍ୱାଦଶ ଶ୍ରେଣୀ ପର୍ଯ୍ୟନ୍ତ ସ୍କୁଲ ଖୋଲିବ। ନବମରୁ ଦ୍ୱାଦସ ବ୍ୟତୀତ ଅନ୍ୟ ସବୁ ଶିକ୍ଷାନୁଷ୍ଠାନ ୩୦…

ସର୍ଦ୍ଦାର ପଟେଲଙ୍କୁ ଶ୍ରଦ୍ଧାଞ୍ଜଳି

ନୂଆଦିଲ୍ଲୀ,୩୧।୧୦: ସର୍ଦ୍ଦାର ବଲ୍ଲଭ ଭାଇ ପଟେଲଙ୍କର ୧୪୫ ତମ ଜନ୍ମ ବାର୍ଷିକୀରେ ଦେଶ ଶ୍ରଦ୍ଧାଞ୍ଜଳି ଦେଇଛି। ରାଷ୍ଟ୍ରପତି ରାମନାଥ କୋବିନ୍ଦ, ଉପରାଷ୍ଟ୍ରପତି ଭେଙ୍କୟା ନାଇଡୁ, ସ୍ବରାଷ୍ଟ୍ରମନ୍ତ୍ରୀ ଅମିତ ଶାହା ବିନମ୍ର ଶ୍ରଦ୍ଧାଞ୍ଜଳି ଅର୍ପଣ କରିଛନ୍ତି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଗୁଜରାଟର କେଓ୍ବଡ଼ିଆଠାରେ…

ଦୀପ୍ତିପଦ୍ମା ବେସିକ୍‌ ସାଇନ୍ସ ଟପ୍ପର

ଭୁବନେଶ୍ୱର,୩୧ା୧୦(ବ୍ୟୁରୋ): ଓଡିଶା କୃଷି ଓ ବୈଷୟିକ ବିଶ୍ୱ ବିଦ୍ୟାଳୟ (ଓୟୁଏଟି) ପରିଚାଳିତ ବେସିକ୍‌ ସାଇନ୍ସ କଲେଜ +୩ ଶେଷ ବର୍ଷ ପରୀକ୍ଷା ଫଳ ପ୍ରକାଶ ପାଇଛି। ଏହି ପରୀକ୍ଷାରେ ଯାଜପୁର ଜିଲା ବିଞ୍ଝାରପୁରର ଦୀପ୍ତିପଦ୍ମା ମଲ୍ଲିକ ୯୦.୧୬ ପ୍ରତିଶତ ନମ୍ବର ରଖି…

ଉତ୍କଳ ବିଶ୍ୱବିଦ୍ୟାଳୟ ଯୁକ୍ତ ୩ ଷଷ୍ଠ ସେମିଷ୍ଟର ପରୀକ୍ଷାଫଳ ପ୍ରକାଶିତ: ବିଜ୍ଞାନରେ ସାଗରିକା, ବାଣିଜ୍ୟରେ ଇପ୍ସା ଟପ୍ପର

ଭୁବନେଶ୍ୱର, ୩୧ା୧୦(ବ୍ୟୁରୋ): ଉତ୍କଳ ବିଶ୍ବବିଦ୍ୟାଳୟ ଅଧୀନ ଯୁକ୍ତ୩ (ସ୍ନାତକ) କଲେଜର ବିଜ୍ଞାନ ଓ ବାଣିଜ୍ୟ ବିଭାଗ ୬ଷ୍ଠ ସେମିଷ୍ଟର ପରୀକ୍ଷାଫଳ ଶୁକ୍ରବାର ପ୍ରକାଶ ପାଇଛି। ଏଥିସହ ବିଜ୍ଞାନ, ବାଣିଜ୍ୟ ବିଭାଗର ଦ୍ବିତୀୟ ଓ ଚତୁର୍ଥ ସେମିଷ୍ଟର ବ୍ୟାକ୍‌ ପେପର୍‌ ପରୀକ୍ଷା ଫଳ…

ଛାଡ଼ପତ୍ର ମାମଲା: ୧୫ରେ ବର୍ଷା-ଅନୁଭବ ବୁଝାମଣା

ନୂଆଦିଲ୍ଲୀ,୩୧।୧୦: ସୁପ୍ରିମକୋର୍ଟଙ୍କ ନିର୍ଦ୍ଦେଶକ୍ରମେ ବିଜେଡି ଏମ୍‌ପି ଅନୁଭବ ମହାନ୍ତି ଓ ତାଙ୍କ ସ୍ତ୍ରୀ ବର୍ଷା ପ୍ରିୟଦର୍ଶିନୀ ନଭେମ୍ବର ୧୫ରେ ପରସ୍ପରକୁ ଭେଟି ଛାଡ଼ପତ୍ର ମାମଲାର ଆପୋଷ ସମାଧାନ ଲାଗି ଆଲୋଚନା କରିବେ। ସୁପ୍ରିମକୋର୍ଟର ମଧ୍ୟସ୍ଥତା କେନ୍ଦ୍ରରେ ଏହି ବୁଝାମଣା ଅନୁଷ୍ଠିତ ହେବ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?