Home

ଅମୃତସରରେ ଗର୍ଜିଲେ କୃଷକ

ଅମୃତସର,୧୯ ।୯: ପଞ୍ଜାବର ଅମୃତସରରେ ଶନିବାର କୃଷି ବିଲ୍‌କୁ ବିରୋଧ କରି ସରକାରଙ୍କ ବିରୋଧରେ ରାଜରାସ୍ତାକୁ ଓହ୍ଲାଇଛନ୍ତି କୃଷକ । ଏମାନେ କୌଣସି ପରିସ୍ଥିତିରେ କୃଷି ବିଲ୍‌କୁ ଗ୍ରହଣ କରିବେ ନାହିଁ ବୋଲି କହିଛନ୍ତି । ଏମାନେ କହିଛନ୍ତି କୃଷି ଅଧ୍ୟାଦେଶ…

ପ୍ରତି ମିନିଟ୍‌ରେ ୨୩ ଲକ୍ଷ ଟଙ୍କା ରୋଜଗାର କରନ୍ତି ମୁକେଶ ଅମ୍ବାନୀ: ଅନେକ ଦେଶର ଜିଡିପିଠାରୁ ବି ଅଧିକା ତାଙ୍କର ସମ୍ପତ୍ତି

ରିଲାଏନ୍ସ ଇଣ୍ଡଷ୍ଟ୍ରୀର ମାଲିକ ମୁକେଶ ଅମ୍ବାନୀ ବିଶ୍ୱର ପଞ୍ଚମ ଧନୀ ବ୍ୟକ୍ତି। ଗତ ୧୦ ବର୍ଷ ମଧ୍ୟରେ ତାଙ୍କ ସମ୍ପତ୍ତି ହୁ ହୁ ହୋଇ ବଢ଼ିଛି। କୁହାଯାଏ ଜଣେ ମଣିଷ ଯେତିକି ସମୟରେ ଗୋଟିଏ କପ୍‌ ଚା’ ଶେଷ କରିଥାଏ ସେତିକି…

ଶିକ୍ଷାଦାନ ପ୍ରଣାଳୀକୁ ପୁନର୍ଜୀବିତ କରିବା ଏନ୍‌ଇପିର ଲକ୍ଷ୍ୟ: ରାଷ୍ଟ୍ରପତି

ନୂଆଦିଲ୍ଲୀ, ୧୯।୯: ଶିକ୍ଷା ବ୍ୟବସ୍ଥାର ସୁଧାର ପାଇଁ ସରକାରଙ୍କ ପକ୍ଷରୁ ରାଷ୍ଟ୍ରୀୟ ଶିକ୍ଷା ନୀତି(ଏନ୍‌ଇପି)-୨୦୦ର ପ୍ରଚଳନ କରାଯାଇଛି। ଏହାଦ୍ୱାରା ସମାଜରେ ଗୁଣବତ୍ତାଯୁକ୍ତ ଶିକ୍ଷାର ପ୍ରସାର ସମ୍ଭବ ହେବ। ଏନ୍‌ଇପି ଶିକ୍ଷା ପ୍ରଣାଳୀକୁ ପୁନର୍ଜୀବିତ କରିବାକୁ ସକ୍ଷମ ହେବ ବୋଲି ରାଷ୍ଟ୍ରପତି ରାମ…

ଜମ୍ମୁ-କଶ୍ମୀର ପାଇଁ ୧,୩୫୦ କୋଟି ଟଙ୍କାର ଆର୍ଥିକ ପ୍ୟାକେଜ ଘୋଷଣା କଲେ ଉପରାଜ୍ୟପାଳ

ଜମ୍ମୁ,୧୯ ।୯: ଜମ୍ମୁ-କଶ୍ମୀର ଉପରାଜ୍ୟପାଳ ମନୋଜ ସିହ୍ନା ଶନିବାର ରାଜ୍ୟପାଇଁ ୧,୩୫୦ କୋଟି ଟଙ୍କାର ଆର୍ଥିକ ପ୍ୟାକେଜ ଘୋଷଣା କରିଛନ୍ତି । ଏବେ ଜମ୍ମୁ-କଶ୍ମୀରରେ ବ୍ୟବସାୟୀମାନେ ଆର୍ଥିକ ସଙ୍କଟର ସାମ୍ନା କରୁଥିବା ବେଳେ ଏହି ପ୍ୟାକେଜ ଘୋଷଣା କରି ଉପରାଜ୍ୟପାଳ ଖୁସି…

ଅନିଲ ଧସମାନା ଏନ୍‌ଟିଆର୍‌ଓ ଅଧ୍ୟକ୍ଷ

ନୂଆଦିଲ୍ଲୀ, ୧୯ା୯: ଜାତୀୟ ବୈଷୟିକ ଅନୁସନ୍ଧାନ ସଙ୍ଗଠନ (ଏନ୍‌ଟିଆର୍‌ଓ)ର ନୂତନ ଅଧ୍ୟକ୍ଷ ଭାବେ ରିସର୍ଚ୍ଚ ଆଣ୍ଡ ଆନାଲିସିସ ୱିଙ୍ଗ (ର’) ର ପୂର୍ବତନ ମୁଖ୍ୟ ଅନିଲ ଧସମାନା ନିଯୁକ୍ତ ହୋଇଛନ୍ତି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଅଧ୍ୟକ୍ଷତାରେ ନିଯୁକ୍ତି କମିଟି ଧସମାନାଙ୍କ ନାମକୁ…

ପୁଣି ରାଜ୍ୟରେ ୯ ମୁଣ୍ଡ ନେଲା କରୋନା

ଭୁବନେଶ୍ୱର,୧୯।୯(ବ୍ୟୁରୋ): ରାଜ୍ୟରେ ଶନିବାର ଆଉ ୯ ଜଣଙ୍କ ମୁଣ୍ଡ ନେଇଛି କରୋନା। ଏହାକୁ ମିଶାଇ ରାଜ୍ୟରେ କରୋନା ଜନିତ ମୃତ୍ୟୁ ସଂଖ୍ୟା ୬୯୧ ରେ ପହଞ୍ଚିଥିବା ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ମିଳିଛି। ତେବେ ୯…

କରୋନାର ଦୋହରା ମାଡ଼: ପୁଣି ଲକ୍‌ଡାଉନ୍‌ !

ନୂଆଦିଲ୍ଲୀ/ଓ୍ବାଶିଂଟନ, ୧୯।୯: ପୃଥିବୀରେ କରୋନା ମହାମାରୀ ସଂକ୍ରମଣ ଥମିବାର ନା ଧରୁନି। ଏବେ କେତେକ ଦେଶରେ କରୋନାର ଦୋହରା ମାଡ଼ ଆରମ୍ଭ ହୋଇଛି। ଫଳରେ ପୁଣି ଲକ୍‌ଡାଉନ୍‌ ହେବାର ଆଶଙ୍କା ବଢ଼ିବାରେ ଲାଗିଛି। ଇସ୍ରାଏଲ୍‌ କରୋନା ସଂକ୍ରମଣ ପୁଣି ଫେରିଛି। ଏଠାରେ…

CORONAVIRUS UPDATE: ରାଜ୍ୟରେ ପୁଣି ୪ ହଜାରରୁ ଅଧିକ ନୂଆ ପଜିଟିଭ୍‌ ଚିହ୍ନଟ

ଭୁବନେଶ୍ୱର,୧୯।୯(ବ୍ୟୁରୋ): ରାଜ୍ୟରେ ଶନିବାର ୪୨୦୯ ନୂଆ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ମୋଟ୍‌ ଆକ୍ରାନ୍ତଙ୍କ ସଂଖ୍ୟା୧୭୫୫୫୦କୁ ବୃଦ୍ଧି ପାଇଥିବା ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ମିଳିଛି। ଆକ୍ରାନ୍ତଙ୍କ ମଧ୍ୟରୁ ୨୪୪୧ ଜଣ…

କରୋନା ମହାମାରୀ ଯୋଗୁ ପଛେଇ ଯାଇଛି ଟିବି କାର୍ଯ୍ୟକ୍ରମ

ନୂଆଦିଲ୍ଲୀ, ୧୯।୯: ଦେଶରେ ଜାରି ରହିଥିବା କରୋନା ମହାମାରୀ ସଂକ୍ରମଣ ଯୋଗୁ ଟିବି କାର୍ଯ୍ୟକ୍ରମ ପଛେଇ ଯାଇଛି। ଏନେଇ ଶନିବାର ରାଜ୍ୟସଭାରେ ଭାଜପା ଏମ୍‌ପି କେ.ଜେ. ଆଲଫୋନ୍ସ୍‌ ସୂଚନା ଦେଇଛନ୍ତି। ଦେଶରେ ୨୪ ଲକ୍ଷ ୪ ହଜାରରୁ ଅଧିକ ଟିବି ରୋଗୀ…

ଲକ୍ଷଣ ନ ଥିବା ବ୍ୟକ୍ତିଙ୍କର ବି ହେବ କରୋନା ଟେଷ୍ଟ: ଟ୍ରମ୍ପ ସରକାର

ୱାଶିଂଟନ,୧୯ ।୯: ବିଶ୍ୱରେ ବେଳକୁ ବେଳ କରୋନା ସଂକ୍ରମଣ ବଢି ଚାଲିଥିବା ବେଳେ ଆମେରିକା ଏହି କ୍ଷେତ୍ରରେ ଏବେବି ସବୁଠାରୁ ଆଗରେ ରହିଛି । ଏହାକୁ ଦୃଷ୍ଟିରେ ରଖି ଏବେ ଟ୍ରମ୍ପ ପ୍ରଶାସନ କରୋନା ଭାଇରସ ସଂକ୍ରମଣ ନିୟମରେ କିଛିଟା ପରିବର୍ତ୍ତନ…

ଯୋଜନାରେ ସୀମିତ ସ୍ମାର୍ଟ ପ୍ରକଳ୍ପ

ଭୁବନେଶ୍ୱର,୧୯ା୯ (ବ୍ୟୁରୋ): ଗତ ୨୦୧୬ ଜାନୁୟାରୀ ମାସରେ ଭୁବନେଶ୍ୱରକୁ ଦେଶର ସ୍ମାର୍ଟସିଟି ମାନ୍ୟତା ମିଳିଥିଲା। ହେଲେ ସ୍ମାଟସିଟିର ସ୍ମାର୍ଟ ପ୍ରକଳ୍ପ ଆଜିଯାଏ ଅପହଞ୍ଚ। ପ୍ରଥମେ ହକି ବିଶ୍ୱକପ୍‌ ପରେ ବାତ୍ୟା ଫନୀ ଓ ଏବେ କରୋନା ପାଇଁ ଅଧାପନ୍ତରିଆ ପଡ଼ିଛି ସ୍ମାର୍ଟ…

ଜମ୍ମୁ-କଶ୍ମୀରରେ ୩ ଲଶ୍କର ଆତଙ୍କବାଦୀ ଗିରଫ: ଅସ୍ତ୍ରଶସ୍ତ୍ର ଜବତ

ଶ୍ରୀନଗର, ୧୯।୯: ଜମ୍ମୁ-କଶ୍ମୀରରେ ମିଳିତ ସୁରକ୍ଷା ବଳଙ୍କ ସଫଳତା ମିଳିଛି। ଏଠାରେ ୩ ଲଶ୍କର-ଇ-ତୋଏବା ଆତଙ୍କବାଦୀଙ୍କୁ ଗିରଫ କରାଯାଇଛି। ସ୍ଥାନୀୟ ରାଜୌରୀ ଜିଲାରୁ ଶନିବାର ଆତଙ୍କବାଦୀମାନଙ୍କୁ ଗିରଫ କରାଯାଇଛି। ସେମାନେ ବଡ଼ଧରଣର ଆକ୍ରମଣ ଷଡ଼ଯନ୍ତ୍ର ରଚିଥିଲେ। ମିଳିତ ସୁରକ୍ଷାକର୍ମୀଙ୍କୁ ଚଢ଼ାଉ ଯୋଗୁ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri