ଜମ୍ମୁ-କଶ୍ମୀରର ୪ ଭାଜପା ନେତାଙ୍କ ଇସ୍ତଫା
ଜମ୍ମୁ, ୧୦।୮: ଜମ୍ମୁ-କଶ୍ମୀରର ବଡ୍ଗାମ ଜିଲାର ଭାଜପା କର୍ମୀ ଅବଦୁଲ୍ ହମିତ ନାଜାର ରବିବାର ସକାଳେ ଆତଙ୍କବାଦୀଙ୍କ ଗୁଳିମାଡ଼ରେ ଗୁରୁତର ହୋଇ ହସ୍ପିଟାଲରେ ଚିକିତ୍ସିତ ହେଉଛନ୍ତି। ଏହି ଘଟଣାର କିଛି ଘଣ୍ଟା ପରେ ଉକ୍ତ ଜିଲାର ୪ ଜଣ ଭାଜପା ନେତା…
ବିପଦପୂର୍ଣ୍ଣ ବ୍ରିଜ୍, ବାଜିରେ ଜୀବନ
ପୁରୀ ଅଫିସ, ୧୦।୮: ପୁରୀ-ଭୁବନେଶ୍ୱର ୩୧୬ ନମ୍ବର ଜାତୀୟ ରାଜପଥ। ଓଡ଼ିଶା ମଧ୍ୟରେ ଥିବା ଜାତୀୟ ରାଜପଥ (ଏନ୍ଏଚ୍)ଗୁଡ଼ିକ ମଧ୍ୟରୁ ଏହା ଅନ୍ୟତମ ବ୍ୟସ୍ତବହୁଳ ରାସ୍ତା। କରୋନା କଟକଣା ପାଇଁ ଯଦିଓ ବର୍ତ୍ତମାନ ଏହି ରାଜପଥରେ ଗାଡ଼ି ଚଳାଚଳ ସଂଖ୍ୟା କମ୍…
ଇଡୁକି ଭୂସ୍ଖଳନ ମୃତ୍ୟୁସଂଖ୍ୟା ୪୩
କୋଚି, ୧୦।୮: କେରଳର ଇଡୁକି ଜିଲାରେ ପ୍ରବଳ ବର୍ଷା ଓ ଭୂସ୍ଖଳନ ଜନିତ ମୃତ୍ୟୁସଂଖ୍ୟା ରବିବାର ୪୩ରେ ପହଞ୍ଚତ୍ଛି। ମାଟି ଅତଡ଼ା ତଳୁ ରବିବାର ଆଉ ୧୬ଟି ମୃତଦେହ ଉଦ୍ଧାର କରାଯାଇଥିଲା। ଭୂସ୍ଖଳନରେ ଚା’ ବଗିଚାରେ କାର୍ଯ୍ୟରତ କର୍ମଚାରୀଙ୍କର ୨୦ଟି ଘର…
ବିହାର ପୋଲିସର ଏତଲା ରାଜନୈତିକ ପ୍ରାୟୋଜିତ
ନୂଆଦିଲ୍ଲୀ, ୧୦।୮(ପି.ଟି.): ବଲିଉଡ୍ ଅଭିନେତା ସୁଶାନ୍ତ ସିଂ ରାଜପୁତ୍ ମୃତ୍ୟୁ ଘଟଣାର ସିବିଆଇ ତଦନ୍ତ ଦାବିକୁ ମୁମ୍ବାଇ ପୋଲିସ ସୁପ୍ରିମକୋର୍ଟରେ ବିରୋଧ କରିବା ସହ ଘଟଣାର ନିରପେକ୍ଷ ତଦନ୍ତ କରାଯାଉଥିବା କହିଛି। ଅନ୍ୟପକ୍ଷରେ ବିହାର ପୋଲିସ ଏହି ମାମଲାରେ ଦାଏର କରିଥିବା…
ଗାଁଠାରୁ ସହରରେ ସଂକ୍ରମଣ ଅଧିକ
କଟକ ଅଫିସ,୧୦।୮: କଟକ ଜିଲାରେ ଗ୍ରାମାଞ୍ଚଳ ଅପେକ୍ଷା ସହରାଞ୍ଚଳ ସ୍ଥିତି ସଙ୍ଗୀନ ହେବାରେ ଲାଗିଛି। ଗତ ସପ୍ତାହରେ ଚିହ୍ନଟ ମୋଟ ଆକ୍ରାନ୍ତଙ୍କ ମଧ୍ୟରୁ ସହରାଞ୍ଚଳରୁ ଅଧିକ ରହିଛନ୍ତି। ଜିଲାରେ ବର୍ତ୍ତମାନ ସୁଦ୍ଧା ୪୪ ହଜାର ୫୯୬ ଜଣଙ୍କ ସ୍ବାବ୍ ପରୀକ୍ଷା କରାଯାଇଛି।…
ସିନ୍ଧୁନଦୀ ଜଳ ଚୁକ୍ତି ଆଲୋଚନା
ନୂଆଦିଲ୍ଲୀ, ୧୦।୮(ପି.ଟି.): କରୋନା ମହାମାରୀ ଯୋଗୁ ସିନ୍ଧୁନଦୀ ଜଳ ଚୁକ୍ତି (ଆଇଡବ୍ଲ୍ୟୁଟି)ର ବାକି ଥିବା କେତେକ ପ୍ରସଙ୍ଗ ଉପରେ ଆଲୋଚନା ଭିଡିଓ କନ୍ଫରେନ୍ସ ଜରିଆରେ କରିବା ପାଇଁ ଭାରତ ପ୍ରସ୍ତାବ ଦେଇଛି। ଅନ୍ୟପକ୍ଷରେ ଓ୍ବାଘା ସୀମାରେ ବୈଠକ କରିବା ପାଇଁ ଇସ୍ଲାମାବାଦ…
ଗନ୍ଧମାର୍ଦ୍ଦନରେ ୪ ମାଓବାଦୀ କ୍ୟାମ୍ପ ଧ୍ୱଂସ
ବରଗଡ଼ ଅଫିସ୍,୧୦।୮: ବରଗଡ଼ ଜିଲାରେ ପୁଣି ମାଓବାଦୀଙ୍କ ଗତିବିଧି ପରିଲକ୍ଷିତ ହୋଇଛି। ଶନିବାର ଏସ୍ଓଜି ଏବଂ ସିଆର୍ପିଏଫ୍ ଯବାନମାନେ ଜିଲାର ପାଇକମାଳ ନିକଟ ଗନ୍ଧମାର୍ଦ୍ଦନ ସଂରକ୍ଷିତ ଜଙ୍ଗଲରେ ସର୍ଚ୍ଚ ଅପରେଶନ କରୁଥିବା ବେଳେ ମାଓବାଦୀଙ୍କ ସହିତ ଗୁଳି ବିନିମୟ ହୋଇଥିଲା। ମାତ୍ର…
କର୍ନାଟକ ସ୍ବାସ୍ଥ୍ୟମନ୍ତ୍ରୀ କରୋନା ଆକ୍ରାନ୍ତ
ବେଙ୍ଗାଲୁରୁ, ୧୦।୮:କର୍ନାଟକ ମୁଖ୍ୟମନ୍ତ୍ରୀ ବି.ଏସ୍. ୟେଦୁରପ୍ପା କରୋନା ଆକ୍ରାନ୍ତ ହେବାର ସପ୍ତାହେ ପରେ ରବିବାର ରାଜ୍ୟର ସ୍ବାସ୍ଥ୍ୟମନ୍ତ୍ରୀ ବି. ଶ୍ରୀରାମୁଲୁଙ୍କଠାରେ କରୋନା ପଜିଟିଭ୍ ଚିହ୍ନଟ ହୋଇଛି। ଜ୍ୱର ଲକ୍ଷଣ ଦେଖାଦେବାରୁ ସେ କୋଭିଡ୍ ପରୀକ୍ଷା କରାଇଥିଲେ। ଏବେ ସେ ବେଙ୍ଗାଲୁରୁର ବାଓରିଙ୍ଗ…
ଯୋଗ୍ୟ ହିତାଧିକାରୀଙ୍କୁ ଖାଦ୍ୟ ସାମଗ୍ରୀ ଯୋଗାଇ ଦିଅ: ହାଇକୋର୍ଟ
ଯାଜପୁର ଅଫିସ,୧୦।୮: ଯାଜପୁର ଜିଲା ଧର୍ମଶାଳା ବ୍ଲକରେ ରାଶନ ସାମଗ୍ରୀ ବଣ୍ଟନରେ ବ୍ୟାପକ ଅନିୟମିତତା ନେଇ ରୁଜୁ ଜନସ୍ବାର୍ଥ ମାମଲାର ଶୁଣାଣି କରି ହାଇକୋର୍ଟ ଏକ ଗୁରୁତ୍ୱପୂର୍ଣ୍ଣ ରାୟ ପ୍ରଦାନ କରିଛନ୍ତି। ସାଧାରଣ ଜନତାଙ୍କ ସ୍ବାର୍ଥକୁ ଦୃଷ୍ଟିରେ ରଖି ମାମଲାକୁ ଯଥାସମ୍ଭବ…
ଓଲିଙ୍କ ଦାବିକୁ ଧର୍ମୀୟ ନେତାଙ୍କ ବିରୋଧ
ନୂଆଦିଲ୍ଲୀ, ୧୦।୮: ଭଗବାନ ରାମଙ୍କ ଜନ୍ମସ୍ଥାନ ନେପାଳରେ ବୋଲି ଏହାର ପ୍ରଧାନମନ୍ତ୍ରୀ କେ.ପି. ଶର୍ମା ଓଲି ପୁଣିଥରେ ଦୋହରାଇଛନ୍ତି। ଏହାକୁ ନେଇ ଜାନକୀ ମନ୍ଦିରର ପୂଜକମାନଙ୍କ ସମେତ ନେପାଳର ଧର୍ମୀୟ ନେତାମାନେ ତୀବ୍ର ପ୍ରତିକ୍ରିୟା ପ୍ରକାଶ କରିଛନ୍ତି। ରାମ ଉତ୍ତରପ୍ରଦେଶର ଅଯୋଧ୍ୟାରେ…
ଦିନକରେ ସର୍ବାଧିକ ୭ ଲକ୍ଷ ପରୀକ୍ଷା
ନୂଆଦିଲ୍ଲୀ, ୧୦।୮(ପି.ଟି.): ଭାରତରେ ଗୋଟିଏ ଦିନରେ ରେକର୍ଡ ୭ ଲକ୍ଷରୁ ଅଧିକ କୋଭିଡ୍-୧୯ ପରୀକ୍ଷା କରାଯାଇଛି। ଏହାକୁ ମିଶାଇ ଦେଶରେ ମୋଟ ନମୁନା ପରୀକ୍ଷା ସଂଖ୍ୟା ୨,୪୧,୦୬,୫୩୫ରେ ପହଞ୍ଚତ୍ଥିବା ସ୍ବାସ୍ଥ୍ୟ ମନ୍ତ୍ରଣାଳୟ ପକ୍ଷରୁ କୁହାଯାଇଛି। ଗତ ୨୪ ଘଣ୍ଟା ମଧ୍ୟରେ ସର୍ବାଧିକ…
ସୋନିଆ କଂଗ୍ରେସର ଅନ୍ତରୀଣ ଅଧ୍ୟକ୍ଷ ରହିବେ
ନୂଆଦିଲ୍ଲୀ, ୧୦।୮(ପି.ଟି.): ନୂଆ ଅଧ୍ୟକ୍ଷ ନିର୍ବାଚନ ଲାଗି ଉପଯୁକ୍ତ ପ୍ରକ୍ରିୟା କାର୍ଯ୍ୟକାରୀ ନ ହେବା ଯାଏ ସୋନିଆ ଗାନ୍ଧୀ କଂଗ୍ରେସର ଅନ୍ତରୀଣ ଅଧ୍ୟକ୍ଷ ରହିବେ ବୋଲି ରବିବାର ଦଳ ପକ୍ଷରୁ କୁହାଯାଇଛି। ଗତବର୍ଷ ଅଗଷ୍ଟ ୧୦ରେ ସୋନିଆ ଦଳର ଅନ୍ତରୀଣ ଅଧ୍ୟକ୍ଷ…
Archives


