Home

ରାଜଭବନ ଛକ ପେଟ୍ରୋଲ ପମ୍ପ ବିସ୍ଫୋରଣ ଘଟଣା: ଡିଏନ୍‌ଏରୁ ସ୍ପଷ୍ଟ ହେଲା ସୀମାଞ୍ଚଳ ମୃତ

ଭୁବନେଶ୍ୱର,୨୯ା୧୦(ବ୍ୟୁରୋ): ରାଜଭବନ ଛକ ନିକଟରେ ଥିବା ପେଟ୍ରୋଲ ପମ୍ପ୍‌ ବିସ୍ଫୋରଣ ଘଟଣା ପରଠାରୁ ବ୍ରହ୍ମପୁରର ସୀମାଞ୍ଚଳ ପରିଡ଼ା ନିଖୋଜ ଥିଲେ। ଘଟଣାସ୍ଥଳରୁ ଖଣ୍ଡ ବିଖଣ୍ଡିତ ଶରୀରର କିଛି ମାଂସ ଖଣ୍ଡ ମିଳିଥିଲା। ଏହି ବିସ୍ଫୋରଣରେ ସୀମାଞ୍ଚଳଙ୍କ ମୃତ୍ୟୁ ହୋଇଥିବା ସନ୍ଦେହ କରାଯାଉଥିଲା।…

ମୁଙ୍ଗେର ହିଂସା: ହଟିଲେ ଡିଏମ୍‌-ଏସ୍‌ପି

ପାଟନା, ୨୯।୧୦: ଦଶହରାରେ ଦୁର୍ଗା ମୂର୍ତ୍ତି ବିସର୍ଜନ ସମୟରେ ବିହାରର ମୁଙ୍ଗେରରେ ହୋଇଥିବା ହିଂସା ନେଇ ରାଜ୍ୟ ସରକାରଙ୍କ ପକ୍ଷରୁ ଦୃଢ଼ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଇଛି। ଡିଏମ୍‌ ଏବଂ ଏସ୍‌ପି ଲିପି ସିଂଙ୍କ ହଟାଇ ଦିଆଯାଇଛି। ଲିପି ସିଂ ଲୋକଙ୍କ ଉପରେ…

ଅଭିନେତାରୁ ନିର୍ଦ୍ଦେଶକ

ଓଡ଼ଆ ଚଳଚ୍ଚିତ୍ର ‘ରୁପା ଗାଁରେ ସୁନା କନିଆ’ରୁ ଆରମ୍ଭ ହୋଇଥିଲା ତାଙ୍କର ଅଭିନୟ ଜୀବନ। ପରବର୍ତ୍ତୀ ସମୟରେ ସେ ‘ସ୍ତ୍ରୀ’, ‘ସତମିଛ’, ‘କିଏ ପୋଛିବ ମୋ ମା’ ଆଖିର ଲୁହ’ରେ ଆକ୍ଟିଂ କରିଥିଲେ। ଆଉ ଏବେ ସେ ନିଜକୁ ଜଣେ ସଫଳ…

ପଶ୍ଚିମବଙ୍ଗରେ ଗଣତନ୍ତ୍ର ଲୋପ ପାଇଛି: ରାଜ୍ୟପାଳଙ୍କ ଅଭିଯୋଗ

ନୂଆଦିଲ୍ଲୀ, ୨୯।୧୦: ପଶ୍ଚିମବଙ୍ଗରେ ଗଣତନ୍ତ୍ର ଲୋପ ପାଇଛି। ରାଜ୍ୟରେ ଜଙ୍ଗଲ ଆଇନ ଚାଲିଛି ବୋଲି ରାଜ୍ୟପାଳ ଜଗଦୀପ୍‌ ଧନକର ସ୍ବରାଷ୍ଟ୍ରମନ୍ତ୍ରୀ ଅମିତ ଶାହାଙ୍କୁ ସାକ୍ଷାତ କରି ଏଭଳି କହିଛନ୍ତି। ସେ ଶାହାଙ୍କୁ ତାଙ୍କ ବାସଭବନରେ ଭେଟି ରାଜ୍ୟର ଆଇନ ଶୃଙ୍ଖଳା ସ୍ଥିତି…

ରାଜଧାନୀରେ କରୋନାର ତୃତୀୟ ପର୍ଯ୍ୟାୟ ସଂକ୍ରମଣ ଆରମ୍ଭ !

ନୂଆଦିଲ୍ଲୀ, ୨୯।୧୦: ପାର୍ବଣରେ ରାଜଧାନୀ ଦିଲ୍ଲୀରେ କରୋନା ମହାମାରୀ ସଂକ୍ରମଣ ବଢ଼ିବା ଆରମ୍ଭ କରିଛି। ଏଠାରେ କରୋନାର ତୃତୀୟ ପର୍ଯ୍ୟାୟ ସଂକ୍ରମଣ ଆରମ୍ଭ ହୋଇଥିବାର ଅନୁମାନ କରାଯାଉଥିବା ସ୍ବାସ୍ଥ୍ୟମନ୍ତ୍ରୀ ସତ୍ୟେନ୍ଦ୍ର ଜୈନ କହିଛନ୍ତି। ତେବେ ତୃତୀୟ ପର୍ଯ୍ୟାୟ ସଂକ୍ରମଣ ଆରମ୍ଭ ହୋଇଛି…

ପ୍ରଶଂସା ଅନ୍ତରାଳେ

କରୀନା ଏବେ ଆମୀରଙ୍କ ପ୍ରଶଂସାରେ ଶତମୁଖ। କଥା କ’ଣ କି ଦୁହେଁ ଏବେ ନିର୍ମାଣାଧୀନ ହିନ୍ଦୀ ସିନେମା ‘ଲାଲ୍‌ ସିଂ ଚଢ଼ା’ରେ ଅଭିନୟ କରୁଛନ୍ତି। ତେବେ ଏହି ଫିଲ୍ମରେ ନିଜ ଭୂମିକାକୁ ନେଇ ବେଶ୍‌ ଆଶାବାଦୀ ଅଛନ୍ତି କରୀନା। ବର୍ତ୍ତମାନ ସେ…

ବରଗଡ଼ରେ ଖସୁଛି କରୋନା ଗ୍ରାଫ୍‌: ଆଜି ମାତ୍ର ୩୫ ପଜିଟିଭ୍‌ ଚିହ୍ନଟ, ୮୫୩୪ରେ ପହଞ୍ଚିଲା ମୋଟ୍‌ ଆକ୍ରାନ୍ତଙ୍କ ସଂଖ୍ୟା

ବରଗଡ଼ ଅଫିସ,୨୯ା୧୦: ବରଗଡ଼ ଜିଲାରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା କମୁଛି। ଗୁରୁବାର ଜିଲାରେ ମାତ୍ର ୩୫ ଜଣ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରେ ବରଗଡ଼ ପୌରାଞ୍ଚଳରେ ଜଣେ, ବରଗଡ଼ ବ୍ଲକର ୨, ଅତାବିରା ବ୍ଲକର ୪, ପଦ୍ମପୁର ବ୍ଲକର…

ବିବାହ ବନ୍ଧନରେ ବାନ୍ଧିହେଲେ ହରିଶ ସାଲ୍‌ଭେ

ଲଣ୍ଡନ,୨୯ା୧୦: ଜଣାଶୁଣା ଓକିଲ ତଥା ଭାରତର ପୂର୍ବତନ ସଲିସିଟର ଜେନେରାଲ ହରିଶ ସାଲଭେ ବୁଧବାର ତାଙ୍କ ବନ୍ଧୁ କାରୋଲିନ୍‌ ବ୍ରୋସାର୍ଡଙ୍କ ସହ ଲଣ୍ଡନର ଏକ ଚର୍ଚ୍ଚରେ ବିବାହ ବନ୍ଧନରେ ବାନ୍ଧି ହୋଇଛନ୍ତି। କରୋନା ଗାଇଡ ଲାଇନ ଅନୁସରଣ କରି ଉଭୟେ ଚର୍ଚ୍ଚରେ…

ସେନା-ସରକାରଙ୍କ ଉପରେ ରାହୁଲଙ୍କର ନାହିଁ ଭରସା: ନଡ୍ଡା

ନୂଆଦିଲ୍ଲୀ, ୨୯।୧୦: ଭାଜପା ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେ.ପି. ନଡ୍ଡା କଂଗ୍ରେସକୁ ଟାର୍ଗେଟ୍‌ କରିବା ଆରମ୍ଭ କରିଛନ୍ତି। ସେ ରାହୁଲ ଗାନ୍ଧୀଙ୍କୁ କଟାକ୍ଷ କରି କହିଛନ୍ତି ଯେ, ରାଜକୁମାରଙ୍କର ସେନା ଏବଂ ସରକାରଙ୍କ ଉପରେ ଭରସା ନାହିଁ। ବାୟୁସେନା ଓ୍ବିଙ୍ଗ୍‌ କମାଣ୍ଡର ଅଭିନନ୍ଦନ…

ଶୁଟିଂ ଚାଲିଛି ତୋ ପାଇଁ କିଛି ବି

ଏକ ଭିନ୍ନ ଧରଣର ପ୍ରେମ କାହାଣୀକୁ ଆଧାର କରି ନିର୍ମିତ ହେଉଛି ନୂଆ ଓଡ଼ିଆ ସିନେମା ‘ତୋ ପାଇଁ କିଛି ବି’। ଏହାର ଶୁଟିଂ ଏବେ ଭୁବନେଶ୍ୱର ଏବଂ ଏହାର ଆଖପାଖ ଅଞ୍ଚଳରେ ଚାଲୁ ରହିଛି। ଫିଲ୍ମର ମୁଖ୍ୟ ଭୂମିକାରେ ଅଭିନୟ…

ଆଇସ୍‌କ୍ରିମପ୍ରିୟ ତମନ୍ନା

ନିଜର ମନ ପସନ୍ଦର ଖାଦ୍ୟ ଖାଇବାକୁ ସେ ତ ପଛାଇ ନ ଥାନ୍ତି। ହେଲେ ଗୋଟିଏ ଜିନିଷ ଦେଖିଲେ ତାଙ୍କ ପାଟିରୁ ଲାଳ ଗଡ଼େ। ତାକୁ ନ ଖାଇବା ପର୍ଯ୍ୟନ୍ତ ତାଙ୍କ ମନକୁ ଶାନ୍ତି ଆସି ନ ଥାଏ। ତାହା କ’ଣ…

ନୂଆ ଯୋଡ଼ି କ୍ରିଷ୍ଣା-ଅସୀମା

ଆଉ ଏକ ନୂଆ ଯୋଡ଼ି ଖୁବ୍‌ଶୀଘ୍ର ବଡ଼ ପରଦାରେ ମୁହଁ ଦେଖାଇବାକୁ ଯାଉଛନ୍ତି। ଏହି ଯୋଡ଼ି ହେଲେ କ୍ରିଷ୍ଣା-ଅସୀମା। ସୁବ୍ରତ ଏଣ୍ଟରଟେନମେଣ୍ଟ ବ୍ୟାନରରେ ନିର୍ମିତ ହେବାକୁ ଯାଉଥିବା ନୂଆ ଓଡ଼ିଆ ସିନେମା ‘ଇସ୍କ ତେରେ ନାମ୍‌’ରେ ଉକ୍ତ ଯୋଡ଼ିକୁ ବ୍ରେକ୍‌ ଦେଉଛନ୍ତି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?