Home

୨ ଯୁବକଙ୍କୁ ବିବାହ କରି କୋଟିଏ ୪୫ ଲକ୍ଷ ଠକିନେଲେ କନ୍ୟା: ଏବେ ତୃତୀୟ ବିବାହ କରି ବିଦେଶକୁ ଉଡ଼ନ ଛୁ…

ନୂଆଦିଲ୍ଲୀ, ୯।୮: ଜଣେ ନୁହେଁ ଦୁଇ ଦୁଇ ଜଣ ଯୁବକଙ୍କୁ ବିବାହ କରି ସେମାନଙ୍କଠାରୁ କୋଟିଏ ୪୫ ଲକ୍ଷ ଟଙ୍କା ଠକି ନେଇଛନ୍ତି ଜଣେ କନ୍ୟା। ଏହାପରେ ଏବେ ତୃତୀୟ ଯୁବକଙ୍କୁ ବିବାହ କରି ହନିମୁନ୍‌ ପାଇଁ ବିଦେଶକୁ ଉଡ଼ନ ଛୁ…

ଆଜି ସର୍ବାଧିକ ୧୩ ମୁଣ୍ଡ ନେଲା କରୋନା: ଏହି ଜିଲାରୁ ଅଛନ୍ତି ୬

ଭୁବନେଶ୍ୱର,୯।୮(ବ୍ୟୁରୋ): ଗୋଟିଏ ପରେ ଗୋଟିଏ ମୁଣ୍ଡ ନେଇ ଚାଲିଛି କରୋନା। ରାଜ୍ୟରେ ରବିବାର କରୋନା ସଂକ୍ରମିତ ହୋଇ ସର୍ବାଧିକ ୧୩ଜଣଙ୍କ ମୃତ୍ୟୁ ଘଟିଛି। ମୃତକଙ୍କ ମଧ୍ୟରେ ବାଲେଶ୍ୱରର ଜଣେ ୮୧ ବର୍ଷୀୟ ବୃଦ୍ଧ, ଭୁବନେଶ୍ୱରର ଜଣେ ୫୨ ବର୍ଷୀୟ ବ୍ୟକ୍ତି, ଖୋର୍ଦ୍ଧାର…

ଓଡ଼ିଶାରେ ୪୫ହଜାର ଟପିଲା କରୋନା ଆକ୍ରାନ୍ତ ସଂଖ୍ୟା: ଆଜି ଚିହ୍ନଟ ହେଲେ ଆଉ ୧୭୩୪, କେଉଁଠୁ କେତେ ଜାଣନ୍ତୁ..

ଭୁବନେଶ୍ୱର,୯।୮(ବ୍ୟୁରୋ): ରାଜ୍ୟରେ ରବିବାର ୧୭୩୪ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେଥିରୁ ୧୦୭୫ଜଣ କ୍ୱାରାଣ୍ଟାଇନ୍‌ରୁ ଥିବା ବେଳେ ୬୫୯ ଲୋକାଲ କେସ୍‌ ରହିଛି। ତେବେ ନୂଆ ଆକ୍ରାନ୍ତଙ୍କୁ ମିଶାଇ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୪୫,୯୨୭କୁ ବୃଦ୍ଧି ପାଇଛି। ଏନେଇ ରାଜ୍ୟ…

ଆତ୍ମନିର୍ଭର ହେବ ଭାରତ: ୧୦୧ ପ୍ରତିରକ୍ଷା ଉପକରଣ ଦେଶରେ ହେବ ତିଆରି

ନୂଆଦିଲ୍ଲୀ, ୯।୮: ଭାରତକୁ ପ୍ରତିରକ୍ଷା କ୍ଷେତ୍ରରେ ଆତ୍ମନିର୍ଭର କରିବା ପାଇଁ କେନ୍ଦ୍ର ସରକାରଙ୍କ ପକ୍ଷରୁ ଯୋଜନା ଆରମ୍ଭ ହୋଇଛି। ଏହା ଅନ୍ତର୍ଗତ ବିଦେଶରୁ ଆମଦାନୀ ହେଉଥିବା ୧୦୧ ପ୍ରତିରକ୍ଷା ଉପକରଣ ଉପରେ ରୋକ ଲଗାଯାଇଛି। ଏଣିକି ଏସବୁ ଉପକରଣ ସ୍ବଦେଶୀ ଜ୍ଞାନକୌଶଳରେ…

ଏସ୍‌ସିବିରେ ଶଯ୍ୟା ଅଭାବ: ସଂକ୍ରମଣର କାରଣ ହେବ ଫ୍ଲୋର୍‌ ଆଡମିଶନ

କଟକ ଅଫିସ,୯। ୮: ଏସ୍‌ସିବି ମେଡିକାଲ କଲେଜ ଓ ହସ୍ପିଟାଲର କିଛି ନିର୍ଦ୍ଦିଷ୍ଟ ବିଭାଗରେ ଡାକ୍ତର ଇଚ୍ଛାକରି ମଧ୍ୟ କୋଭିଡ୍‌ ନିୟମ ପାଳନ କରିପାରୁ ନାହାନ୍ତି। ରୋଗୀ ସଂଖ୍ୟା ଏତେ ବଢୁଛି ଯେ ବାଧ୍ୟହୋଇ ଡାକ୍ତର ଫ୍ଲୋର ଆଡମିଶନ (ଚଟାଣରେ ରୋଗୀସେବା)…

ବୁଣାକାରଙ୍କ ସହ ରହିଛି ‘ବୟନିକା’

ଭୁବନେଶ୍ୱର, ୯। ୮ (ବ୍ୟୁରୋ): ଓଡ଼ିଶାର ହସ୍ତତନ୍ତ ପ୍ରତି ଲୋକଙ୍କ ମଧ୍ୟରେ ଆଗ୍ରହ ସୃଷ୍ଟି କରିବା ସହ ବୁଣାକାରଙ୍କ ପାଇଁ କାର୍ଯ୍ୟ କରୁଛି ରାଜ୍ୟ ସରକାରଙ୍କ ‘ବୟନିକା’। ୬୪ବର୍ଷ ଧରି ବୁଣାକାରଙ୍କ ସହ କାର୍ଯ୍ୟ କରି ଆସୁଥିବା ଏହି ସଂସ୍ଥା ଏବେ…

ଚାଇନାର ସନ୍ଦିଗ୍ଧ ମଞ୍ଜି ପ୍ୟାକେଟ ଏବେ ଭାରତରେ: କେନ୍ଦ୍ର ସରକାରଙ୍କ ପକ୍ଷରୁ ସତର୍କ ସୂଚନା ଜାରି

ନୂଆଦିଲ୍ଲୀ, ୯।୮: ଏବେ ଭାରତରେ ମଧ୍ୟ ଚାଇନାର ସନ୍ଦିଗ୍ଧ ମଞ୍ଜି ପ୍ୟାକେଟ ପହଞ୍ଚିଛି। ପ୍ୟାକେଟରେ ବିଭିନ୍ନ ପ୍ରକାର ଚାରା ମଞ୍ଜି ରହିଛି। ଏନେଇ ଲୋକେ ଆତଙ୍କିତ ହୋଇ ପଡ଼ିଛନ୍ତି। ଏନେଇ କେନ୍ଦ୍ର ସରକାରଙ୍କ ପକ୍ଷରୁ ସମସ୍ତ ରାଜ୍ୟ ସରକାରଙ୍କୁ ସତର୍କ ସୂଚନା…

ଡାଏଲିସିସ୍‌ ନ ପାଇ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ

କଟକ ଅଫିସ,୯। ୮: ଏସ୍‌ସିବି ଆଇସୋଲେଶନ ୱାର୍ଡରେ ଚିକିତ୍ସା ଅବହେଳାରୁ ଜଣେ କରୋନା ଆକ୍ରାନ୍ତଙ୍କ ମତ୍ୟୁ ଘଟିଥିବା ଅଭିଯୋଗ ହୋଇଛି। ତାଙ୍କର ଡାଏଲିସିସ୍‌ କରାଗଲା ନାହିଁ କି ଆବଶ୍ୟକ ଚିକିତ୍ସା ମଧ୍ୟ ଦିଆଗଲା ନାହିଁ ବୋଲି ପରିବାର ଲୋକେ କହିଛନ୍ତି। ମୃତ୍ୟୁ…

୩ ଦିନ ପ୍ରବଳ ବର୍ଷିବ: ଦକ୍ଷିଣ ଓଡ଼ିଶାରେ ବନ୍ୟା ହେବାର ଆଶଙ୍କା

ଭୁବନେଶ୍ୱର,୯। ୮(ବ୍ୟୁରୋ): ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗରରେ ଏକ ଲଘୁଚାପ ସୃଷ୍ଟି ହୋଇଛି। ଏହାର ପ୍ରଭାବରେ ଆସନ୍ତା ୩ ଦିନ ଯାଏ ଦକ୍ଷିଣ ଏବଂ ଆଭ୍ୟନ୍ତରୀଣ ଓଡ଼ିଶାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହୋଇପାରେ। ୯ ତାରିଖରୁ ଦକ୍ଷିଣ ଓଡ଼ିଶାର ଅଧିକାଂଶ ସ୍ଥାନରେ…

ହସ୍ପିଟାଲରେ ସଞ୍ଜୟ ଦତ୍ତ

ମୁମ୍ବାଇ, ୯। ୮: ଅଭିନେତା ସଞ୍ଜୟ ଦତ୍ତ ଅସୁସ୍ଥ ହୋଇପଡ଼ିବାରୁ ତାଙ୍କୁ ଶନିବାର ସନ୍ଧ୍ୟାରେ ମୁମ୍ବାଇର ଲୀଳାବତୀ ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ଛାତିରେ ଯନ୍ତ୍ରଣା ହେବା ସହ ନିଃଶ୍ୱାସ ନେବାରେ ସେ କଷ୍ଟ ଅନୁଭବ କରିଥିଲେ। ତାଙ୍କର ରାପିଡ୍‌ ଆଣ୍ଟିଜେନ ମାଧ୍ୟମରେ…

ରେକର୍ଡ ଭାଙ୍ଗିଲା କରୋନା

ନୂଆଦିଲ୍ଲୀ, ୯।୮: ଦେଶରେ କରୋନା ମହାମାରୀ ସଂକ୍ରମଣ ଥମିବାର ନାଁ ଧରୁନି। ଆକ୍ରାନ୍ତଙ୍କ ସଂଖ୍ୟା ଦିନକୁ ଦିନ ବଢ଼ିଚାଲିଛି। ରବିବାର ଏହା ପୂର୍ବର ସମସ୍ତ ରେକର୍ଡ ଭାଙ୍ଗିଛି। ଗତ ୨୪ ଘଣ୍ଟା ମଧ୍ୟରେ ୬୪ ହଜାର ୩୯୯ ଜଣ ନୂଆ ଆକ୍ରାନ୍ତଙ୍କୁ…

ବିଲ୍‌ ସାଇକଲ: କାହିଁକି ଏ ପରିବର୍ତ୍ତନ

ଭୁବନେଶ୍ୱର,୯। ୮(ବ୍ୟୁରୋ): ଉପଭୋକ୍ତାଙ୍କୁ ଉନ୍ନତମାନର ୨୪ ଘଣ୍ଟିଆ ବିଦ୍ୟୁତ୍‌ ସେବା ଯୋଗାଇ ଦେବା ଲକ୍ଷ୍ୟରେ ରାଜ୍ୟର ବିଦ୍ୟୁତ୍‌ ବ୍ୟବସ୍ଥାକୁ ଗୋଟିଏ ପରେ ଗୋଟିଏ ଘରୋଇ ସଂସ୍ଥା ହାତକୁ ଟେକି ଦିଆଯାଉଛି। ପ୍ରଥମେ ଆମେରିକୀୟ କମ୍ପାନୀ ଏଇଏସ୍‌(୧୯୯୯ ରୁ ୨୦୦୧ ), ଏହାପରଠାରୁ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri