Home

ପୁଣି ଲକ୍‌ଡାଉନ୍‌ ଘୋଷଣା

ବର୍ଲିନ,୨୯।୧୦: କରୋନା ସଂକ୍ରମିତଙ୍କ ସଂଖ୍ୟା ବଢ଼ୁଥିବାରୁ ଦ୍ୱିତୀୟ ଥର ପାଇଁ ଜର୍ମାନୀ ଏବଂ ଫ୍ରାନ୍ସରେ ଲକ୍‌ଡାଉନ ଘୋଷଣା କରାଯାଇଛି। ଫ୍ରାନ୍ସ ରାଷ୍ଟ୍ରପତି ଏମାନୁଏଲ ମାକ୍ରୋନ ଏବଂ ଜର୍ମାନୀ ଚାନସେଲର ଆଞ୍ଜେଲା ମୋର୍କେଲ ନିଜ ନିଜ ଦେଶରେ ଲକଡାଉନ ଘୋଷଣା କରିଛନ୍ତି। କରୋନା…

୫୨ ବର୍ଷରେ ରାଜକୁମାରୀ ସ୍ବୀକୃତି

ବ୍ରସେଲ୍ସ,୨୯ା୧୦: ଝିଅ ହେଉ କି ପୁଅ ଭୂମିଷ୍ଠ ହେବା ମାତ୍ରେ ପ୍ରଥମେ ମା’ଙ୍କୁ ଚିହ୍ନେ ଓ ପରେ ବାପାଙ୍କୁ ଖୋଜେ। କିନ୍ତୁ ଶିଶୁଟି ପରବର୍ତ୍ତୀ ସମୟରେ ବାପାଙ୍କୁ ନ ପାଇଲେ ଅସହାୟ ହୋଇପଡ଼େ। ତା’ ମୁଣ୍ଡ ଉପରେ ପିତୃତ୍ୱର ଛାୟା ନାହିଁ…

କାମରେ ଲାଗୁନି ସରକାରୀ ଅର୍ଥ

ଯାଜପୁର ଅଫିସ,୨୯ା୧୦:ରାଜ୍ୟ ଗ୍ରାମ୍ୟ ନିର୍ମାଣ ବିଭାଗର ନିର୍ବାହୀ ଯନ୍ତ୍ରୀମାନଙ୍କ ପାଖରେ ଗତ ୧୯ ତାରିଖ ସୁଦ୍ଧା ୧୨ କୋଟି ୨ ଲକ୍ଷ ୪ ହଜାର ଟଙ୍କା ଖର୍ଚ୍ଚ ନ ହୋଇ ପଡ଼ିରହିଛି। ସ୍ବାସ୍ଥ୍ୟ ଓ ରାଜସ୍ବ ବିଭାଗର ବିଭିନ୍ନ ନିବାସ ଏବଂ…

ସମ୍ବଲପୁରରେ ଶିଶୁ ବିକ୍ରି:ମାସକର ଝିଅକୁ ଉଦ୍ଧାର କଲା ଶିଶୁ କଲ୍ୟାଣ ସମିତି

ସମ୍ବଲପୁର/ରେଢ଼ାଖୋଲ,୨୯ା୧୦(ବ୍ୟୁରୋ/ଡି.ଏନ୍‌.ଏ.):ସମ୍ବଲପୁର ଜିଲା ରେଢାଖୋଲ ଉପଖଣ୍ଡ ଚାରମାଲ ଥାନା ଅଞ୍ଚଳରେ ଏକ ମାସର ଶିଶୁକନ୍ୟାକୁ ୧୫ହଜାର ଟଙ୍କାରେ ବିକ୍ରି କରାଯାଇଥିବା ଅଭିଯୋଗ ହୋଇଛି। ହେଲେ ବିକ୍ରି ନୁହେଁ, ଆର୍ଥତ୍କ ଅନଟନ ଯୋଗୁ ଖାଇବାକୁ ଦେଇ ନ ପାରି ସେ ନିଜର ଶିଶୁକନ୍ୟାକୁ ଅନ୍ୟଜଣେ…

ପୁଞ୍ଜିନିବେଶରେ ଉଦାସୀନତା ବାଧା

ରାଜ୍ୟରେ ଶିଳ୍ପାୟନ ହେବ। ଜାତୀୟ ଅନ୍ତର୍ଜାତୀୟ ସ୍ତରରୁ ପୁଞ୍ଜିନିବେଶକାରୀ ଓଡ଼ିଶା ଆସି ପୁଞ୍ଜି ଖଟାଇବେ । ନିଯୁକ୍ତି ସୁଯୋଗ ବହୁଗୁଣିତ ହେବ। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଓଡ଼ିଶାକୁ ପୁଞ୍ଜିନିବେଶକାରୀଙ୍କୁ ଆକୃଷ୍ଟ କରିବାକୁ ମେକ୍‌ ଇନ୍‌ ଓଡ଼ିଶା କନ୍‌କ୍ଲେଭଠାରୁ ଆରମ୍ଭକରି ଦେଶ ବିଦେଶରେ…

ଆରୋଗ୍ୟ ସେତୁର ସ୍ରଷ୍ଟା ମନ୍ତ୍ରଣାଳୟକୁ ଜଣାନାହିଁ

ନୂଆଦିଲ୍ଲୀ,୨୮।୧୦: କୋଭିଡ୍‌-୧୯ ସମ୍ପର୍କରେ ଜନସାଧାରଣଙ୍କୁ ସତର୍କ କରାଉଥିବା ଆରୋଗ୍ୟ ସେତୁ ଆପ୍‌ର ସ୍ରଷ୍ଟା କିଏ ଏ ସମ୍ପର୍କରେ ଇଲେକ୍ଟ୍ରୋନିକ୍ସ ଓ ସୂଚନା ପ୍ରଯୁକ୍ତି ମନ୍ତ୍ରଣାଳୟ ପାଖରେ କୌଣସି ତଥ୍ୟ ନାହିଁ। ଏହି ଆପ୍‌କୁ କିଏ ପ୍ରସ୍ତୁତ କରିଛି ଓ କିପରି ସୃଷ୍ଟି…

ମୋବାଇଲ ଲକ୍‌ ଖୋଲିବାକୁ ଏହି ମଡେଲଙ୍କ ଆଙ୍ଗୁଠି କାଟିନେଲେ ଦୁର୍ବୃତ୍ତ

ମସ୍କୋ,୨୮ା୧୦: ରୁଷିଆର ଜଣେ ମହିଳା ବୈଜ୍ଞାନିକ ତଥା ମଡେଲଙ୍କ ମୃତ୍ୟୁ ଘଟିଛି। ତେବେ ସବୁଠାରୁ ଆଶ୍ଚର୍ଯ୍ୟର କଥା ହେଉଛି ହତ୍ୟାକାରୀ ମଡେଲଙ୍କ ମୋବାଇଲରୁ ଲକ୍‌ ଖୋଲିବାକୁ ତାଙ୍କ ହାତ ଆଙ୍ଗୁଠି ମଧ୍ୟ କାଟି ନେଇଛନ୍ତି। କାରଣ ଆଙ୍ଗୁଠି କାଟିଦେଲେ ଫିଙ୍ଗର ପ୍ରିଣ୍ଟ…

ସ୍ମୃତି ଇରାନୀଙ୍କୁ କରୋନା, ଟୁଇଟ୍‌ କରି ଦେଲେ ସୂଚନା

ନୂଆଦିଲ୍ଲୀ,୨୮ା୧୦: କେନ୍ଦ୍ରମନ୍ତ୍ରୀ ସ୍ମୃତି ଇରାନୀ କରୋନାରେ ଆକ୍ରାନ୍ତ ହୋଇଥିବା ଜଣାପଡ଼ିଛି। ଏନେଇ ବୁଧବାର ସନ୍ଧ୍ୟାରେ ସ୍ମୃତି ନିଜେ ଟୁଇଟ୍‌ କରି ସୂଚନା ଦେଇଛନ୍ତି। ସେ କହିଛନ୍ତି, ଏକ କଥା ଘୋଷଣା କରିବା ସମୟରେ ଶବ୍ଦ ଖୋଜିବା ମୋ’ ପାଇଁ ବିରଳ। ତେଣୁ…

ରାଜ୍ୟରେ ସୁସ୍ଥ ହେଲେ ଆଉ ୨୦୧୫ କରୋନା ଆକ୍ରାନ୍ତ

ଭୁବନେଶ୍ୱର,୨୮ା୧୦(ବ୍ୟୁରୋ): ବୁଧବାର ରାଜ୍ୟରୁ ଆଉ ୨୦୧୫ କରୋନା ଆକ୍ରାନ୍ତ ସୁସ୍ଥ ହୋଇଥିବା ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଟୁଇଟ୍‌ କରି ସୂଚନା ଦିଆଯାଇଛଇ। ଆଜି ସର୍ବାଧିକ ଖୋର୍ଦ୍ଧାରୁ ୩୧୨ ଜଣ ସୁସ୍ଥ ହୋଇଥିବା ବେଳେ ଅନୁଗୋଳରୁ ୨୧୮…

ଜଲାପୁଟ ଜଳଭଣ୍ଡାରରେ ଡଙ୍ଗାବୁଡ଼ି ଘଟଣା: ନିଖୋଜ ଯୁବକଙ୍କ ମୃତଦେହ ଉଦ୍ଧାର

କୋରାପୁଟ,୨୮ା୧୦: କୋରାପୁଟ ଜିଲାର ପାଡୁଆ ଥାନା ଅନ୍ତର୍ଗତ ଜଲାପୁଟ ଜଳଭଣ୍ଡାରରେ ଏକ ଦେଶୀ ଡଙ୍ଗାବୁଡ଼ି ୩ ଜଣ ଯୁବକ ନିଖୋଜ ହୋଇଥିବା ବେଳେ ମଙ୍ଗଳବାର ଜଣଙ୍କର ମୃତଦେହ ଉଦ୍ଧାର ହୋଇଥିବାବେଳେ ବୁଧବାର ପୁଣି ଜଣଙ୍କ ମୃତଦେହ ଉଦ୍ଧାର ହୋଇଛି ା ଏହି…

ବାପାଙ୍କୁ ମାଡ଼ ମାରି ଥାନାରେ ପୁଅ ଅଟକ

ଦିଗପହଣ୍ଡି,୨୮ା୧୦(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ପଦ୍ମନାଭପୁର ପଞ୍ଚାୟତ ଭୁଶୁଣ୍ଡା ଗ୍ରାମର ଜଣେ ବ୍ୟକ୍ତିଙ୍କୁ ପୋଲିସ ଥାନାରେ ଅଟକ ରଖିଛନ୍ତି। ଥାନାରେ ଅଟକ ରଖାଯାଇଥିବା ଅଭିଯୁକ୍ତ ଜଣଙ୍କ ଗତ ସୋମବାର ସନ୍ଧ୍ୟାରେ ପ୍ରାୟ ୬ଟାରେ ତାଙ୍କ ବୃଦ୍ଧ ବାପାଙ୍କୁ ନିଶାସକ୍ତ ଅବସ୍ଥାରେ…

ଆଜି ରାଜଧାନୀରୁ ୧୧୦ କରୋନା ପଜିଟିଭ୍‌ ଚିହ୍ନଟ, ସୁସ୍ଥ ହେଲେ ୨୧୯

ଭୁବନେଶ୍ୱର,୨୮ା୧୦(ବ୍ୟୁରୋ): ବୁଧବାର ରାଜଧାନୀରୁ ଆଉ ୧୧୦ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଏମାନଙ୍କ ମଧ୍ୟରୁ ୩୩ ଜଣ କ୍ୱାରାଣ୍ଟାଇନ୍‌ରୁ ଚିହ୍ନଟ ହୋଇଥିବା ବେଳେ ୭୭ ସ୍ଥାନୀୟ ସଂକ୍ରମିତ ବୋଲି ଟୁଇଟ୍‌ କରି ସୂଚନା ଦେଇଛି ଭୁବନେଶ୍ୱର ମହାନଗର ନିଗମ(ବିଏମ୍‌ସି)। ସେହିପରି ଆଜି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?