ବରଗଡ଼ ପୋଲିସକୁ ବଡ଼ ସଫଳତା: ଧରାପଡ଼ିଲେ ଲୁଟେରା ଗ୍ୟାଙ୍ଗ
ବରଗଡ଼ ଅଫିସ,୧୭ା୯: ବରଗଡ଼ ସହର ସମେତ ଜିଲାର ବିଭିନ୍ନ ସ୍ଥାନରେ ଗତ କିଛିଦିନ ହେଲା ଚୋରି, ଲୁଟ୍ କରି ଆତଙ୍କ ସୃଷ୍ଟି କରିଥିବା ଏକ ଗ୍ୟାଙ୍ଗକୁ ପୋଲିସ ଧରିବାରେ ସକ୍ଷମ ହୋଇଛି। ଗ୍ୟାଙ୍ଗର ୫ ଅଭିଯୁକ୍ତଙ୍କୁ ଗିରଫ କରାଯାଇଛି। ସେମାନେ ହେଲେ,…
କରୋନାକୁ ହରାଇଲେ ୧୦୦ ବର୍ଷୀୟା ବୃଦ୍ଧା, ନର୍ସ ପାଳିଲେ ମହୋତ୍ସବ
ଗୁଆହାଟି,୧୭ା୯: କୁହାଯାଏ ରଖେ ହରି ତ ମାରେ କିଏ। ଠିକ୍ ସେହିପରି ଏକ ଘଟଣା ଦେଖିବାକୁ ମିଳିଛି ଗୁଆହାଟିରେ। ଏଠାକାର ଜଣେ ଶହେ ବର୍ଷୀୟା ବୃଦ୍ଧା କରୋନାକୁ ହରାଇ ସୁସ୍ଥ ହୋଇଛନ୍ତି। ସାଧାରଣତଃ ବୟସାଧିକ ଲୋକଙ୍କୁ କରୋନା କବଳିତ କରିଥାଏ। ମାତ୍ର…
ନେପାଳ-ବାଂଲାଦେଶକୁ କନ୍ଦାଉଛି ପିଆଜ: କିଲୋ ୧୫୦ ଟପିଲା
ଢାକା/ କାଠମାଣ୍ଡୁ, ୧୭।୯: ଭାରତରେ ପିଆଜ ଦାମରେ ନିୟନ୍ତ୍ରଣ ଆଣିବା ଲାଗି କେନ୍ଦ୍ର ସରକାର ଏହାର ରପ୍ତାନୀ ବନ୍ଦ କରିଛନ୍ତି। ଏହାର ପ୍ରଭାବ ଭାରତର ପଡ଼ୋଶୀ ନେପାଳ ଏବଂ ବାଂଲାଦେଶ ଉପରେ ପଡ଼ିଛି। ଏଠାରେ ଏବେ ପିଆଜ ଦାମ କିଲୋ ପିଛା…
ପରଲୋକରେ ଭାଜପା ନେତା ଅଶୋକ ସାହୁ: ଶୋକପ୍ରକାଶ କଲେ ଧର୍ମେନ୍ଦ୍ର
ଭୁବନେଶ୍ୱର,୧୭।୯(ବ୍ୟୁରୋ): ବରିଷ୍ଠ ଭାଜପା ନେତା ତଥା ଅବସରପ୍ରାପ୍ତ ଆଇପିଏସ୍ ଅଫିସର ଅଶୋକ ସାହୁଙ୍କ ଗୁରୁବାର ପରଲୋକ ଘଟିଛି। କଟକ ପିଠାପୁରସ୍ଥିତ ବାସଭବନରେ ସେ ଶେଷ ନିଶ୍ୱାସ ତ୍ୟାଗ କରିଛନ୍ତି। ମୃତ୍ୟୁ ବେଳକୁ ତାଙ୍କୁ ୬୮ବର୍ଷ ହୋଇଥିଲା। ତେବେ ସପ୍ତାହେ ଧରି ସେ…
ଭୁବନେଶ୍ୱର, କଟକକୁ ଆସି ପାରିବେ କୋଭିଡ୍ ରୋଗୀ
ଭୁବନେଶ୍ୱର,୧୭ା୯(ବ୍ୟୁରୋ): କଟକ ଓ ଭୁବନେଶ୍ୱରରେ ଥିବା କୋଭିଡ୍ ହସ୍ପିଟାଲକୁ ରୋଗୀ ପଠାଇବା ନେଇ ସରକାର ବାରଣ କରିନାହାନ୍ତି। ସରକାର ଦ୍ୱୈତ ନଗରୀରେ ସୃଷ୍ଟି କରିଥିବା ଚିକିତ୍ସା ସୁବିଧା ସାରା ରାଜ୍ୟର ଲୋକଙ୍କ ପାଇଁ ଉଦ୍ଦିଷ୍ଟ ବୋଲି ମୁଖ୍ୟ ଶାସନ ସଚିବ ଅସିତ୍…
ରାଜଧାନୀରେ ଚାଞ୍ଚଲ୍ୟ: ମା’ଙ୍କୁ ଶାବଳରେ ପିଟି ପିଟି ହତ୍ୟା କଲେ ଦୁଇ ନାବାଳକ ପୁଅ
ଭୁବନେଶ୍ୱର,୧୭।୯(ବ୍ୟୁରୋ)- ରାଜଧାନୀ ଏୟାରଫିଲ୍ଡ ଥାନା ବେହେରାସାହି ଅର୍କିଡ ଆପାଟମେଣ୍ଟରେ ଗୁରୁବାର ଏକ ଚାଞ୍ଚଲ୍ୟକର ହତ୍ୟାକାଣ୍ଡ ଘଟିଛି। ମୃତ ମହିଳା ହେଲେ ବିନୋଦିନୀ ମିଶ୍ର । ଘରୋଇ କଳିରୁ ଦୁଇ ନାବାଳକ ପୁଅ ବିନୋଦିନୀଙ୍କୁ ପିଟି ପିଟି ହତ୍ୟା କରିଛନ୍ତି। ଖବର ପାଇ…
ଏଥର ଆକ୍ସନ ଅବତାର
ଓଲିଉଡ୍ରେ ବାବୁସାନ ନିଜ ଆକ୍ଟିଂ କ୍ୟାରିୟର ଆରମ୍ଭ କରିଥିଲେ ‘ରୋମିଓ ଦ ଲଭରବୟ’ ଚଳଚ୍ଚିତ୍ରରୁ। ଇତି ମଧ୍ୟରେ ସେ ବେଶ୍ କେତୋଟି ସିନେମାରେ ଅଭିନୟ କରି ସିନେପ୍ରେମୀଙ୍କ ହୃଦୟରେ ସ୍ବତନ୍ତ୍ର ସ୍ଥାନ ଅଧିକାର କରିଛନ୍ତି। ସେ ଅଭିନୟ କରୁଥିବା ତଥା ନିର୍ମାଣଧୀନ…
ଜୀବନରୁ ଦୁଃଖ ଦୂର କରିବାକୁ ଚାହାନ୍ତି କି? ଚାଣକ୍ୟନୀତିର ଏହି ଉପାୟକୁ ଅବଲମ୍ବନ କରନ୍ତୁ
ଆଚାର୍ଯ୍ୟ ଚାଣକ୍ୟଙ୍କ ନୀତିରେ ସବୁ ସମସ୍ୟାର ସମାଧାନ ମିଳିଥାଏ। ଜୀବନର ପ୍ରତ୍ୟେକଟି ଚ୍ୟାଲେଞ୍ଜ ସହ ଲଢ଼ି ଜିତିବାକୁ ଏହା ପ୍ରେରଣା ଦେଇଥାଏ। ଏହି କ୍ରମରେ ଚାଣକ୍ୟ ଜୀବନରୁ ଦୁଃଖ ଦୂର କରି ସୁଖ ସମୃଦ୍ଧି ବୃଦ୍ଧି କରିବା ପାଇଁ ନୀତିରେ ବର୍ଣ୍ଣନା…
ଆଉ ଏକ ଓଡ଼ିଆ ସିନେମା: ତିତିଲି
ଆଞ୍ଜେନେୟା ମିଡିଆ ବ୍ୟାନରରେ ପ୍ରସ୍ତୁତ ହେବାକୁ ଯାଉଛି ଆଉ ଏକ ଓଡ଼ିଆ ସିନେମା, ଯାହାର ଟାଇଟଲ ରହିଛି ‘ତିତିଲି’। ପ୍ରଯୋଜକ ଶିଶିର ଦାସ ଏଥିରେ ଦୁଇ ଜଣ ନୂଆ ମୁହଁକୁ ବ୍ରେକ୍ ଦେଉଛନ୍ତି। ସେ ହେଲେ ନବାଗତ ତୁଷାର ଏବଂ ନବାଗତା…
ଚୁଜି ହେଲେଣି କିଆରା
କିଆରା ଆଡଭାନୀ ଏବେ ଚୁଜି ହେଲେଣି। ଦେଖୁନାହାନ୍ତି, କାହାଣୀ ପସନ୍ଦ ହେଲାନାହିଁ ବୋଲି କେମିତି ତିନୋଟି ଅଫରକୁ ହାତଛଡ଼ା କରିଦେଲେ। ଏଣିକି ସେ କୁଆଡେ ତରତର ହୋଇ କୌଣସି ସିନେମା ସାଇନ୍ କରିବେ ନାହିଁ। କାରଣ ଭଲ ସିନେମାରେ ଅଭିନୟ କରିବାକୁ…
ସନ୍ତାନ ଏଭଳି ହେଲେ ବର୍ବାଦ ହୋଇଯିବ ଘର, ଜାଣନ୍ତୁ କୁପୁତ୍ରଙ୍କ ବିଷୟରେ କ’ଣ କହିଛନ୍ତି ଚାଣକ୍ୟ
ଆଚାର୍ଯ୍ୟ ଚାଣକ୍ୟ ନିଜର ନୀତିଶାସ୍ତ୍ରକୁ ନେଇ ସର୍ବଜନବିଦିତ। ତାଙ୍କର ନୀତିକୁ ଅନୁସରଣ କରିବା ଦ୍ୱାରା ରାଜନୀତିଠାରୁ ଆରମ୍ଭ କରି ସାଧାରଣ ଜୀବନରେ ଜଣେ ବ୍ୟକ୍ତି କୌଣସି ଅସୁବିଧାର ସମ୍ମୁଖୀନ ହୋଇ ନ ଥାଏ। ବରଂ ସଫଳତା ପ୍ରାପ୍ତ କରିଥାଏ। ଆଜିର ନୀତିରେ…
ଭୁବନେଶ୍ୱରବାସୀଙ୍କୁ ଦୁଃଖ ଦେଉଛି ଡ୍ରେନ୍
ଭୁବନେଶ୍ୱର,୧୭ା୯(ବ୍ୟୁରୋ): ଭୁବନେଶ୍ୱର ମହାନଗର ନିଗମ (ବିଏମ୍ସି)ର ମୁଖ୍ୟ ରାସ୍ତାଠାରୁ ଆରମ୍ଭ କରି ଗଳିକନ୍ଦିରେ ଏବେ ଡ୍ରେନ୍ ଓ ସ୍ବେରେଜ କାର୍ଯ୍ୟ ଜାରି ରହିଛି। ପାଖାପାଖି ସବୁ ଓ୍ବାର୍ଡରେ ଏବେ ନିର୍ମାଣ ଓ ମରାମତି ଜାରି ରହିଛି। ଏଥିପାଇଁ ଅଧିକାଂଶ ସ୍ଥାନରେ ରାସ୍ତା…
Archives


