Home

ଆଜି ରାଜ୍ୟରେ ପୁଣି ୧୫୪୦ ପଜିଟିଭ୍‌ ଚିହ୍ନଟ

ଭୁବନେଶ୍ୱର,୨୮।୧୦(ବ୍ୟୁରୋ): ରାଜ୍ୟରେ ପୁଣି ୧୫୪୦ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୮୮୬ କ୍ୱାରାଣ୍ଟାଇନ୍‌ରୁ ଚିହ୍ନଟ ହୋଇଥିବାବେଳେ ୬୫୪ଜଣ ଲୋକାଲ କେସ୍‌ ଥିବା ରାଜ୍ୟ ସୂଚନା ଏବଂ ଲୋକସମ୍ପର୍କ ବିଭାଗ ପକ୍ଷରୁ ଟୁଇଟ୍‌ ଯୋଗେ ସୂଚନା ଦିଆଯାଇଛି। ଏହାକୁ…

ପଦ୍ମଫୁଲ ଚିହ୍ନ ଥିବା ମାସ୍କ ପିନ୍ଧି ଭୋଟ ଦେବାକୁ ଗଲେ ମନ୍ତ୍ରୀ, ଉଠିଲା ବିବାଦ

ପାଟନା,୨୮।୧୦: କରୋନା ସମୟରେ ବିହାର ବିଧାନସଭା ନିର୍ବାଚନର ପ୍ରଥମ ପର୍ଯ୍ୟାୟରେ ବୁଧବାର ୭୧ଟି ଆସନରେ ମତଦାନ ଚାଲିଛି। ଏନଡିଏ ଏବଂ ମହାମେଣ୍ଟ ମଧ୍ୟରେ ଏମଥ ଟକ୍କର ଚାଲିଛି। ମତଦାନ ଚାଲିଥିବାବେଳେ ଭାଜପା ନେତା ତଥା ମନ୍ତ୍ରୀ ପ୍ରେମ କୁମାର ଭାଜପାର ଚିହ୍ନ…

ଖସୁଛି କରୋନା ଆକ୍ରାନ୍ତଙ୍କ ସଂଖ୍ୟା

ନୂଆଦିଲ୍ଲୀ,୨୮।୧୦: ଦେଶରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା କମିବାରେ ଲାଗିଛି। ବୁଧବାର ଦେଶରେ ସଂକ୍ରମଣ ମାମଲା ପ୍ରାୟ ୩୬ ହଜାରରୁ ଅଧିକ ରହିଛି। ଗତ ୨୪ ଘଣ୍ଟା ମଧ୍ୟରେ ୪୩ ହଜାର ୮୯୩ ନୂଆ ସଂକ୍ରମଣ ମାମଲା ଚିହ୍ନଟ ହୋଇଛି ଏବଂ ୫୦୮…

ଜନ୍ମଦିନରେ ଏଭଳି କାରନାମା କଲେ ଏହି ଖେଳାଳି

ପାଟନା,୨୮।୧୦: ଡେଭିଡ ୱାର୍ଣ୍ଣରଙ୍କ ନେତୃତ୍ୱରେ ସନରାଇଜର୍ସ ହାଇଦ୍ରାବାଦ ୮୮ ରନ ବ୍ୟବଧାନରେ ଦିଲ୍ଲୀ କ୍ୟାପିଟାଲ୍ସକୁ ପରାସ୍ତ କରିଛି। ଏହି ଦିନ ୱାର୍ଣ୍ଣର ନିଜର ୩୪ତମ ଜନ୍ମଦିନ ପାଳନ କରୁଥିଲେ। ତାଙ୍କ ଜନ୍ମଦିନରେ ସେ କେବଳ ଅର୍ଦ୍ଧଶତକୀୟ ଇନିଂସ ଖେଳି ନ ଥିଲେ,…

ସୁଶାନ୍ତଙ୍କ ଭଉଣୀଙ୍କୁ ଗିରଫ ଭୟ

ଅଭିନେତା ସୁଶାନ୍ତ ସିଂ ରାଜପୁତ ଆତ୍ମହତ୍ୟା ମାମଲାର ତଦନ୍ତ ଚାଲିଛି। ସିବିଆଇ ଏବେ ମାମଲାର ତଦନ୍ତ କରୁଛି। ସୁଶାନ୍ତଙ୍କ ମୃତ୍ୟର କାରଣ ଜାଣିବା ପାଇଁ ତାଙ୍କ ଭଉଣୀମାନେ ମଧ୍ୟ ଦିନରାତି ଏକଜୁଟ ହୋଇଛନ୍ତି। କିନ୍ତୁ ସୁଶାନ୍ତଙ୍କ ଭଉଣୀ ପ୍ରିୟଙ୍କା ସିଂ ଏବଂ…

ବିଷାକ୍ତ ମଦ ପିଇ ୪ ମୃତ

ବନ୍ତଳା,୨୮ା୧୦(ଡି.ଏନ.ଏ.): ଅନୁଗୋଳ ଜିଲା ପୁରୁଣାକୋଟ ଥାନା ଶରଧାପୁର ପଞ୍ଚାୟତ ପଥରଗଡ଼ ଗ୍ରାମରେ ବିଷାକ୍ତ ମଦ୍ୟପାନ ଯୋଗୁ ୪ଜଣଙ୍କ ମୃତ୍ୟୁ ହୋଇଥିବା ଅଭିଯୋଗ ହୋଇଛି। ମୃତ ବ୍ୟକ୍ତିମାନେ ହେଲେ ଅନିଲ ପଧାନ (୧୮), ଟୁକୁନା ପଧାନ (୨୫), ଶଶିକାନ୍ତ ଦେହୁରୀ (୩୦) ଓ…

ରତ୍ନସିଂହାସନରେ ମହାପ୍ରଭୁଙ୍କ ସୁନାବେଶ

ପୁରୀ ଅଫିସ,୨୮ା୧୦: ଶ୍ରୀମନ୍ଦିରରେ ସୋମବାର ବିଜୟା ଦଶମୀ ନୀତି ପାଳିତ ହୋଇଛି। ଦ୍ୱାରଫିଟା, ମଙ୍ଗଳ ଆଳତି ଓ ଅବକାଶ ନୀତି ପରେ ରତ୍ନସିଂହାସନରେ ବିରାଜିତ ଦାରୁବିଗ୍ରହଙ୍କ ସୁନାବେଶ କରାଯାଇଥିଲା। କୋଭିଡ୍‌ କଟକଣା ପାଇଁ କୌଣସି ଶ୍ରଦ୍ଧାଳୁ ଏହି ବେଶ ଦର୍ଶନ କରିପାରି…

ଦାଦାବଟି ମାଗି ୬ ସାମ୍ବାଦିକ ଗିରଫ

ଭୁବନେଶ୍ୱର,୨୮ ା୧୦ (ବ୍ୟୁରୋ): ରାଜଧାନୀରେ ଛାଇ ଗଲେଣି ନକଲି ସାମ୍ବାଦିକ। ଛତୁ ଫୁଟିଲା ପରି ଓ୍ବେବ୍‌ ପୋଟାଲ ଖୋଲି ବସିଛନ୍ତି। ବେକରେ ଆଇକାର୍ଡ ପକାଇ, ଗାଡ଼ିର ଆଗ ପଛ ପ୍ରେସ୍‌ ଲେଖି ସହର ସାରା ପଇଁତରା ମାରୁଛନ୍ତି। ଲୋକଙ୍କୁ ବୁମ୍‌ର ଭୟ…

ପ୍ରଥମେ ହେବ ସାତପାହାଚ ଦ୍ୱାର

ପୁରୀ ଅଫିସ,୨୮ା୧୦: ଶ୍ରୀମନ୍ଦିରର ୮ଟି ଦ୍ୱାର ହେବ ରୁପା ଛାଉଣି। ଜୟ ବିଜୟ, କଳାହାଟ, ବେହେରଣ, ସାତପାହାଚ, ପଶ୍ଚିମ ଭୋଗ ମଣ୍ଡପ, ନୃସିଂହ ମନ୍ଦିର, ମା’ ବିମଳା ଓ ମା’ ମହାଲକ୍ଷ୍ମୀ ମନ୍ଦିରର ଗର୍ଭ ଦ୍ୱାରକୁ ରୁପା ଛାଉଣି କରାଯିବ। ଏଥିପାଇଁ…

ମନ୍ମଥ ଶତପଥୀଙ୍କୁ ‘ସୁରେଶ ସୃଜନ ସମ୍ମାନ’

ଭୁବନେଶ୍ୱର, ୨୮।୧୦(ବ୍ୟୁରୋ): ବିଶିଷ୍ଟ ଲୋକସଂସ୍କୃତି ଗବେଷକ ଡ. ମନ୍ମଥ ଶତପଥୀଙ୍କୁ ‘ସୁରେଶ ସୃଜନ ସମ୍ମାନ’ ପ୍ରଦାନ କରାଯାଇଛି। ଖ୍ୟାତନାମା ନାଟ୍ୟକାର, ଅନୁବାଦକ, ସଂସ୍କୃତିକର୍ମୀ ଓ ଲୋକସଂସ୍କୃତି ବିଶାରଦ ସ୍ବର୍ଗୀୟ ସୁରେଶ ବଳବନ୍ତରାୟଙ୍କ ୬୬ତମ ଜୟନ୍ତୀ ଅବସରରେ ଆୟୋଜିତ ଏକ କାର୍ଯ୍ୟକ୍ରମରେ ଡ.…

ମେଲାଣି ନେଲେ ମା’

କଟକ ଅଫିସ/ଭୁବନେଶ୍ୱର(ବ୍ୟୁରୋ), ୨୮ା୧୦: କୋଭିଡ୍‌ କଟକଣା ମଧ୍ୟରେ ଚଳିତବର୍ଷ କଟକ ଓ ଭୁବନେଶ୍ୱରରେ ଦୁର୍ଗା ପୂଜା ଓ ଭସାଣୀ ଉତ୍ସବ ଅନୁଷ୍ଠିତ ହୋଇଯାଇଛି। ସହରରେ ବିନା ଶୋଭାଯାତ୍ରା ଓ ନିରାଡମ୍ବର ଭାବେ ମା’ଙ୍କୁ ମେଲାଣି ଦିଆଯାଇଛି। ପ୍ରତିବର୍ଷ ବିଭିନ୍ନ ସମ୍ପ୍ରଦାୟର ଲୋକମାନେ…

ହଡ଼ପ ହେଉଛି ସରକାରୀ ଅର୍ଥ: ଭୃଗୁ ବକ୍ସିପାତ୍ର

ଭୁବନେଶ୍ୱର,୨୮ା୧୦(ବ୍ୟୁରୋ): ଦୁର୍ନୀତି ଓ ଭ୍ରଷ୍ଟାଚାରରେ ଶାସକ ଦଳ ବୁଡି ରହିଛି। ଜନସାଧାରଣଙ୍କ ବିକାଶ ପାଇଁ ଆସୁଥିବା କେନ୍ଦ୍ରୀୟ ଅର୍ଥକୁ ହଡପ କରି ସରକାର ବିକାଶର ଡିଣ୍ଡିମ ପିଟି ଚାଲିଛନ୍ତି। ଗରିବ ଲୋକଙ୍କ ପାଇଁ ଆସୁଥିବା ଆବାସ ଯୋଜନାର ଅର୍ଥ, ବାର୍ଦ୍ଧକ୍ୟ ଭତ୍ତା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?