ଚନ୍ଦ୍ରରେ ମିଳିଲା ଜଳର ସନ୍ଧାନ
ନ୍ୟୁୟର୍କ,୨୭।୧୦: ଚନ୍ଦ୍ରରେ ମାନବ ବସତି ସ୍ଥାପନ କରିବାର ବୈଜ୍ଞାନିକ ଆଶା ଅଧିକ ଶକ୍ତିଶାଳୀ ହୋଇଛି। ଆମେରିକାର ସ୍ପେସ ଏଜେନ୍ସି ନାସା ଚନ୍ଦ୍ର ପୃଷ୍ଠରେ ଜଳ ଆବିଷ୍କାର କରିଛି। ନାସାର ‘ମୁନ ମିଶନ’ରେ ଜଳର ସନ୍ଧାନ ମିଳିଛି। ନାସାର ଷ୍ଟ୍ରାଟୋସାଇଫର୍ ଅବଜରଭେଟୋରୀ ଫର…
ବିନା ଚାର୍ଜରରେ ମୋବାଇଲ୍ ଫୋନ୍ ହେବ ଚାର୍ଜ
ନୂଆଦିଲ୍ଲୀ: ଏମିତି ଅନେକ ଥର ହୋଇଥିବ, ଆପଣ ଘରେ ଚାର୍ଜର ଭୁଲି ମୋବାଇଲ ସାଙ୍ଗରେ ନେଇ ବାହାରି ପଡ଼ିଥିବେ। ଆଉ କିଛି ସମୟ ପରେ ଯେତେବେଳେ ମୋବାଇଲ ଚାର୍ଜ ଶେଷ ହେବାର ସମୟ ଆସିଯିବ, ଆପଣଙ୍କୁ ଚାର୍ଜର କଥା ମନେପଡ଼ିଥିବ, କିନ୍ତୁ…
ରାଜ୍ୟରେ ସୁସ୍ଥ ହେଲେ ଆଉ ୨୦୦୩ କରୋନା ଆକ୍ରାନ୍ତ
ଭୁବନେଶ୍ୱର,୨୬।୧୦(ବ୍ୟୁରୋ)-ରାଜ୍ୟରେ ଶନିବାର ଆଉ ୨୦୦୩ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଖୋର୍ଦ୍ଧା ଜିଲାରୁ ସର୍ବାଧିକ ୨୨୯ ଆକ୍ରାନ୍ତ ସୁସ୍ଥ ହୋଇଥିବାବେଳେ ଅନୁଗୁଳରୁ ୧୫୯ଜଣ, କଟକରୁ ୧୪୧, ସୁନ୍ଦରଗଡ଼ରୁ ୧୩୧ଜଣ, ଯାଜପୁରରୁ ୧୧୩ଜଣ, ବାଲେଶ୍ୱରରୁ ୧୦୪ଜଣ, ମୟୁରଭଞ୍ଜରୁ ୧୦୧ଜଣ, କଳାହାଣ୍ଡିରୁ ୯୧ଜଣ, କେନ୍ଦ୍ରାପଡାରୁ…
୩୦ ବର୍ଷରୁ ଅଧିକ ହୋଇଥିଲେ ଏହିସବୁ ଖାଦ୍ୟଠାରୁ ଦୂରେଇ ରୁହନ୍ତୁ, ନଚେତ୍…
ମହିଳା କିମ୍ବା ପୁରୁଷ, ବୟସ ବଢିବା ସାଙ୍ଗକୁ ଶରୀରରେ ଅନେକ ପରିବର୍ତ୍ତନ ଆସିଥାଏ। ପ୍ରାୟତଃ ଦେଖାଯାଉଛି କି ୨୦-୨୫ ବର୍ଷ ବୟସର ଯୁବତୀଯୁବକମାନେ କୌଣସି କାମ କରିବାରେ ବହୁତ ଫୁର୍ତ୍ତି ଦେଖାନ୍ତି। କିନ୍ତୁ ୩୦ ବର୍ଷ ଶରୀରରେ ସାମାନ୍ୟ ମନ୍ଥରତା ଦେଖାଯାଏ।…
ଦାଦାବଟି ମାଗି ୫ ସାମ୍ବାଦିକ ଗିରଫ
ଭୁବନେଶ୍ୱର,୨୬।୧୦(ବ୍ୟୁରୋ)-ଦାଦାବଟି ମାଗିବା ଅଭିଯୋଗରେ କମିଶନରେଟ ପୋଲିସ ପାଞ୍ଚ ଜଣ ଗଣମାଧ୍ୟମ ପ୍ରତିନିଧିଙ୍କ ସହ ସମୁଦାୟ ୬ ଜଣଙ୍କୁ ଗିରଫ କରିଛି। ସେମାନଙ୍କ ନିକଟରୁ ନଗଦ ଟଙ୍କା, ବାଇକ, କାର୍ ଓ ମୋବାଇଲ ଜବତ ହୋଇଛି। ପୋଲିସ କହିଛି, ଖଣ୍ଡଗିରି ଥାନା ଅଞ୍ଚଳରେ…
ରେଳ ଧାରଣାରୁ ମିଳିଲା ପରିବାରର ୩ ଜଣଙ୍କ ମୃତଦେହ
ଟିକିରି/ଦଶମନ୍ତପୁର,୨୬ା୧୦(ଡି.ଏନ୍.ଏ.)-କୋରାପୁଟ ଜିଲା ଲକ୍ଷ୍ମୀପୁର ଥାନା ଅନ୍ତର୍ଗତ ସିଙ୍ଗାରାମ ରେଳ ଷ୍ଟେଶନ ନିକଟରୁ ସୋମବାର ଗୋଟିଏ ପରିବାରର ୩ଜଣଙ୍କ ମୃତଦେହ ଉଦ୍ଧାର ହୋଇଛି। ସେମାନେ ହେଲେ କୋରାପୁଟ ଜିଲା ଦଶମନ୍ତପୁର ବ୍ଲକ୍ ଚିକାମ୍ବ ଗ୍ରାମର କେଶବ ସୁବୁଦ୍ଧି(୩୮), ଝିଅ ଶ୍ରେୟା(୧୨) ଏବଂ ପୁଅ…
ହିମାଚଳ ପ୍ରଦେଶରେ ଭୂମିକମ୍ପ
ହିମାଚଳ ପ୍ରଦେଶ,୨୬।୧୦-ହିମାଚଳ ପ୍ରଦେଶର ଶିମଲା ଜିଲାରେ ସୋମବାର ଭୂ-କମ୍ପର ଝଟକା ଅନୁଭୂତ ହୋଇଛି। ଅପରାହ୍ନ ୧ଟା ୨୦ ମିନିଟରେ ଏହି ଭୂମିକମ୍ପ ଅନୁଭୂତ ହୋଇଥିଲା। ରିଚ୍ଟର ସ୍କେଲରେ ଏହାର ତୀବ୍ରତା ୩.୬ ରହିଥିଲା। ଏହି ଭୂମିକମ୍ପରେ କୌଣସି କ୍ଷୟକ୍ଷତି ହୋଇନାହିଁ। ସୂଚନାଯୋଗ୍ୟ,…
୪ଟି ପର୍ଯ୍ୟାୟରେ ହେବ କଟକ ଦୁର୍ଗାପୂଜା ଭସାଣ
କଟକ ଅଫିସ,୨୬।୧୦-କରୋନା କଟକଣା ଭିତରେ ସାରା ରାଜ୍ୟରେ ପାଳିତ ହୋଇଛି ଦଶହରା। ଆସନ୍ତାକାଲି ଅନୁଷ୍ଠିତ ହେବ ଭସାଣ ଉତ୍ସବ। ଏଥିପାଇଁ କଟକରେ କମିଶନରେଟ ପୋଲିସ ପକ୍ଷରୁ ନିର୍ଦ୍ଦେଶାବଳୀ ଜାରି କରାଯାଇଛି। ନିର୍ଦ୍ଦେଶାବଳୀ ଅନୁଯାୟୀ, ଆସନ୍ତାକାଲି କଟକରେ ୧୪ଟି କୃତ୍ରିମ ପୋଖରୀରେ ସମସ୍ତ…
ମୁମ୍ବାଇ ରାସ୍ତାରୁ ଫଳ କିଣିଲେ ଏହି ଅଭିନେତ୍ରୀ
ଏବେ ସମ୍ପୂର୍ଣ୍ଣ ଭାବେ ଅନ୍ଲକ୍ ପ୍ରକ୍ରିୟା ଆରମ୍ଭ ହୋଇଯାଇଛି। ସାଧାରଣ ଜନତାଙ୍କ ପରି ବଲିଉଡ୍ କଳାକାରଙ୍କୁ ମଧ୍ୟ ମୁମ୍ବାଇର ଭିନ୍ନ ଭିନ୍ନ ସ୍ଥାନରେ ବୁଲୁଥିବାର ଦେଖିବାକୁ ମିଳୁଛି। କିଏ ପ୍ରାତଃ ଭ୍ରମଣ କରୁଛନ୍ତି ତ ଆଉ କିଏ କିଣାକିଣି କରୁଥିବାର ନଜରକୁ…
୪୮ ବର୍ଷରେ ପୁଣିଥରେ ମା’ ହେଲେ ଏହି ଲୋକପ୍ରିୟ ଅଭିନେତ୍ରୀ!
ବଲିଉଡ୍ ଅଭିନେତ୍ରୀ ମନ୍ଦିରା ବେଦୀ ୪୮ ବର୍ଷ ବୟସରେ ଦ୍ୱିତୀୟ ଥର ପାଇଁ ମା’ ହୋଇଛନ୍ତି। ହେଲେ ମନ୍ଦିର ଏହି କନ୍ୟା ସନ୍ତାନକୁ ଜନ୍ମ ଦେଇ ନାହାନ୍ତି। ମନ୍ଦିରା ଏବଂ ତାଙ୍କ ସ୍ବାମୀ ରାଜ କୌଶଲ ଏକ କନ୍ୟାକୁ ପୋଷ୍ୟ ସନ୍ତାନ…
ଦିଲ୍ଲୀରେ ପହଞ୍ଚିଲେ ମାଇକ୍ ପୋମ୍ପିଓ-ମାର୍କ ଏସ୍ପର
ନୂଆଦିଲ୍ଲୀ, ୨୬।୧୦: ଆମେରିକା ବହିର୍ବ୍ୟାପାର ମନ୍ତ୍ରୀ ଭାରତ ଗସ୍ତରେ ଆସି ସୋମବାର ଅପରାହ୍ନରେ ନୂଆଦିଲ୍ଲୀରେ ପହଞ୍ଚିଛନ୍ତି। ତାଙ୍କ ସହିତ ପ୍ରତିରକ୍ଷା ମନ୍ତ୍ରୀ ମାର୍କ ଏସ୍ପର ମଧ୍ୟ ଭାରତ ଗସ୍ତରେ ଆସିଛନ୍ତି। ଗସ୍ତ ସମୟରେ ସେମାନେ ଭାରତୀୟ ବହିର୍ବ୍ୟାପାର ମନ୍ତ୍ରୀ ଏସ୍.ଜୟଶଙ୍କର ଏବଂ…
ଏମିତି କଲେ ଦୀପିକା ପାଦୁକୋନ: ଉତ୍ସାହିତ ହୋଇପଡ଼ିଲେ ପ୍ରଶଂସକ
ବଲିଉଡ୍ ଅଭିନେତ୍ରୀ ଦୀପିକା ପାଦୁକୋନ ଅନେକ ଦିନ ହେବ ସୋସିଆଲ ମିଡିଆରୁ ଦୂରେଇ ଯାଇଥିଲେ। ନିକଟରେ ସେ ଜଣେ ଅଭିନେତାଙ୍କୁ ଜନ୍ମଦିନର ଶୁଭେଚ୍ଛା ଜଣାଇଛନ୍ତି। ଏହାପରେ ଦୀପିକାଙ୍କ ପ୍ରଶଂସକମାନେ ବହୁତ ଉତ୍ସାହିତ ହୋଇପଡ଼ିଛନ୍ତି। ଡ୍ରଗ୍ସ କାରବାରରେ ଫସିବା ପରେ ଦୀପିକା ଇଣ୍ଟରନେଟ୍ରୁ…

