ଭାରତୀୟ ଯବାନ ଚାଇନାକୁ ଦେଇଛନ୍ତି କଡ଼ା ଜବାବ: ରାଜନାଥ
ନୂଆଦିଲ୍ଲୀ, ୧୫।୯: ଏଲ୍ଏସିରେ ଭାରତୀୟ ଯବାନ ଚାଇନାକୁ କଡ଼ା ଜବାବ ଦେଇଛନ୍ତି। ଏସମ୍ପର୍କରେ ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂ ମଙ୍ଗଳବାର ଲୋକ ସଭାରେ ସୂଚନା ଦେଇଛନ୍ତି। ଜୁନ୍ ୧୫ରେ ଗଲଓ୍ବାନରେ ହୋଇଥିବା ସଂଘର୍ଷରେ ଭାରତୀୟ ଯବାନ ଚାଇନାର ବହୁ କ୍ଷତି କରିଛନ୍ତି।…
ପିଓକେରେ ଚାଇନା ସୈନ୍ୟ ଶିବିର
ଇସଲାମାବାଦ୍, ୧୫।୯: ଏଲ୍ଓସି ଏବଂ ଏଲ୍ଏସିରେ ଭାରତକୁ ହଇରାଣରେ ପକାଇବା ପାଇଁ ଚାଇନା ଏବଂ ପାକିସ୍ତାନ ଯୋଜନାବଦ୍ଧ ଭାବେ କାର୍ଯ୍ୟ ଜାରି ରଖିଛନ୍ତି। ଭାରତ ଉପରେ ନଜର ରଖିବା ଲାଗି ଚାଇନା ପାକ୍ ଅଧିକୃତ କଶ୍ମୀର(ପିଓକେ) ରେ ସୈନ୍ୟ ଶିବିର ନିର୍ମାଣ…
ବଳାତ୍କାର ଅଭିଯୁକ୍ତଙ୍କୁ ସର୍ବସାଧାରଣରେ ଫାଶୀ ଦିଆଯାଉ: ଇମ୍ରାନ ଖାନ୍
ଇସଲାମାବାଦ,୧୫।୯: ପାକିସ୍ତାନରେ ଜଣେ ବିଦେଶୀ ମହିଳାଙ୍କୁ ବଳାତ୍କାର ଘଟଣାକୁ ନେଇ ବିରୋଧ ଲାଗିରହିଛି। ଏହି ଘଟଣାକୁ ନେଇ ଇମ୍ରାନ ସକରକାରଙ୍କୁ ସମାଲୋଚନା କରାଯାଇଛି। ପ୍ରଧାନମନ୍ତ୍ରୀ ଇମ୍ରାନ ଖାନ ଏକ ବଡ଼ ବିବୃତ୍ତି ଦେଇ କହିଛନ୍ତି ଏହି ଘଟଣାର ଅଭିଯୁକ୍ତଙ୍କୁ ସର୍ବସାଧାରଣରେ ଫାଶୀ…
ଲଦାଖରେ ଅପ୍ଟିକାଲ ଫାଇବର କେବୁଲ ବିଛାଉଛି ଚାଇନା
ଲେହ, ୧୫।୯: ଏଲ୍ଏସିରେ ଜାଣିଶୁଣି ଚାଇନା ଉତ୍ତେଜନା ସୃଷ୍ଟି କରୁଛି। ଲଦାଖରେ ଚାଇନା ଯୋଗାଯୋଗ ବ୍ୟବସ୍ଥା ବୃଦ୍ଧି ଲାଗି ଅପ୍ଟିକାଲ ଫାଇବର କେବୁଲ ବିଛାଉଛି। ଏନେଇ ଏକ ରିପୋର୍ଟ ପ୍ରକାଶ ପାଇଛି। ଗଣମାଧ୍ୟମ ସଂସ୍ଥା ଦି ଟେଲିଗ୍ରାଫ୍ରେ ଏହା ପ୍ରକାଶିତ ହୋଇଛି।…
ବ୍ୟାଙ୍କ ଠକେଇ: ୪ ବର୍ଷରେ ୩୮ ଅଭିଯୁକ୍ତ ଛାଡ଼ିଛନ୍ତି ଦେଶ
ନୂଆଦିଲ୍ଲୀ, ୧୫।୯: ବ୍ୟାଙ୍କ ଠକେଇ ଅଭିଯୋଗରେ ଗତ ୪ ବର୍ଷ ମଧ୍ୟରେ ୩୮ ଅଭିଯୁକ୍ତ ଦେଶ ଛାଡ଼ିଛନ୍ତି। ଅର୍ଥ ରାଷ୍ଟ୍ରମନ୍ତ୍ରୀ ଅନୁରାଗ ଠାକୁର ସଂସଦରେ ଏନେଇ ସୂଚନା ଦେଇଛନ୍ତି। ୨୦୧୫ ଜାନୁୟାରୀ ୧ରୁ ୨୦୧୯ ଡିସେମ୍ବର ୩୧ ମଧ୍ୟରେ ଅଭିଯୁକ୍ତମାନେ ଦେଶ…
ପଡିଆରେ ଧୋନୀଙ୍କ ଭଳି ହେବାକୁ ଚାହୁଁଛନ୍ତି ଏହି ଖେଳାଳି
ଦୁବାଇ,୧୫।୯: ମହେନ୍ଦ୍ର ସିଂ ଧୋନୀଙ୍କ ମ୍ୟାଚ ଜିତିବାର କୌଶଳ ଶିଖିବାକୁ ଚାହୁଁଛନ୍ତି ଦକ୍ଷିଣ ଆଫ୍ରିକାର ଡେଭିଡ ମିଲର। ଚାପର ସମ୍ମୁଖୀନ ହୋଇଥିଲେ ମଧ୍ୟ ଧୋନୀ ଶାନ୍ତ ରହିବାର ଗୁଣକୁ ସେ ପ୍ରତ୍ୟେକ ମ୍ୟାଚ୍ରେ ବ୍ୟବହାର କରିବାକୁ ଚାହୁଁଛନ୍ତି। ମିଲର କହିଛନ୍ତି, ଧୋନୀ…
ଶୁକ୍ର ଗ୍ରହରେ ଏଲିଅନ !
ଓ୍ବାଶିଂଟନ, ୧୫।୯: ଶୁକ୍ର ଗ୍ରହରେ ଜୀବନର ସନ୍ଧାନ ମିଳିଛି। ଏନେଇ ମହାକାଶ ବିଜ୍ଞାନୀ ସୂଚନା ଦେଇଛନ୍ତି। ଏଠାକାର ବାୟୁମଣ୍ଡଳରେ ଫସଫିନ୍ ଗ୍ୟାସ୍ର ଆସ୍ତରଣ ଥିବା ଜଣାପଡ଼ିଛି। ହୁଏତ ଏଠାକାର ବାୟୁମଣ୍ଡଳରେ ଏଲିଅନ ବାସ କରୁଥାଇ ପାରନ୍ତି ବୋଲି ମହାକାଶ ବିଜ୍ଞାନୀ ଆଶା…
ଟିକେ ଧୋନୀଙ୍କୁ ଦେଖାଅ ପ୍ଲିଜ୍, କାହିଁକି ଏମିତି କହିଲେ ସାକ୍ଷୀ
ଭାରତର ପୂର୍ବତନ ଅଧିନାୟକ ମହେନ୍ଦ୍ର ସିଂ ଧୋନୀ ଆଇପିଏଲ୍ ଖେଳିବା ପାଇଁ ଏବେ ୟୁଏଇରେ ଅଛନ୍ତି। ଚଳିତବର୍ଷ କରୋନା ଯୋଗୁ ନିଜ ପରିବାରକୁ ସେ ସାଙ୍ଗରେ ନେଇ ଯାଇନାହାନ୍ତି। ଏଭଳି ପରିସ୍ଥିତିରେ ସ୍ତ୍ରୀ ସାକ୍ଷୀ ଧୋନୀ ତାଙ୍କୁ ବହୁତ ମିସ୍ କରୁଛନ୍ତି।…
ସୀମାରେ ଖଣି ମାଫିଆ ଭୟ: ଖୋଳା ଯାଉଛି ସୁଡ଼ଙ୍ଗ
ଯୋଧପୁର, ୧୫।୯: ସୀମାରେ ଭାରତ ପାଇଁ ଚାଇନା ପାକିସ୍ତାନର ବିପଦ ରହିଛି। ତେବେ ଏହାଠାରୁ ଅଧିକ ବପଦ ସୃଷ୍ଟି କରୁଛନ୍ତି ଖଣି ମାଫିଆମାନେ। ରାଜସ୍ଥାନର ଭାରତ ପାକିସ୍ତାନ ସୀମାରେ ଖଣି ମାଫିଆମାନେ ଜିପ୍ସମ୍ ଲୋଭ ଆଶାରେ ୭୦ କିଲୋମିଟର ସୀମା ଅଞ୍ଚଳକୁ…
ପରିବାର ପୋଷିବା ପାଇଁ ଜୀବନକୁ ବାଜି ଲଗାଉଛନ୍ତି ଏହି ପ୍ରସିଦ୍ଧ କ୍ରିକେଟର
ନ୍ୟୁଜିଲ୍ୟାଣ୍ଡର ପୂର୍ବତନ ଓପନର୍ ନାଥାନ ଆଷ୍ଟଲେ ୪୯ ବର୍ଷରେ ପଦାର୍ପଣ କରିଛନ୍ତି। ୧୯୭୧, ସେପ୍ଟେମ୍ବର ୧୫ରେ ଖ୍ରୀଷ୍ଟଚର୍ଚ୍ଚରେ ଜନ୍ମଗ୍ରହଣ କରିଥିବା ନାଥାନ ନ୍ୟୁଜିଲାଣ୍ଡକୁ ଅନେକ ମ୍ୟାଚ ଜିତାଇଥିଲେ। କିନ୍ତୁ ଆଜି ସେ କ୍ରିକେଟ ଛାଡି ପରିବାର ପୋଷିବା ପାଇଁ ଏକ ଭିନ୍ନ…
CORONAVIRUS UPDATE: ରାଜ୍ୟରେ ୩୬୪୫ ନୂଆ ପଜିଟିଭ୍ ଚିହ୍ନଟ, ଆଜି ବି ଖୋର୍ଦ୍ଧା ଆଗରେ
ଭୁବନେଶ୍ୱର,୧୫।୯(ବ୍ୟୁରୋ): ରାଜ୍ୟରେ ମଙ୍ଗଳବାର ୩୬୪୫ ନୂଆ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ମୋଟ୍ ଆକ୍ରାନ୍ତଙ୍କ ସଂଖ୍ୟା୧୫୮୬୫୦କୁ ବୃଦ୍ଧି ପାଇଥିବା ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ମିଳିଛି। ଆକ୍ରାନ୍ତଙ୍କ ମଧ୍ୟରୁ ୨୧୫୧ ଜଣ…
ବିହାର ବିଧାନସଭା ନିର୍ବାଚନ: ୫୫ ପ୍ରତିଶତ ବିଧାୟକଙ୍କ ବିରୋଧରେ ଆପରାଧୀକ ମାମଲା,୧୬୦ କୋଟିପତି
ପାଟନା, ୧୫।୯: ବିହାରରେ ବିଧାନସଭା ନିର୍ବାଚନ ପାଇଁ ଦିନ ପାଖେଇ ଆସୁଛି। ରାଜ୍ୟର ବର୍ତ୍ତମାନ ଥିବା ୨୪୦ ବିଧାୟକଙ୍କ ମଧ୍ୟରୁ ୫୫ ପ୍ରତିଶତଙ୍କ ନାମରେ ବିଭିନ୍ନ ଆପରାଧୀକ ମାମଲା ରହିଛି। ଏଭଳି ବିଧାୟକଙ୍କ ସଂଖ୍ୟା ୧୩୬ ଥିବା କୁହାଯାଉଛି। ସେଥିମଧ୍ୟରୁ ୯୪…
Archives


