୩୯ ହଜାର କୋଟି ଉଠାଇଛନ୍ତି ଇପିଏଫ୍ ସଦସ୍ୟ
ନୂଆଦିଲ୍ଲୀ, ୧୫।୯: କର୍ମଚାରୀ ଭବିଷ୍ୟନିଧି ପାଣ୍ଠି (ଇପିଏଫ୍)ର ସଦସ୍ୟ ୩୯,୪୦୨ କୋଟି ଟଙ୍କା ଉଠାଣ କରିଛନ୍ତି। ମାର୍ଚ୍ଚ ୨୫ରୁ ଅଗଷ୍ଟ ୩୧ ମଧ୍ୟରେ ସଦସ୍ୟମାନେ ଏହି ରାଶି ଉଠାଇଥିବା ସରକାର ସୋମବାର ପାର୍ଲାମେଣ୍ଟକୁ ସୂଚନା ଦେଇଛନ୍ତି। କୋଭିଡ ପାଇଁ ଲୋକମାନେ ବିଭିନ୍ନ…
ଏମ୍ଏସ୍ଏମ୍ଇ ବକେୟା ପଇଠ ଲାଗି ନିର୍ଦ୍ଦେଶ
ନୂଆଦିଲ୍ଲୀ, ୧୫।୯: ଦେଶର ଅଣୁ, କ୍ଷୁଦ୍ର ଏବଂ ମଧ୍ୟମ ଉଦ୍ୟୋଗ(ଏମ୍ଏସ୍ଏମ୍ଇ)ର ବକେୟା ରାଶି ପଇଠ କରିଦେବା ଲାଗି ଏମ୍ଏସ୍ଏମ୍ଇ ମନ୍ତ୍ରଣାଳୟ ପକ୍ଷରୁ କର୍ପୋରେଟଗୁଡ଼ିକୁ ନିର୍ଦ୍ଦେଶ ରହିଛି। ବର୍ତ୍ତମାନ କୋଭିଡ୍-୧୯ ଲାଗି କ୍ଷୁଦ୍ରଶିଳ୍ପଗୁଡିକ ବିଭିନ୍ନ ସମସ୍ୟା ଦେଇ ଗତି କରୁଛନ୍ତି। ଏହି ଶିଳ୍ପର…
ହାଇଦ୍ରାବାଦ ଏଫ୍ସି ଦଳରେ ଲାଲମ୍ପୁଇଆ ଓ ଫର୍ନାଣ୍ଡିଜ
ହାଇଦ୍ରାବାଦ, ୧୫ା୯ (ପି.ଟି.)-ନୂଆ ସିଜନ ଆରମ୍ଭ ପୂର୍ବରୁ ଇଣ୍ଡିଆନ ସୁପର ଲିଗ୍ (ଆଇଏସ୍ଏଲ) ଦଳ ହାଇଦ୍ରାବାଦ ଏଫ୍ସି ସୋମବାର ଦୁଇ ଯୁବ ଆକ୍ରମଣାତ୍ମକ ଖେଳାଳି ଲାଲମପୁଇଆ ଏବଂ ସ୍ପିଡେନ ଫର୍ନାଣ୍ଡିଜଙ୍କ ସହ ଦୀର୍ଘ ମିଆଦୀ ଚୁକ୍ତି କରିଛି। ୨୦ବର୍ଷୀୟ ଏହି ଖେଳାଳି…
ଲଦାଖରେ କ୍ରୀଡ଼ା ସୁବିଧାର ଶିଳାନ୍ୟାସ କଲେ ରିଜିଜୁ
ଲେହ (ଲଦାଖ),୧୫ା୯ (ପି.ଟି.)-ନବଗଠିତ କେନ୍ଦ୍ର ଶାସିତ ଅଞ୍ଚଳ ଲଦାଖରେ ବିଭିନ୍ନ କ୍ରୀଡ଼ା ସୁବିଧା ଲାଗି ସୋମବାର ଶିଳାନ୍ୟାସ କରିଛନ୍ତି କେନ୍ଦ୍ର କ୍ରୀଡ଼ାମନ୍ତ୍ରୀ କିରେନ ରିଜିଜୁ। ତନ୍ମଧ୍ୟରେ ଏକ ସିନ୍ଥେଟିକ୍ ଟ୍ରାକ୍, ଫୁଟ୍ବଲ ପାଇଁ ଆଷ୍ଟ୍ରୋଟର୍ଫ ରହିଛି। ଏହି ଅବସରରେ ରାଜ୍ୟପାଳ ତଥା…
ସୁଗା ହେବେ ଜାପାନ ପ୍ରଧାନମନ୍ତ୍ରୀ
ଟୋକିଓ,୧୪।୯-ଜାପାନର ସର୍ବାଧିକ କାଳ ମୁଖ୍ୟ କ୍ୟାବେନେଟ ସଚିବ ରହି ଆସିଥିବା ୟୋଶିହିଡେ ସୁଗା ଦେଶର ପରବର୍ତ୍ତୀ ପ୍ରଧାନମନ୍ତ୍ରୀ ହେବାକୁ ଯାଉଛନ୍ତି। ସୋମବାର ଶାସକ ଲିବେରାଲ ଡେମୋକ୍ରାଟିକ ପାର୍ଟିର(ଏଲଡିପି)ର ସଭାପତି ନିର୍ବାଚିତ ହେବା ପରେ ସେ ସିଞ୍ଜୋ ଆବେଙ୍କ ସ୍ଥାନରେ ସେପ୍ଟେମ୍ବର ୧୬ରେ…
ଦିଲ୍ଲୀ ଉପମୁଖ୍ୟମନ୍ତ୍ରୀ ମନୀଷ ସିସୋଦିଆଙ୍କୁ କରୋନା
ନୂଆଦିଲ୍ଲୀ, ୧୪।୯- ମହାମାରୀ କରୋନାରେ ଆକ୍ରାନ୍ତ ହୋଇଛନ୍ତି ଦିଲ୍ଲୀ ଉପମୁଖ୍ୟମନ୍ତ୍ରୀ ମନୀଷ ସିସୋଦିଆ। ଏ ନେଇ ସୋମବାର ସେ ଟୁଇଟ କରି ସୂଚନା ଦେଇଛନ୍ତି। ସେ ଟୁଇଟରେ ଉଲ୍ଲେଖ କରିଛନ୍ତି, ହାଲୁକା ଜ୍ୱର ହେବାରୁ ମୁଁ ନିଜର କରୋନା ଟେଷ୍ଟ କରାଇଥିଲି।…
ରାଜ୍ୟରେ ସୁସ୍ଥ ହେଲେ ଆଉ ୩୩୮୨ କରୋନା ଆକ୍ରାନ୍ତ: ଖୋର୍ଦ୍ଧା ଜିଲାରୁ ସର୍ବାଧିକ ସୁସ୍ଥ
ଭୁବନେଶ୍ୱର,୧୪।୯(ବ୍ୟୁରୋ)-ରାଜ୍ୟରେ ସୋମବାର ଆଉ ୩୩୮୨ ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଖୋର୍ଦ୍ଧା ଜିଲାରୁ ସର୍ବାଧିକ ୫୦୩ ଆକ୍ରାନ୍ତ ସୁସ୍ଥ ହୋଇଥିବାବେଳେ କଟକରୁ ୩୪୪, ବରଗଡରୁ ୨୬୨, ଯାଜପୁରରୁ ୧୭୭, ମୟୂରଭଞ୍ଜରୁ ୧୭୫, ଭଦ୍ରକରୁ ୧୬୭, ବାଲେଶ୍ୱରରୁ ୧୫୬, ଢେଙ୍କାନାଳରୁ ୧୪୬,…
ବନ୍ଦ ହେବ କୋଭିଡ କେୟାର ସେଣ୍ଟର
ଭୁବନେଶ୍ୱର,୧୪।୯(ବ୍ୟୁରୋ)-କରୋନା ମୁକାବିଲା ପାଇଁ ରାଜ୍ୟ ସରକାର ସମସ୍ତ ପଞ୍ଚାୟତ ଓ ପୌରାଞ୍ଚଳରେ କୋଭିଡ୍ କେୟାର ସେଣ୍ଟର(ସିସିସି), ଟେମ୍ପରାରି ମେଡିକାଲ ସେଣ୍ଟର (ଟିଏମ୍ସି) ଓ କୋଭିଡ୍ କେୟାର ହୋମ୍ (ସିସିଏଚ୍)ର ବ୍ୟବସ୍ଥା କରିଥିଲେ। କିନ୍ତୁ ଏବେ ଟିଏମ୍ସି ଓ ସିସିଏଚ୍ଗୁଡ଼ିକ ଖାଲି ପଡୁଛି।…
ବିରଳ ଦୁଇ ମୁଣ୍ଡିଆ ସାପ ଜବତ: ଜଣେ ଗିରଫ
ଲକ୍ଷ୍ନୌ,୧୪।୯-ବିରଳ ସାପ ଚୋରାଚାଲାଣ ଅଭିଯୋଗରେ ଉତ୍ତରପ୍ରଦେଶର ଖେରୀ ଜିଲା ମିତୋଲି ଥାନା ପୋଲିସ ସୋମବାର ଜଣେ ଯୁବକଙ୍କୁ ଗିରଫ କରିଛି। ଗିରଫ ଯୁବକ ଜଣକ ହେଲେ କାସ୍ତା କଲୋନୀ ବାସିନ୍ଦା ସନ୍ଦୀପ। ଏଥିସହ ତାଙ୍କ ନିକଟରୁ ପୋଲିସ ଦୁଇ ମୁଣ୍ଡିଆ ବିରଳ…
୨୯ରୁ ବିଧାନସଭା ଅଧିବେଶନ
ଭୁବନେଶ୍ୱର,୧୪।୯(ବ୍ୟୁରୋ)-ସେପ୍ଟେମ୍ବର ୨୯ରୁ ଆରମ୍ଭ ହେବ ବିଧାନସଭା ମୌସୁମୀ ଅଧିବେଶନ। ଏହି ଅଧିବେଶନ ଅକ୍ଟୋବର ୭ ପର୍ଯ୍ୟନ୍ତ ଚାଲିବ। ଏଥର ମୌସୁମୀ ଅଧିବେଶନରେ ମୋଟ ୮ଟି କାର୍ଯ୍ୟ ଦିବସ ରହିବ। ତେବେ ଅକ୍ଟୋବର ୪ ରବିବାର ଛୁଟି ଦିବସ ପଡୁଥିଲେ ମଧ୍ୟ ବିଧାନସଭା…
ରାଜଧାନୀରୁ ଆଜି ୩୫୧ ପଜିଟିଭ ଚିହ୍ନଟ
ଭୁବନେଶ୍ୱର,୧୪।୯(ବ୍ୟୁରୋ)-ରାଜଧାନୀ ଭୁବନେଶ୍ୱରରୁ ଆଜି ଆଉ ୩୫୧ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେଥିମଧ୍ୟରୁ କ୍ୱାରାଣ୍ଟାଇନରୁ ୧୧୩ ଜଣ ଚିହ୍ନଟ ହୋଇଥିବାବେଳେ ଲୋକାଲ କଣ୍ଟାକ୍ଟ କେସ ୨୩୮ ରହିଛି। ସେହିପରି ଆଜି ଭୁବନେଶ୍ୱରରୁ ୪୭୧ ଜଣ ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ…
ଉତ୍ତରପ୍ରଦେଶ ପୂର୍ବତନ ମୁଖ୍ୟମନ୍ତ୍ରୀ କଲ୍ୟାଣ ସିଂଙ୍କୁ କରୋନା
ଲକ୍ଷ୍ନୌ,୧୪।୯-ଉତ୍ତର ପ୍ରଦେଶର ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ରାଜସ୍ଥାନର ପୂର୍ବତନ ରାଜ୍ୟପାଳ କଲ୍ୟାଣ ସିଂ ମଙ୍ଗଳବାର ମହାମାରୀ କରୋନାରେ ଆକ୍ରାନ୍ତ ହୋଇଛନ୍ତି। ଏହାପରେ ତାଙ୍କୁ ପିଜିଆଇ ଲକ୍ଷ୍ନୌରେ ଭର୍ତ୍ତି କରାଯାଇଛି। କଲ୍ୟାଣ ସିଂ ଦୁଇ ଦିନ ଧରି ଜ୍ୱରରେ ପୀଡିତ ଥିଲେ। ଗତକାଲି…
Archives


