Home

ଶିକ୍ଷା ନୀତିକୁ ନେଇ ମୋଦିଙ୍କ ମନ୍ତବ୍ୟ: ପିଲାଙ୍କ ମଧ୍ୟରେ ଶିଖିବାର ଆଗ୍ରହ ବଢୁଛି

ନୂଆଦିଲ୍ଲୀ,୭।୮: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶୁକ୍ରବାର ଦେଶର ନୂଆ ଶିକ୍ଷା ନୀତି ଉପରେ ନିଜର ମନ୍ତବ୍ୟ ରଖିଛନ୍ତି। ଗତ ୩-୪ ବର୍ଷ ବିଚାରବିମର୍ଶ ପରେ ନୂଆ ଶିକ୍ଷା ନୀତିକୁ ମଞ୍ଜୁରୀ ଦିଆଯାଇଛି। ବିଭିନ୍ନ ବିଚାରଧାରର ଲୋକେ ଏହା ଉପରେ ମନ୍ଥନ କରୁଛନ୍ତି।…

କ୍ରିକେଟ୍‌‌ର ଏହି ରେକର୍ଡ, ୯୯ ବର୍ଷ ପରେ ଆଜି ବି ଅତୁଟ

ଅଷ୍ଟ୍ରେଲିଆର ଜ୍ୟାକ ମୋରିସନ ଗ୍ରେଗୋରୀଙ୍କ ଟେଷ୍ଟ କ୍ୟାରିୟର ବହୁତ ବଡ ନ ଥିଲା, କିନ୍ତୁ ସ୍ବଳ୍ପ କ୍ୟାରିୟରରେ ସେ ଚମତ୍କାର ପ୍ରଦର୍ଶନ ଦ୍ୱାରା ଆଶ୍ଚର୍ଯ୍ୟ କରିଦେଇଥିଲେ। ୧୯୨୦ ପ୍ରାରମ୍ଭରେ ଗ୍ରେଗୋରୀ ଇଂଲଣ୍ଡ ବ୍ୟାଟ୍ସମ୍ୟାନଙ୍କୁ ତାଙ୍କ ଦ୍ରୁତ ବୋଲିଂରେ ଆତଙ୍କିତ କରି ରଖିଥିଲେ।…

CORONAVIRUS UPDATE: ରାଜ୍ୟରେ ୪୨,୦୦୦ ଟପିଲା ଆକ୍ରାନ୍ତଙ୍କ ସଂଖ୍ୟା, ଆଜି ସର୍ବାଧିକ ୧୮୩୩ ପଜିଟିଭ୍‌ ଚିହ୍ନଟ

ଭୁବନେଶ୍ୱର,୭ା୮(ବ୍ୟୁରୋ): ଶୁକ୍ରବାର ରାଜ୍ୟରେ ସର୍ବାଧିକ ୧୮୩୩ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୪୨,୫୫୦କୁ ବୃଦ୍ଧି ପାଇଥିବା ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। କ୍ୱାରାଣ୍ଟାଇନ୍‌ ସେଣ୍ଟରରୁ ୧୧୧୮…

ନିଜ ସମ୍ମାନ ନିଜେ ହରାଇଲେ ଅମିତାଭ ବଚ୍ଚନ: ଜାଣନ୍ତୁ କିପରି….

ବଲିଉଡ୍‌ ମହାନାୟକ ଅମିତାଭ ବଚ୍ଚନ କରୋନା ଯୁଦ୍ଧରେ ବିଜୟ ହୋଇ ଘରକୁ ଫେରିଛନ୍ତି। ଘରକୁ ଆସିବା ପରେ ସେ ଚିକିତ୍ସୀତ ହେଉଥିବା ନାନାବତୀ ହସ୍ପିଟାଲର କର୍ମଚାରୀଙ୍କୁ ସେମାନଙ୍କ ସେବା ପାଇଁ ଧନ୍ୟବାଦ ଜଣାଇଛନ୍ତି। ତେବେ କିଛି ଲୋକ ଏହାକୁ ହସ୍ପିଟାଲର ପ୍ରମୋଶନ…

ଡାକ୍ତରଙ୍କୁ ଭଣ୍ଡେଇଲେ ସୁନ୍ଦରୀ ଯୁବତୀ, ଆକାଉଣ୍ଟରୁ ନେଇଗଲେ ଏତିକି ଟଙ୍କା, ଆଉ ତା’ ପରେ…

ତାଳଚେର,୭ା୮(ନି.ପ୍ର.): ଜଣେ ଯୁବତୀ ନିଜକୁ ଏକ ବଡ଼ କମ୍ପାନୀର ଏଜେଣ୍ଟ ବୋଲି ପରିଚୟ ଦେଇ ଜଣେ ବରିଷ୍ଠ ତଥା ଅବସରପ୍ରାପ୍ତ ଡାକ୍ତରଙ୍କ ବ୍ୟାଙ୍କ ଆକାଉଣ୍ଟରୁ ଲକ୍ଷାଧିକ ଟଙ୍କା ହଡ଼ପ କରି ଶେଷରେ ତାଳଚେର ଟାଉନ ଥାନା ପୋଲିସ ହାତରେ ଗିରଫ ହେବା…

ଇଡି ନିକଟରେ ହାଜର ହେବାକୁ ମନାକଲେ ରିୟା

ଅଭିନେତା ସୁଶାନ୍ତ ସିଂ ରାଜପୁତ ଆତ୍ମହତ୍ୟା ମାମଲାରେ ଇଡି ଏବଂ ସିବିଆଇ ତଦନ୍ତ ଆରମ୍ଭ କରିଛନ୍ତି। ଗୁରୁବାର ଦିନ ସିବିଆଇ ସୁଶାନ୍ତ ସିଂ ରାଜପୁତ ମାମଲାରେ ଏଫଆଇଆର୍‌ ପଞ୍ଜିକରଣ କରିଛି। ଯେଉଁଥିରେ ରିୟା ଚକ୍ରବର୍ତ୍ତୀଙ୍କ ସମେତ ୬ ଜଣଙ୍କ ବିରୋଧରେ ଅଭିଯୋଗ…

ସବୁ ରେକର୍ଡ ଭାଙ୍ଗିଲା କରୋନା: ଗୋଟିଏ ଦିନରେ ୬୨ ହଜାରରୁ ଅଧିକ ନୂଆ ଆକ୍ରାନ୍ତ, ୮୮୬ ମୃତ

ନୂଆଦିଲ୍ଲୀ,୭।୮: ଦେଶରେ ମହାମାରୀ କରୋନା ସଙ୍କଟ ଜାରି ରହିଛି। ଶୁକ୍ରବାର କରୋନା ଦେଶରେ ସବୁ ରେକର୍ଡ ଭାଙ୍ଗିଛି। ଗତ ୨୪ ଘଣ୍ଟାରେ ଦେଶରେ ୬୨ ହଜାର ୫୩୭ ଜଣ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଫଳରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୨୦…

ଆମେରିକାରେ ୪୫ ଦିନ ପାଇଁ ଟିକ୍‌ଟକ୍‌ ବ୍ୟାନ୍‌ କଲେ ଟ୍ରମ୍ପ୍‌

ଓ୍ବାଶିଂଟନ,୭ା୮: ଚାଇନା ସହିତ ଲାଗି ରହିଥିବା ବିବାଦ ନେଇ କଡ଼ା ପଦକ୍ଷେପ ନେଇଛି ଆମେରିକା। ଚାଇନାର ସୋସିଆଲ ମିଡିଆ ଆପ୍‌ ଟିକ୍‌ଟକ୍‌ ପ୍ରତି ୪୫ ଦିନ ପ୍ରତିବନ୍ଧକ ଲଗାଇଛି ଏହି ଦେଶ। ଟିକ୍‌ଟକ୍‌ ଚଳାଉଥିବା ଚାଇନାର ବାଇଟ୍‌ଡାନ୍ସ ଏହାକୁ ୪୫ ଦିନରେ…

ସୁଶାନ୍ତଙ୍କୁ ଓଭର୍‌ଡୋଜ ଔଷଧ ଖାଇବାକୁ ଦେଉଥିଲେ ରିୟା

ବଲିଉଡ ଅଭିନେତା ସୁଶାନ୍ତ ସିଂହ ରାଜପୁତ ମୃତ୍ୟୁ ପ୍ରସଙ୍ଗ ନୂଆ ମୋଡ ଆସିଛି। ଘଟଣାର ଯାଞ୍ଚ୍‌ ଏବେ ସିବିଆଇ ହାତକୁ ଯାଇଛି। ସୁଶାନ୍ତଙ୍କୁ ଗର୍ଲଫ୍ରେଣ୍ଡ୍‌ ଓଭର୍‌ଡୋଜ ଔଷଧ ଖାଇବାକୁ ଦେଉଥିଲେ ବୋଲି ବିହାର ସରକାରଙ୍କ ପକ୍ଷରୁ ଅଭିଯୋଗ କରାଯାଇଛି। ଏନେଇ ସୁପ୍ରିମକୋର୍ଟ…

ନିର୍ମାଣାଧୀନ ନାଳରେ ସ୍କୁଟି ସହ ଖସିପଡ଼ିଲେ ଯୁବକ, ଛାତିରେ ପଶିଗଲା ଲୁହାରଡ୍‌

ବ୍ରହ୍ମପୁର ଅଫିସ,୭ା୮: ଗଞ୍ଜାମ ଜିଲା ବୈଦ୍ୟନାଥପୁର ଥାନା ଅନ୍ତର୍ଗତ ଆଙ୍କୁଲି ଓଭରବ୍ରିଜ ନିକଟରେ ଏକ ଅଘଟଣ ଘଟିଛି। ଅର୍ଦ୍ଧନିର୍ମିତ ନାଳର ଲୁହାରଡ୍‌ ଯୁବକଙ୍କ ବାମ ଛାତି ଭିତରେ ପଶିଯାଇ ମୃତ୍ୟୁ ଘଟିଛି। ଖବର ପାଇ ବୈଦ୍ୟନାଥପୁର ଥାନା ଅଧିକାରୀ ସାରଦା ପ୍ରସନ୍ନ…

ଶ୍ରୀଲଙ୍କାରେ ରାଜପକ୍ଷେଙ୍କ ଦଳକୁ ମିଳିଲା ବହୁମତ, ମୋଦି ଜଣାଇଲେ ଶୁଭେଚ୍ଛା

କଲମ୍ବୋ,୭।୮:ଶ୍ରୀଲଙ୍କା ହୋଇଥିବା ସାଧାରଣ ନିର୍ବାଚନରେ ମହିନ୍ଦ୍ରା ରାଜପକ୍ଷେଙ୍କ ଦଳ ବହୁମତ ହାସଲ କରିଛି। ଏହାସହ ରାଜପକ୍ଷେ ପୁଣିଥରେ ଶ୍ରୀଲଙ୍କାର ପ୍ରଧାନମନ୍ତ୍ରୀ ହେବା ହେବା ରାସ୍ତା ସଫା ହୋଇଛି। ରାଜପକ୍ଷେଙ୍କ ଭାଇ ପୂର୍ବରୁ ଶ୍ରୀଲଙ୍କାର ରାଷ୍ଟ୍ରପତି ଅଛନ୍ତି। ଶୁକ୍ରବାର ଆସିଥିବା ଫଳାଫଳ ଅନୁଯାୟୀ…

ସୁଶାନ୍ତ ସିଂ ରାଜପୁତ ମାମଲା: କ୍ୱାରାଣ୍ଟାଇନ୍‌ରୁ ବାହାରିଲେ ପାଟଣା ଏସ୍‌ପି

ପାଟଣା,୭ା୮: ଅଭିନେତା ସୁଶାନ୍ତ ସିଂ ରାଜପୁତ ମାମଲାର ତଦନ୍ତ ପାଇଁ ମୁମ୍ବାଇରେ ପହଞ୍ଚିଥିବା ବିହାର କ୍ୟାଡର ଆଇପିଏସ ଅଧିକାରୀ ବିନୟ ତିଓ୍ବାରୀଙ୍କୁ କ୍ୱାରାଣ୍ଟାଇନ୍‌ ମୁକ୍ତ କରାଯାଇଛି। ପାଟଣା ପୋଲିସର ସୁପାରିଶ କ୍ରମେ ବିଏମ୍‌ସି ୫ ଦିନ କ୍ୱାରାଣ୍ଟାଇନ୍‌ରେ ରଖିବା ପରେ ଏସ୍‌ପି…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri