ସ୍ତ୍ରୀଙ୍କ ପେଟକୁ ଗୋଇଠା ମାରିଲେ ସ୍ବାମୀ, ଆଉ ତା’ପରେ
ପାଟନା,୧୪।୯: ବିହାରର ଜମୁଇରେ ଏକ ଅଭାବନୀୟ ଘଟଣା ଘଟିଛି। ଜଣେ ମହିଳାଙ୍କୁ ଶାଶୁଘର ଲୋକେ ପିଟିବାରୁ ତାଙ୍କ ପେଟରେ ବଢୁଥିବା ଶିଶୁଟିର ମୃତ୍ୟୁ ଘଟିଛି। ଜମୁଇର ତାନା ଇକେରିୟା ଗ୍ରାମରେ ଏହି ଘଟଣା ଘଟିଛି। ଏହି ମାମଲାରେ ପୀଡିତା ପ୍ରିୟଙ୍କା କୁମାରୀ…
ଆସନ୍ତା ବର୍ଷ ଆସିବ କରୋନା ଟିକା: ହର୍ଷବର୍ଦ୍ଧନ
ନୂଆଦିଲ୍ଲୀ, ୧୪।୯: ଦେଶରେ କରୋନା ମହାମାରୀ ସଂକ୍ରମଣ ଆତଙ୍କ ସୃଷ୍ଟି କରିଛି। ତେବେ କରୋନା ଟିକା ଆସିବାରେ ବିଳମ୍ବ ହେବ ବୋଲି କେନ୍ଦ୍ରୀୟ ସ୍ବାସ୍ଥ୍ୟ ମନ୍ତ୍ରୀ ଡ. ହର୍ଷ ବର୍ଦ୍ଧନ ସୋମବାର ଲୋକ ସଭାରେ ସୂଚନା ଦେଇଛନ୍ତି। ଟିକାର ପରୀକ୍ଷଣ ଜାରି…
ଧାବିକା ଦୂତୀ ଚାନ୍ଦଙ୍କୁ ବରଗଡରେ ସମ୍ବର୍ଦ୍ଧନା
ବରଗଡ ଅଫିସ,୧୪।୯: ଓଡିଶାର ଗର୍ବ ଓ ଗୌରବ ଅର୍ଜୁନ ପୁରସ୍କାରପ୍ରାପ୍ତ ଅଲିମ୍ପିଆନ ଧାବିକା ଦୂତୀ ଚାନ୍ଦଙ୍କୁ ସୋମବାର ବରଗଡରେ ସମ୍ବର୍ଦ୍ଧିତ କରାଯାଇଛି। ମାଷ୍ଟର୍ସ ଗେମ୍ସ ଆସୋସିଏସନ, ଓଡିଶା ପକ୍ଷରୁ ବରଗଡ଼ର ଅଗ୍ରଗାମୀ ଯୁବକ ସଂଘ ପରିସରରେ ଆୟୋଜିତ ଏହି ସମ୍ବର୍ଦ୍ଧନା ସମାରୋହରେ…
ହାକିମ ବାବୁଙ୍କ ସ୍ମୃତିରେ କିଛି…
ତାଙ୍କ ରକ୍ତରେ ଥିଲା ଅଭିନୟର ନିଶା। ପିଲାବେଳୁ ଅଭିନୟର ନିଶା ବାରି ହୋଇପଡ଼ିଥିଲା। ବାପାଙ୍କ ବିରୋଧ ସତ୍ତ୍ୱେ ତାଙ୍କର ମନ ମାନି ନ ଥିଲା। ଦି’ପହରରେ ସମସ୍ତେ ଶୋଇଯିବା ପରେ ବଡ଼ବାପାଙ୍କ ଆଖଡ଼ା ଘରେ ଥିବା ଟ୍ରଙ୍କ ଖୋଲୁଥିଲେ ଓ ସେଥିରେ…
ନିଜ ଜୀବନ ନିଜେ ବଞ୍ଚାନ୍ତୁ, ପ୍ରଧାନମନ୍ତ୍ରୀ ମୋଦି ମୟୂର ସହ ବ୍ୟସ୍ତ ଅଛନ୍ତି: ରାହୁଲ
ନୂଆଦିଲ୍ଲୀ,୧୪।୯: ମୌସୁମୀ ଅଧିବେଶନ ଆରମ୍ଭ ହେବା ପୂର୍ବରୁ ପୂର୍ବତନ କଂଗ୍ରେସ ସଭାପତି ରାହୁଲ ଗାନ୍ଧୀ ପୁଣି ଥରେ ମୋଦି ସରକାରଙ୍କ ଉପରେ ବର୍ଷିଛନ୍ତି। ଟୁଇଟ୍ ଯୋଗେ ରାହୁଲ କହିଛନ୍ତି, ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି କହୁଛନ୍ତି ଆତ୍ମର୍ନିଭରଶୀଳ ହୁଅ ଅର୍ଥାତ୍ ନିଜ ଜୀବନ…
ପ୍ରତି ମିନିଟରେ ଜଣଙ୍କ ମୁଣ୍ଡ ନେଉଛି କରୋନା
ନୂଆଦିଲ୍ଲୀ, ୧୪।୯: ଦେଶରେ କରୋନା ମହାମାରୀ ସଂକ୍ରମଣ ଆତଙ୍କ ସୃଷ୍ଟି କରିଛି। ଲଗାତାର ୧୨ ଦିନ ଧରି ଦେଶରେ ପ୍ରତିଦିନ ଏକ ହଜାରରୁ ଅଧିକ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ଘଟୁଛି। ପ୍ରତି ମିନିଟରେ ଦେଶରେ କରୋନା ଜଣଙ୍କର ମୁଣ୍ଡ ନେଉଛି। ସେପ୍ଟେମ୍ବର…
ଆଜି ଆଉ ୧୧ ଜୀବନ ନେଲା କରୋନା, ୬୩୭ରେ ପହଞ୍ଚିଲା ମୃତ୍ୟୁସଂଖ୍ୟା; କଟକରୁ ସର୍ବାଧିକ
ଭୁବନେଶ୍ୱର,୧୪ା୯(ବ୍ୟୁରୋ): ସୋମବାର ରାଜ୍ୟରୁ ଆଉ ୧୧ଜୀବନ ନେଇଛି କରୋନା। ଏହାକୁ ମିଶାଇ ରାଜ୍ୟରେ କରୋନା ଜନିତ ମୃତ୍ୟୁସଂଖ୍ୟା ୬୩୭କୁ ବୃଦ୍ଧି ପାଇଥିବା ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ଆଜି ସର୍ବାଧିକ କଟକରୁ ୪ କରୋନା…
୫୬୦ ଆଦିବାସୀ ପିଲାଙ୍କୁ ସହାୟତାର ହାତ ବଢାଇଲେ ମାଷ୍ଟରବ୍ଲାଷ୍ଟର
ମାଷ୍ଟରବ୍ଲାଷ୍ଟର ସଚିନ ତେନ୍ଦୁଲକର କ୍ରିକେଟରୁ ଅବସର ନେଇସାରିଥିଲେ ମଧ୍ୟ ସେ ସର୍ବଦା ଚର୍ଚ୍ଚାରେ ଥାନ୍ତି। ସୋସିଆଲ ମିଡିଆରେ ମଧ୍ୟ ସେ ବେଶ୍ ସକ୍ରିୟ। ନିକଟରେ ସଚିନ ୫୬୦ ଆଦିବାସୀ ପିଲାଙ୍କୁ ସାହାଯ୍ୟ କରିଛନ୍ତି। ମଧ୍ୟପ୍ରଦେଶର ସିହୋର ଜିଲାର କେତେକ ଗ୍ରାମରେ ଏକ…
CORONAVIRUS UPDATE: ରାଜ୍ୟରୁ ଆଜି ସର୍ବାଧିକ ୪୧୯୮ ପଜିଟିଭ୍ ଚିହ୍ନଟ, ଆକ୍ରାନ୍ତଙ୍କ ସଂଖ୍ୟା ୧ ଲକ୍ଷ ୫୫ ହଜାର ଟପିଲା
ଭୁବନେଶ୍ୱର,୧୪ା୯(ବ୍ୟୁରୋ): ସୋମବାର ମୋଟ୍ ୩୦ ଜିଲାରୁ ୪,୧୯୮ ନୂଆ ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ମୋଟ୍ ଆକ୍ରାନ୍ତଙ୍କ ସଂଖ୍ୟା ୧,୫୫,୦୦୫ରେ ପହଞ୍ଚିଥିବା ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ସୂଚନା ଦେଇଛି। ଏଥିମଧ୍ୟରୁ କ୍ୱାରାଣ୍ଟାଇନ୍ରୁ ୨,୪୭୬ ଜଣ…
ଆଙ୍ଗଲିଙ୍ଗ୍ ଗାଁକୁ ଚାଇନାର ଭୟ: ପ୍ରତିଘରେ ସିକ୍ରେଟ ଫୋର୍ସ ସଦସ୍ୟ
ଲେହ, ୧୪।୯: ପୂର୍ବ ଲଦାଖରେ ଏଲ୍ଏସି ଅଞ୍ଚଳରେ ଚାଇନା ଜାଣିଶୁଣି ଉତ୍ତେଜନା ସୃଷ୍ଟି କରୁଛି। ଭାରତୀୟ ସୀମା ମଧ୍ୟରେ ଅନୁପ୍ରବେଶ କରିବାକୁ ଚାଇନାର ପିପୁଲସ୍ ଲିବରେଶନ୍ ଆର୍ମି(ପିଏଲ୍ଏ) ଲଗାତାର ପ୍ରୟାସ କରୁଛି। ପେଙ୍ଗୋଙ୍ଗ୍ ତ୍ସୋର ଦକ୍ଷିଣରେ ଥିବା ଗୁରଙ୍ଗ୍ ହିଲ୍ ଏବଂ…
ରାଜ୍ୟସଭା ଉପାଧ୍ୟକ୍ଷ ନିର୍ବାଚନ: ଜେଡିୟୁ ପ୍ରାର୍ଥୀଙ୍କୁ ସମର୍ଥନ ଦେବ ବିଜେଡି
ଭୁବନେଶ୍ୱର,୧୪।୯(ବ୍ୟୁରୋ): ସୋମବାର ରାଜ୍ୟ ସଭା ଉପାଧ୍ୟକ୍ଷ ନିର୍ବାଚନ ଅନୁଷ୍ଠିତ ହେବାକୁ ଯାଉଛି। ଜେଡିୟୁ ପ୍ରାର୍ଥୀ ହରିବଂଶ ନାରାୟଣ ସିଂହଙ୍କ ପାଇଁ ବିହାର ମୁଖ୍ୟମନ୍ତ୍ରୀ ନୀତିଶ କୁମାର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟଙ୍କ ସମର୍ଥନ ଲୋଡିଥିଲେ। ଯାହାକୁ ସ୍ବୀକାର କରିଛନ୍ତି ମୁଖ୍ୟମନ୍ତ୍ରୀ। ହରିବଂଶଙ୍କୁ ଦଳ…
ଲଘୁଚାପ: ଦକ୍ଷିଣ ଓଡିଶାରେ ବର୍ଷା ସମ୍ଭାବନା
ଭୁବନେଶ୍ୱର,୧୪।୯(ବ୍ୟୁରୋ): ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗର ଏବଂ ଆନ୍ଧ୍ର ଉପକୂଳରେ ଏକ ଲଘୁଚାପ ସୃଷ୍ଟି ହୋଇଛି। ଏହାର ପ୍ରଭାବରେ ଦକ୍ଷିଣ ଓଡିଶାରେ ବର୍ଷା ହେବାର ସମ୍ଭାବାନ ରହିଛି। ଆଞ୍ଚଳିକ ପାଣିପାଗ କାର୍ଯ୍ୟାଳୟରୁ ମିଳିଥିବା ସୂଚନା ଅନୁଯାୟୀ ଆସନ୍ତା ୨୪ ଘଣ୍ଟା ମଧ୍ୟରେ କୋରାପୁଟ,…
Archives


