Home

ଥରିଲା ବାଂଲାଦେଶ

ଢାକା, ୨୪।୧୦: ବାଂଲାଦେଶରେ ଶନିବାର ସକାଳ ୮ଟା ୫୧ରେ ଭୂକମ୍ପ ଅନୁଭୁତ ହୋଇଛି। ରିକ୍ଟର ସ୍କେଲରେ ଏହାର ତୀବ୍ରତା ୪.୧ ଥିଲା ବୋଲି ଭୂକମ୍ପ ଗବେଷଣା କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି। ଭୂପୃଷ୍ଠର ୫୦ କିମି ତଳେ ଭୂକମ୍ପର କେନ୍ଦ୍ର ରହିଥିବା…

ଆର୍ଟହଜ୍‌ ଗ୍ୟାଲେରିରେ ଓଡ଼ିଆ ଶିଳ୍ପୀଙ୍କ ଚିତ୍ରକଳା

ଭୁବନେଶ୍ୱର, ୨୪ା୧୦(ବ୍ୟୁରୋ): ବାଲେଶ୍ୱର ଜିଲା ଗୋହିରାପଦା ଗ୍ରାମର ଯୁବ ଚିତ୍ରଶିଳ୍ପୀ ଆଦିତ୍ୟ କୁମାର ଜେନାଙ୍କ ଚିତ୍ରକଳା ‘ନେଚର ଫାଣ୍ଟାସି’ ଦକ୍ଷିଣ ଭାରତର ପ୍ରସିଦ୍ଧ ଆର୍ଟ ଗ୍ୟାଲେରୀ ଆର୍ଟହଜ୍‌ରେ ସ୍ଥାନ ପାଇଛି। କେବଳ ସେତିକି ନୁହେଁ, ଆଦିତ୍ୟଙ୍କ ଚିତ୍ରକଳା ସମ୍ପର୍କରେ ଏକ ଆଲେଖ୍ୟ…

ଆର୍‌ଜେଡି ଜାରି କଲା ଘୋଷଣା ପତ୍ର: ୧୦ ଲକ୍ଷ ସ୍ଥାୟୀ ନିଯୁକ୍ତି, ଗାଁରେ ସିସିଟିଭି

ପାଟନା, ୨୪।୧୦: ବିହାର ବିଧାନସଭା ନିର୍ବାଚନ ପାଖେଇ ଆସୁଛି। ଏନେଇ ରାଷ୍ଟ୍ରୀୟ ଜନତା ଦଳ(ଆର୍‌ଜେଡ଼ି) ପକ୍ଷରୁ ଶନିବାର ଘୋଷଣା ପତ୍ର ଜାରି କରାଯାଇଛି। ରାଜଧାନୀ ପାଟନାରେ ତେଜସ୍ବୀ ଯାଦବ, ମନୋଜ ଝାଙ୍କ ସମେତ ଦଳର ଅନ୍ୟ ବରିଷ୍ଠ ସଦସ୍ୟଙ୍କ ଉପସ୍ଥିତିରେ ଘୋଷଣା…

କୋଭିଡ୍‌ ନିୟମ ମାନୁ ନ ଥିବା ଦୋକାନ ସିଲ୍‌ ହେବ

ଭୁବନେଶ୍ୱର,୨୪ା୧୦(ବ୍ୟୁରୋ): କରୋନା କଟକଣା ଓ ପାର୍ବଣ ସତର୍କତା ସତ୍ତ୍ୱେ ଭୁବନେଶ୍ୱର ୟୁନିଟ୍‌-୨ ମାର୍କେଟ ବିଲ୍ଡିଂରେ ଗହଳି ବଢ଼ୁଛି। ସାମାଜିକ ଦୂରତ୍ୱ ରହୁ ନ ଥିବାବେଳେ ବ୍ୟବସାୟୀ ଓ ଗ୍ରାହକ କଟକଣା ମାନୁ ନାହାନ୍ତି। ଶୁକ୍ରବାର ମାକେର୍ଟ ବିଲ୍ଡିଂର ଏପରି ସ୍ଥିତିକୁ ଦେଖିବା…

ଦଶହରାରେ ବର୍ଷା ନାହିଁ

ଭୁବନେଶ୍ୱର,୨୪ା୧୦(ବ୍ୟୁରୋ): ଲଘୁଚାପ ଦୁର୍ବଳ ହୋଇଯାଇଛି। ଦକ୍ଷିଣ ପଶ୍ଚିମ ମୌସୁମୀ ବାୟୁ ପ୍ରତ୍ୟାବର୍ତ୍ତନ ପାଇଁ ପାଗ ଅନୁକୂଳ ହେଲାଣି। ଆସନ୍ତା ଦିନେ ଦୁଇଦିନ ମଧ୍ୟରେ ଓଡ଼ିଶାର କେତେକ ଅଞ୍ଚଳରୁ ମୌସୁମୀ ପ୍ରତ୍ୟାବର୍ତ୍ତନ ନେଇ ଘୋଷଣା କରାଯିବ ବୋଲି ଆଞ୍ଚଳିକ ପାଣିପାଗ ବିଭାଗ ପକ୍ଷରୁ…

ଉପନିର୍ବାଚନ: କରୋନାରେ ମୃତ୍ୟୁ ହେଲେ ୩୦ ଲକ୍ଷ

ଭୁବନେଶ୍ୱର,୨୪ା୧୦(ବ୍ୟୁରୋ): କୋଭିଡ୍‌ ମହାମାରୀ ମଧ୍ୟରେ ନଭେମ୍ବର ୩ରେ ତିର୍ତ୍ତୋଲ ଏବଂ ବାଲେଶ୍ୱର ଉପନିର୍ବାଚନ ଅନୁଷ୍ଠିତ ହେବ। ଏହି ଉପନିର୍ବାଚନ କାର୍ଯ୍ୟରେ ନିୟୋଜିତ ଥିବା ପୋଲିଂ କର୍ମଚାରୀ ଓ କେନ୍ଦ୍ରୀୟ ସଶସ୍ତ୍ର ସୁରକ୍ଷା ବାହିନୀ ଯବାନଙ୍କର କୋଭିଡ୍‌ରେ ମୃତ୍ୟୁ ହେଲେ ସେମାନଙ୍କ ପରିବାରକୁ…

ପୁଅକୁ ପଥରରେ ଛେଚି ମାରିଲେ ବାପା

ବାରିପଦା ଅଫିସ,୨୪ା୧୦: ରାଗ ସମ୍ଭାଳି ନ ପାରି ନୃଶଂସ ବାପା ପଥରରେ ଛେଚି ନିଜ ୫ବର୍ଷର ପୁଅଙ୍କୁ ହତ୍ୟା କରିଛନ୍ତି। ମୟୂରଭଞ୍ଜ ଜିଲା ବଡ଼ସାହି ଥାନା ଅଧୀନ ଯଦୁନାଥପୁର ବେଲଡୁଙ୍ଗୁରୀ ଗ୍ରାମରେ ଗୁରୁବାର ରାତିରେ ଏହି ଅଭାବନୀୟ ଘଟଣା ଘଟିଛି। ଖବରପାଇ…

୧୫ ଦିନରେ ବଢ଼ିଲାଣି ୪୦ ଟଙ୍କା

ଭୁବନେଶ୍ୱର,୨୪ା୧୦(ବ୍ୟୁରୋ): ପିଆଜ ଦର ବୃଦ୍ଧି ଗରିବ, ନିମ୍ନ ମଧ୍ୟବିତ୍ତ ପରିବାର ମୁଣ୍ଡରେ ଚଡ଼କ ପକାଇଛି। ପ୍ରତ୍ୟେକ ଦିନ ଦର ବଢ଼ି ବଢ଼ି ଚାଲିଛି। ରାଜ୍ୟର ଅନେକ ସ୍ଥାନରେ ଏହାର ଖୁଚୁରା ଦର ୮୦ ଟଙ୍କା ଛୁଇଁଲାଣି। ଛୋଟ ପିଆଜ ୬୦ରୁ ୭୦…

ରିପବ୍ଲିକ୍‌ ଟିଭିର ୧,୦୦୦ ଜଣଙ୍କ ନାଁରେ ଏଫ୍‌ଆଇଆର୍‌

ମୁମ୍ବାଇ,୨୪ା୧୦: ରିପବ୍ଲିକ୍‌ ଟିଭିରେ କାର୍ଯ୍ୟରତ ୧,୦୦୦ ଜଣଙ୍କ ବିରୋଧରେ ମୁମ୍ବାଇ ପୋଲିସ ଏଫ୍‌ଆଇଆର୍‌ କରିଛି। ଏନେଇ ଉକ୍ତ ନ୍ୟୁଜ୍‌ ଚ୍ୟାନେଲର ମୁଖ୍ୟ ସମ୍ପାଦକ ଅର୍ଣ୍ଣବ ଗୋସ୍ବାମୀ ସୂଚନା ଦେଇଛନ୍ତି। ସେ କହିଛନ୍ତି, ନେଟ୍‌ଓ୍ବର୍କର ସମସ୍ତ ସମ୍ପାଦନା ମଣ୍ଡଳୀ ବିରୋଧରେ ଏଫ୍‌ଆଇଆର୍‌ କରାଯିବା…

ର’ ମୁଖ୍ୟ-ଓଲିଙ୍କ ବୈଠକକୁ ନେଇ ବିବାଦ

କାଠମାଣ୍ଡୁ,୨୪ା୧୦: ରିସର୍ଚ୍ଚ ଆଣ୍ଡ ଆନାଲିସିସ୍‌ ଓ୍ବିଙ୍ଗ୍‌ (ର) ମୁଖ୍ୟ ସାମନ୍ତ କୁମାର ଗୋଏଲ ଓ ନେପାଳ ପ୍ରଧାନମନ୍ତ୍ରୀ କେ.ପି. ଶର୍ମା ଓଲିଙ୍କ ମଧ୍ୟରେ ବୁଧବାର ହୋଇଥିବା ବୈଠକକୁ ନେଇ ପଡ଼ୋଶୀ ଦେଶରେ ବିବାଦ ସୃଷ୍ଟି ହୋଇଛି। ଶାସକ ନେପାଳ କମ୍ୟୁନିଷ୍ଟ ପାର୍ଟି…

୯ରେ ଜାମିନରେ ଆସିିବେ ଲାଲୁ

ପାଟନା, ୨୪ା୧୦: ଗୋଖାଦ୍ୟ ଦୁର୍ନୀତି ମାମଲାରେ ଫସିଥିବା ଆର୍‌ଜେଡି ସୁପ୍ରିମୋ ଲାଲୁପ୍ରସାଦ ଯାଦବ ନଭେମ୍ବର ୯ରେ ଜାମିନ ପାଇ ଜେଲରୁ ମୁକୁଳିବେ। ଏନେଇ ପୁଅ ତଥା ବିରୋଧୀ ମହାମେଣ୍ଟର ମୁଖ୍ୟମନ୍ତ୍ରୀ ପ୍ରାର୍ଥୀ ତେଜସ୍ବୀ ଯାଦବ ଶୁକ୍ରବାର ପ୍ରକାଶ କରିଛନ୍ତି। ଏବେ ଲାଲୁପ୍ରସାଦ…

ଚାଇନା ଦଖଲରୁ ଜାଗା କେବେ ଫେରିବ

ହିସୁଆ, ୨୪ା୧୦: ବିହାରରେ ପ୍ରଚାର ମଇଦାନକୁ ଓହ୍ଲାଇଥିବା କଂଗ୍ରେସ ନେତା ରାହୁଲ ଗାନ୍ଧୀ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ସିଧା ଟାର୍ଗେଟ କରିଛନ୍ତି। ଲଦାଖରେ ଚାଇନା ଜୋର୍‌ଜବରଦସ୍ତ ଭାରତର ଜାଗାକୁ ମାଡ଼ିବସିଛି। କିନ୍ତୁ ପ୍ରଧାନମନ୍ତ୍ରୀ କେହି ଆମ ଜାଗା ନେଇନାହାନ୍ତି ବୋଲି କହୁଛନ୍ତି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?