Home

କରୋନା ବିଜୟୀ ପୋଖରୀ ମାନବ

ବେଙ୍ଗାଲୁରୁ: କରୋନାକୁ ଭୟ ନ ଥିଲା। କିନ୍ତୁ ଗାଁରେ ଥିବା ପୋଖରୀ ଓ ଗଛଗୁଡ଼ିକର ସୁରକ୍ଷାକୁ ନେଇ ୧୪ଦିନ ଧରି ମୁଁ ଚିନ୍ତାରେ ଥିଲି। ହସ୍ପିଟାଲରେ ବିଶ୍ରାମ ବ୍ୟତୀତ ଅନ୍ୟ କୌଣସି କାମ ନ ଥିଲା। ହେଲେ ମୋ ଧ୍ୟାନ କେବଳ…

ନେପୋଟିଜମ୍‌କୁ ନେଇ ମୁହଁ ଖୋଲିଲେ ବେବୋ

ମୁମ୍ବାଇ: ବଲିଉଡ୍‌ ପାଇଁ ୨୦୨୦ ହେଉଛି ଏକ ଅଶୁଭ ବର୍ଷ। ଚଳିତବର୍ଷ ବଲିଉଡ୍‌ ବହୁ ଅଭିନେତା ଅଭିନେତ୍ରୀଙ୍କୁ ହରେଇଛି। ସମଗ୍ର ଦେଶରେ କୋଭିଡ୍‌ କଟକଣା ଯୋଗୁ ସ୍ବାଭାବିକ ସ୍ଥିତି ଫେରିବାକୁ ଆହୁରି ସମୟ ଲାଗିବ। ଜୁନ୍‌ ୧୪ ତାରିଖରେ ଅଭିନେତା ସୁଶାନ୍ତ…

ହିରୋଶିମା: ଯୁଦ୍ଧ, ଯନ୍ତ୍ରଣାର ଦସ୍ତାବିଜ

ନୂଆଦିଲ୍ଲୀ: ବିଶ୍ୱ ଇତିହାସରେ ପରମାଣୁ ଯୁଦ୍ଧର ଏକମାତ୍ର ମୂଖସାକ୍ଷୀ ହେଉଛି ଜାପାନ। ୧୯୪୫ରେ ଆମେରିକା କେବଳ ଯୁଦ୍ଧକୁ ଅବଦମିତ କରିବାକୁ ଜାପାନ ଉପରେ ପରମାଣୁ ଆକ୍ରମଣ କରି ନ ଥିଲା, ବରଂ ନିଜକୁ ଶକ୍ତିଶାଳୀ ବୋଲି ପ୍ରମାଣିତ କରିବାକୁ ମାନବ ସଭ୍ୟତା…

ପାହାଡ଼ରେ ଗୁମ୍ଫା ଠାବ

ନୟାଗଡ଼ ଅଫିସ/ରଣପୁର, ୬ା୮(ସ୍ବ.ପ୍ର.): ନୟାଗଡ଼ ଜିଲା ରଣପୁର ବ୍ଲକ ନରେନ୍ଦ୍ରପୁର ପଞ୍ଚାୟତ ବଧିପାଟଣା ନିକଟ ମେଳାତଇଲା ପାହାଡରେ ଏକ ପୁରାତନ ଗୁମ୍ଫା ଠାବ ହୋଇଛି। ଗୁମ୍ଫାଟିରେ ବୈଷ୍ଣବଦେବୀ ପୂଜା ପାଉଛନ୍ତି। ଜଣେ ଛେଳି ଚରାଳି ଗୁମ୍ଫାଟିକୁ ଦେଖିବା ପରେ ଏହା ଲୋକଲୋଚନକୁ…

ଆପଣ ଗରିବ ଲୋକଙ୍କୁ କାହିଁକି ଦାନ କରୁନାହାନ୍ତି, ପ୍ରଶ୍ନରେ ଏମିତି ଜବାବ ଦେଲେ ଅମିତାଭ ବଚ୍ଚନ

ବଲିଉଡ୍‌ ମେଗାଷ୍ଟାର ଅମିତାଭ ବଚ୍ଚନ ନିକଟରେ କରୋନାକୁ ହରାଇ ଘରକୁ ଫେରିଛନ୍ତି। ସୋସିଆଲ ମିଡିଆରେ ବିଗ୍‌ ବି ବେଶ୍‌ ସକ୍ରିୟ ରହୁଛନ୍ତି। ନିଜ ସ୍ବାସ୍ଥ୍ୟ ବିଷୟରେ ପ୍ରତିଦିନ ପ୍ରଶଂସକଙ୍କୁ ଅପଡେଟ୍‌ ମଧ୍ୟ ଦେଉଛନ୍ତି। ସୋସିଆଲ ମିଡିଆରେ ଜଣେ ୟୁଜର୍ସ ବିଗ ବି…

ଚାଇନା ଉପରେ ମାଡ଼ି ଆସିଲା ବିପଦ: କରୋନା ପରେ ଏବେ ନୂଆ ସଂକ୍ରମଣ

ବେଜିଂ, ୬।୮: କରୋନା ମହାମାରୀ ସଂକ୍ରମଣର ଏନ୍ତୁଡ଼ିଶାଳ ପାଲଟିଥିବା ଚାଇନା ଉପରେ ପୁଣି ଏକ ନୂଆ ବିପଦ ମାଡ଼ି ଆସୁଛି। ଏଠାରେ ନୂଆ ସଂକ୍ରମଣରେ ୬୦ ଜଣ ଆକ୍ରାନ୍ତ ହୋଇଥିବାବେଳେ ୭ ଜଣଙ୍କ ମୃତ୍ୟୁ ଘଟିଛି। ଗ୍ଲୋବାଲ ଟାଇମ୍ସ୍‌ ରିପୋର୍ଟ ଅନୁସାରେ…

ଦକ୍ଷିଣ ଓଡ଼ିଶାରେ ବନ୍ୟା ସମ୍ଭାବନା

ଭୁବନେଶ୍ୱର,୬ା୮(ବ୍ୟୁରୋ): ଉତ୍ତର ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ ଯୋଗୁ ମଙ୍ଗଳବାର ଓ ବୁଧବାର ଦୁଇଦିନ ଧରି ରାଜ୍ୟର ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା ହୋଇଛି। ଏଥିଯୋଗୁ ଚାଷୀମାନେ ଆଶ୍ୱସ୍ତ ହୋଇଛନ୍ତି। ଲଗାଣ ବର୍ଷା ଯୋଗୁ ରାଜ୍ୟରେ ମରୁଡ଼ି ଆଶଙ୍କା ମଧ୍ୟ କେତେକାଂଶରେ ଟଳିଯାଇଛି।…

କୋଭିଡ୍‌ ଯୋଦ୍ଧାଙ୍କ ପାଇଁ ୧ ମିନିଟ୍‌

ଭୁବନେଶ୍ୱର,୬ା୮(ବ୍ୟୁରୋ): କରୋନା ମହାମାରୀର ଏହି ଘଡ଼ିସନ୍ଧି ମୁହୂର୍ତ୍ତରେ ଘର ପରିବାର ଭୁଲି ତ୍ୟାଗ ମନୋଭାବ ନେଇ କୋଭିଡ୍‌ ଯୋଦ୍ଧାମାନେ ଲୋକଙ୍କ ପାଇଁ କାମ କରିଚାଲିଛନ୍ତି। ଏପରିକି ଲୋକଙ୍କ ସେବାରେ ଥାଇ କରୋନାର ଶିକାର ହେବା ପରେ ଜୀବନ ମଧ୍ୟ ହାରିଛନ୍ତି। ସେହି…

କରୋନା ମୃତ୍ୟୁ ସଂଖ୍ୟା ଟପିଲା ୪୦ ହଜାର

ନୂଆଦିଲ୍ଲୀ, ୬।୮: ଦେଶରେ କରୋନା ମହାମାରୀ ସଂକ୍ରମଣ ଥମିବାର ନାଁ ଧରୁନି। ଆକ୍ରାନ୍ତଙ୍କ ସଂଖ୍ୟା ଦିନକୁ ଦିନ ବଢ଼ିଚାଲିଛି। ଲଗାତାର ୮ ଦିନ ଧରି ଦେଶରେ ନୂଆ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୫୦ ହଜାରରୁ ଅଧିକ ରହିଛି। ଏହି ଧାରା ଜାରି…

ପ୍ରତି ୧୫ ସେକେଣ୍ଡରେ ଯାଉଛି ଜଣେ କରୋନା ରୋଗୀଙ୍କ ଜୀବନ, ଜାଣନ୍ତୁ ବିଶ୍ୱରେ ମୃତ୍ୟୁ ସଂଖ୍ୟା କେତେ

କରୋନା ଜୀବାଣୁ ସାରା ବିଶ୍ୱରେ ବିପର୍ଯ୍ୟୟ ଘଟାଇବାରେ ଲାଗିଛି। ସଂକ୍ରମିତ ଏବଂ ମୃତ୍ୟୁ ସଂଖ୍ୟା ମଧ୍ୟ ବୃଦ୍ଧି ପାଉଛି। ବିଶ୍ୱରେ ପ୍ରାଣ ହରାଇଥିବା କରୋନା ରୋଗୀଙ୍କ ସଂଖ୍ୟା ୭ ଲକ୍ଷ ଅତିକ୍ରମ କରିଛି। ଗତ ଦୁଇ ସପ୍ତାହର ଆକଳନକୁ ଦେଖିଲେ, ପ୍ରତି…

ସୂଚନା ଓ ଲୋକ ସମ୍ପର୍କ କାର୍ଯ୍ୟାଳୟରେ ନୀରବ ପ୍ରାର୍ଥନା

ଭୁବନେଶ୍ୱର,୬ା୮(ବ୍ୟୁରୋ): କୋଭିଡ୍‌ ଯୋଦ୍ଧାମାନଙ୍କ ଉସତ୍ର୍ଗୀକୃତ ସେବା ଓ ସର୍ବଶ୍ରେଷ୍ଠ ତ୍ୟାଗ ପାଇଁ ସେମାନଙ୍କ ପ୍ରତି ଶ୍ରଦ୍ଧାଞ୍ଜଳି ଜଣାଇବା ଏବଂ ଆଗଧାଡିରେ ରହି ଦିନରାତି ସଂଗ୍ରାମ କରୁଥିବା ସମସ୍ତ କୋଭିଡ୍‌ ଯୋଦ୍ଧାଙ୍କ ସମ୍ମାନାର୍ଥେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଆହ୍ବାନ କ୍ରମେ ବୁଧବାର ସନ୍ଧ୍ୟା…

ମୋଦିଙ୍କୁ ପ୍ରଶଂସା କରିବା ବିଧାୟକଙ୍କୁ ପଡିଲା ମହଙ୍ଗା

ଚେନ୍ନାଇ,୬।୮: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ପ୍ରଶଂସା କରିବା ଜଣେ ବିଧାୟକଙ୍କ ପାଇଁ ମହଙ୍ଗା ପଡିଛି। ଫଳରେ ତାଙ୍କୁ ଦଳରୁ ନିଲମ୍ବିତ କରାଯାଇଛି। ସେ ହେଉଛନ୍ତି ତାମିଲନାଡୁର ଡିଏମକେ ବିଧାୟକ କୁକା ସେଲଭମ। ମୋଦି ଏବଂ ଭାଜପା ସଭାପତି ଜେପି ନଡ୍ଡାଙ୍କୁ ପ୍ରଶଂସା…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri