Home

କଟକଣା କୋହଳ ସତ୍ତ୍ବେ ବସ୍‌ ବନ୍ଦ

କଟକ ଅଫିସ,୬ା୮: କରୋନା କଟକଣା କୋହଳ ସତ୍ତ୍ୱେ ବସ୍‌ ସେବା ବନ୍ଦ ରହିଛି। ମାର୍ଚ୍ଚରୁ ଘରୋଇ ବସ୍‌ଗୁଡ଼ିକ ବାଦାମବାଡ଼ି-ଲିଙ୍କ୍‌ରୋଡ ମୁଖ୍ୟରାସ୍ତା କଡ଼ରେ ପଡ଼ିରହି ଖତ ଖାଉଛି। ସରକାରୀ ବସ୍‌ ସେବାର ମଧ୍ୟ ସମଦଶା। କଟକରୁ କୌଣସି ବସ୍‌ ଗଡୁ ନ ଥିବାରୁ…

ମନୋଜ ସିହ୍ନା ଜମ୍ମୁ-କଶ୍ମୀରର ନୂଆ ଉପରାଜ୍ୟପାଳ

ଶ୍ରୀନଗର, ୬।୮: ଜମ୍ମୁ-କଶ୍ମୀରର ପ୍ରଥମ ଉପରାଜ୍ୟପାଳ (ଏଲ୍‌ଜି) ଗିରୀଶ ଚନ୍ଦ୍ର ମୁର୍ମୁ ବୁଧବାର ନିଜ ପଦରୁ ଇସ୍ତଫା ଦେଇଥିଲେ। ସେ ରାଷ୍ଟ୍ରପତି ରାମନାଥ କୋବିନ୍ଦଙ୍କ ନିକଟକୁ ଇସ୍ତଫାପତ୍ର ପଠାଇ ଦେଇଥିଲେ। ରାଷ୍ଟ୍ରପତି ତାଙ୍କ ଇସ୍ତଫା ଗ୍ରହଣ କରିଛନ୍ତି । ତାଙ୍କ ସ୍ଥାନରେ…

ଫାଇଦାରେ ଆଗୁଆ, ନିଯୁକ୍ତିରେ ପଛୁଆ

ଯାଜପୁର ଅଫିସ୍‌,୬ା୮: କଳିଙ୍ଗନଗରରେ ଶିଳ୍ପାୟନ ପଛରେ ମୂଳ ଲକ୍ଷ୍ୟ ରହିଥିଲା ସ୍ଥାନୀୟ ଅଞ୍ଚଳ ସମେତ ରାଜ୍ୟର ନିଯୁକ୍ତି ଏବଂ ଅର୍ଥନୈତିକ କ୍ଷେତ୍ରରେ ବିକାଶ। ଏହି ଅଞ୍ଚଳକୁ ଶିଳ୍ପ ସ୍ଥାପନ କରିବାକୁ ଆସିଥିବା ଦେଶର ଅଗ୍ରଣୀ ଶିଳ୍ପ ସଂସ୍ଥାମାନେ ସେହିଭଳି ପ୍ରତିଶ୍ରୁତି ଦେଇ…

ଜମ୍ମୁ-କଶ୍ମୀର ଏଲ୍‌ଜି ଗିରୀଶ ମୁର୍ମୁଙ୍କ ଇସ୍ତଫା

ନୂଆଦିଲ୍ଲୀ,୬ା୮ : ଜମ୍ମୁ-କଶ୍ମୀରର ପ୍ରଥମ ଉପରାଜ୍ୟପାଳ (ଏଲ୍‌ଜି) ଗିରୀଶ ଚନ୍ଦ୍ର ମୁର୍ମୁ ବୁଧବାର ନିଜ ପଦରୁ ଇସ୍ତଫା ଦେଇଛନ୍ତି। ସେ ରାଷ୍ଟ୍ରପତି ରାମନାଥ କୋବିନ୍ଦଙ୍କ ନିକଟକୁ ଇସ୍ତଫାପତ୍ର ପଠାଇ ଦେଇଥିବା ସୂତ୍ରରୁ ଜଣାପଡ଼ିଛି। ତେବେ ରାଷ୍ଟ୍ରପତି ତାଙ୍କ ଇସ୍ତଫା ଗ୍ରହଣ କରିଛନ୍ତି…

ଟ୍ରଲିରେ ବୁହାହେଲା ମୃତଦେହ

କୋଣାର୍କ,୬ା୮(ଡି.ଏନ୍‌.ଏ.): ରାଜ୍ୟରେ କରୋନା ସଂକ୍ରମିତ ସହ ମୃତ୍ୟୁ ସଂଖ୍ୟା ବଢୁଥିବାରୁ ଲୋକେ ଭୟରେ ସାଧାରଣ ରୋଗରେ ମୃତବ୍ୟକ୍ତିଙ୍କୁ ମଧ୍ୟ ସ୍ପର୍ଶ କରୁ ନାହାନ୍ତି। ଏଭଳି ଜଣଙ୍କ ମୃତଦେହକୁ ଉଠାଇବାରେ ଗ୍ରାମବାସୀ ସହାୟତା ନ କରିବାରୁ ଶେଷରେ ଏକ ଟ୍ରଲି ଜରିଆରେ ଶ୍ମଶାନ…

ଅଯୋଧ୍ୟା ଅଧ୍ୟାୟରେ ସ୍ବର୍ଣ୍ଣିମ ଫର୍ଦ୍ଦ

ଅଯୋଧ୍ୟା,୬ା୮:ଦୀର୍ଘ ୫୦୦ ବର୍ଷର ସ୍ବପ୍ନ ପୂରଣ ହୋଇଛି। ରାମମନ୍ଦିର ନିର୍ମାଣ ନିମନ୍ତେ ଭୂମି ପୂଜନ ସହ ଅଯୋଧ୍ୟା ଅଧ୍ୟାୟରେ ସ୍ବର୍ଣ୍ଣିମ ଫର୍ଦ୍ଦ ଯୋଡ଼ିହୋଇଛି। ଏବେ ମନ୍ଦିର ନିର୍ମାଣ କାର୍ଯ୍ୟ ଆରମ୍ଭ ହେବ। ଏହାକୁ ନେଇ ବୁଧବାର ଅଯୋଧ୍ୟା ନଗରୀର ସମସ୍ତ ସ୍ଥାନରେ…

ରାଜଧାନୀରେ ଘରେ ପଶିଲା ନର୍ଦ୍ଦମା ପାଣି

ଭୁବନେଶ୍ୱର, ୬ା୮(ବ୍ୟୁରୋ) : ଭୁବନେଶରରେ ଗତ ୨ଦିନ ହେବ ଲଗାଣ ବର୍ଷା ଯୋଗୁ ବହୁ ଅଞ୍ଚଳରେ ଲୋକେ ଜଳବନ୍ଦୀ ସମସ୍ୟାର ସମ୍ମୁଖୀନ ହେଉଛନ୍ତି। କେଉଁଠି ରାସ୍ତାରେ ପାଣି ଜମି ରହିଛି ତ ଆଉ କେଉଁଠି ଘରେ ପାଣି ପଶିଛି। ବିଶେଷକରି ନୟାପଲ୍ଲୀ…

କୋଭିଡ୍‌ ହସ୍ପିଟାଲରେ ଅଗ୍ନିକାଣ୍ଡ: ୮ କରୋନା ଆକ୍ରାନ୍ତ ମୃତ

ଅହମଦାବାଦ, ୬।୮: ଗୁଜରାଟର ଅହମଦାବାଦ ସ୍ଥିତ କୋଭିଡ୍‌ ହସ୍ପିଟାଲରେ ଅଗ୍ନିକାଣ୍ଡ ଘଟି ଚିକିତ୍ସିତ ହେଉଥିବା ୮ ଜଣ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି। ମୃତକଙ୍କ ମଧ୍ୟରେ ୩ ଜଣ ମହିଳା ରହିଛନ୍ତି। ସ୍ଥାନୀୟ ନବରଙ୍ଗପୁରା ଶ୍ରେୟ ହସ୍ପିଟାଲରେ ଅଭଳି ଅଭାବନୀୟ ଘଟଣା…

କରୋନା ଆକ୍ରାନ୍ତ ହେଲେଣି ୧୮ ପରିବହନ କର୍ମଚାରୀ

କଟକ ଅଫିସ,୬ା୮: କରୋନାରେ ବୁଧବାର ଗଞ୍ଜାମ ଆଞ୍ଚଳିକ ପରିବହନ କାର୍ଯ୍ୟାଳୟ (ଆର୍‌ଟିଓ)ର ୨ଜଣ କର୍ମଚାରୀ ଆକ୍ରାନ୍ତ ହୋଇଛନ୍ତି। ଏନେଇ ରାଜ୍ୟ ପରିବହନ ପ୍ରାଧିକରଣ (ଏସ୍‌ଟିଏ) ସୂଚନା ଦେଇଛି। ଉଭୟ ସୀମା ତନଖି କାର୍ଯ୍ୟରେ ନିୟୋଜିତ ଥିଲେ। ବର୍ତ୍ତମାନ ସୁଦ୍ଧା ରାଜ୍ୟର ବିଭିନ୍ନ…

ରାମମନ୍ଦିର ପାଇଁ ଆଧାରଶିଳା

ଅଯୋଧ୍ୟା,୬ା୮: ଅଯୋଧ୍ୟା ଅଧ୍ୟାୟରେ ଭାରତ ଏକ ସ୍ବର୍ଣ୍ଣିମ ଫର୍ଦ୍ଦ ଯୋଡ଼ିଛି। ଲୋକଙ୍କ ଶତାବ୍ଦୀ ପୁରୁଣା ପ୍ରତୀକ୍ଷାର ଅନ୍ତ ଘଟିଛି। ବର୍ଷ ବର୍ଷ ଧରି ଅସ୍ଥାୟୀ ତମ୍ବୁ ତଳେ ରହିଥିବା ରାମଲାଲାଙ୍କ ପାଇଁ ଭବ୍ୟ ମନ୍ଦିର ନିର୍ମାଣ ହେବାକୁ ଯାଉଛି। ମନ୍ଦିର ଲାଗି…

୨୨ବର୍ଷରେ ଆଇଏଏସ୍‌ ପାଇଲେ ଓଡ଼ିଆ ଝିଅ

ଭୁବନେଶ୍ୱର, ୬ା୮(ବ୍ୟୁରୋ): କମ୍‌ ବୟସରେ ବଡ଼ ସଫଳତା। ମାତ୍ର ୨୨ବର୍ଷ ବୟସରେ ୟୁପିଏସ୍‌ସି ପରୀକ୍ଷାରେ ସଫଳତା ହାସଲ କରିଛନ୍ତି ଜଣେ ଓଡ଼ିଆ ଝିଅ। ୩୧ତମ ର଼୍ୟାଙ୍କ୍‌ରେ ରହି ସର୍ବକନିଷ୍ଠ ଆଇଏଏସ୍‌ ଅଧିକାରୀ ଭାବେ ନୂଆ କୀର୍ତ୍ତି ସ୍ଥାପନ କରିବାକୁ ଯାଉଛନ୍ତି ବାଲେଶ୍ୱର…

କୋଭିଡ୍‌ ଯୋଦ୍ଧାଙ୍କ ସହ କଥାହେଲେ ଡିଜିପି

କଟକ ଅଫିସ,୬ା୮: ରାଜ୍ୟ ପୋଲିସ ମହାନିର୍ଦ୍ଦେଶକ ଅଭୟ କରୋନାରୁ ସୁସ୍ଥ ହୋଇଥିବା ପୋଲିସ ବିଭାଗର କୋଭିଡ୍‌ ଯୋଦ୍ଧାଙ୍କ ସହ ବୁଧବାର ଭିଡିଓ କନଫରେନ୍ସରେ କଥା ହୋଇଛନ୍ତି। ଏହି ବାର୍ତ୍ତାଳାପ କାର୍ଯ୍ୟକ୍ରମରେ ୧୪ଟି ଜିଲାର ପୋଲିସ କୋଭିଡ୍‌ ଯୋଦ୍ଧାମାନେ ସାମିଲ ହୋଇଥିଲେ। ଡିଜିପି…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri