Home

୪ହଜାର ଛୁଇଁବ ଦୈନିକ ସଂକ୍ରମଣ: ରାଜ୍ୟରେ ୮୦% ଆକ୍ରାନ୍ତ ଲକ୍ଷଣବିହୀନ

ଭୁବନେଶ୍ୱର,୧୧ା୯(ବ୍ୟୁରୋ): ଆକ୍ରାନ୍ତଙ୍କ ସଂଖ୍ୟା ଚିନ୍ତା ବଢ଼ାଉଥିବା ସମୟରେ ଆଶ୍ୱସ୍ତିକର ଖବର ଆସିଛି। ଚଳିତ ମାସ ଶେଷବେଳକୁ ସଂକ୍ରମଣ କମିବା ଆରମ୍ଭ କରିବ ବୋଲି ଜନସ୍ବାସ୍ଥ୍ୟ ନିର୍ଦ୍ଦେଶକ ଡା. ନିରଞ୍ଜନ ମିଶ୍ର ଆଶାବ୍ୟକ୍ତ କରିଛନ୍ତି। ତେବେ କେବେଠୁ କମିବ ତାହା ନିର୍ଦ୍ଦିଷ୍ଟ ଭାବେ…

ମୋ ଶରୀର ଅସୁସ୍ଥ, ପୁଅର ସବୁ ନିଷ୍ପତ୍ତିକୁ ସମର୍ଥନ କରୁଛି: ରାମବିଳାସ ପାଶଓ୍ବାନ୍‌

ପାଟନା,୧୧।୯: କରୋନା ସଙ୍କଟ ମଧ୍ୟରେ ବିହାରରେ ବିଧାନସଭା ନିର୍ବାଚନ ପାଇଁ ପ୍ରସ୍ତୁତି ଆରମ୍ଭ ହୋଇଛି। ସମସ୍ତ ରାଜନୈତିକ ଦଳ ନିଜ ନିଜ ପ୍ରସ୍ତୁତିରେ ଲାଗିପଡିଲେଣି। ସେପଟେ କେନ୍ଦ୍ର ମନ୍ତ୍ରୀ ତଥା ଲୋକ ଜନତା ପାର୍ଟି ନେତା ରାମବିଲାସ ପାଶୱାନ ଶୁକ୍ରବାର ଏକ…

ରାଜ୍ୟରେ ୬୦୦ ଟପିଲା କରୋନା ମୃତ୍ୟୁସଂଖ୍ୟା, ଆଜି ୧୪ ଜଣଙ୍କ ଜୀବନ ଯାଇଛି

ଭୁବନେଶ୍ୱର,୧୧ା୯(ବ୍ୟୁରୋ): ଶୁକ୍ରବାର ରାଜ୍ୟରୁ ଆଉ ୧୪ ଜୀବନ ନେଇଛି କରୋନା। ଏହାକୁ ମିଶାଇ ରାଜ୍ୟରେ କରୋନା ଜନିତ ମୃତ୍ୟୁସଂଖ୍ୟା ୬୦୫କୁ ବୃଦ୍ଧି ପାଇଥିବା ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ଆଜି ଖୋର୍ଦ୍ଧାରୁ କେବଳ ୫…

କେନ୍ଦୁଝରରୁ ଛୁଆ ମାଈ ହାତୀର ମୃତଦେହ ଉଦ୍ଧାର

କେନ୍ଦୁଝର, ୧୧।୯(ସ୍ବ.ପ୍ର.): କେନ୍ଦୁଝର ବନ ଡିଭିଜନ ଅନ୍ତର୍ଗତ ସଦର ରେଞ୍ଜ ଜଂଘିରା ସେକ୍ସନ ବାରବାଙ୍କ ସଂରକ୍ଷିତ ଜଙ୍ଗଲରୁ ଶୁକ୍ରବାର ବନବିଭାଗ ଏକ ଛୁଆ ମାଈ ହାତୀର ମୃତଦେହ ଉଦ୍ଧାର କରିଛି। ତାର ବୟସ ପ୍ରାୟ ୩ ହେବ। ତେବେ ମୃତ୍ୟୁର କାରଣ…

ସୀମାରେ ଉତ୍ତେଜନା ହ୍ରାସ ପାଇଁ ଭାରତ-ଚାଇନା ମଧ୍ୟରେ ୫ ସୁତ୍ରୀ ସହମତି

ମସ୍କୋ,୧୧।୯: ପୂର୍ବ ଲଦାଖର ବାସ୍ତବ ନିୟନ୍ତ୍ରଣ ରେଖା(ଏଲଏସି)ରେ ଭାରତ-ଚାଇନା ମଧ୍ୟରେ ସୀମା ବିବାଦ ଲାଗି ରହିଥିବା ବେଳେ ଦୁଇଦେଶ ବୈଦେଶିକ ମନ୍ତ୍ରୀଙ୍କ ମଧ୍ୟରେ ସାକ୍ଷାତ ଆଲୋଚନା ହୋଇଛି। ରୁଷିଆର ମସ୍କୋରେ ଚାଲିଥିବା ସାଙ୍ଘାଇ ସହଯୋଗ ସଂଗଠନ (ଏସସିଓ) ବୈଠକ ଅବସରରେ ଭାରତର…

CORONAVIRUS UPDATE: ରାଜ୍ୟରେ ପୁଣି ରେକର୍ଡ ଭାଙ୍ଗିଲା ସଂକ୍ରମିତଙ୍କ ସଂଖ୍ୟା; ୩୦ ଜିଲାରୁ ୩୯୯୬ ଚିହ୍ନଟ

ଭୁବନେଶ୍ୱର, ୧୧।୯(ବ୍ୟୁରୋ): ରାଜ୍ୟରେ ଶୁକ୍ରବାର ୩୦ ଜିଲାରୁ ରେକର୍ଡ ସଂଖ୍ୟକ ୩୯୯୬ ନୂଆ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଏ ନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ଏହି ନୂଆ ଆକ୍ରାନ୍ତଙ୍କ ମଧ୍ୟରୁ ୨୩୫୯…

ଟଙ୍କା ନାହିଁ, ଭଙ୍ଗା ଅଫିସ୍‌ରେ କାମ କରିବି: କଙ୍ଗନା

ମହାରାଷ୍ଟ୍ର ସରକାର ଏବଂ ଅଭିନେତ୍ରୀ କଙ୍ଗନା ରାଣାଓ୍ବତଙ୍କ ମଧ୍ୟରେ ଆରୋପ-ପ୍ରତ୍ୟାରୋପ ଲାଗିରହିଛି। କଙ୍ଗନାଙ୍କ ମୁମ୍ବାଇ ଅଫିସକୁ ବିଏମସି ଭାଙ୍ଗିବା ପରେ ସେ ମର୍ମାହତ ହୋଇପଡିଛନ୍ତି। ଅଫିସର ବାଲକୋନି ସମେତ ଅନେକ ଅଂଶ ଭାଙ୍ଗି ଯାଇଛି। ଏନେଇ କଙ୍ଗନା କହିଛନ୍ତି, ମୁଁ ଜାନୁଆରୀ…

ଥରିଲା ମାୟାନଗରୀ

ମୁମ୍ବାଇ,୧୧।୯: ମାୟା ନଗରୀ ମୁମ୍ବାଇରେ ଶୁକ୍ରବାର ସକାଳୁ ଭୂକମ୍ପ ଝଟକା ଅନୁଭୂତ ହୋଇଛି। ଏନସିଏସଙ୍କ ସୂଚନା ଅନୁଯାୟୀ, ଭୋର ୫ଟା ୩୦ ମଧ୍ୟରେ ଭୂକମ୍ପ ଅନୁଭବ ହେବା ସହ ରିକ୍ଟର ସ୍କେଲରେ ଭୂକମ୍ପର ତିବ୍ରତା ୩.୫ ରେକର୍ଡ କରାଯାଇଛି। ଭୂକମ୍ପର କେନ୍ଦ୍ରସ୍ଥଳ…

ରାଫାଲ ବାୟୁସେନାରେ ସାମିଲ ହେବା ଦେଶ ପାଇଁ ଗର୍ବ ଏବଂ ଗୌରବ: ଧୋନୀ

ନୂଆଦିଲ୍ଲୀ,୧୧।୯: ପୂର୍ବ ଲଦାଖ ସୀମାରେ ଭାରତ ଏବଂ ଚାଇନା ମଧ୍ୟରେ ତୀବ୍ର ଉତ୍ତେଜନାପୂର୍ଣ୍ଣ ସ୍ଥିତି ଲାଗି ରହିଥିବାବେଳେ ଆଜି ଭାରତୀୟ ବାୟୁସେନାରେ ସର୍ବାଧୁନିକ ଯୁଦ୍ଧ ବିମାନ ରାଫାଲ ସାମିଲ ହୋଇଛି। ଯୁଦ୍ଧବିମାନ ରାଫାଲ ଭାରତୀୟ ବାୟୁସେନାରେ ସାମିଲ ହେବାକୁ ନେଇ ବେଶ୍‌…

ଭାଜପାରେ ଯୋଗଦେବେ କି କଙ୍ଗନା, ଉତ୍ତରରେ କହିଲେ ଏମିତି

ମୁମ୍ବାଇ: ମହାରାଷ୍ଟ୍ରରେ ଶିବସେନା ସହ ଭୀଷଣ ତିକ୍ତତାର ସମ୍ମୁଖୀନ ହୋଇଥିବା ବଲିଉଡ ଅଭିନେତ୍ରୀ କଙ୍ଗନା ରାଣାୱତ ଭାଜପାରେ ଯୋଗ ଦେବେ ବୋଲି ଚର୍ଚ୍ଚା ହେଉଛି। ମୁମ୍ବାଇ ମହାନଗର ନିଗମ ପକ୍ଷରୁ ତାଙ୍କ ଅଫିସ ଭଙ୍ଗାଯିବା ପରେ ମର୍ମାହତ ଅଛନ୍ତି କଙ୍ଗନା। କେନ୍ଦ୍ରମନ୍ତ୍ରୀ…

ବେକାବୁ ହୋଇଚାଲିଛି କରୋନା, ଦିନକରେ ୯୬ ହଜାରରୁ ଅଧିକ ଆକ୍ରାନ୍ତ

ନୂଆଦିଲ୍ଲୀ,୧୧।୯: ଦେଶରେ ଲଗାତାର କରୋନା ସଂକ୍ରମଣ ବଢିଚାଲିଛି। ଗତ କିଛି ଦିନ ହେବ କରୋନା ସଂକ୍ରମଣ ୯୦ ହଜାରରୁ ଅଧିକ ରହିଛି। ଶୁକ୍ରବାର ପୁଣିଥରେ ଦେଶରେ ସଂକ୍ରମଣ ମାମଲା ପ୍ରାୟ ୯୬ ହଜାରରୁ ଅଧିକ ରହିଛି। ଗତ ୨୪ ଘଣ୍ଟା ମଧ୍ୟରେ…

ପ୍ରଶଂସକଙ୍କ ସହଯୋଗ ଲୋଡିଲେ ଅନୁଭବ ମହାନ୍ତି

କଟକ ଅଫିସ୍‌,୧୧।୯: ଅଭିନେତ୍ରୀ ବର୍ଷା ପ୍ରିୟଦର୍ଶିନୀ ଓ ଅଭିନେତା ତଥା ଏମ୍‌ପି ଅନୁଭବ ମହାନ୍ତିଙ୍କ ବୈବାହିକ ଜୀବନକୁ ନେଇ ଉଠିଥିବା ବିବାଦ ସମାଧାନ ହେବାର ସମ୍ଭାବନା ସୃଷ୍ଟି ହୋଇଛି। ପରସ୍ପରର ଅଭିଯୋଗକୁ ମିଥ୍ୟା ଦର୍ଶାଇ ସୋସିଆଲ ମିଡିଆରେ ପୋଷ୍ଟ କରୁଥିବା ବେଳେ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri