Home

ଥାନାରେ ନାବାଳିକାଙ୍କୁ ବଳାତ୍କାର ଘଟଣା: କ୍ରାଇମ୍‌ବ୍ରାଞ୍ଚ ନେଲା ତଦନ୍ତ ଭାର

କଟକ/ପୁରୀ ଅଫିସ/ସୁନ୍ଦରଗଡ଼(ଡି.ଏନ୍‌.ଏ.),୧ା୭: ସୁନ୍ଦରଗଡ଼ ଜିଲା ବୀରମିତ୍ରପୁର ଥାନା ଭିତରେ ଜଣେ ନାବାଳିକାଙ୍କୁ ବାରମ୍ବାର ବଳାତ୍କାର ଓ ଗର୍ଭପାତ ଘଟଣାର ତଦନ୍ତ ଭାର କ୍ରାଇମ୍‌ବ୍ରାଞ୍ଚକୁ ପ୍ରଦାନ କରାଯାଇଛି। ମଙ୍ଗଳବାର ଏନେଇ ରାଜ୍ୟ ପୋଲିସ ମହାନିର୍ଦ୍ଦେଶକ ଅଭୟ ସୂଚନା ଦେଇଛନ୍ତି। ନାବାଳିକା ବଳାତ୍କାର ମାମଲାର…

ରାଷ୍ଟ୍ରପତିଙ୍କ ଭଳି ଦେଖାଯାଉଥିବାରୁ ଗାୟକଙ୍କ ସହ ଏଭଳି କଲା ଚାଇନା

ଚାଇନାର ଅଜବ ନିୟମ। ରାଷ୍ଟ୍ରପତି ସି ଜିନ୍‌ପିଙ୍ଗଙ୍କ ଭଳି ଦେଖାଯାଉଥିବା କାରଣରୁ ଜଣେ କଳାକାରଙ୍କ ଉପରେ ରୋକ ଲାଗିଛି। ତାଙ୍କର ଦୋଷ ଏତିକି ଯେ, ସେ ରାଷ୍ଟ୍ରପତିଙ୍କ ଭଳି ନଜର ଆସୁଛନ୍ତି। ଏଣୁ ସେ ସୋସିଆଲ ମିଡିଆ ବ୍ୟବହାର କରିପାରିବେ ନାହିଁ…

ଆଜି ରାତିରୁ ପୁରୀକୁ ବସ୍‌, ଟ୍ରେନ୍‌ ଚଳାଚଳ ବନ୍ଦ

ପୁରୀ ଅଫିସ,୩୦।୬: ବାହୁଡ଼ା ଯାତ୍ରା ପାଇଁ ପୁରୀକୁ ବସ୍‌, ଟ୍ରେନ୍‌ ଚଳାଚଳ ବନ୍ଦ କରାଯାଇଛି। ମଙ୍ଗଳବାର ରାତି ୯ଟାରୁ ୨ ତାରିଖ ରାତି ୧୧ଟା ୩୦ ପର୍ଯ୍ୟନ୍ତ ପୁରୀକୁ ବସ୍‌, ଟ୍ରେନ୍‌ ଆଦି ଚଳାଚଳ ବନ୍ଦ ରହିବ। ପୁରୀକୁ ସାଧାରଣ ଲୋକ…

ପ୍ରେମରେ ପଡ଼ିଛନ୍ତି ଏରିକା

ବମ୍ବେ: ପ୍ରେମରେ ପଡ଼ିଛନ୍ତି ‘କସୋଟି ଜିନ୍ଦେଗୀ କେ-୨’ର ନାୟିକା ଏରିକା ଫର୍ଣ୍ଣାଡିସ୍‌। ସେ ନିଜେ ଏହା ସ୍ବିକାର କରିଛନ୍ତି। ଗତ ୩ ବର୍ଷ ଧରି ସେ ଜଣଙ୍କୁ ଭଲ ପାଉଛନ୍ତି। ହେଲେ ତାଙ୍କ ନାଁ କହିବାକୁ ରୋକଠୋକ ମନା କରିଦେଇଛନ୍ତି। କେବଳ…

୫୦% କର୍ମଚାରୀରେ ଚାଲିବ ରାଜ୍ୟର ସମସ୍ତ ସରକାରୀ ଅଫିସ

ଭୁବନେଶ୍ୱର,୩୦।୬(ବ୍ୟୁରୋ): ରାଜ୍ୟରେ କରୋନା ଆକ୍ରାନ୍ତ ସଂଖ୍ୟା ବଢ଼ୁଥିବାରୁ ସରକାରଙ୍କ ପକ୍ଷରୁ କଟକଣା ଲଗାଯାଇଛି। ଏହି କ୍ରମରେ ସରକାରୀ କାର୍ଯ୍ୟାଳୟଗୁଡ଼ିକ ୫୦% କର୍ମଚାରୀରେ କାମ କରିବେ ବୋଲି କୁହାଯାଇଛି। ଜୁଲାଇ ମାସରେ ୫୦% କର୍ମଚାରୀଙ୍କୁ ନେଇ ଅଫିସ ଚାଲିବ। କେଉଁ କର୍ମଚାରୀ ଅଫିସ…

ଜୋନ୍‌-୧ରେ ରାଜ୍ୟର ଏହି ୧୦ ଜିଲା

ଭୁବନେଶ୍ୱର,୩୦।୬(ବ୍ୟୁରୋ): ରାଜ୍ୟରେ ୫୦ରୁ ଅଧିକ ସକ୍ରିୟ କେସ୍‌ ରହିଥିବା ୧୦ ଜିଲାକୁ ମଙ୍ଗଳବାର ଜୋନ୍‌-୧ ଭାବେ ଘୋଷଣା କରାଯାଇଛି। ଗଞ୍ଜାମ, ଗଜପତି, ଖୋର୍ଦ୍ଧା, କଟକ, ଯାଜପୁର, ଜଗତସିଂହପୁର, ବାଲେଶ୍ୱର, ମୟୂରଭଞ୍ଜ, କେନ୍ଦୁଝର, ଝାରସୁଗୁଡ଼ା ଆଦି ଜିଲା ଏଥିରେ ରହିଛି। ଏସବୁ ଜିଲାରେ…

ପ୍ରତି ପଞ୍ଚାୟତରେ ନିର୍ମାଣ ହେବ କୋଭିଡ କେୟାର ହୋମ୍‌: ମୁଖ୍ୟ ଶାସନ ସଚିବ

ଭୁବନେଶ୍ୱର,୩୦।୬(ବ୍ୟୁରୋ): ସାଢେ ୩ ମାସ ହେଲାଣି ଅଦୃଶ୍ୟ ଶକ୍ତି ସହ ଲଢ଼େଇ କରୁଛି ଓଡ଼ିଶା। ଅନ୍ୟ ରାଜ୍ୟ ତୁଳନାରେ ରାଜ୍ୟର ସ୍ଥିତି ଭଲ ଅଛି। ହେଲେ ସ୍ବାସ୍ଥ୍ୟ ସହ ଅର୍ଥନୀତିକୁ ପରିଚାଳନା କରିବା ଆମପାଇଁ ଜରୁରୀ ହୋଇପଡ଼ଇଛି। ଆଗାମୀ ଦିନରେ ପ୍ରତି…

ମୋଦିଙ୍କ ଦୂରଦର୍ଶୀ ନିଷ୍ପତ୍ତିକୁ ସ୍ବାଗତ ଜଣାଇଲେ ନଡ୍ଡା

ନୂଆଦିଲ୍ଲୀ,୩୦।୬: କରୋନା ସଙ୍କଟ ମଧ୍ୟରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ମଙ୍ଗଳବାର ଅପରାହ୍ନରେ ଦେଶବାସୀଙ୍କୁ ସମ୍ବୋଧନ କରିଛନ୍ତି। ଏହି ସମ୍ବୋଧନ ପରେ ଭାଜପା ଅଧ୍ୟକ୍ଷ ଜେ.ପି. ନଡ୍ଡା ପ୍ରଧାନମନ୍ତ୍ରୀ ମୋଦିଙ୍କୁ ଧନ୍ୟବାଦ ଜଣାଇଛନ୍ତି। ଏନେଇ ସେ ଗୋଟିଏ ପରେ ଗୋଟିଏ ୪ଟି ଟୁଇଟ…

ଜୁଲାଇ ୩୧ ଯାଏ ବଢ଼ିଲା କଟକଣା

ଭୁବନେଶ୍ୱର,୩୦।୬(ବ୍ୟୁରୋ): ରାଜ୍ୟରେ କରୋନା ସଂକ୍ରମଣକୁ ଦେଖି ଜୁଲାଇ ମାସ ପାଇଁ କିଛି କଟକଣାକୁ ପୂର୍ବବତ ରଖିଛନ୍ତି। ଜୁଲାଇ ୩୧ ଯାଏ ଧର୍ମୀୟ ଅନୁଷ୍ଠାନକୁ ସାଧାରଣ ଲୋକ ଯାଇପାରିବେ ନାହିଁ। ଏଥିସହ ଅନ୍ତର୍ଜାତୀୟ ବିମାନ ସେବା, ସିନେମା, ଥିଏଟର ଆଦି ବନ୍ଦ ରହିବ।…

ଏଣିକି ରାତି ୯ରୁ ସକାଳ ୫

ଭୁବନେଶ୍ୱର,୩୦।୬(ବ୍ୟୁରୋ): ରାଜ୍ୟ ସରକାରଙ୍କ ପକ୍ଷରୁ ମଙ୍ଗଳବାର ରାତ୍ରକାଳୀନ କର୍ଫ୍ୟୁକୁ ସାମାନ୍ୟ କୋହଳ କରାଯାଇଛି। ଏଣିକି ରାତି ୯ଟାରୁ ସକାଳ ୫ଟା ଯାଏ କର୍ଫ୍ୟୁ ଲାଗିବ। ଏହି ସମୟରେ ଜରୁରୀସେବା ପ୍ରଦାନକାରୀ କର୍ମଚାରୀ କଟକଣା ମୁକ୍ତ ରହିବେ। ସେହିଭଳି ଶିଳ୍ପ କାରଖାନାରେ କାର୍ଯ୍ୟରତ…

ଝାଡ଼ଖଣ୍ଡରେ ପରିବା ବିକୁଛନ୍ତି ଏହି ଖେଳାଳି

ରାଞ୍ଚି,୩୦।୬: ଆର୍ଥିକ ସମସ୍ୟା ଯୋଗୁ ଝାଡଖଣ୍ଡର ରାମଗଡ ଜିଲାରେ ପରିବା ବିକୁଛନ୍ତି ଏହି ମହିଳା ଖେଳାଳି। ଏହି ଘଟଣା ସର୍ବସମ୍ମୁଖକୁ ଆସିବା ପରେ ପ୍ରଶାସନ ପକ୍ଷରୁ ସହାୟତାର ହାତ ବଢ଼ିଛି। ସୂଚନାଯୋଗ୍ୟ, ଆଥ୍‌ଲେଟ୍‌ ଗୀତା କୁମାରୀଙ୍କ ଆର୍ଥିକ ସ୍ଥିତି ସ୍ବଚ୍ଛଳ ନ…

CORONAVIRUS UPDATE: ରାଜ୍ୟରେ ସୁସ୍ଥ ହେଲେ ଆଉ ୨୪୩ ଆକ୍ରାନ୍ତ; ମୋଟ ଆରୋଗ୍ୟ ସଂଖ୍ୟା ୫ହଜାର ଟପିଲା

ଭୁବନେଶ୍ୱର,୩୦।୬(ବ୍ୟୁରୋ):ରାଜ୍ୟରେ ମଙ୍ଗଳବାର ୨୪୩ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଏନେଇ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଅପରାହ୍ନରେ ଟୁଇଟ୍‌ କରି ସୂଚନା ଦିଆଯାଇଛି। ଆରୋଗ୍ୟ ଲାଭ କରିଥିବା ବ୍ୟକ୍ତିଙ୍କ ମଧ୍ୟରେ ଗଜପତି ଜିଲାର ସର୍ବାଧିକ ୫୯ଜଣ ଅଛନ୍ତି। ସେହିଭଳି…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri