ତେଲୁଗୁ ଫିଲ୍ମରେ ଡେବ୍ୟୁ କରିବେ ଅନୀଲ କପୁର
ମୁମ୍ବାଇ,୧୦।୯-ତେଲୁଗୁ ଫିଲ୍ମମରେ ଡେବ୍ୟୁ କରିବେ ବଲିଉଡ ଅଭିନେତା ଅନୀଲ କପୁର। ମହେଶ ବାବୁଙ୍କ ଆଗାମୀ ତେଲୁଗୁ ଫିଲ୍ମ ସରକାରୁ ଭାରି ପାତାରେ ସେ ନେଗେଟିଭ ଭୂମିକାରେ ନଜର ଆସିବେ ବୋଲି ଜଣାପଡିଛି। ଆଉ ଏହି ଅପ କମିଂ ପ୍ରୋଜେକ୍ଟରେ ହିରୋ ଭୂମିକାରେ…
ସଲମାନ୍ ଖାନ୍ଙ୍କୁ ଏହି କାରଣରୁ ନିଜ ବିବାହକୁ ନିମନ୍ତ୍ରଣ କରି ନ ଥିଲେ ଅନୁଷ୍କା
ବଲିଉଡ୍ ଜଗତରେ ଯେତେବେବେ କୌଣସି ବିବାହ ହୁଏ ତାହା ସୋସିଆଲ ମିଡିଆରେ ଚର୍ଚ୍ଚାର ବିଷୟ ପାଲଟିଥାଏ। ସେହିପରି ଏକ ଚର୍ଚ୍ଚିତ ବିବାହ ହେଉଛି ଅଭିନେତ୍ରୀ ଅନୁଷ୍କା ଶର୍ମା ଏବଂ କ୍ରିକେଟର ବିରାଟ କୋହଲିଙ୍କର। ଏହି ସୁନ୍ଦର ଯୋଡିକୁ ସମସ୍ତେ ପସନ୍ଦ କରିଥାନ୍ତି।…
ମୃତ୍ୟୁ ସମୟରେ ଗର୍ଭବତୀ ଥିଲେ ଏହି ଚର୍ଚ୍ଚିତ ଅଭିନେତ୍ରୀ
ମହାନାୟକ ଅମିତାଭ ବଚ୍ଚନଙ୍କ ସୁପରହିଟ୍ ଫିଲ୍ମ ମଧ୍ୟରେ ଅନ୍ୟତମ ‘ସୂର୍ଯ୍ୟବଂଶମ୍’। ଆଜି ବି ସିନେପ୍ରେମୀ ଏହି ଫିଲ୍ମକୁ ମନେ ରଖିଛନ୍ତି। ଏଥିରେ ଅଭିନେତ୍ରୀ ସାଜିଥିଲେ ସୌନ୍ଦର୍ଯ୍ୟା। ତାଙ୍କ ଅଭିନୟଙ୍କୁ ଦର୍ଶକ ଆଜି ବି ମନେ ରଖିଛନ୍ତି। ‘ସୂର୍ଯ୍ୟବଂଶମ୍’ର ସଫଳତା ପରେ ସୌନ୍ଦର଼୍ୟାଙ୍କୁ…
ହାତୀର ଫଟୋ ଉଠାଉଥିଲେ ଯୁବତୀ: ଘଟିଲା ଏମିତି କିଛି…
ପ୍ରତିଦିନ ସୋସିଆଲ ମିଡିଆରେ ପଶୁପକ୍ଷୀଙ୍କ ଅନେକ ଭିଡିଓ ଭାଇରାଲ ହେଉଛି। ସେଥିରୁ କେତେକ ଭିଡିଓ ବେଶ ଭାବପ୍ରବଣ ହୋଇଥିବାବେଳେ କେତେକ ହସର ଖୋରାକ ଯୋଗାଇ ଥାଏ। ବର୍ତ୍ତମାନ ଜଣେ ଯୁବତୀ ଏକ ହାତୀର ଫଟୋ ଉଠାଉ ଥିବାବେଳେ ହାତୀଟି ସମ୍ପୃକ୍ତ ଯୁବତୀଙ୍କୁ…
କଙ୍ଗନା ରନାଓ୍ବତଙ୍କ ପାଇଁ ଆଉ ଏକ ଖରାପ ଖବର
ବଲିଉଡ୍ ଅଭିନେତ୍ରୀ କଙ୍ଗନା ରଣାଓ୍ବତ ଏବଂ ଶିବସେନା ମଧ୍ୟରେ ବିବାଦ ଘନେଇବାରେ ଲାଗିଛି। ଏହା ମଧ୍ୟରେ କଙ୍ଗନାଙ୍କ ପାଇଁ ଆଉ ଏକ ଖରାପ ଖବର ରହିଛି। ସିନେମାଟୋଗ୍ରାଫର ପିସି ଶ୍ରୀରାମ ଏକ ଫିଲ୍ମରେ କାମ କରିବାକୁ ମନା କରିଦେଇଛନ୍ତି। କାରଣ ଉକ୍ତ…
ଝିଅ ଆରଧ୍ୟାଙ୍କ ପାଇଁ କାନ ଫୋଡ଼ାଇଥିଲେ ବାପା ଅଭିଷେକ ବଚ୍ଚନ: କାହିଁକି ଜାଣନ୍ତୁ…
ବାପା, ଝିଅ ସମ୍ପର୍କ ଦୁନିଆର ସବୁଠାରୁ ମୂଲ୍ୟବାନ ସମ୍ପର୍କ। ସବୁଘରେ ଝିଅମାନେ ବାପାଙ୍କର ଅଳିଅଳି। ବଲିଉଡ୍ ଅଭିନେତା ଅଭିଷେକ ବଚ୍ଚନଙ୍କ ଝିଅ ଆରଧ୍ୟା ମଧ୍ୟ ବାପାଙ୍କର ଖୁବ୍ ଅଳିଅଳି। ଏହି ବାପା-ଝିଅଙ୍କ ସମ୍ପର୍କ ଏତେ ନୀବିଡ ଯେ, ଆରଧ୍ୟା ପାଇଁ ଅଭିଷେକ…
FAU-G ଖେଳ: ଜାଣନ୍ତୁ କେବେ ହେବ ରିଲିଜ; କିପରି ହେବ ପ୍ରଥମ ଏପିସୋଡ୍
ଭାରତରେ ଲୋକପ୍ରିୟ ଗେମିଂ ଆପ୍ ପବ୍ଜୀ ବ୍ୟାନ୍ ହେବା ପରେ ଭାରତୀୟ କମ୍ପାନୀ ଏନ୍କୋର ଗେମ୍ସ ବିକଳ୍ପ ସ୍ବରୂପ ଫଉ-ଜି ଖେଳ ଆଣିଛି। ଏନେଇ ଅଭିନେତା ଅକ୍ଷୟ କୁମାର ନିଜର ସୋସିଆଲ ମିଡିଆରେ ସୂଚନା ଦେଇଥିଲେ। ତେବେ ଆସନ୍ତୁ ଜାଣିବା ଏହାର…
ଗର୍ଭବତୀ ହେବାର ୩ ଦିନ ପରେ ଶିଶୁକୁ ଜନ୍ମଦେଲେ ମହିଳା!
ମା’ ହେବାର ଅନୁଭୂତି ସବୁଠାରୁ ନିଆରା। ଏକ ଶିଶୁ ଜନ୍ମ ହେବା ପୂର୍ବରୁ ୯ ମାସ ମା’ ଗର୍ଭରେ ରହିଥାଏ। ଏହି ସମୟରେ ଶିଶୁର ଶରୀରର ସମସ୍ତ ଅଙ୍ଗ ବିକଶିତ ହୋଇଥାଏ। ୯ ମାସ ପରେ ସେ ମା’ ଗର୍ଭରୁ ବାହାରକୁ…
ମାଓବାଦୀ ଆକ୍ରମଣରେ ମୟୂରଭଞ୍ଜ ମାଟିର ଯବାନ ଶହୀଦ
ବାରିପଦା ଅଫିସ,୧୦ା୯: ମୟୂରଭଞ୍ଜ ଜିଲାର ରିଜର୍ଭ ଫାଷ୍ଟ ବାଟାଲିୟନର କାର୍ଯ୍ୟରତ ଏସ୍ଓଜି ଯବାନ ସୁଧୀର କୁମାର ଟୁଡୁ ମାଓବାଦୀ ଅପରେଶନରେ ଶହୀଦ ହୋଇଛନ୍ତି । ଜିଲାର ଶୁଳିଆପଦା ଥାନା ଅନ୍ତର୍ଗତ ବାଘଡ଼ା ପଞ୍ଚାୟତ ସାନ ଭଦୁଆଶୋଳ ଗ୍ରାମର ଏସ୍ଓଜି ଯବାନଙ୍କ ଶହୀଦ…
ଏହି ୮ ପ୍ରକାର ପ୍ରାଣୀଙ୍କଠାରୁ ଦୂରରେ ରହିବାକୁ କହିଛନ୍ତି ଚାଣକ୍ୟ, ନଚେତ ପାଇବେ ଦୁଃଖ
ଭାରତର ମହାନ ରାଜନୀତିଜ୍ଞ ଏବଂ ଅର୍ଥଶାସ୍ତ୍ର ବିଶେଷଜ୍ଞ ଆଚାର୍ଯ୍ୟ ଚାଣକ୍ୟ ନିଜର ନୀତିଶାସ୍ତ୍ରରେ ବିଭିନ୍ନ ବିଷୟରେ ବର୍ଣ୍ଣନା କରିଛନ୍ତି। ଚାଣକ୍ୟ ନୀତି ପୁସ୍ତକର ୧୭ତମ ଅଧ୍ୟାୟର ଏକ ଶ୍ଳୋକରେ ଆଠ ପ୍ରକାର ଲୋକଙ୍କ ବିଷୟରେ ବର୍ଣ୍ଣନା କରିଛନ୍ତି, ଯେଉଁମାନେ ସର୍ବଦା ଅନ୍ୟକୁ…
ଗିରଫ ପୂର୍ବରୁ ରିୟାଙ୍କ ଟି-ଶର୍ଟରେ ଲେଖାଥିଲା ଏପରି କିଛି ବାର୍ତ୍ତା, ଏବେ ହେଉଛି ଭାଇରାଲ
ମୁମ୍ବାଇ: ସୁଶାନ୍ତ ସିଂ ରାଜପୁତ ମୃତ୍ୟୁ ମାମଲାରେ ରିୟା ଚକ୍ରବର୍ତ୍ତୀ ଗିରଫ ହୋଇସାରିଛନ୍ତି। ଗିରଫ ପୂର୍ବରୁ ଯେତେବେଳେ ରିୟା ଏନ୍ସିବି କାର୍ଯ୍ୟାଳୟରେ ପହଞ୍ଚିଥିଲେ ସମସ୍ତଙ୍କ ନଜର ଥିଲା ତାଙ୍କ ଟି-ଶର୍ଟ ଉପରେ। କାରଣ ଏଥିରେ ଏମିତି କିଛି ଶବ୍ଦ ଲେଖାଥିଲା ଯାହା…
ବିନା ବିଜୁଳି ଆଲୋକରେ ଅଫିସରେ କାମ କଲେ ଜିଲାପାଳ
ଗାଜିଆବାଦ, ୧୦।୯: ଜିଲାପାଳ ନିଜ ଅଫିସରେ ବିନା ବିଜୁଳି ଆଲୋକରେ ଜାଣିଶୁଣି କାମ କରିବା ଶୁଣିଲେ ଯେ କେହି ଆଶ୍ଚର୍ଯ୍ୟ ହେବେ। ତେବେ ଏହା ସତ୍ୟ। ମଧ୍ୟପ୍ରଦେଶର ଗାଜିଆବାଦ୍ ଜିଲାପାଳ ଅଜୟ ଶଙ୍କର ପାଣ୍ଡେ ଏଭଳି କରି ଏକ ଉଦାହରଣ ସୃଷ୍ଟି…
Archives


