ଏବର୍ଷ କେବଳ ପରମ୍ପରା ବଜାୟ ରଖିବା ପାଇଁ ହେବ ପୂଜା: ରାଜ୍ୟ ସରକାରଙ୍କ ପକ୍ଷରୁ ଗାଇଡଲାଇନ୍ ଜାରି
ଭୁବନେଶ୍ୱର,୧୦।୯(ବ୍ୟୁରୋ): ରାଜ୍ୟ ସରକାରଙ୍କ ପକ୍ଷରୁ ସେପ୍ଟେମ୍ବର, ଅକ୍ଟୋବର, ନଭେମ୍ବରର ପର୍ବପର୍ବାଣୀ ପାଇଁ ଗୁରୁବାର ଗାଇଡଲାଇନ୍ ଜାରି କରାଯାଇଛି। ଆଗକୁ ଆସୁଥିବା ଦୁର୍ଗା ପୂଜା, କାଳୀ ପୂଜା, ଲକ୍ଷ୍ମୀପୂଜା ପାଳନ ନେଇ ଗାଇଡ୍ଲାଇନ୍ ଜାରି କରାଯାଇଛି। ମଣ୍ଡପରେ ପୂଜା ପାଇଁ ଜିଲାପାଳ, କମିଶନରଙ୍କଠାରୁ…
ମୋଦି ସରକାରଙ୍କ ଯୋଗୁ କୋଟି କୋଟି ଲୋକଙ୍କ ଚାକିରି ଯାଇଛି: ରାହୁଲ
ନୂଆଦିଲ୍ଲୀ,୧୦।୮: କଂଗ୍ରେସର ପୂର୍ବତନ ସଭାପତି ରାହୁଲ ଗାନ୍ଧୀ ପୁଣି ନରେନ୍ଦ୍ର ମୋଦି ସରକାରଙ୍କ ଉପରେ ବର୍ଷିଛନ୍ତି। ସେ ଅଭିଯୋଗ କରିଛନ୍ତି ଯେ କେନ୍ଦ୍ର ସରକାରଙ୍କ ଯୋଗୁ କୋଟି କୋଟି ଲୋକ ନିଯୁକ୍ତି ହରାଇଛନ୍ତି। ଏହାସହ ଜିଡିପିରେ ମଧ୍ୟ ହ୍ରାସ ଘଟିଛି। କଂଗ୍ରେସର…
ବରୁଣ ଯାହା ଚାହୁଁଥିଲେ..
ସତରେ ଏ ମନ ଖୋଜୁଥାଏ ଯାହା କାଳେ ପ୍ରାପତ ହୁଏ ତାହା। ଦେଖୁନାହାନ୍ତି ନିଜ ମନପସନ୍ଦର ଭୂମିକାଟିଏ ପାଇ ପୁଣି ତାହାକୁ ସୁଚାରୂ ରୂପେ ତୁଲାଇ ବରୁଣ ଧାଓ୍ବନ କେମିତି ଖୁସିରେ ଉଛୁଳୁଛନ୍ତି। କଥା କ’ଣ କି ହୋମ୍ ବ୍ୟାନରରେ ନିର୍ମିତ…
ଅନୁଶୋଚନାର ସମୟ
ଓଡ଼ିଆ ଚଳଚ୍ଚିତ୍ର ସମ୍ପ୍ରତି ବାର୍ଦ୍ଧକ୍ୟଜନିତ ରୋଗରେ ଆକ୍ରାନ୍ତ ହୋଇଥିବା ପରି ମନେହୁଏ। କାରଣ ବାର୍ଦ୍ଧକ୍ୟପୀଡ଼ିତ ମଣିଷ ଯେପରି ନାନାଦି ସମସ୍ୟାକୁ ସାମ୍ନାକରେ ଆମ ଚଳଚ୍ଚିତ୍ର ଶିଳ୍ପଟିର ଅନୁରୂପ ଅବସ୍ଥା। ଏହା ସତ୍ତ୍ୱେ ଚଳଚ୍ଚିତ୍ର ପରେ ଚଳଚ୍ଚିତ୍ର ନିର୍ମିତ ହୋଇଚାଲିଛି, ଯାହାକୁ ନେଇ…
ଭିଜିଲାନ୍ସ ଜାଲରେ ସହକାରୀ ଅଗ୍ନିଶମ ଅଧିକାରୀ
ବରଗଡ଼ ଅଫିସ,୧୦ା୯: ଅଗ୍ନିଶମ ବିଭାଗରେ କାର୍ଯ୍ୟରତ ସହକାରୀ ଅଗ୍ନିଶମ ଅଧିକାରୀ ପ୍ରଶାନ୍ତ କୁମାର ମହାପାତ୍ର ଗୁରୁବାର ଭିଜିଲାନ୍ସ ଜାଲରେ ପଡ଼ିଛନ୍ତି। ଭେଡେନ ବ୍ଲକ ଅନ୍ତର୍ଗତ ପପଙ୍ଗା ଗ୍ରାମର ହୃଷୀକେଶ ପ୍ରଧାନଙ୍କଠାରୁ ପେଟ୍ରୋଲ ପମ୍ପ ପାଇଁ ଫାୟାର୍ ସେଫ୍ଟି ସାର୍ଟିଫିକେଟ ଇସ୍ୟୁ ପାଇଁ…
ପାରୋ ହେଟ୍ସ ଦେବଦାସ
ଆର.ଆର୍. ଇଭେଣ୍ଟସ ବ୍ୟାନରରେ ନିକଟରେ ‘ମହାବାହୁ’ ଟାଇଟଲ ବିଶିଷ୍ଟ ଏକ ସିନେମାର ମହୁରତ ଅନୁଷ୍ଠିତ ହୋଇଥିଲା। ଏହାର ପ୍ରଯୋଜକ ରମେଶ ବାରିକ ଆଉ ଏକ ସିନେମାର ମହୁରତ ମଧ୍ୟ ଶେଷ କରିଛନ୍ତି। ଫିଲ୍ମଟିର ଟାଇଟଲ ରହିଛି ‘ପାରୋ ହେଟସ ଦେବଦାସ’। ଖାସ୍…
ଜେଲ୍ରେ ପ୍ରଥମ ରାତି ଏମିତି କାଟିଲେ ରିୟା
ମୁମ୍ବାଇ: ଅଭିନେତା ସୁଶାନ୍ତ ସିଂ ରାଜପୁତ ଆତ୍ମହତ୍ୟ ମାମଲାରେ ଡ୍ରଗ୍ସ କନେକ୍ସନ ଆସିବା ପରେ ଅଭିଯୁକ୍ତ ରିୟା ଚକ୍ରବର୍ତ୍ତୀଙ୍କୁ ଗିରଫ କରି ୧୪ ଦିନିଆ ନ୍ୟାୟିକ ହେପାଜତକୁ ପଠାଇଛି ନିଶା ନିବାରଣ ବ୍ୟୁରୋ (ଏନସିବି)। ରିୟାଙ୍କୁ ବାଇକୁଲ୍ଲା ମହିଳା କାରାଗାରକୁ ବାଇକୁଲ୍ଲା…
ଅଚାନକ ବଲିଉଡ୍କୁ ବାଏ ବାଏ କହି ଦୂରେଇ ଯାଇଥିଲେ ଏସବୁ କଳାକାର: ନିରାଶ ହୋଇଥିଲେ ପ୍ରଶଂସକ
ମାୟାନଗରି ମୁମ୍ବାଇ। ଅନେକ ନବାଗତଙ୍କ ସ୍ବପ୍ନକୁ ପୂରଣ କରିଛି ଏହି ସହର। ହେଲେ ଅଭିନେତା ହିସାବରେ ସଫଳ ହେବା ପରେ ମଧ୍ୟ ମୁମ୍ବାଇ ଛାଡ଼ି ଚାଲିଯିବାକୁ ବାଧ୍ୟ ହୋଇଛନ୍ତି। ନିକଟରେ ଅଭିନେତା ସୁଶାନ୍ତ ସିଂ ରାଜପୁତ ମୃତ୍ୟୁ ମାମଲାର ଯାଞ୍ଚ ଚାଲିଥିବା…
ଗୁରୁ ଖୋଜୁଛନ୍ତି ତାପସୀ
ତାପସୀ ସିହ୍ନା ଏବେ ଗୁରୁ ଖୋଜିବାରେ ବ୍ୟସ୍ତ। କାରଣ ସେ ଏବେ ଫାଇଟିଂ ଶିଖିବାକୁ ମନ ବଳାଇଛନ୍ତି। ଏପରି କି ମାର୍ଶଲ ଆର୍ଟ ଶିଖିବା ପାଇଁ କୁଆଡେ ନିଜକୁ ମାନସିକ ସ୍ତରରେ ପ୍ରସ୍ତୁତ କରିସାରିଲେଣି। କରୋନା ମହାମାରୀ ପାଇଁ ଶୁଟିଂ ବନ୍ଦ…
କୋରାପୁଟରେ ବଢୁଛି କରୋନା ଆକ୍ରାନ୍ତଙ୍କ ସଂଖ୍ୟା, ଆଜି ୧୨୪ ପଜିଟିଭ୍ ଚିହ୍ନଟ
କୋରାପୁଟ,୧୦ା୯(ସ୍ବ.ପ୍ର.): କୋରାପୁଟ ଜିଲାରେ ଦିନକୁ ଦିନ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢ଼ିଚାଲିଛି। ଗୁରୁବାର ଏହି ଜିଲାରୁ ଆଉ ୧୨୪ ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ଜିଲାରେ ମୋଟ୍ ଆକ୍ରାନ୍ତଙ୍କ ସଂଖ୍ୟା ୪,୪୪୪ରେ ପହଞ୍ଚିଛି। ଚିହ୍ନଟ ଆକ୍ର୍ରାନ୍ତମାନଙ୍କ ମଧ୍ୟରେ ୮୪ ଜଣ…
ଚୁଜି ହେଲେଣି ହୁମ୍ମା
ହୁମ୍ମା ଏଣିକି ଆଉ ତରବର ହୋଇ ସିନେମା ସାଇନ୍ କରିବେ ନାହିଁ। ଅଫର ମିଳିଥିବା ଫିଲ୍ମର କାହାଣୀ ଏବଂ ସେଥିରେ ତାଙ୍କର ଭୂମିକାକୁ ଭଲ ଭାବରେ ତର୍ଜମା କରିବେ। ତା’ପରେ ସେଥିରେ ଆକ୍ଟିଂ କରିବେ କି ନାହିଁ ଚିନ୍ତା କରିବେ। ଏ…
ସ୍ବାଦିଷ୍ଟ ଖାଦ୍ୟ-ଶାରୀରିକ ସମ୍ପର୍କ ନେଇ ଏଭଳି ମନ୍ତବ୍ୟ ଦେଲେ ପୋପ୍…
ରୋମ୍, ୧୦।୯: ଏବେ ସୋସିଆଲ୍ ମିଡ଼ିଆରେ ପୋପ୍ ଫ୍ରାନ୍ସିସ୍ଙ୍କ ଦ୍ୱାରା ଦିଆଯାଇଥିବା ଏକ ମନ୍ତବ୍ୟ ନେଇ ଚର୍ଚ୍ଚା ଜାରି ରହିଛି। ପୋପ୍ କହିଛନ୍ତି ଯେ, ସ୍ବାଦିଷ୍ଟ ଖାଦ୍ୟ ଏବଂ ଶାରୀରିକ ସମ୍ପର୍କ ଦିବ୍ୟ ଅନୁଭୁତି ଆଣିଥାଏ। ଏହା ପରମ ସୁଖ ମଧ୍ୟ…
Archives


