Home

ଜିଲାପାଳ, ସିଏସ୍‌ଓ କାର୍ଯ୍ୟାଳୟରେ ଧାନ ଗଦାଇଲେ ଚାଷୀ

ବରଗଡ଼ ଅଫିସ,୨୯ା୬: ରବି ଋତୁ ଯାଇ ଖରିଫ୍‌ ଋତୁ ଆରମ୍ଭ ହୋଇଛି। ମାତ୍ର ବରଗଡ଼ ଜିଲାରେ ରବିଋତୁରେ ଅମଳ ଧାନକୁ ଚାଷୀ ବିକ୍ରି କରି ପାରି ନାହିଁ। ଅନ୍ୟପକ୍ଷରେ ଜିଲାରେ ଧାନ ସଂଗ୍ରହ ପ୍ରକ୍ରିୟାକୁ ବନ୍ଦ କରି ଦିଆଯାଇଛି। ମଣ୍ଡିରେ ଧାନ…

ଝାଡୁଦାରରୁ କ୍ରିକେଟର, ଭାଗ୍ୟ ବଦଳାଇ ଦେଲେ ଶାହରୁଖ୍‌ ଖାନ୍

ଅନେକ କ୍ରିକେଟର ଅଛନ୍ତି ଯେଉଁମାନେ ଆର୍ଥିକ ସଙ୍କଟ ମଧ୍ୟରୁ ଆସି ନିଜ ପରିଚୟ ସୃଷ୍ଟି କରିପାରିଛନ୍ତି। ସେହିଭଳି ଜଣେ କ୍ରିକେଟର୍‌ ହେଉଛନ୍ତି ରିଙ୍କୁ ସିଂ। ସେ ୟୁପି ପାଇଁ ରଣଜୀ ଟ୍ରଫି ଏବଂ କୋଲକାତା ନାଇଟ ରାଇଡର୍ସ ପାଇଁ ଆଇପିଏଲ ଖେଳୁଛନ୍ତି।…

ପେଟ୍ରୋଲ-ଡିଜେଲ ଦର ବୃଦ୍ଧିକୁ ନେଇ ସାଇକେଲ ଚଳାଇ ପ୍ରତିବାଦ କଲେ ଏହି ନେତା

ବେଙ୍ଗାଲୁରୁ/ନୂଆଦିଲ୍ଲୀ,୨୯।୬: କରୋନା ସଙ୍କଟ ମଧ୍ୟରେ ପେଟ୍ରୋଲ ଓ ଡିଜେଲ ଦର ହୁ ହୁ ହୋଇ ବଢ଼ିବାରେ ଲାଗିଛି। ଏହାର ଦର ବୃଦ୍ଧିକୁ ନେଇ ଦେଶର ବିଭିନ୍ନ ସ୍ଥାନରେ ସୋମବାର କଂଗ୍ରେସ ପକ୍ଷରୁ ବିକ୍ଷୋଭ ପ୍ରଦର୍ଶନ କରାଯାଇଛି। ଇତିମଧ୍ୟରେ କର୍ନାଟକର କଂଗ୍ରେସ ନେତା…

ଆଧୁନିକ ଯୁଗର ବାହୁବଳୀ

ସୋସିଆଲ ମିଡିଆରେ ଏକ ଭିଡିଓ ଏବେ ଖୁବ୍‌ ଭାଇରାଲ ହେବାରେ ଲାଗିଛି। ଏହାକୁ ଦେଖିଲେ ଯେ କେହି ବି ଆଶ୍ଚର୍ଯ୍ୟ ହୋଇଯିବେ। ଭିଡିଓରେ ୪ଜଣ ବ୍ୟକ୍ତି ଏକ ବାଇକ୍‌କୁ ଉଠାଇ ଅନ୍ୟ ଜଣେ ବ୍ୟକ୍ତିଙ୍କ ମୁଣ୍ଡ ଉପରେ ରଖୁଛନ୍ତି। ଏହି ବାଇକ୍‌କୁ…

ସମ୍ପୂର୍ଣ୍ଣ ଆତଙ୍କବାଦୀ ମୁକ୍ତ ହେଲା ଦୋଡା: ଡିଜିପି

ଶ୍ରୀନଗର,୨୯।୬: ଜମ୍ମୁ-କଶ୍ମୀରର ଦୋଡା ସମ୍ପୂର୍ଣ୍ଣ ଆତଙ୍କବାଦୀ ମୁକ୍ତ ହୋଇଛି ବୋଲି ସୋମବାର ଘୋଷଣା କରିଛନ୍ତି ଜମ୍ମୁ-କଶ୍ମୀରର ପୋଲିସ ମହା ନିର୍ଦ୍ଦେଶକ ଦିଲବାଗ ସିଂ। ସେଠାରେ ଆତଙ୍କବାଦୀ ସଂଗଠନ ହିଜବୁଲ ମୁଜାହିଦ୍ଦିନର କମାଣ୍ଡର ମସୁଦଙ୍କ ଏନ୍‌କାଉଣ୍ଟରରେ ମୃତ୍ୟୁ ପରେ ଏହା ଆତଙ୍କବାଦୀ ମୁକ୍ତ…

୨୯ ଦିନରେ ୧୭ ସର୍ଚ୍ଚ ଅପରେଶନ୍‌: ୪୯ ଆତଙ୍କବାଦୀଙ୍କ ମୁଣ୍ଡ ଗଡ଼ିଛି

ଶ୍ରୀନଗର, ୨୯।୬: ଜମ୍ମୁ-କଶ୍ମୀରରେ ସୁରକ୍ଷାକର୍ମୀଙ୍କ ପକ୍ଷରୁ ଆତଙ୍କବାଦ ବିରୋଧୀ ଅଭିଯାନ ଜୋରସୋର୍‌ ଜାରି ରହିଛି। ଗତ ୨୯ ଦିନ ମଧ୍ୟରେ ଏଠାରେ ୧୭ ସର୍ଚ୍ଚ ଅପରେଶନ୍‌ ହୋଇଛି। ସର୍ଚ୍ଚ ଅପରେଶନ୍‌ରେ ୪୯ ଆତଙ୍କବାଦୀ ନିହତ ହୋଇଛନ୍ତି। ଜୁନ୍‌ ୧ଠାରୁ ଜୁନ୍‌ ୨୯…

ପରୀକ୍ଷା ସମୟରେ ଖାଆନ୍ତୁ ଏହି ଖାଦ୍ୟ…

ପରୀକ୍ଷାକୁ ନେଇ ପ୍ରସ୍ତୁତ ହେଉଥିବା ଛାତ୍ରୀଛାତ୍ର ଯେତିକି ଚିନ୍ତାରେ ରହିଥାନ୍ତି ସେମାନଙ୍କଠାରୁ ଅଧିକ ଚିନ୍ତାରେ ଥାନ୍ତି ପରିବାର ଲୋକେ। ସେଥିପାଇଁ ବାପା ମା’ଙ୍କ ଆଖିରେ ନିଦ ନ ଥାଏ। ତେବେ ଖାଲି ପାଠ ପଢ଼ା ପ୍ରତି ଧ୍ୟାନ ଦେଲେ ହେବ ନାହିଁ।…

CORONAVIRUS UPDATE: କରୋନା ନେଲା ଆଉ ୨ ଜୀବନ; ମୃତକ ଦ୍ୱୟ ଗଞ୍ଜାମ ଜିଲାର

ଭୁବନେଶ୍ୱର, ୨୯।୬(ବ୍ୟୁରୋ): ରାଜ୍ୟରେ ସୋମବାର ୨୪୫ କରୋନା ପଜିଟିଭ ଚିହ୍ନଟ ହୋଇଥିବା ବେଳେ ୨ ଜଣଙ୍କ ମୃତ୍ୟୁ ଘଟିଛି। ମୃତକ ଦ୍ୱୟ ଗଞ୍ଜାମ ଜିଲାର ବୋଲି ଜଣାପଡ଼ିଛି। ଏହାକୁ ମିଶାଇ ରାଜ୍ୟରେ କରୋନା ମୃତ୍ୟୁ ସଂଖ୍ୟା ୨୩କୁ ବୃଦ୍ଧି ପାଇଛି। ଏ…

୨ କଏଦୀ ବୋର୍ଡ ପରୀକ୍ଷାରେ ହେଲେ ଟପ୍ପର

ଲକ୍ଷ୍ନୌ, ୨୯।୬: ଉତ୍ତରପ୍ରଦେଶ ବୋର୍ଡ ପରୀକ୍ଷାରେ ଜେଲରେ ଥିବା କଏଦୀମାନେ ସଫଳ ରହିଛନ୍ତି। ଚଳିତ ବର୍ଷ ୨୦୯ କଏଦୀ ଦଶମ ଏବଂ ଦ୍ୱାଦଶ ବୋର୍ଡ ପରୀକ୍ଷା ଦେଇଥିଲେ। ସେମାନଙ୍କ ମଧ୍ୟରେ ୨ ଜଣ ଟପ୍ପର ମଧ୍ୟ ରହିଛନ୍ତି। ରାଜ୍ୟର ୧୭ଟି ଜେଲର…

CORONAVIRUS UPDATE: ଆଜି ରାଜ୍ୟରେ ପୁଣି ୨୪୫ ପଜିଟିଭ୍‌ ଚିହ୍ନଟ, ଆକ୍ରାନ୍ତଙ୍କ ସଂଖ୍ୟା ୬,୮୫୯ରେ ପହଞ୍ଚିଲା

ଭୁବନେଶ୍ୱର,୨୯ା୬(ବ୍ୟୁରୋ): ସୋମବାର ରାଜ୍ୟରେ ୨୪୫ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ଆକ୍ରାନ୍ତଙ୍କ ସଂଖ୍ୟା ୬,୮୫୯ରେ ପହଞ୍ଚିଥିବା ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ସେଥିମଧ୍ୟରୁ ୨୧୪ ଜଣ କ୍ୱାରାଣ୍ଟାଇନ୍‌ ସେଣ୍ଟରରୁ ଚିହ୍ନଟ…

ରୋଗପ୍ରତିରୋଧକ ଶକ୍ତି ବୃଦ୍ଧିକରିବ ‘ଆରୋଗ୍ୟ ସନ୍ଦେଶ’

କୋଭିଡ୍‌-୧୯ ମହାମାରୀ ମଧ୍ୟରେ ଏକ ଖୁସି ଖବର। ପଶ୍ଚିମବଙ୍ଗ ସରକାର ଏପରି ଏକ ମିଠା ପ୍ରସ୍ତୁତ କରୁଛନ୍ତି ଯାହାକି ରୋଗ ପ୍ରତିରୋଧକ ଶକ୍ତି ବୃଦ୍ଧି କରିବ। ଏହି ‘ସନ୍ଦେଶ’ଖୁବ୍‌ଶୀଘ୍ର ବଜାରରେ ମିଳିବ। ଗାଇ କ୍ଷୀରରେ ତିଆରି ଛେନାରେ ସୁନ୍ଦରବନ ମହୁକୁ ମିଶ୍ରଣ…

ଗେଣ୍ଡା ଫୁଲ୍‌ ଗୀତ ଗାଇବା ଅଭ୍ୟାସ କରୁଛନ୍ତି ଏହି କ୍ରିକେଟର

କରୋନା ଭାଇରସ୍‌ ଯୋଗୁ ଗତ ଦୁଇ ମାସ ହେବ କୌଣସି ମ୍ୟାଚ୍‌ ଆୟୋଜନ କରାଯାଇ ନାହିଁ। ଫଳରେ ଖେଳାଳିମାନେ ଲକ୍‌ଡାଉନ୍‌ରେ ନିଜ ପରିବାର ସହ ସମୟ ବିତାଉଛନ୍ତି। ଏହି ସମୟରେ ଅଷ୍ଟ୍ରେଲିଆ କ୍ରିକେଟର୍‌ ଡେଭିଡ୍‌ ଓ୍ବାର୍ଣ୍ଣର ସୋସିଆଲ ମିଡିଆରେ ବେଶ୍‌ ଆକ୍ଟିଭ୍‌…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri