Home

ହାଥରସ୍‌ ମାମଲା: ଘଟଣା ଘଟିଥିବା ଜମିର ମାଲିକ ମାଗିଲେ କ୍ଷତି ପୂରଣ

ଲକ୍ଷ୍ନୌ, ୧୯।୧୦: ଉତ୍ତରପ୍ରଦେଶ ହାଥରସ୍‌ ମାମଲାରେ ପ୍ରତିଦିନ ନୂଆ ନୂଆ ଖବର ଆସିବାରେ ଲାଗିଛି। ବଳାତ୍କାର ଘଟଣା ଘଟିଥିବା ଚାଷ ଜମିରେ ଏବେ ଫସଲ ନଷ୍ଟ ହେବାର ଆଶଙ୍କା ଦେଖାଦେଇଛି। ଏନେଇ ସମ୍ପୃକ୍ତ ଜମି ମାଲିକ ଏବେ କ୍ଷତି ପୂରଣ ମାଗିଛନ୍ତି।…

ରାଜ୍ୟରେ ଆଜି ୧୯୮୨ ପଜିଟିଭ୍‌ ଚିହ୍ନଟ, ଖୋର୍ଦ୍ଧାରୁ ୩୦୦

ଭୁବନେଶ୍ୱର,୧୯ା୧୦(ବ୍ୟୁରୋ): ସୋମବାର ମୋଟ୍‌ ୩୦ ଜିଲାରୁ ୧୯୮୨ ନୂଆ ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ମୋଟ୍‌ ଆକ୍ରାନ୍ତଙ୍କ ସଂଖ୍ୟା ୨,୭୦,୩୪୬ରେ ପହଞ୍ଚିଥିବା ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ସୂଚନା ଦେଇଛି। ଏଥିମଧ୍ୟରୁ କ୍ୱାରାଣ୍ଟାଇନ୍‌ରୁ ୧୧୫୬ ଜଣ…

କୋଚ୍‌ଙ୍କ ନକଲ କରୁଥିଲାବେଳେ ଧରାପଡିଲେ ଏହି ଖେଳାଳି

ଦୁବାଇ, ୧୯।୧୦: ଇଣ୍ଡିଆନ୍‌ ପ୍ରିମିୟର୍‌ ଲିଗ୍‌ର ୧୩ତମ ସିଜିନ୍‌ରେ ଦିଲ୍ଲୀ କ୍ୟାପିଟାଲ୍ସ ଶ୍ରେଷ୍ଠ ଖେଳ ପ୍ରଦର୍ଶନ କରୁଛି। ୯ଟି ମ୍ୟାଚ୍‌ରୁ ୭ଟିରେ ବିଜୟ ହାସଲ କରି ଦଳ ପଏଣ୍ଟ ଟେବୁଲର ଶୀର୍ଷରେ ଅଛି। ଗତ ଚେନ୍ନାଇ ସୁପର୍‌ କିଙ୍ଗ୍ସ ବିପକ୍ଷ ମ୍ୟାଚ୍‌…

ଭୁଲ ଟୁଇଟ୍‌କୁ ନେଇ ଉତ୍ତେଜନା: ଜମ୍ମୁ-କଶ୍ମୀରକୁ ଚାଇନାର ଅଂଶ ବୋଲି ଦର୍ଶାଯାଇଛି

ନୂଆଦିଲ୍ଲୀ, ୧୯।୧୦: ଟୁଇଟରରେ ଏକ ଭୁଲ ଟୁଇଟ୍‌ ନେଇ ଦେଶରେ ଲୋକଙ୍କ ମଧ୍ୟରେ ଉତ୍ତେଜନା ଦେଖାଦେଇଛି। ନୀତୀନ ଏ. ଗୋଖଲେ ଟୁଇଟର ହ୍ୟାଣ୍ଡେଲରୁ ଅପଲୋଡ଼ କରାଯାଇଛି ଯେ, ଜମ୍ମୁ-କଶ୍ମୀରକୁ ଚାଇନାର ଅଂଶ ବୋଲି ଦର୍ଶାଯାଇଛି। ଏନେଇ କେନ୍ଦ୍ର ସରକାରଙ୍କ ପକ୍ଷରୁ ଟୁଇଟର୍‌…

ଏବେ ବି ଫିଟ୍‌ ଅଛନ୍ତି ଅଭିନେତା ସନ୍ନି ଦେଓଲ: ଏଥିପାଇଁ ପ୍ରତିଦିନ କରିଥାନ୍ତି ଏମିତି କିଛି…

ବଲିଉଡ୍‌ର ଲୋକପ୍ରିୟ ଅଭିନେତାଙ୍କ ମଧ୍ୟରେ ଅନ୍ୟତମ ସନ୍ନି ଦେଓଲ। ଖୁବ୍‌ ଶୀଘ୍ର ସେ ୬୪ ବର୍ଷରେ ପଦାର୍ପଣ କରିବାକୁ ଯାଉଛନ୍ତି। ହେଲେ ଏବେ ବୟସରେ ବି ସେ ପୁରା ଫିଟ୍‌ ଅଛନ୍ତି। ଫିଟ୍‌ ରହିବା ପାଇଁ ସନ୍ନି ପ୍ରତିଦିନ ବ୍ୟାୟାମ କରିଥାନ୍ତି।…

ଭିଜିଲାନ୍ସ ଜାଲରେ ଅଧ୍ୟାପକ

ପାରଳାଖେମୁଣ୍ଡି,୧୯ା୧୦(ଡି.ଏନ୍‌.ଏ.): ଗଜପତି ଜିଲା ପାରଳାଖେମୁଣ୍ଡିର ରାଧାଗୋବିନ୍ଦ ନଗରସ୍ଥିତ ଅଧ୍ୟାପକ ଜି. ନାଗେଶ୍ୱରଙ୍କ ବାସଭବନରେ ସୋମବାର ଭିଜିଲାନ୍ସ ପକ୍ଷରୁ ଚଢ଼ାଉ କରାଯାଇଛି। ବର୍ତ୍ତମାନ ସୁଦ୍ଧା ୩୦ ଲକ୍ଷ ଟଙ୍କାର ସମ୍ପତ୍ତି ଜବତ କରାଯାଇଛି। ଏକାସାଙ୍ଗରେ ୬ଟି ସ୍ଥାନରେ ଏହି ଚଢ଼ାଉ ଜାରି ରହିଛି।…

ଉପନିର୍ବାଚନ ପୂର୍ବରୁ ବାକ୍‌ଯୁଦ୍ଧ: କମଳନାଥଙ୍କୁ କଳଙ୍କନାଥ କହିଲେ ଇମର୍ତି ଦେବୀ

ଭୋପାଳ, ୧୯।୧୦: ମଧ୍ୟପ୍ରଦେଶରେ ୨୮ଟି ବିଧାନସଭା ଆସନରେ ଉପନିର୍ବାଚନ ଦିନ ପାଖେଇ ଆସୁଛି। ଏପରି ସ୍ଥଳେ କଂଗ୍ରେସ ଏବଂ ଭାଜପା ମଧ୍ୟରେ ବାକ୍‌ଯୁଦ୍ଧ ବଢ଼ିବାରେ ଲାଗିଛି। ଏହି ମର୍ମରେ ପୂର୍ବତନ ମୁଖ୍ୟମନ୍ତ୍ରୀ କମଳନାଥଙ୍କ ଭାଜପା ସଦସ୍ୟା ତତା ମନ୍ତ୍ରୀ ଇମର୍ତି ଦେବୀ…

ଇମ୍ରାନ୍‌ଙ୍କ ସମସ୍ୟା ବଢ଼ିଲା: କ୍ଷମତାଚ୍ୟୁତ ପାଇଁ ବିରୋଧୀ ଏକଜୁଟ

ଇସଲାମାବାଦ୍‌, ୧୯।୧୦: ପାକିସ୍ତାନରେ ପ୍ରଧାନମନ୍ତ୍ରୀ ଇମ୍ରାନ୍‌ ଖାଁଙ୍କ ସରକାର ଲାଗି ସମସ୍ୟା ବଢ଼ିବାରେ ଲାଗିଛି। ଇମ୍ରାନ୍‌ଙ୍କୁ କ୍ଷମତାଚ୍ୟୁତ କରିବା ପାଇଁ ବିରୋଧୀ ଦଳଗୁଡ଼ିକ ଏକଜୁଟ ହେବାରେ ଲାଗିଛନ୍ତି। ଦେଶରେ ବିଭିନ୍ନ ସ୍ଥାନରେ ପ୍ରଦର୍ଶନ ଜାରି ରହିଛି। ବିରୋଧୀଙ୍କ ପ୍ରଦର୍ଶନରେ ବ୍ୟତିବ୍ୟସ୍ତ ହୋଇ…

ମହାକାଶ ବିସ୍ମୟ କୃଷ୍ଣଗର୍ତ୍ତ ଓ ନୋବେଲ ପୁରସ୍କାର

ଚଳିତବର୍ଷ ପାଇଁ ପଦାର୍ଥ ବିଜ୍ଞାନରେ କୃଷ୍ଣଗର୍ତ୍ତ (ବ୍ଲାକ୍‌ ହୋଲ୍‌) ସମ୍ବନ୍ଧରେ ଉଲ୍ଲେଖନୀୟ କାର୍ଯ୍ୟ କରିଥିବାରୁ ତିନି ଜଣ ନୋବେଲ ବୈଜ୍ଞାନିକଙ୍କୁ ନୋବେଲ ପୁରସ୍କାର ପ୍ରଦାନ ପାଇଁ ଘୋଷଣା କରାଯାଇଛି। ସେମାନେ ହେଉଛନ୍ତି ବ୍ରିଟେନ୍‌ର ରୋଜର ପେନ୍‌ରୋଜ୍‌, ଜର୍ମାନୀର ରେନ୍‌ହାର୍ଡ ଜେନ୍‌ଜେଲ୍‌, ଏବଂ…

ଆଳୁ, ପିଆଜ ଦର ଅଣାୟତ୍ତ

ଭୁବନେଶ୍ୱର,୧୯।୧୦(ବ୍ୟୁରୋ): କରୋନା ମହାମାରୀ ଲୋକଙ୍କ ରୋଜଗାର ଛଡ଼ାଇ ନେଇଥିବାବେଳେ ରାଜ୍ୟରେ ଆଳୁ, ପିଆଜ ଓ ପନିପରିବା ଦର ବୋଝ ଉପରେ ନଳିତାବିଡ଼ା ହୋଇଛି। ଗତ ଦୁଇମାସ ହେଲା ଆଳୁ ଓ ପିଆଜ ଦର ଲଗାତାର ବଢିଛାଲିଛି। ଏବେ ଆଳୁ କିଲୋ ୩୫ରୁ…

ଆଖିବୁଜିଲେ ଏହି ଲୋକପ୍ରିୟ ଅଭିନେତ୍ରୀ

କଳାଜଗତ ପାଇଁ ୨୦୨୦ ମସିହା କଳା ବର୍ଷ କହିଲେ ଅତ୍ୟୁକ୍ତି ହେବ ନାହିଁ। ଚଳିତବର୍ଷ ଜଣେ ପରେ ଜଣେ କଳାକାରଙ୍କ ମୃତ୍ୟୁ ଘଟୁଛି। ଏହି କ୍ରମରେ ୟେ ରିସ୍ତା କ୍ୟା କହଲାତା ହୈ ଏବଂ କୁମକୁମ ଭାଗ୍ୟ ଭଳି ଲୋକପ୍ରିୟ ଧାରାବାହିକରେ…

୮ବର୍ଷ ହେଲା ମରାମତି ହେଉନି ରାସ୍ତା: ଦୃଷ୍ଟି ଦେଉନି ବିଭାଗ, ବଢୁଛି ଦୁର୍ଘଟଣା

ଜେନାପୁର,୧୯ା୧୦(ଡି.ଏନ୍‌.ଏ.): ଧର୍ମଶାଳା ବ୍ଲକ ଜେନାପୁର ଥାନା ଅଧୀନ ୫୩ ନମ୍ବର ଜାତୀୟ ରାଜପଥଠାରୁ ଗୋଡ଼ିପାଟିଆ ଦେଇ ଜେନାପୁର ଲେବୁଲ କ୍ରସିଂ ପର୍ଯ୍ୟନ୍ତ ପ୍ରଧାନମନ୍ତ୍ରୀ ଗ୍ରାମ ସଡ଼କ ଯୋଜନାରେ ନିର୍ମିତ ରାସ୍ତା ମରାମତି ଅଭାବରୁ ଶୋଚନୀୟ ହୋଇପଡ଼ିଛି। ରାସ୍ତାର ଅନେକ ସ୍ଥାନରେ ମେଟାଲ,…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?