ଏପରି କୌଶଳ ଲଗାଇ ଗଛକୁ ଭାଙ୍ଗିଲା ହାତୀ: ଦେଖନ୍ତୁ ଭିଡିଓ
ପ୍ରତିଦିନ ସୋସିଆଲ ମିଡିଆରେ ଅନେକ ଭିଡିଓ ଭାଇରାଲ ହେଉଛି। ବର୍ତ୍ତମାନ ଗୋଟିଏ ହାତୀ ତାର ଶୁଣ୍ଢରେ କିଛି ସମୟ ମଧ୍ୟରେ ଏକ ଗଛକୁ ଅଧାରୁ ଭାଙ୍ଗି ଦେଉଥିବା ଭିଡିଓ ଭାଇରାଲ ହୋଇଛି। ଭିଡିଓରେ ଦେଖାଯାଇଛି, ହାତୀଟି ତାର ଶୁଣ୍ଢରେ ଏକ ଗଛକୁ…
ରାଗରେ ଅମ୍ପାୟରଙ୍କ ରୁମ୍ରେ ପଶିଯାଇଥିଲେ କୋହଲି, ଜାଣନ୍ତୁ କାହିଁକି
ଇଣ୍ଡିଆନ୍ ପ୍ରିମିୟର୍ ଲିଗ୍(ଆଇପିଏଲ୍)ର ୧୩ତମ ସଂସ୍କରଣ ସେପ୍ଟେମ୍ବର ୧୯ରୁ ଆରମ୍ଭ ହେଉଛି। ପ୍ରଥମ ମ୍ୟାଚ୍ ଚେନ୍ନାଇ ସୁପର୍ କିଙ୍ଗ୍ସ ଏବଂ ମୁମ୍ବାଇ ଇଣ୍ଡିଆନ୍ସ ମଧ୍ୟରେ ଖେଳାଯିବ। ପୂର୍ବ ୧୨ ସିଜିନ୍ରେ କୌଣସି ନା କୌଣସି ବିବାଦ ଦେଖାଦିଏ। ପ୍ରଥମ ସିଜିନ୍ରେ କ୍ରିକେଟର୍…
ଘୁଞ୍ଚିଲା ଓଜେଇଇ ଅନ୍ଲାଇନ ପରୀକ୍ଷା
ଭୁବନେଶ୍ୱର,୭।୯(ବ୍ୟୁରୋ)-କରୋନା ପାଇଁ ଓଜେଇଇ ଅନଲାଇନ ପରୀକ୍ଷାକୁ ଘୁଞ୍ଚାଇ ଦିଆଯାଇଛି। ଏ ନେଇ ଦକ୍ଷତା ବିକାଶ ଓ ବୈଷୟିକ ଶିକ୍ଷା ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ସେପ୍ଟେମ୍ବର ୯ରୁ ୧୫ ତାରିଖ ଯାଏଁ ପରୀକ୍ଷା ହେବାକୁ ଥିଲା। ଏଥିସକାଶେ ରାଜ୍ୟରେ ୨୧ଟି ଓ…
ପର୍ଯ୍ୟଟନ ମନ୍ତ୍ରୀଙ୍କୁ କରୋନା, ଟୁଇଟ୍ କରି ଦେଲେ ସୂଚନା
ଭୁବନେଶ୍ୱର,୭ା୯(ବ୍ୟୁରୋ): ପର୍ଯ୍ୟଟନ ମନ୍ତ୍ରୀ ଜ୍ୟୋତିପ୍ରକାଶ ପାଣିଗ୍ରାହୀ କରୋନା ଆକ୍ରାନ୍ତ ହୋଇଛନ୍ତି। ମନ୍ତ୍ରୀ ନିଜେ ଟୁଇଟ୍ କରି ସୋମବାର ଏ ସମ୍ପର୍କରେ ସୂଚନା ଦେଇଛନ୍ତି। ସେ କହିଛନ୍ତି, ମାର୍ଚ୍ଚ ୨୦ରୁ ନିରନ୍ତର ଭାବେ କାର୍ଯ୍ୟ କରିଆସୁଥିଲି। ଏହି ମହାମାରୀ ସମୟରେ ଲୋକମାନେ ଯେମିତି…
୫୦ କୋଟିର ଘର, ୩.୨୯ କୋଟିର କାର, ୬୮ ଲକ୍ଷର ଜୋତା ଏବଂ ୩୦୭ କୋଟି ସମ୍ପତ୍ତିର ମାଲିକ ହେଉଛନ୍ତି ଏହି ଅଭିନେତା
ବର୍ତ୍ତମାନ ସମୟରେ ବଲିଉଡ୍ର ଆଗଧାଡିର ଅଭିନେତାଙ୍କ ମଧ୍ୟରେ ଜଣେ ରଣବୀର ସିଂ। ଗତ କିଛି ବର୍ଷ ମଧ୍ୟରେ ସେ ଅନେକ ହିଟ୍ ଫିଲ୍ମରେ କାମ କରିସାରିଛନ୍ତି। ତାଙ୍କର ଶେଷ ଫିଲ୍ମ ‘ସିମ୍ବା’ ରିଲିଜ୍ ହେବାର ମାତ୍ର ୪ ଦିନରେ ୯୬.୩୫ କୋଟି…
ପ୍ରତିଦିନ ସକାଳେ ପିଅନ୍ତୁ ରସୁଣ ଭିଜା ପାଣି, ମିଳିବ ଏସବୁ ଉପକାର
ଲକ୍ଡାଉନ ସମୟରେ ମେଦବହୁଳତା ସମସ୍ୟା ଦ୍ରୁତ ଗତିରେ ବଢିବାରେ ଲାଗିଛି। ଅଧିକାଂଶ ଲୋକ ବଢୁଥିବା ଓଜନକୁ ନେଇ ବହୁତ ଚନ୍ତିତ ଥାନ୍ତି। ଓଜନ ବୃଦ୍ଧି ବହୁତ ସହଜ କିନ୍ତୁ ଏହାକୁ ହ୍ରାସ କରିବା ମଧ୍ୟ ସମାନ କଷ୍ଟକର। ଡାଏଟିଂ ଏବଂ ବ୍ୟାୟାମ…
ଅଜୀର୍ଣ୍ଣ ସମସ୍ୟାର ଘରୋଇ ଉପଚାର
ବିଭିନ୍ନ ପ୍ରକାର ଖାଦ୍ୟ ଆବଶ୍ୟକତା ଠାରୁ ଅଧିକ ପରିମାଣରେ ଖାଇଲେ, ଖାଇବା ଅନୁସାରେ ପାଣି ନ ପିଇଲେ, ଅଜୀର୍ଣ୍ଣ ସମସ୍ୟା ଦେଖାଦେଇଥାଏ। ଏପରି କେତେକ ଘରୋଇ ଉପଚାର ରହିଛି ଯାହାକୁ ଆପଣ ଅନୁସରଣ କରିପାରନ୍ତି… କେତେକ ଖାଦ୍ୟ ରହିଛି ଯାହା ଅଜୀର୍ଣ୍ଣ…
ଲାଲ୍ ରାଇଜ
ଲୋହିତ ଗ୍ରହ ମଙ୍ଗଳ ଜଳ ଓ ଜୀବନର ଉପସ୍ଥିତି ଦୃଷ୍ଟିରୁ ମଣିଷ ପାଇଁ ସର୍ବଦା ଏକ ରହସ୍ୟ, ରୋମାଞ୍ଚଘେରା ରାଇଜ ହୋଇ ରହିଆସିଛି। ପୃଥିବୀ ସହିତ ଏହି ଗ୍ରହର ଅନେକ ସାମଞ୍ଜସ୍ୟ ରହିଛି। ପୃଥିବୀ ସଦୃଶ ଏହି ଗ୍ରହର ଅକ୍ଷ ୨୩.୫…
ପ୍ରଥମଥର ପାଇଁ ସ୍ବାଭିମାନ ଅଞ୍ଚଳବାସୀ ପାଇଲେ ମୋବାଇଲ ସେବା
ଚିତ୍ରକୋଣ୍ଡା,୭ା୯(ଡି.ଏନ୍.ଏ.): ମାଲକାନଗିରି ଚିତ୍ରକୋଣ୍ଡା ବ୍ଲକ ଅନ୍ତର୍ଗତ ଚିତ୍ରକୋଣ୍ଡା ସ୍ବାଭିମାନ ଅଞ୍ଚଳର ୮ଟି ପଞ୍ଚାୟତ ଯଥା ଯୋଡ଼ାମ୍ବ, ପଣସପୁଟ, ଅଣ୍ଡିରାପାଲି, ଯନ୍ତ୍ରୀ, ଗାଜୁଲୁମାମୁଡି, ରାଲେଗା ଧୂଳିପୁଟ ଓ ପାପରମେଟଲା ସମେତ ବଡ଼ପଦରର ବହୁ ଗ୍ରାମ ଆଧୁନିକ ସଭ୍ୟତାଠାରୁ ବହୁ ଦୂରରେ ଥାଇ ଦଶନ୍ଧି…
ହାଇ ମାରି ଚର୍ଚ୍ଚାରେ ଅଛନ୍ତି ଏହି କ୍ରିକେଟର୍, ସ୍ବାମୀଙ୍କ ଏହି ଅଭ୍ୟାସକୁ ନେଇ ସ୍ତ୍ରୀ କହିଲେ ଏମିତି
ପାକିସ୍ତାନର ପୂର୍ବତନ ଅଧିନାୟକ ସରଫରାଜ ଅହମ୍ମଦ ଅନେକ ସମୟରେ ସୋସିଆଲ ମିଡିଆରେ ଟ୍ରୋଲ ହୋଇଥାନ୍ତି। ଏବେ ସେ ମ୍ୟାଚ୍ବେଳେ ହାଇ ମାରି ଚର୍ଚ୍ଚାର କେନ୍ଦ୍ରବିନ୍ଦୁ ସାଜିଛନ୍ତି। ବିଶ୍ୱକପରେ ଉଇକେଟ କିପିଂ କରିବା ସମୟରେ ହାଇ ମାରିବା ହେଉ କି ନିକଟରେ ଇଂଲଣ୍ଡ…
ଏହି ଅଭିନେତାଙ୍କୁ ସୁରକ୍ଷାକର୍ମୀ ପୂରାଇ ଦେଇ ନ ଥିଲେ ଘରକୁ, ଏବେ ସେହି ଘରର ମାଲିକ
ବଲିଉଡ୍ର ଜଣେ ସଫଳ ତଥା ଲୋକପ୍ରିୟ ଅଭିନେତା ହେଉଛନ୍ତି ଖିଲାଡି ହିରୋ ଅକ୍ଷୟ କୁମାର। ସେପ୍ଟେମ୍ବର ୯ରେ ଦିଲ୍ଲୀର ଚାନ୍ଦନୀ ଚୌକ୍ରେ ଜନ୍ମଗ୍ରହଣ କରିଥିଲେ। ପିଲାଟି ଦିନରୁ ଅକ୍ଷୟଙ୍କର ଖେଳପ୍ରତି ଆଗ୍ରହ ରହିଥିଲା। ତେଣୁ ୧୦ମ ପାସ୍ କଲା ପରେ ସେ…
ଭାରତ ପାଲଟିଛି ପୃଥିବୀର କରୋନା କ୍ୟାପିଟାଲ: ଜବାବ ଦିଅନ୍ତୁ ମୋଦି
ନୂଆଦିଲ୍ଲୀ, ୭।୯: ଦେଶରେ କରୋନା ମହାମାରୀ ସଂକ୍ରମଣ ଯୋଗୁ ସ୍ଥିିତି ଅସମ୍ଭାଳ ହେବାରେ ଲାଗିଛି। ଏପରିସ୍ଥଳେ କଂଗ୍ରେସ ପକ୍ଷରୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ସରକାରକୁ ଘେରିବା ଆରମ୍ଭ ହୋଇଛି। କଂଗ୍ରେସ ପ୍ରବକ୍ତା ରଣଦୀପ୍ ସୁର୍ଜଓ୍ବୋଲା କହିଛନ୍ତି ଯେ, ମୋଦି କରୋନା ରୋକିବା…
Archives


