Home

ଚାଇନା ଉପରେ ଆମେରିକାର ଡିଜିଟାଲ ଷ୍ଟ୍ରାଇକ୍‌: ୨୪ ଘଣ୍ଟା ମଧ୍ୟରେ ବ୍ୟାନ ହୋଇପାରେ ଟିକ୍‌ଟକ୍‌

ଓ୍ବାଶିଂଟନ୍‌,୧।୮: ଦେଶରେ ମହାମାରୀ କରୋନା ଭାଇରସ୍‌ ସଂକ୍ରମଣ ଉଦେ୍‌ବେଗଜନକ ସ୍ଥିତି ହେବା ପରଠାରୁ ଚାଇନା ଉପରେ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ନିଜର ଆକ୍ରମଣ ଆଭିମୁଖ୍ୟ ସ୍ପଷ୍ଟ କରିଛନ୍ତି। ଅନେକ ସମୟରେ କରୋନାକୁ ନେଇ ଟ୍ରମ୍ପ ଚାଇନାକୁ ଟାର୍ଗେଟ କରୁଥିବା ପରିଲିକ୍ଷିତ…

କୁନି ପାଣ୍ଡ୍ୟାଙ୍କୁ ପାଇ ଖୁସିରେ ବିଭୋର ହାର୍ଦ୍ଦିକ: ଦେଖନ୍ତୁ ପୁଅଙ୍କ ପ୍ରଥମ ଝଲକ..

ନୂଆଦିଲ୍ଲୀ,୧।୮: ପିତା ହୋଇଛନ୍ତି ଭାରତୀୟ ଟିମ୍‌ର ଅଲ୍‌ରାଉଣ୍ଡର ହାର୍ଦ୍ଦିକ ପାଣ୍ଡ୍ୟା। ନିକଟରେ ଏକ ଫଟୋ ଶେୟାର କରି ପ୍ରଶଂସକଙ୍କ ସହ ଖୁସି ବାଣ୍ଟିଥିବା ବେଳେ ଏବେ ଆଉ ଏକ ଫଟୋ ଶେୟାର କରିଛନ୍ତି। ଇନ୍‌ଷ୍ଟାରେ ଫଟୋଟିକୁ ଶେୟାର କରି ହାର୍ଦ୍ଦିକ ଲେଖିଛନ୍ତି…

ସୁଶାନ୍ତଙ୍କ ମୃତ୍ୟୁ ରହସ୍ୟ ଖୋଲିବେ ସିଦ୍ଧାର୍ଥ ପିଠାନୀ! ଜାଣନ୍ତୁ ସେ କିଏ….

ବଲିଉଡ୍‌ ଅଭିନେତା ସୁଶାନ୍ତ ସିଂ ରାଜପୁତଙ୍କ ମୃତ୍ୟୁ ଘଟଣା ଧୀରେ ଧୀରେ ଜଟିଳ ହେବାରେ ଲାଗିଛି। ଗର୍ଲଫ୍ରେଣ୍ଡ ରିୟା ଚକ୍ରବର୍ତ୍ତୀଙ୍କ ନାମରେ ସୁଶାନ୍ତଙ୍କ ପିତା ବିହାର ଥାନାରେ ଅଭିଯୋଗ କରିବା ପରଠାରୁ ଏହି ମାମଲା ଅଧିକ ଜଟିଳ ହୋଇଯାଇଛି। ଏହି ମାମଲାରେ…

ଦୀର୍ଘ ସମୟ ପରେ ଜାମା ମସ୍‌ଜିଦ୍‌ରେ ସମୂହ ନମାଜ ପାଠ: ପବିତ୍ର ଇଦ୍‌ରେ ଦେଶବାସୀଙ୍କୁ ଶୁଭେଚ୍ଛା ଜଣାଇଲେ ପ୍ରଧାନମନ୍ତ୍ରୀ, ରାଷ୍ଟ୍ରପତି

ନୂଆଦିଲ୍ଲୀ,୧।୮: ସମଗ୍ର ଦେଶରେ ଶନିବାର ଇଦ୍‌-ଉଲ୍‌-ଜୁହା ବା ପବିତ୍ର ଇଦ୍‌ ପାଳନ କରାଯାଇଛି। ଶନିବାର ଦିଲ୍ଲୀ ସ୍ଥିତ ଜାମା ମସ୍‌ଜିଦ୍‌ରେ ଦୀର୍ଘ ଦିନ ପରେ ମୁସଲମାନ ସମ୍ପ୍ରଦାୟର ଲୋକମାନେ ଏକାଠି ହୋଇ ସମୂହ ନମାଜ ପାଠ କରିଛନ୍ତି। କାରଣ ମହାମାରୀ କରୋନା…

ଭାରତରେ ବେକାବୁ କରୋନା: ଗତ ୨୪ ଘଣ୍ଟାରେ ୫୭ହଜାରରୁ ଉର୍ଦ୍ଧ୍ୱ ନୂଆ କେସ୍‌

ନୂଆଦିଲ୍ଲୀ,୧।୮: ସମସ୍ତ ଉଦ୍ୟମ ପରେ ବି ଭାରତରେ ପ୍ରତିଦିନ ନୂଆ ରେକର୍ଡ ଭାଙ୍ଗୁଛି କରୋନା। ଭାରତର ବିଭିନ୍ନ ସ୍ଥାନରେ କରୋନ ଭାଇରସ୍‌ ନିଜର ଆଧିପତ୍ୟ ଜାହିର କରିଥିବା ବେଳେ ଦିନକୁ ଦିନ ଆକ୍ରାନ୍ତଙ୍କ ସଂଖ୍ୟା ଓ ମୃତ୍ୟୁ ସଂଖ୍ୟା ବଢ଼ିବାରେ ଲାଗିଛି।…

ରାଜ୍ୟରେ କରୋନା ନେଲା ଆଉ ୧୦ ମୁଣ୍ଡ: ଗଞ୍ଜାମରୁ ଅଛନ୍ତି ୫ଜଣ

ଭୁବନେଶ୍ୱର, ୧।୮(ବ୍ୟୁରୋ): ରାଜ୍ୟରେ ଶନିବାର କରୋନା ଆକ୍ରାନ୍ତରେ ଆଉ ୧୦ଜଣଙ୍କ ମୃତ୍ୟୁ ଘଟିଛି। ଏହାକୁ ମିଶାଇ କରୋନା ଜନୀତ ମୃତ୍ୟୁସଂଖ୍ୟା ୧୮୭ରେ ପହଞ୍ଚିଛି। ଏ ନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ତେବେ ଆଜି…

CORONAVIRUS UPDATE: ରାଜ୍ୟରେ ଆଉ ୧୬୦୨ ପଜିଟିଭ ଚିହ୍ନଟ; ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୩୩,୪୭୯ରେ ପହଞ୍ଚିଲା

ଭୁବନେଶ୍ୱର, ୧।୮(ବ୍ୟୁରୋ): ରାଜ୍ୟରେ ହୁ ହୁ ହୋଇ ବଢ଼ିଚାଲିଛି କରୋନା ଆକ୍ରାନ୍ତଙ୍କ ସଂଖ୍ୟା। ୨୪ ଘଣ୍ଟା ମଧ୍ୟରେ ୨୯ ଜିଲାରୁ ୧୬୦୨ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ମୋଟ କରୋନା ସଂକ୍ରମିତଙ୍କ ସଂଖ୍ୟା ୩୩,୪୭୯ରେ ପହଞ୍ଚିଛି। ଏ…

୧୦୫ ବର୍ଷରେ କରୋନାକୁ ଜିତିଲେ

କୋଲ୍ଲାମ୍‌: ସମଗ୍ର ଦେଶରେ କରୋନା ସଂକ୍ରମିତ ଏବଂ ଏହା ଜନିତ ମୃତ୍ୟୁ ସଂଖ୍ୟା ବଢ଼ିଚାଲିଛି। ଏଭଳି ସମୟରେ କେରଳର ଜଣେ ୧୦୫ ବର୍ଷୀୟା ମହିଳା କରୋନାକୁ ମାତ୍‌ଦେଇ ସୁସ୍ଥହୋଇ ଫେରିଥିବା ସୂଚନା ମିଳିଛି। ସେ ହେଲେ କୋଲ୍ଲାମ୍‌ ଜିଲାର ଥାଜାମେଲ୍‌ ଗ୍ରାମର…

କୋଭିଡ୍‌ ତରକାରିକୁ ମାସ୍କ ନାନ୍‌

ଯୋଧପୁର: ରାଜସ୍ଥାନର ଯୋଧପୁରରେ ଏବେ ଏକ ରେଷ୍ଟୁରାଣ୍ଟରେ ମିଳୁଛି କୋଭିଡ୍‌ ତରକାରି ଆଉ ନାନ୍‌ ମାସ୍କ। ରେଷ୍ଟୁରାଣ୍ଟର ମେନୁରେ ଏବେ ଏମିତି ସବୁ ଡିସ୍‌କୁ ନେଇ ଲୋକଙ୍କ ମଧ୍ୟରେ ବେଶ୍‌ ଚର୍ଚ୍ଚା ଆରମ୍ଭ ହୋଇଛି। କରୋନାକୁ ନେଇ ସମସ୍ତେ ଭୟଭୀତ ଥିବାବେଳେ…

ତସ୍କରଙ୍କ ଟାର୍ଗେଟ୍‌ରେ ଭାରତୀୟ କଳାକୃତି

ନୂଆଦିଲ୍ଲୀ: ରାଜସ୍ଥାନରୁ ୧୯୯୮ରେ ବ୍ରିଟେନକୁ ଚୋରା ଚାଲାଣ କରାଯାଇଥିବା ମହାପ୍ରଭୁ ଶିବଙ୍କ ଏକ ପ୍ରାଚୀନ ମୂର୍ତ୍ତି ଭାରତ ଫେରିବ। ୧୫ ବର୍ଷ ଧରି ଏଜାଗାରୁ ସେଜାଗା ହୋଇ ଶେଷରେ ଏହି ମୂର୍ତ୍ତି ବ୍ରିଟେନସ୍ଥିତ ଭାରତୀୟ ଦୂତାବାସରେ ପହଞ୍ଚତ୍ଥିଲା। ସେଠାରୁ ମୂର୍ତ୍ତିର ପ୍ରତ୍ୟାବର୍ତ୍ତନ…

ମନିଲଣ୍ଡରିଂ ମାମଲା ରୁଜୁକଲା ଇଡି

ନୂଆଦିଲ୍ଲୀ,୧।୮: ବଲିଉଡ୍‌ ଅଭିନେତା ସୁଶାନ୍ତ ସିଂ ରାଜପୁତ ଆତ୍ମହତ୍ୟା ଘଟଣାରେ ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ (ଇଡି) ପକ୍ଷରୁ ଶୁକ୍ରବାର ମନିଲଣ୍ଡରିଂ ମାମଲା ରୁଜୁ କରାଯାଇଛି। ଏହି କେନ୍ଦ୍ରୀୟ ତଦନ୍ତକାରୀ ସଂସ୍ଥା ବିହାର ପୋଲିସ ନିକଟରେ ଅଭିନେତ୍ରୀ ରିଆ ଚକ୍ରବର୍ତ୍ତୀ ଓ ଅନ୍ୟମାନଙ୍କ ବିରୋଧରେ…

ଡାକ୍ତରଙ୍କୁ ଠିକ୍‌ ସମୟରେ ଦରମା ଦିଅ

ନୂଆଦିଲ୍ଲୀ, ୧।୮(ପି.ଟି.): କରୋନା ରୋଗୀଙ୍କ ଚିକିତ୍ସାରେ ନିୟୋଜିତ ଡାକ୍ତର ଓ ସ୍ବାସ୍ଥ୍ୟ କର୍ମଚାରୀମାନଙ୍କୁ ଠିକ୍‌ ସମୟରେ ବେତନ ପ୍ରଦାନ କରିବା ନିର୍ଦ୍ଦେଶନାମାକୁ ମହାରାଷ୍ଟ୍ର, ପଞ୍ଜାବ, କର୍ନାଟକ ଓ ତ୍ରିପୁରା ସରକାର ପାଳନ କରୁ ନ ଥିବା ଶୁକ୍ରବାର କେନ୍ଦ୍ର ସରକାର ସୁପ୍ରିମକୋର୍ଟଙ୍କୁ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri