ସୁସ୍ଥ ହେଲେ ଆଉ ୭୭୨ କରୋନା ଆକ୍ରାନ୍ତ
ଭୁବନେଶ୍ୱର,୩୧।୭(ବ୍ୟୁରୋ)-ରାଜ୍ୟରେ ଶୁକ୍ରବାର ଆଉ ୭୭୨ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ସୁସ୍ଥ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରେ ଗଞ୍ଜାମରୁ ସର୍ବାଧିକ ୨୧୨ ଜଣ ଅଛନ୍ତି। ସେହିପରି କଟକରୁ ୧୧୬, ଖୋର୍ଦ୍ଧାରୁ ୮୧, କେନ୍ଦୁଝରରୁ ୬୮, କୋରାପୁଟରୁ ୪୧, ରାୟଗ ୩୧, ଗଜପତିରୁ ୨୭,…
ଅଗଷ୍ଟରେ ୪ ଜିଲା ସମେତ ରାଉରକେଲା ମ୍ୟୁନିସପାଲଟି ସପ୍ତାହାନ୍ତ ଶଟଡାଉନ
ଭୁବନେଶ୍ୱର,୩୧।୭(ବ୍ୟୁରୋ)-ରାଜ୍ୟ ସରକାର ଅଗଷ୍ଟ ମାସରେ ୪ଟି ଜିଲା ଓ ଗୋଟିଏ ମ୍ୟୁନିସପାଲଟିରେ ସାପ୍ତାହିକ ଶଟଡାଉନ ଘୋଷଣା କରିଛନ୍ତି। ଖୋର୍ଦ୍ଧା, ଗଞ୍ଜାମ, ଗଜପତି, କଟକ ଓ ରାଉରକେଲା ମ୍ୟୁନିସପାଲଟିରେ ମାସର ପ୍ରତି ଶନିବାର ଓ ରବିବାର ଶଟଡାଉନ ରହିବ। ଏ ନେଇ ଶୁକ୍ରବାର…
ଭୁବନେଶ୍ୱରରେ ଆଉ ୧୨୮ କରୋନା ପଜିଟିଭ ଚିହ୍ନଟ
ଭୁବନେଶ୍ୱର,୩୧।୭(ବ୍ୟୁରୋ)-ରାଜଧାନୀ ଭୁବନେଶ୍ୱରରେ ଆଜି ୧୨୮ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଏଥିରେ ୮୫ ଜଣ କ୍ୱାରାଣ୍ଟାଇନରୁ ଚିହ୍ନଟ ହୋଇଥିବାବେଳେ ୪୩ ଜଣ ସ୍ଥାନୀୟ ସଂକ୍ରମଣର ଶିକାର ହୋଇଛନ୍ତି। ଭୁବନେଶ୍ୱର ମହାନଗର ନିଗମ(ବିଏମସି) ପକ୍ଷରୁ ଟୁଇଟ ଜରିଆରେ ଏହି ସୂଚନା ଦିଆଯାଇଛି।…
ମାସ୍କ ନ ପିନ୍ଧିଲେ ୫ ହଜାର ଜରିମାନା: ମୁଖ୍ୟ ଶାସନ ସଚିବ
ଭୁବନେଶ୍ୱର,୩୧।୭(ବ୍ୟୁରୋ)-ରାଜ୍ୟରେ ଦିନକୁ ଦିନ କରୋନା ସଂକ୍ରମିତଙ୍କ ସଂଖ୍ୟା ବଢିବାରେ ଲାଗିଛି। ତେବେ ସଂକ୍ରମଣକୁ ଦୃଷ୍ଟିରେ ରଖି ଶୁକ୍ରବାର ସରକାର ନୂଆ ନିର୍ଦ୍ଦେଶନାମା ଜାରି କରିଛନ୍ତି। ଭୁବନେଶ୍ୱର ଗୀତ ଗୋବିନ୍ଦ ସଦନଠାରେ ଆୟୋଜିତ ଖବରଦାତା ସମ୍ମିଳନୀରେ ମୁଖ୍ୟ ଶାସନ ସଚିବ ଅସିତ ତ୍ରିପାଠୀ…
ସାମ୍ନାକୁ ଆସିଲା ମୋଦିଙ୍କ ଆଯୋଧ୍ୟା କାର୍ଯ୍ୟସୂଚୀ: ମଞ୍ଚ ଉପରେ ଭାଗବତଙ୍କ ସମେତ ରହିବେ ଏହି ୫ବିଶିଷ୍ଟ ବ୍ୟକ୍ତି
ଆଯୋଧ୍ୟା,୩୧।୭: ଅଯୋଧ୍ୟାରେ ଅଗଷ୍ଟ ୫ରେ ରାମ ମନ୍ଦିର ନିର୍ମାଣ ପାଇଁ ହେବାକୁ ଥିବା ଭୂମିପୂଜା କାର୍ଯ୍ୟକ୍ରମର ପ୍ରସ୍ତୁତି ଜୋରସୋରରେ ଚାଲିଛି। କାର୍ଯ୍ୟକ୍ରମ ପୂର୍ବରୁ ଅଯୋଧ୍ୟାକୁ ନବବଧୂ ଭଳି ସଜାଯାଉଛି। ଭୂମିପୂଜା ପାଇଁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଅଯୋଧ୍ୟା ଗସ୍ତ କରିବେ। ତେବେ…
ଜୀବନ ସାଥୀଙ୍କ କଣ୍ଠସ୍ବରରୁ ଜାଣନ୍ତୁ ଧୋକା ଦେଉଛନ୍ତି କି ନାହିଁ
ପ୍ରତ୍ୟେକ ପୁରୁଷ ଜୀବନରେ ଜଣେ ନାରୀ ଆସିଥାଏ। ସେହିପରି ନାରୀ ଜୀବନରେ ମଧ୍ୟ ଜଣେ ପୁରୁଷ ଆସିଥାଏ। ତେବେ ଆଜିକାଲି ଅଧିକାଂଶ ଯୁବପୀଢି ପ୍ରେମରେ ପଡୁଛନ୍ତି। ହେଲେ କିଛି ପ୍ରେମ ସମ୍ପର୍କ ଚିରସ୍ଥାୟୀ ହେଉଥିବାବେଳେ ଆଉ କିଛି ଖୁବକମ ସମୟ ମଧ୍ୟରେ…
କୁକୁରକୁ ଓ୍ବାକ୍ରେ ନେଇ ମାଲିକ କଲେ ଏମିତି କାମ: ଲୋକେ କହିଲେ ଏପରି…
ପଶୁମାନଙ୍କ ସହ ଅନେକ ସମୟରେ ଲୋକେ ଅମାନବିକତା ଦେଖାଇଥାନ୍ତି। ଏହାର ଅନେକ ଫଟୋ ଏବଂ ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହେଉଥିବା ଆମେ ଦେଖିଥାଉ। ସେମିତି ଏକ ଭିଡିଓ ଏବେ ସୋସିଆଲ ମିଡିଆରେ ଭାଇରାଲ ହେବାରେ ଲାଗିଛି। ଭିଡିଓରେ ଜଣେ ବ୍ୟକ୍ତି…
ଭୂମିପୂଜା ପାଇଁ ଉତ୍ସବମୁଖରିତ ରାମନଗରୀ: ୧ଲକ୍ଷ ୧୧ହଜାର ଲଡ଼ୁରେ ମଣୋହି ହେବେ ରାମଲଲା
ଅଯୋଧ୍ୟା,୩୧।୭: ବହୁ ପ୍ରତିକ୍ଷୀତ ଆଯୋଧ୍ୟାରେ ରାମଲଲାଙ୍କ ପାଇଁ ଏବେ ରାମ ମନ୍ଦିର ନିର୍ମାଣ ହେବାକୁ ଯାଉଛି। ଅଗଷ୍ଟ ୫ରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଭୂମିପୂଜା ସହ ଶିଳାନ୍ୟାସ କରିବେ। ଏଥିପାଇଁ ସମସ୍ତ ପ୍ରସ୍ତୁତି ମଧ୍ୟ ଚୂଡ଼ାନ୍ତ ପର୍ଯ୍ୟାୟରେ ପହଞ୍ଚିଥିବା ବେଳେ ନବବଧୂ…
ମେହବୁବା ମୁଫତିଙ୍କ ବଢ଼ିଲା ଗୃହବନ୍ଦୀ ଅବଧି
ଶ୍ରୀନଗର,୩୧।୭: ଜମ୍ମୁ-କଶ୍ମୀରର ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ପିପୁଲ୍ସ ଡେମୋକ୍ରାଟିକ୍ ପାର୍ଟି (ପିଡିପି)ର ମୁଖ୍ୟ ମେହବୁବା ମୁଫତିଙ୍କ ଗୃହବନ୍ଦୀ ଅବଧିକୁ ପ୍ରଶାସନ ପକ୍ଷରୁ ଆହୁରି ବଢ଼ାଇ ଦିଆଯାଇଛି। ପବ୍ଲିକ ସେଫ୍ଟି ଆକ୍ଟ (ପିଏସ୍ଏ) ଆଧାରରେ ଶୁକ୍ରବାର ମେହବୁବାଙ୍କ ଗୃହବନ୍ଦୀକୁ ଆସନ୍ତା ୩ ମାସ…
ଅଢ଼େଇ ମାସର ଶିଶୁକୁ ଖୁଆଇଦେଲେ ଚକୋଲେଟ: ହସ୍ପିଟାଲରେ ପହଞ୍ଚିବା ବେଳକୁ ଚାଲିଗଲା ଜୀବନ
ନୂଆଦିଲ୍ଲୀ, ୩୧।୭: ଅଢ଼େଇ ମାସର ଶିଶୁ ତଣ୍ଟିରେ ଚକୋଲେଟ ଲାଖିଯିବାରୁ ତା’ର ମୃତ୍ୟୁ ଘଟିଛି। ଏଭଳି ଏକ ଅଭାବନୀୟ ଘଟଣା ଘଟିଛି ନୋଏଡାରେ। ଶିଶୁଟି ଘରେ ଶୋଇଥିଲା। ଏହି ସମୟରେ ଘରର ଅନ୍ୟ ଜଣେ ଛୋଟ ପିଲା ଚକୋଲେଟ ଖାଉଥିବା ବେଳେ…
ଅଯୋଧ୍ୟାରେ ଶିଳାନ୍ୟାସ କାର୍ଯ୍ୟକ୍ରମରେ ମୋଦିଙ୍କୁ ଉପହାରରେ କ’ଣ ଦେବେ ଉତ୍ତରପ୍ରଦେଶ ସରକାର
ନୂଆଦିଲ୍ଲୀ,୩୧।୭: ଆଯୋଧ୍ୟାରେ ବହୁ ପ୍ରତିକ୍ଷୀତ ରାମ ମନ୍ଦିର ନିର୍ମାଣ ପାଇଁ ଅଗଷ୍ଟ ପ୍ରଥମ ସପ୍ତାହରେ ଭୂମିପୂଜା କାର୍ଯ୍ୟକ୍ରମ ଅଆୟୋଜିତ ହୋଇଛି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏହାର ଶିଳାନ୍ୟାସ କରିବେ। ଏହି ସମୟରେ ମୋଦିଙ୍କୁ ଉତ୍ତରପ୍ରଦେଶ ସରକାରଙ୍କ ପକ୍ଷରୁ ଭଗବାନ କୋଦଣ୍ଡ ରାମଙ୍କ…
ମୋଦିଙ୍କୁ ଭାଇ ସମ୍ବୋଧନ କରି ରାକ୍ଷୀ ବାନ୍ଧିଲେ ମୁସଲମାନ ମହିଳା, ଏଥିପାଇଁ କଲେ ଧନ୍ୟବାଦ
ବାରଣାସୀ,୩୧।୭: ଆଜିକୁ ଠିକ୍ ଏକ ବର୍ଷ ପୂର୍ବେ କେନ୍ଦ୍ର ସରକାର ତିନ୍ ତଲାକ ଭଳି କୁପ୍ରଥାକୁ ହଟାଇ ଦେଇଥିଲେ। ଏହି ସ୍ମରଣୀୟ ଦିନକୁ ମନେପକାଇ ଶୁକ୍ରବାର ବାରଣାସୀର ମୁସଲମାନ ମହିଳାମାନେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ରାକ୍ଷୀ ପିନ୍ଧାଇଛନ୍ତି। ମହିଳାମାନେ ମୋଦିଙ୍କ ଫଟୋରେ…
Archives


