Home

ଏନ୍‌ଡିଏ ଓ ନାଭାଲ ଏକାଡେମୀ ପରୀକ୍ଷା ପାଇଁ ୮ ସ୍ବତନ୍ତ୍ର ଟ୍ରେନ

ଭୁବନେଶ୍ୱର(ବ୍ୟୁରୋ),୫।୯: ଆସନ୍ତା ୬ ତାରିଖରେ ଏନ୍‌ଡିଏ ଓ ନାଭାଲ ଏକାଡେମୀ ପରୀକ୍ଷା ଅନୁଷ୍ଠିତ ହେବ। କଟକ, ସମ୍ବଲପୁର ଓ ବିଶାଖାପାଟଣାରେ ପରୀକ୍ଷା କେନ୍ଦ୍ରକୁ ପରୀକ୍ଷାର୍ଥୀଙ୍କ ଯାତାୟାତ ସୁବିଧା ପାଇଁ ପୂର୍ବତଟ ରେଳପଥ ସ୍ବତନ୍ତ୍ର ଟ୍ରେନ୍‌ ଚଳାଇବାକୁ ନିଷ୍ପତ୍ତି ନେଇଛି। ସେପ୍ଟେମ୍ବର ୫…

ଗୁରୁ: ଆଲୋକର ବାଟ ଦେଖାନ୍ତି

ଅଜ୍ଞାନ ରୂପକ ଅନ୍ଧକାରକୁ ଦୂର କରିବାରେ ଗୁରୁ ହିଁ ସାଜନ୍ତି ଆଲୋକବର୍ତ୍ତିତା। କେବେ କଠୋର ଅନୁଶାସନ ତ କେବେ ଉତ୍ସାହପ୍ରଦ ପ୍ରେରଣା ମାଧ୍ୟମରେ ଏମାନେ ଦେଶ, ସମାଜ ଓ ମଣିଷ ଗଠନରେ ନେଇଥାନ୍ତି ଉତ୍ତର ଦାୟିତ୍ୱ। ପାଠ ହେଉ କି ନୃତ୍ୟସଙ୍ଗୀତ,…

ଗୋପାଳପୁରରେ ହେବ ବୃହତ୍‌ ଔଷଧୀୟ ପାର୍କ

ଭୁବନେଶ୍ୱର,୫।୯(ବ୍ୟୁରୋ): ଗୋପାଳପୁର ସ୍ଥିତ ଟାଟା ସ୍ବତନ୍ତ୍ର ଅର୍ଥନୈତି ଜୋନ(ଏସଇଜେଡ୍‌)ରେ ବୃହତ ଔଷଧୀୟ ପାର୍କ ପ୍ରତିଷ୍ଠା ହେବ। ଶୁକ୍ରବାର ଲୋକସେବା ଭବନରେ ମୁଖ୍ୟ ଶାସନ ସଚିବ ଅସୀତ ତ୍ରିପାଠୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏକ ଉଚ୍ଚସ୍ତରୀୟ ବୈଠକରେ ଏହି ନିଷ୍ପତ୍ତି ନିଆଯାଇଛି। ଏହି ପାର୍କରେ…

ଭୁବନେଶ୍ୱରରେ ସଂକ୍ରମଣ ଆହୁରି ବଢ଼ିବ

ଭୁବନେଶ୍ୱର,୫।୯(ବ୍ୟୁରୋ): ଭୁବନେଶ୍ୱରରେ ସଂକ୍ରମଣ ଆହୁରି ବଢ଼ିବାର ଆଶଙ୍କା ରହିଛି। ଏଠାରେ ଲୋକଙ୍କ ଆଣ୍ଟିବଡି ପ୍ରିଭେଲାନ୍ସ କମ୍‌ ଯୋଗୁ ଆଗକୁ ଆକ୍ରାନ୍ତଙ୍କ ସଂଖ୍ୟା ବଢ଼ିପାରେ ବୋଲି ବିଏମ୍‌ସି କମିଶନର ପ୍ରେମଚନ୍ଦ୍ର ଚୌଧାରୀ କହିଛନ୍ତି। ବର୍ତ୍ତମାନ ସୁଦ୍ଧା ପାଖାପାଖି ୧୬୦୦ କମ୍ୟୁନିଟି ସାମ୍ପଲ ଟେଷ୍ଟ…

୮ରୁ ଯୁକ୍ତ୩ ଇ-ନାମଲେଖା ପାଇଁ ଆବେଦନ

ଭୁବନେଶ୍ୱର,୫।୯(ବ୍ୟୁରୋ): ରାଜ୍ୟରେ ଡିଗ୍ରୀ କଲେଜଗୁଡ଼ିକରେ ଇ-ନାମଲେଖା ପାଇଁ ଆସନ୍ତା ୮ ତାରିଖ ପୂର୍ବାହ୍ନ ୧୧ଟାରୁ ଆବେଦନ ପ୍ରକ୍ରିୟା ଆରମ୍ଭ ହୋଇ ୨୨ ତାରିଖ ରାତି ୧୧ଟା ୪୫ ପର୍ଯ୍ୟନ୍ତ ଚାଲିବ। ଏନେଇ ଶୁକ୍ରବାର ଉଚ୍ଚ ଶିକ୍ଷା ବିଭାଗ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ…

ଆଜି ଯୁକ୍ତ୨ କଳା ପରୀକ୍ଷାଫଳ

ଭୁବନେଶ୍ୱର,୫।୯(ବ୍ୟୁରୋ): ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ (ସିଏଚ୍‌ଏସ୍‌ଇ) ଦ୍ୱାରା ପରିଚାଳିତ ଯୁକ୍ତ୨ କଳା ପରୀକ୍ଷା ଫଳ ଆଜି ପ୍ରକାଶ ପାଇବ। ଏଥିସହିତ ଧନ୍ଦାମୂଳକ ଶିକ୍ଷା ପରୀକ୍ଷା ଫଳ ମଧ୍ୟ ବାହାରିବ ବୋଲି ଶୁକ୍ରବାର ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ରଞ୍ଜନ…

ନଭେମ୍ବର ୨୯ ପୂର୍ବରୁ ଉପନିର୍ବାଚନ

ଭୁବନେଶ୍ୱର/ନୂଆଦିଲ୍ଲୀ, ୫।୯(ବ୍ୟୁରୋ): ଆସନ୍ତା ନଭେମ୍ବର ୨୯ ତାରିଖ ପୂର୍ବରୁ ଓଡିଶାରେ ଖାଲି ରହିଥିବା ବାଲେଶ୍ୱର ସଦର ଓ ତିର୍ତ୍ତୋଲ ବିଧାନସଭା ଆସନ ଲାଗି ଉପନିର୍ବାଚନ ଅନୁଷ୍ଠିତ ହେବ। ବିଧାୟକଙ୍କ ମୃତ୍ୟୁ ଯୋଗୁ ଉଭୟ ଆସନ ଖାଲି ରହିଛି। ଏହାକୁ ମିଶାଇ ଦେଶରେ…

ଆଇପିଏଲ୍‌ରୁ ଓହରିଲେ ହରଭଜନ

ନୂଆଦିଲ୍ଲୀ, ୫ା୯(ପି.ଟି.)-ସିନିୟର ଅଫ୍‌ସ୍ପିନର ହରଭଜନ ସିଂ ବ୍ୟକ୍ତିଗତ କାରଣ ଦର୍ଶାଇ ଚଳିତ ବର୍ଷର ଇଣ୍ଡିଆନ ପ୍ରିମିୟର ଲିଗ୍‌ (ଆଇପିଏଲ୍‌)ରୁ ଓହରି ଯାଇଛନ୍ତି। ସେ ତାଙ୍କ ନିଷ୍ପତ୍ତି ସମ୍ପର୍କରେ ଚେନ୍ନାଇ ସୁପର କିଙ୍ଗ୍ସ (ସିଏସ୍‌କେ) ଟିମ୍‌ ମ୍ୟାନେଜମେଣ୍ଟକୁ ଅବଗତ କରାଇଛନ୍ତି। ଏଥର ଆଇପିଏଲ୍‌ରୁ…

ମହିଳା କର୍ମଚାରୀଙ୍କୁ ଅସଦାଚରଣ ଅଭିଯୋଗ: ବଲାଙ୍ଗୀର ଉପଜିଲାପାଳ ନିଲମ୍ବିତ

ବଲାଙ୍ଗୀର ଅଫିସ, ୪ା୯-ବଲାଙ୍ଗୀର ଉପଜିଲାପାଳ ସଞ୍ଜୟ କୁମାର ମିଶ୍ରଙ୍କ ବିରୋଧରେ ତାଙ୍କ ଅଫିସ୍‌ର ଜଣେ ମହିଳା କର୍ମଚାରୀ ସଙ୍ଗିନ ଅଭିଯୋଗ ଆଣିଛନ୍ତି। ଉପଜିଲାପାଳ ମିଶ୍ର ନିଜ ଅଫିସ ଚ୍ୟାମ୍ବର ଭିତରେ ସମ୍ପୃକ୍ତ ମହିଳା କର୍ମଚାରୀଙ୍କୁ ଅସଦାଚରଣ କରିଥିବା ସେ ଅଭିଯୋଗ କରିଛନ୍ତି…

ରିୟାଙ୍କ ଭାଇ ସୌଭିକ ଚକ୍ରବର୍ତ୍ତୀ ଗିରଫ

ମୁମ୍ବାଇ,୪।୯-ବଲିଉଡ ଅଭିନେତା ସୁଶାନ୍ତ ସିଂହ ରାଜପୁତଙ୍କ ମୃତ୍ୟୁ ମାମଲାରେ ରିୟା ଚକ୍ରବର୍ତ୍ତୀଙ୍କ ଭାଇ ସୌଭିକ ଚକ୍ରବର୍ତ୍ତୀଙ୍କୁ ଶୁକ୍ରବାର ଗିରଫ କରିଛି ନାର୍କୋଟିକ୍ସ କଣ୍ଟ୍ରୋଲ ବ୍ୟୁରୋ। ଅଭିନେତା ସୁଶାନ୍ତଙ୍କ ମ୍ୟାନେଜର ସାମୁଲଏ ମିରାଣ୍ଡାଙ୍କୁ ମଧ୍ୟ ଗିରଫ କରାଯାଇଛି। ସୌଭିକ ରିୟାଙ୍କ ବାବଦରେ କିଛି…

ଭୁବନେଶ୍ୱରରୁ ଆଜି ୫୫୦ ନୂଆ ପଜିଟିଭ ଚିହ୍ନଟ: ସେଥିରୁ ୩୦୭ ଲୋକାଲ କଣ୍ଟାକ୍ଟ କେସ

ଭୁବନେଶ୍ୱର,୪।୯(ବ୍ୟୁରୋ)-ଗତ ୨୪ ଘଣ୍ଟା ମଧ୍ୟରେ ଭୁବନେଶ୍ୱରରୁ ୫୫୦ ନୂଆ ପଜିଟିଭ ଚିହ୍ନଟ ହୋଇଛନ୍ତି । ୫୫୦ ଆକ୍ରାନ୍ତଙ୍କ ମଧ୍ୟରେ ୨୪୩ ଜଣ କ୍ୱାରାଣ୍ଟାଇନରୁ ଚିହ୍ନଟ ହୋଇଥିବାବେଳେ ୩୦୭ ଲୋକାଲ କଣ୍ଟାକ୍ଟ କେସ ରହିଛି। ଅପରପକ୍ଷରେ ଗତ ୨୪ ଘଣ୍ଟାରେ ଭୁବନେଶ୍ୱରରୁ ୨୭୨…

ରାଜ୍ୟରେ ସୁସ୍ଥ ହେଲେ ଆଉ ୨୯୮୦ କରୋନା ଆକ୍ରାନ୍ତ

ଭୁବନେଶ୍ୱର,୪।୯(ବ୍ୟୁରୋ)-ରାଜ୍ୟରେ ଶୁକ୍ରବାର ଆଉ ୨୯୮୦ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। କଟକ ଜିଲାରୁ ସର୍ବାଧିକ ୬୫୪ ଆକ୍ରାନ୍ତ ସୁସ୍ଥ ହୋଇଥିବାବେଳେ ଖୋର୍ଦ୍ଧାରୁ ୨୬୩, ଗଞ୍ଜାମରୁ ୨୧୨, ମୟୂରଭଞ୍ଜରୁ ୨୦୭, ସମ୍ବଲପୁରରୁ ୧୩୩, ବଲାଙ୍ଗୀରରୁ ୧୨୬, ନୟାଗଡରୁ ୧୧୪, ପୁରୀରୁ ୧୧୪, ବାଲେଶ୍ୱରରୁ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri