Home

ବିସ୍ଫୋରକ କାରଖାନାରେ ଭୟଙ୍କର ବିସ୍ଫୋରଣ, ୧୫ ମୃତ

ନାଗପୁର,୧।୩: ମହାରାଷ୍ଟ୍ରର ନାଗପୁର ଜିଲାରେ ରବିବାର ଏକ ଭୟଙ୍କର ଦୁର୍ଘଟଣା ଘଟିଛି। ନାଗପୁର ଜିଲାର କାଟୋଲ ତହସିଲରେ ଏକ ବିସ୍ଫୋରକ କାରଖାନାରେ ବିସ୍ଫୋରଣ ଘଟି ଅତି କମରେ ୧୫ ଜଣଙ୍କର ମୃତ୍ୟୁ ହୋଇଛି ଏବଂ ଅନେକ ଗୁରୁତର ଆହତ ହୋଇଛନ୍ତି। ପୋଲିସ…

ମୃତ୍ୟୁ ପୂର୍ବରୁ ଶେଷ ଭାଷଣ ଦେଇଥିଲେ ଖାମେନେଇ, ଜାଣନ୍ତୁ ଟ୍ରମ୍ପଙ୍କୁ ନେଇ କ’ଣ କହିଥିଲେ

ତେହେରାନ,୧।୩: ଇରାନର ସର୍ବୋଚ୍ଚ ନେତା ଆୟାତୋଲ୍ଲା ଅଲି ଖାମେନେଇଙ୍କ ଆମେରିକା-ଇସ୍ରାଏଲ ଆକ୍ରମଣରେ ମୃତ୍ୟୁ ଘଟିଛି। ଇସ୍ରାଏଲ-ଆମେରିକୀୟ ଆକ୍ରମଣ ଇରାନରେ ଭୟର ବାତାବରଣ ସୃଷ୍ଟି କରିଛି। ଏହାକୁ ନେଇ ଇରାନରେ ୪୦ ଦିନିଆ ଶୋକ ପାଳନ ଘୋଷଣା କରାଯାଇଛି, ସାତ ଦିନର ସରକାରୀ…

ଆମ୍ବୁଲାନ୍ସ ପହଞ୍ଚିବାରେ ବିଳମ୍ବ: ଚାଲିଗଲା ରୋଗୀଙ୍କ ଜୀବନ, ସ୍ବାସ୍ଥ୍ୟକେନ୍ଦ୍ର ପରିସରରେ ଉତ୍ତେଜନା

ପାଟଣା,୧ା୩(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ରବିବାର ମଧ୍ୟାହ୍ନରେ ରୋଗୀଙ୍କ ମୃତ୍ୟୁ ନେଇ ଉତ୍ତେଜନା ପ୍ରକାଶ ପାଇଛି। ଆମ୍ବୁଲାନ୍ସ ବିଳମ୍ବରେ ପହଞ୍ଚିବା ନେଇ ନେଇ ପାଟଣା ସ୍ବାସ୍ଥ୍ୟକେନ୍ଦ୍ର ପରିସରରେ ଉତ୍ତେଜନା ପ୍ରକାଶ ପାଇଛି। ମୃତକଙ୍କ ସମ୍ପର୍କୀୟ ଓ ଡାକ୍ତରଙ୍କ…

ନିଜେ ନିଜେ କାହିଁକି କୋର୍ଟ ପହଞ୍ଚିଲେ ମୁଖ୍ୟମନ୍ତ୍ରୀ? ୭ ବର୍ଷ ପୁରୁଣା ମାମଲା ସହିତ ରହିଛି ସମ୍ପର୍କ

ହାଇଦ୍ରାବାଦ,୧।୩: ତେଲଙ୍ଗାନା ମୁଖ୍ୟମନ୍ତ୍ରୀ ଏ. ରେବନ୍ତ ରେଡ୍ଡୀ ହାଇଦ୍ରାବାଦର ନାମପାଲିରେ ଥିବା ସ୍ବତନ୍ତ୍ର ଲୋକ ପ୍ରତିନିଧି କୋର୍ଟରେ ବ୍ୟକ୍ତିଗତ ଭାବରେ ହାଜର ହୋଇଥିଲେ। ଏହି ହାଜର ୨୦୧୯ ହୁଜୁରନଗର ଉପନିର୍ବାଚନ ସମୟରେ ନିର୍ବାଚନ ଆଚରଣ ବିଧି ଉଲ୍ଲଂଘନ ଏବଂ ୨୦୨୧ରେ କୋଭିଡ…

ରକ୍ଷକ ହୋଇ ଭକ୍ଷକ ସାଜିଥିବା ପୂର୍ବତନ ବିଧାୟକ ଧର୍ମଶାଳାବାସୀଙ୍କୁ କ୍ଷମା ମାଗନ୍ତୁ, ଏପରି ଅଭିଯୋଗ ଆଣି…

ଧର୍ମଶାଳା,୧ା୩(ଶିବ ପ୍ରସାଦ ମହାନ୍ତି): ଯାଜପୁର ଜିଲାରେ ପୂର୍ବ ସରକାର ସମୟରେ ଅନେକ ଦୁର୍ନୀତି ହୋଇଥିବା ବେଳେ ପୋଲିସ ପ୍ରଶାସନ, ଖଣି ଉପନିର୍ଦ୍ଦେଶକ ଏବଂ ତହସିଲ ପ୍ରଶାସନ ମିଳିତ ଭାବେ ନେତାଙ୍କ ଚାପରେ ତାଙ୍କ ଉପରେ କରିଥିବା ଅତ୍ୟାଚାର ଓ ବେଆଇନ କାର୍ଯ୍ୟ…

ଧାନଜମିରେ ଇଲେକ୍ଟ୍ରି କରେଣ୍ଟ ଦେଇ ଷଣ୍ଢକୁ ମାରିଦେଲେ ଚାଷୀ, ତାତିଲା ବଜରଙ୍ଗ ଦଳ, ପ୍ରତିବାଦରେ…

ବାଲିଆପାଳ,୧ା୩(ଗୋପାଳ ଚନ୍ଦ୍ର ସାହୁ): ବାଲେଶ୍ୱର ଜିଲା ବାଲିଆପାଳ ବ୍ଲକରେ ଦିନକୁ ଦିନ ଲୋକେ ଷଣ୍ଢଗୁଡ଼ିକୁ ଇଲେକ୍ଟ୍ରି କରେଣ୍ଟ ଦେଇ ମାରି ଦେଉଛନ୍ତି। ଏନେଇ ବାଲିଆପାଳ ଥାନାରେ ଅଭିଯୋଗ ହେଲେ ମଧ୍ୟ ପୋଲିସ ପକ୍ଷରୁ କୌଣସି କାର୍ଯ୍ୟାନୁଷ୍ଠାନ ନିଆଯାଉ ନ ଥିବା ଅଭିଯୋଗ…

ମୃତ୍ୟୁ ସମୟରେ କ’ଣ କରୁଥିଲେ ଖାମନେଇ, କେଉଁଠି ଥିଲେ, ସାଙ୍ଗରେ ଆଉ କିଏ ଥିଲେ? ଜାଣନ୍ତୁ ସୁପ୍ରିମ ଲିଡରଙ୍କ ମୃତ୍ୟୁର ଇନସାଇଡ ଷ୍ଟୋରୀ

ତେହରାନ,୧।୩: ଇରାନର ସର୍ବୋଚ୍ଚ ନେତା ଆୟାତୋଲ୍ଲା ଅଲି ଖାମନେଇଙ୍କ ମୃତ୍ୟୁ ଏବେ ଆନୁଷ୍ଠାନିକ ଭାବରେ ନିଶ୍ଚିତ ହୋଇଛି। ସରକାରୀ ପ୍ରେସ ଟିଭି ଏବଂ ଅନ୍ୟାନ୍ୟ ଗଣମାଧ୍ୟମ ରିପୋର୍ଟ ଅନୁଯାୟୀ, ଖାମନେଇ ଆମେରିକା-ଇସ୍ରାଏଲର ମିଳିତ ବିମାନ ଆକ୍ରମଣରେ ପ୍ରାଣ ହରାଇଛନ୍ତି। ଏହି ଖବର…

ବଡ଼ଭାଇଙ୍କୁ ପଥରରେ ଛେଚି ହତ୍ୟା କଲେ ସାନ

ଝାରସୁଗୁଡ଼ା,୧ା୩(ଆଶିଷ ରଞ୍ଜନ ଦାଶ): ଝାରସୁଗୁଡା ବଡ଼ମାଳ ଥାନା ଅନ୍ତର୍ଗତ ବୃନ୍ଦାମାଲ ରେଲଓ୍ବେ ଷ୍ଟେଶନ ନିକଟରେ ଥିବା ଏକ ବସ୍ତିରେ ରହୁଥିବା ବଡ଼ଭାଇ ବିବେକନାଥ ନାଗ(୨୮)ଙ୍କୁ ସାନଭାଇ କ୍ଷୀରୋଦନାଥ ନାଗ(୨୪) ଶନିବାର ବିଳମ୍ବିତ ରାତିରେ ପଥରରେ ଛେଚି ହତ୍ୟା କରିଛନ୍ତି। ସୂଚନାନୁସାରେ, ବୃନ୍ଦାମାଲ…

ଇସ୍ରାଏଲ-ଆମେରିକା ଆକ୍ରମଣରେ କେବଳ ଖାଇନେଇ ନୁହେଁ, ପରିବାରର ଅନେକ ସଦସ୍ୟ ନିହତ

ଜେରୁଜେଲମ,୧।୩: ଇରାନର ସୁପ୍ରିମ ଲିଡର ଆୟାତୋଲ୍ଲା ଅଲି ଖାମେନେଇଙ୍କ ମୃତ୍ୟୁ ପରେ, ଏବେ ଖବର ଆସିଛି ଯେ ତାଙ୍କ ପରିବାରର ଅନେକ ସଦସ୍ୟ ମଧ୍ୟ ନିହତ ହୋଇଛନ୍ତି। ଇରାନର ସରକାରୀ ଗଣମାଧ୍ୟମ ରିପୋର୍ଟ କରିଛି ଯେ ଇସ୍ରାଏଲୀ ଏବଂ ଆମେରିକୀୟ ମିଳିତ…

ଆଜିଠାରୁ ଆକାଶରେ ଦେଖାଯିବ ବିରଳ ଦୃଶ୍ୟ: ନିକଟତର ହେବେ ୬ ଗ୍ରହ

ଭୁବନେଶ୍ୱର,୧ା୩(ସୁଚିସ୍ମିତା ସାହୁ): ସନ୍ଧ୍ୟା ଆକାଶରେ ଶନିବାରଠାରୁ ୬ଟି ଗ୍ରହ ନିକଟତର ହେବେ। ଏହି ବିରଳ ମହାଜାଗତିକ ଦୃଶ୍ୟ ମାର୍ଚ୍ଚ ୭ ଯାଏ ଦୃଶ୍ୟମାନ ହେବ। ପ୍ରତିଦିନ ସୂର୍ଯ୍ୟାସ୍ତ ପରେ ପ୍ରାୟ ୩୦ ମିନିଟରୁ ୬୦ ମିନିଟ ମଧ୍ୟରେ ଆକାଶରେ ଆକର୍ଷଣ ସାଜିବେ…

ଭୟଙ୍କର ହେଲା ଯୁଦ୍ଧ: ଆମେରିକା ଏୟାରବେସ୍‌ ଉପରେ ଆକ୍ରମଣ କଲା ଇରାନ

ତେହରାନ,୧।୩: ଖାମେନେଇଙ୍କ ପୁଅ ହେଲେ ଇରାନର ସୁପ୍ରିମ ଲିଡର। ମୁଜତାବା ହୋସେନି ଖାମନେଇ ହେଲେ ଇରାନର ନୂଆ ନେତା। ଖାମେନେଇଙ୍କ ପୁଅ ହେଲେ ମୁଜତାବା। ଏୟାର ଷ୍ଟ୍ରାଇକରେ ଖାମେନେଇଙ୍କ ମୃତ୍ୟୁ ହୋଇଛି। ଖାମେନେଇଙ୍କ ପୁଅ ଦାୟିତ୍ୱ ନେବା ପରେ ରକ୍ତମୁଖା ହୋଇଛି…

Iran New Leader: ଖାମେନେଇଙ୍କ ପୁଅ ହେଲେ ଇରାନର ନୂଆ ସୁପ୍ରିମ ଲିଡର, ଆମେରିକାରେ ହାଇ ଆଲର୍ଟ!

ତେହରାନ୍‌,୧।୩: ଖାମେନେଇଙ୍କ ପୁଅ ହେଲେ ଇରାନର ସୁପ୍ରିମ ଲିଡର। ମୁଜତାବା ହୋସେନି ଖାମନେଇ ହେଲେ ଇରାନର ନୂଆ ନେତା। ଖାମେନେଇଙ୍କ ପୁଅ ହେଲେ ମୁଜତାବା। ଏୟାର ଷ୍ଟ୍ରାଇକରେ ଖାମେନେଇଙ୍କ ମୃତ୍ୟୁ ହୋଇଛି। ଆମେରିକା ଓ ଇସ୍ରାଏଲର ଆକ୍ରମଣରେ ଇରାନର ସୁପ୍ରିମ ଲିଡର…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri