‘ସ୍ନେହଭରା ପ୍ରତ୍ୟେକ ଶବ୍ଦ ପାଇଁ…’ ଜନ୍ମଦିନର ଶୁଭେଚ୍ଛା ପାଇଁ କୃତଜ୍ଞତା ଜଣାଇଲେ ପ୍ରଧାନମନ୍ତ୍ରୀ ମୋଦି
ନୂଆଦିଲ୍ଲୀ,୧୭।୯: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ତାଙ୍କ ଜନ୍ମଦିନ ଅବସରରେ ମିଳିଥିବା ଶୁଭେଚ୍ଛା ପାଇଁ କୃତଜ୍ଞତା ଜଣାଇଛନ୍ତି। ସୋସିଆଲ ମିଡିଆ ପ୍ଲାଟଫର୍ମ ‘ଏକ୍ସ’ (X) ରେ ପୋଷ୍ଟ କରି ସେ ଲେଖିଛନ୍ତି, ‘ସବୁଆଡୁ ମିଳିଥିବା ଶୁଭେଚ୍ଛା, ସ୍ନେହ ଏବଂ ଆଶୀର୍ବାଦ ପାଇଁ ମୁଁ…
ଧାନ କ୍ଷେତରେ ବଜ୍ରପାତ; ଚାଲିଗଲା ନଣନ୍ଦ-ଭାଉଜଙ୍କ ଜୀବନ, ସୋହେଲାରେ ଶୋକର ଛାୟା
ସୋହେଲା,୧୭।୯(ଅଶ୍ୱିନୀ ପାତ୍ର): ବରଗଡ଼ ଜିଲା ସୋହେଲା ଥାନା ଅନ୍ତର୍ଗତ କୁସୁର୍ଡା ଗ୍ରାମରେ ଗୁରୁବାର ଅଭାବନୀୟ ଘଟଣା ଘଟିଯାଇଛି । ବଜ୍ରପାତରେ ୨ମହିଳାଙ୍କ ମୃତ୍ୟୁ ହୋଇଛି । ମୃତକମାନେ ହେଲେ, ବରଗଡ଼ ଜିଲା ବରପାଲି ଥାନା ଅନ୍ତର୍ଗତ କଟାପାଲି ଗ୍ରାମର ପ୍ରଭାସ ପ୍ରଧାନଙ୍କ…
ଜୟ ଶାହାଙ୍କ ଟିମ୍ରେ ମିଳିଲା ବଡ଼ ଦାୟିତ୍ୱ, ICCରେ ଇତିହାସ ରଚିଲେ…
ନୂଆଦିଲ୍ଲୀ,୧୭ା୯: ଜିମ୍ବାୱେ କ୍ରିକେଟକୁ ନେଇ ବଡ଼ ଖବର ସାମ୍ନାକୁ ଆସିଛି । ଇଣ୍ଟରନ୍ୟାସନାଲ କ୍ରିକେଟ୍ କାଉନସିଲ୍ (ICC) ତୱେଙ୍ଗୱା ମୁକୁହଲାନିଙ୍କୁ ଡେପୁଟି ଚେୟାରମ୍ୟାନ୍ ଭାବେ ନିଯୁକ୍ତ କରିଛି । ତାଙ୍କ କାର୍ଯ୍ୟକାଳ ୧୪ ମାସ ରହିବ ଏବଂ ସେ ନଭେମ୍ବର ୨୦୨୭…
ଗୁଣିଗାରେଡି ସନ୍ଦେହରେ ବାପପୁଅଙ୍କୁ ହତ୍ୟା ମାମଲା, ୧୨ ଅଭିଯୁକ୍ତଙ୍କୁ ଆଜୀବନ କାରାଦଣ୍ଡ
ପାରଳାଖେମୁଣ୍ଡି,୧୭ା୯(ଗିରିଧାରୀ ପରିଛା): ଗୁଣିଗାରେଡି ସନ୍ଦେହରେ ବାପା-ପୁଅଙ୍କୁ ହତ୍ୟା ମାମଲାରେ ପାରଳାଖେମୁଣ୍ଡି ଏଡିଜେ କୋର୍ଟ ୧୨ ଜଣ ଅଭିଯୁକ୍ତଙ୍କୁ ଆଜୀବନ କାରାଦଣ୍ଡାଦେଶ ଦେଇଛନ୍ତି । ୨୦୨୧ ମସିହାରେ ଅଡବା ଥାନା ଅଧୀନ ମୁଠାଗୁଡ଼ା ଗ୍ରାମରେ ଘଟିଥିବା ଏହି ଡବଲ୍ ମର୍ଡର୍ ମାମଲାରେ ୨୩…
ହୃଦୟ ବିଦାରକ ଦୃଶ୍ୟ; ଶବ ପାଇଁ ନାହିଁ ଷ୍ଟ୍ରେଚର୍! ତଳେ ଘୋଷାଡ଼ି ନେଲେ ମୃତଦେହ
ପାଟନା,୧୭ା୯: ବିହାରର ବକ୍ସରରୁ ମାନବିକତା ଓ ମୃତଦେହର ସମ୍ମାନ ସହ ଜଡ଼ିତ ବ୍ୟବସ୍ଥାକୁ ନେଇ ପ୍ରଶ୍ନ ଉଠାଇଲା ଭଳି ଏକ ଭିଡିଓ ସାମ୍ନାକୁ ଆସିଛି । ସୋସିଆଲ ମିଡିଆରେ ଭାଇରାଲ ହେଉଥିବା ଏହି ଭିଡିଓରେ କଫନରେ ଗୁଡ଼ାଇ ହୋଇଥିବା ଏକ ଶବକୁ…
୧୪ ହିତାଧିକାରୀଙ୍କୁ କାର୍ଯ୍ୟାଦେଶ ବଣ୍ଟନ କଲେ ବିଧାୟକ
ଗୁଡ଼ାରି,୧୭ା୯(ପ୍ରମୋଦ କୁମାର ପତି): ଗୁଡ଼ାରି ଏନ୍ଏସି କାର୍ଯ୍ୟାଳୟ ପରିସରରେ ୧୪ ଜଣ ହିତାଧିକାରୀଙ୍କୁ ଆବାସ ଯୋଜନାରେ କାର୍ଯ୍ୟାଦେଶ ବଣ୍ଟନ କରିଛନ୍ତି ବିଧାୟକ ସତ୍ୟଜିତ ଗମାଙ୍ଗ। ସହରର ୧୪ ଜଣଙ୍କୁ କାର୍ଯ୍ୟାଦେଶ ବଣ୍ଟନ କରି ଖୁବ୍ଶୀଘ୍ର ଗୃହ କାର୍ଯ୍ୟ ସମାପ୍ତ କରିବା ନିମନ୍ତେ…
ହତ୍ୟା କରିବା ପରେ ବାଇକ୍ ସହ ମୃତଦେହ ଫିଙ୍ଗି ଦେଇଥିଲେ ୧୨ ଅଭିଯୁକ୍ତ, ଆଜି ପୂରା ଘଟଣାର ପର୍ଦ୍ଦାଫାଶ କରି…
ଗୁଣପୁର,୧୭ା୯(ସୁଜାତା ପାଢ଼ୀ/ସଙ୍କେତ ପାତ୍ର): ରାୟଗଡ଼ା ଜିଲା ଗୁଣପୁର ବ୍ଲକ ଜଗନ୍ନାଥପୁର ପଞ୍ଚାୟତର ନୂଆଲବା ଗ୍ରାମ ନିକଟରେ ଜଣେ ବ୍ୟକ୍ତିଙ୍କ ମୃତଦେହ ମିଳିବା ଘଟଣାକୁ ନେଇ ଚାଞ୍ଚଲ୍ୟ ଖେଳିଯାଇଥିଲା। ମାଟି ରାସ୍ତାପାର୍ଶ୍ୱରେ ଥିବା ଏକ ଖାଲରେ ୫୬ ବର୍ଷୀୟ ପାତିକା ମାତିଆଙ୍କ ମୃତଦେହ…
ଦିଗପହଣ୍ଡିରେ ଆଶ୍ଚର୍ଯ୍ୟଜନକ ଘଟଣା; ସ୍ୱପ୍ନାଦେଶ ପରେ ମାଟିତଳୁ ମିଳିଲା ମା’ କାଳୀଙ୍କ ମୂର୍ତ୍ତି, ଗାଁ ଲୋକଙ୍କ ପୂଜାର୍ଚ୍ଚନା
ଦିଗପହଣ୍ଡି,୧୭।୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବାସୁଦେବପୁର ପଞ୍ଚାୟତ ବଜାପଲ୍ଲୀ ଗ୍ରାମରେ ଏକ ଆଶ୍ଚର୍ଯ୍ୟଜନକ ଘଟଣା ଦେଖିବାକୁ ମିଳିଛି । ବି.ଯୁଧିଷ୍ଠିର ରେଡ୍ଡୀଙ୍କ ଘର ବାରିପଟ ମାଟିତଳୁ ଗୁରୁବାର ଭୋରରୁ ପ୍ରାୟ ୪ ଇଞ୍ଚ ଲମ୍ବା ବିଶିଷ୍ଟ ସୁନା…
ଛତ୍ରପୁର ସହରରେ କୁକୁର-ମାଙ୍କଡ଼ଙ୍କ ଉପଦ୍ରବ, ନିୟନ୍ତ୍ରଣ ପାଇଁ ଜିଲାପାଳଙ୍କ ଦୃଷ୍ଟି ଆକର୍ଷଣ କରି…
ଛତ୍ରପୁର,୧୭ା୯(ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଜିଲାର ସଦରମହକୁମା ଛତ୍ରପୁର ସହରରେ ବୁଲା କୁକୁର ଓ ମାଙ୍କଡ଼ଙ୍କ ଉପଦ୍ରବ ଦିନକୁ ଦିନ ବଢ଼ୁଥିବା ନେଇ ସାଧାରଣରେ ଉଦ୍ବେଗ ପ୍ରକାଶ ପାଇଛି। ସହରର ବିଭିନ୍ନ ଅଞ୍ଚଳରେ ବୁଲା କୁକୁର ଓ ମାଙ୍କଡ଼ଙ୍କ ସଂଖ୍ୟା ବୃଦ୍ଧି ପାଇବା…
ବ୍ରେକଅପ୍ ଚର୍ଚ୍ଚା ଭିତରେ ମୁହଁ ଖୋଲିଲେ ଆକୃତି ଅଗ୍ରୱାଲ, ପୃଥ୍ବୀ ଶ’ଙ୍କୁ ନେଇ କହିଲେ…
ନୂଆଦିଲ୍ଲୀ,୧୭।୯: ଟିମ୍ ଇଣ୍ଡିଆରୁ ଦୀର୍ଘ ସମୟ ଧରି ଦୂରେ ଥିବା ଭାରତୀୟ ଓପନର ବ୍ୟାଟର ପୃଥ୍ୱୀ ଶ’ଙ୍କ ବ୍ୟକ୍ତିଗତ ଜୀବନକୁ ନେଇ ଚର୍ଚ୍ଚା ଆରମ୍ଭ ହୋଇଛି । ତାଙ୍କ ଭାବି ପତ୍ନୀ ଆକୃତି ଅଗ୍ରୱାଲ ଦୁହିଁଙ୍କ ସମ୍ପର୍କ ଶେଷ ହୋଇଥିବା ନେଇ…
ପାର୍ବଣ ପୂର୍ବରୁ ବଡ଼ ଖବର: ଶସ୍ତା ହେବ ଖାଇବା ତେଲ! ଆମଦାନୀ ଶୁଳ୍କ କମାଇବାକୁ ସରକାରଙ୍କ…
ନୂଆଦିଲ୍ଲୀ,୧୭।୯: ଦେଶରେ ବୃଦ୍ଧି ପାଉଥିବା ନିତ୍ୟବ୍ୟବହାର୍ଯ୍ୟ ସାମଗ୍ରୀର ଦରଦାମ ମଧ୍ୟରେ ସାଧାରଣ ଲୋକଙ୍କ ପାଇଁ ଏକ ବଡ଼ ଆଶ୍ୱସ୍ତିକର ଖବର ସାମ୍ନାକୁ ଆସିଛି। ଆଗାମୀ ପାର୍ବଣ ଋତୁ ପୂର୍ବରୁ ଖାଇବା ତେଲ (Vegetable Oil) ର ବୃଦ୍ଧିପାଉଥିବା ଦରକୁ ନିୟନ୍ତ୍ରଣ କରିବା…
ଆର୍ଯ୍ୟପଲ୍ଲୀରେ କୂଳ ଖାଇ ଚାଲିଛି ସମୁଦ୍ର, ପ୍ରତିଶ୍ରୁତି ଦେଇ ରକ୍ଷଣାବେକ୍ଷଣ ଦାୟିତ୍ୱ ଭୁଲିଗଲା କମ୍ପାନୀ
ଛତ୍ରପୁର,୧୭ା୯(ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଗ୍ଲୋବାଲ ଓ୍ବାର୍ମିଂ ଯୋଗୁ ସମୁଦ୍ର ଜଳସ୍ତର ବୃଦ୍ଧି ପାଉଥିବା ବେଳେ ଗଞ୍ଜାମ ଜିଲା ଛତ୍ରପୁର ଉପକଣ୍ଠ ଆର୍ଯ୍ୟପଲ୍ଲୀ ଅଞ୍ଚଳରେ ତୀବ୍ର ସମୁଦ୍ର କୂଳ ଖାଉଥିବା ଦେଖାଦେଇଛି। ଭାରତୀୟ ବିରଳ ମୃତ୍ତିକା (IREL) ପକ୍ଷରୁ ବାଲି ଖନନ ପାଇଁ…

