Home

ଧର୍ମଶାଳା ବ୍ଲକରେ ବନ୍ୟା: ୭ ହଜାରରୁ ଊର୍ଦ୍ଧ୍ୱ ହେକ୍ଟର ଫସଲ କ୍ଷତିଗ୍ରସ୍ତ

ଧର୍ମଶାଳା,୪।୯ (ଡି.ଏନ୍‌.ଏ.): ଲଘୁଚାପଜନିତ ଲଗାଣ ବର୍ଷା ଓ ପ୍ରଳୟଙ୍କାରୀ ବନ୍ୟା ଯୋଗୁ ଧର୍ମଶାଳା ବ୍ଲକ ଅଧୀନ ୪୫ ପଞ୍ଚାୟତର ୭ ହଜାର ୭ଶହ ହେକ୍ଟର ଚାଷଜମି କ୍ଷତିଗ୍ରସ୍ତ ହୋଇଛି। ବ୍ଲକ କୃଷି ବିଭାଗ ଓ ରାଜସ୍ବ ବିଭାଗ ପକ୍ଷରୁ ମିଳିତ ଭାବେ…

ପୁଣି ରେକର୍ଡ ଭାଙ୍ଗିଲା କରୋନା: ଗୋଟିଏ ଦିନରେ ୮୩ ହଜାରରୁ ଅଧିକ ନୂଆ ଆକ୍ରାନ୍ତ, ୧୦୯୬ ମୃତ

ନୂଆଦିଲ୍ଲୀ,୪।୯: ଦେଶରେ ମହାମାରୀ କରୋନା ସଙ୍କଟ ଜାରି ରହିଛି। ଗତ ୨୪ ଘଣ୍ଟାରେ ଦେଶରେ ରେକର୍ଡ ୮୩ ହଜାର ୩୪୧ ଜଣ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଫଳରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୩୯ ଲକ୍ଷ ୩୬ ହଜାର ୭୪୮ରେ ପହଞ୍ଚିଛି।…

ପରିବା ବ୍ୟବସାୟୀଙ୍କ ଉପରେ ମାଡ଼ିଗଲା ଟ୍ରକ, ଜଣଙ୍କ ଜୀବନ ଗଲା; ୨ ଗୁରୁତର

ରସୁଲପୁର,୪ା୯(ଡି.ଏନ୍‌.ଏ.): ଯାଜପୁର ଜିଲା ରସୁଲପୁର ବ୍ଲକ ବାରବାଟୀ ପଞ୍ଚାୟତର ଓଡ଼ଙ୍ଗ ଠାରେ ଶୁକ୍ରବାର ଭୋର୍‌ ସମୟରେ ୧୬ନଂ ଜାତୀୟ ରାଜପଥ ଉପରେ ବସୁଥିବା ଦୈନିକ ପରିବା ହାଟରେ ଦୁର୍ଘଟଣା ଘଟିଛି। ଏଠାରେ ଏକ ଟ୍ରକ ସ୍ଥାନୀୟ ପ୍ରଥମାଖଣ୍ଡି ପଞ୍ଚାୟତର ଅଶୋକ ସେଠୀ(୩୨)…

୬ ଲକ୍ଷ ଟଙ୍କାରେ ବିକ୍ରି ହେଲା ଏହି ପତ୍ର

ଘର ସଜେଇବା ପାଇଁ ଲୋକେ ଅନେକ ଟଙ୍କା ଖର୍ଚ୍ଚ କରି ଇଣ୍ଡୋର୍‌ ପ୍ଲାଣ୍ଟସ୍‌ ଲଗାନ୍ତି। ନିକଟରେ ନ୍ୟୁଜିଲାଣ୍ଡର ଜଣେ ବ୍ୟକ୍ତି ୬ ଲକ୍ଷ ଟଙ୍କା କରି ଏକ ଦୁର୍ଲଭ ଇଣ୍ଡୋର୍‌ ପ୍ଲାଣ୍ଟସ୍‌ କିଣିଛନ୍ତି। ଏହାର ନାମ ହେଉଛି ଭେରିଗେଟେଡ୍‌ ର଼୍ୟାଫିଡୋଫୋରା ଟେଟ୍ରାସ୍ପର୍ମା।…

ଜୟଦେବ ପୁରସ୍କାର ଅର୍ଥ ରାଶି ବଢ଼ାଇବାକୁ ଦାବି

ଭୁବନେଶ୍ୱର,୪।୯(ବ୍ୟୁରୋ): ରାଜ୍ୟ ସରକାରଙ୍କ ଐତିହ୍ୟ କ୍ୟାବିନେଟ୍‌ ବୈଠକରେ ସାହିତ୍ୟ ଏକାଡେମୀ, ସଙ୍ଗୀତ ନାଟକ ଏକାଡେମୀ, ଲଳିତକଳା ଏକାଡେମୀର ସର୍ବୋଚ୍ଚ ପୁରସ୍କାର ରାଶି ପରିମାଣ ୧ଲକ୍ଷରୁ ୫ଲକ୍ଷ ଟଙ୍କାକୁ ବୃଦ୍ଧି କରାଯାଇଛି। ସେହିପରି ଏକାଡେମୀଗୁଡିକର ପୁରସ୍କାର ବାବଦ ଅର୍ଥ ୫୦ହଜାରରୁ ୨ଲକ୍ଷ ଟଙ୍କାକୁ…

ରାତି ୧୨ଟାରେ ଚକୋଲେଟ ଖାଉଛନ୍ତି ଅମିତାଭ ବଚ୍ଚନ

ବଲିଉଡ୍‌ ଅଭିନେତା ଅମିତାଭ ବଚ୍ଚନ କରୋନାରୁ ସୁସ୍ଥ ହୋଇ ନିଜ ଚିର ପରିଚିତ ଶୈଳୀରେ ସୋସିଆଲ ମିଡିଆରେ ପୁଣି ସକ୍ରିୟ ହୋଇଛନ୍ତି। ନିକଟରେ ସେ ଚକୋଲେଟର ଏକ ଫଟୋ ଶେୟାର କରିଛନ୍ତି। ସେ ଏହି ଚକୋଲେଟକୁ ମଧ୍ୟ ବେଶ୍‌ ପ୍ରଶଂସା କରିଛନ୍ତି।…

ବନ୍ୟା ଉଜାଡ଼ିଛି ୫୪ ହଜାର ହେକ୍ଟର ଫସଲ

କେନ୍ଦ୍ରାପଡ଼ା ଅଫିସ,୪।୯: ମହାନଦୀ, ବ୍ରାହ୍ମଣୀ ଓ ବୈତରଣୀ ସିଷ୍ଟମରେ ଥିବା ଚଳିତ ବନ୍ୟା ପୂର୍ବରୁ ଲଘୁଚାପ ବର୍ଷା ହୋଇଥିଲା। କ୍ଷେତରୁ ବର୍ଷା ଜଳ ନିଷ୍କାସିତ ହୋଇ ନ ଥିବା ବେଳେ କେନ୍ଦ୍ରାପଡ଼ା ଜିଲାର ୭ ନଦୀରେ ବନ୍ୟା ଆସିଥିଲା। ବର୍ଷାଋତୁ ପାଇଁ…

ଭୂମିହୀନଙ୍କୁ ପଟ୍ଟା ମାମଲା: ଆର୍‌ଡିସିଙ୍କ ବିରୋଧରେ କଣ୍ଟେପ୍ଟ କେସ୍‌ ରୁଜୁ

କେନ୍ଦ୍ରାପଡ଼ା ଅଫିସ,୪।୯: କେନ୍ଦ୍ରାପଡ଼ା ଜିଲା ମହାକାଳପଡା ତହସିଲ ଅଞ୍ଚଳରେ ଜମି ଥାଇ ମଧ୍ୟ ଭୂମିହୀନ ଯୋଜନାରେ ସାମିଲ ହେଉଛନ୍ତି। ଏପରି ଅଭିଯୋଗର ବିଚାର ପାଇଁ ରାମନଗର ଗ୍ରାମର ଅମିତାଭ ଚାନ୍ଦ ଉଚ୍ଚ ନ୍ୟାୟାଳୟଙ୍କ ଆଶ୍ରୟ ନେଇଥିଲେ। ଉଚ୍ଚ ନ୍ୟାୟାଳୟ ଏହି ସମସ୍ୟାକୁ…

୧୬ ହଜାର ଲୋକଙ୍କୁ ହତ୍ୟା କରିଥିବା ବ୍ୟକ୍ତି ଶେଷରେ ଆଖିବୁଜିଲେ

କାମ୍ବୋଡିଆ,୪।୯: ଏକଛତ୍ରବାଦୀ ଶାସକ ଖେମର ରୁଜଙ୍କ ଶାସନ କାଳରେ କାମ୍ବୋଡିଆର ୧୬ ହଜାର ସାଧାରଣ ନାଗରିକଙ୍କୁ ନିର୍ଯାତନା ଦେଇ ହତ୍ୟା କରିଥିବା ପୂର୍ବତନ ଜେଲର କିଆଙ୍ଗ ଗୁୟେକ ଇୟାଭ ୭୭ ବର୍ଷ ବୟସରେ ମୃତ୍ୟୁବରଣ କରିଛନ୍ତି। ଆଜୀବନ କାରାଦଣ୍ଡରେ ଦଣ୍ଡିତ ହୋଇଥିବା…

ବ୍ରାହ୍ମଣୀ, ବୈତରଣୀ ନଦୀରେ ବନ୍ୟା: ପଲିଥିନକୁ ଚାହିଁ ବସିଛନ୍ତି ବନ୍ୟାଦୁର୍ଗତ

ଯାଜପୁର ଅଫିସ୍‌/ବରୀ,୪।୯ (ଡି.ଏନ.ଏ.): ବୈତରଣୀ ଓ ବ୍ରାହ୍ମଣୀ ନଦୀର ବନ୍ୟା ଏବେ ଯାଜପୁର ଜିଲାର ୧୨୩୫ ଗ୍ରାମର ପେଟପାଟଣା ଉଜାଡି ଦେଇଛି। ୮ ଦିନ ଧରି ଚାଷଜମି ଜଳମଗ୍ନ ହୋଇ ରହିଥିବା ସହ ବନ୍ୟା ବିପନ୍ନଙ୍କ ଦୁର୍ଦ୍ଦଶା ଦିନକୁ ଦିନ ବଢ଼ିବାରେ…

ସବୁଦିନ ଚାଲିବ ଭୁବନେଶ୍ୱର-ବଲାଙ୍ଗୀର-ଭୁବନେଶ୍ୱର ଇଣ୍ଟରସିଟି ସ୍ବତନ୍ତ୍ର ଏକ୍ସପ୍ରେସ

ଭୁବନେଶ୍ୱର,୪ା୯(ବ୍ୟୁରୋ): ଭୁବନେଶ୍ୱର-ବଲାଙ୍ଗୀର-ଭୁବନେଶ୍ୱର ଇଣ୍ଟର ସିଟି ସ୍ବତନ୍ତ୍ର ଏକ୍ସପ୍ରେସ ଶୁକ୍ରବାରଠାରୁ ସପ୍ତାହରେ ୫ଦିନ ପରିବର୍ତ୍ତେ ସବୁଦିନ ଚଳାଚଳ କରିବ। ଏ ନେଇ ପୂର୍ବତଟ ରେଳପଥ ନିଷ୍ପତ୍ତି ନେଇଛି। ଏହି ଟ୍ରେନ ଭୁବନେଶ୍ୱରରୁ ସକାଳ ୬ଟା ୩୦ରେ ଓ ବଲାଙ୍ଗୀରଠାରୁ ଅପରାହ୍ନ ୨ଟା ୪୫ରେ…

କାଳିଆ ଆବେଦନ ଖୋଲାଥିବା କହି ଚାଷୀଙ୍କୁ ଭୁଆଁ ବୁଲାଉଛନ୍ତି ସରକାର

ଭୁବନେଶ୍ୱର,୪ା୯(ବ୍ୟୁରୋ):କାଳିଆ ଯୋଜନାକୁ ନେଇ ସରକାର ରାଜ୍ୟବାସୀଙ୍କୁ ଅନେକ ମିଛ କହିଛନ୍ତି। ୨୦୧୯ ନିର୍ବାଚନ ଜିତିବା ପରଦିନ କାଳିଆ ଅର୍ଥ ଦେବେ ବୋଲି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଘୋଷଣା କରିଥିଲେ। କିନ୍ତୁ ଯୋଗ୍ୟ ଚାଷୀଙ୍କୁ ଏଯାବତ୍‌ କାଳିଆ ଅର୍ଥ ପ୍ରଦାନ ନ କରିବା…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri