Home

ଯୋଗ୍ୟ ଆକାଉଣ୍ଟକୁ ଋଣ ପୁନର୍ଗଠନ ସୁବିଧା

ନୂଆଦିଲ୍ଲୀ,୪ା୯:ଅର୍ଥମନ୍ତ୍ରୀ ନିର୍ମଳା ସୀତାରାମନ ଗୁରୁବାର ବ୍ୟାଙ୍କ ସିଇଓଙ୍କ ସହ ଆଲୋଚନା କରିଛନ୍ତି। କୋଭିଡ୍‌-୧୯ ପ୍ରଭାବିତ ଦେଶର ଅର୍ଥ ବ୍ୟବସ୍ଥା ଲାଗି ଘୋଷଣା ହୋଇଥିବା ଋଣ ଯୋଜନା ଏବଂ ମୋରାଟୋରିୟମ ପରବର୍ତ୍ତୀ ସମୟରେ ଋଣ ପୁନର୍ଗଠନ ବ୍ୟବସ୍ଥା ସମ୍ପର୍କରେ ବୈଠକରେ ସମୀକ୍ଷା କରାଯାଇଛି।…

ଜୀବନ ବଞ୍ଚାଇବ ଷ୍ଟେରଏଡ୍‌

ନୂଆଦିଲ୍ଲୀ,୪ା୯:ସାରା ବିଶ୍ୱରେ କରୋନା ମହାମାରୀ ବଢ଼ିଚାଲିଥିଲାବେଳେ ଷ୍ଟେରଏଡ୍‌ ଚିକିତ୍ସା ଆଶାର ସଞ୍ଚାର କରିଛି। ଗୁରୁତର ଅସୁସ୍ଥ କରୋନା ରୋଗୀଙ୍କ ଜୀବନ ବଞ୍ଚାଇବାରେ ଷ୍ଟେରଏଡ୍‌ ସହାୟକ ହୋଇପାରିବ। ଅନ୍ତର୍ଜାତୀୟ କ୍ଲିନିକାଲ ପରୀକ୍ଷାରୁ ଏହା ସ୍ପଷ୍ଟ ହୋଇଛି। ଷ୍ଟେରଏଡ ଶସ୍ତା ହୋଇଥିବାବେଳେ ଏହା ବହୁଳ…

ପୁନିଆଙ୍କ ସମେତ ୩ ରେସ୍‌ଲରଙ୍କୁ କୋଭିଡ୍‌

ନୂଆଦିଲ୍ଲୀ, ୪ା୯ (ପି.ଟି.): କୋଭିଡ୍‌-୧୯ ଟେଷ୍ଟରେ ବିଶ୍ୱ ଚାମ୍ପିୟନଶିପ୍‌ ରୌପ୍ୟ ବିଜେତା ଦୀପକ ପୁନିଆଙ୍କ ସମେତ ୩ ଜଣ ସିନିୟର ପୁରୁଷ ରେସ୍‌ଲରଙ୍କ ଫଳାଫଳ ପଜିଟିଭ୍‌ ଆସିଥିବା ସ୍ପୋଟର୍‌ସ ଅଥରିଟି ଅଫ୍‌ ଇଣ୍ଡିଆ (ସାଇ) ଗୁରୁବାର କହିଛି। ଅଲିମ୍ପିକ ପାଇଁ ଯୋଗ୍ୟତା…

ଗେଙ୍ଗୁଟି ନଦୀ ବନ୍ଧ ୨୦୦ ଫୁଟ ଧସିଲା

ଧାମନଗର,୪ା୯(ଡି.ଏନ.ଏ.)- ଭଦ୍ରକ ଜିଲା ଧାମନଗର ବ୍ଲକ ଦଳାଙ୍ଗ ପଣ୍ଡାସାହି ନିକଟରେ ଗେଙ୍ଗୁଟି ନଦୀ ବନ୍ଧ ପ୍ରାୟ ୨ ଶହ ଫୁଟ ଲମ୍ବରେ ଧସିଯାଇଛି। ଏନେଇ ସ୍ଥାନୀୟ ଲୋକେ ଆତଙ୍କିତ ହୋଇ ପଡ଼ିଛନ୍ତି। ସୂଚନା ଥାଉକି ୪ ବର୍ଷ ତଳେ ଗେଙ୍ଗୁଟି ନଦୀର…

ଲଟସେଙ୍କୋ ୬ଷ୍ଠ ଷ୍ଟେଜ୍‌ ବିଜେତା

ପ୍ୟାରିସ, ୪ା୯: ଅଷ୍ଟାନା ରାଇଡର ଆଲେକ୍ସି ଲଟ୍‌ସେଙ୍କୋ ତାଙ୍କ କ୍ୟାରିୟରର ସବୁଠାରୁ ବଡ଼ ସଫଳତା ହାସଲ କରିଛନ୍ତି। କାଜାଖସ୍ତାନର ଏହି ସାଇକ୍ଲିଷ୍ଟ ଟୁର୍‌ ଡି’ ଫ୍ରାନ୍ସ ସାଇକେଲ ରେସ୍‌ର ୬ଷ୍ଠ ଷ୍ଟେଜ୍‌ରେ ବିଜୟ ହାସଲ କରିଛନ୍ତି। ଅନ୍ୟପକ୍ଷରେ ବ୍ରିଟେନ୍‌ର ଆଡାମ୍‌ ୟେଟ୍ସ…

ନେମାରଙ୍କୁ କରୋନା

ପ୍ୟାରିସ, ୪ା୯: ପ୍ୟାରିସ୍‌ ସେଣ୍ଟ୍‌ ଜର୍ମେନ (ପିଏସ୍‌ଜି)ର ଷ୍ଟାର ଖେଳାଳି ନେମାର କରୋନା ଭାଇରସ୍‌ ଦ୍ୱାରା ସଂକ୍ରମିତ ହୋଇଛନ୍ତି। ସ୍ପାନିଶ ଦ୍ୱୀପାଞ୍ଚଳ ଇବିଜାରେ ଛୁଟି କଟାଇ ଫେରିବା ପରେ ଏହି ଫୁଟ୍‌ବଲ ଖେଳାଳିଙ୍କର କୋଭିଡ୍‌-୧୯ ଟେଷ୍ଟ ହୋଇଥିଲା। ତାଙ୍କ ସ୍ବାସ୍ଥ୍ୟାବସ୍ଥା ଭଲ…

ଓ୍ବାଲର୍‌ଡ ଓପନ ଅନ୍‌ଲାଇନ୍‌ ଚେସ୍‌: ଭାରତୀୟ ଜିଏମ୍‌ ଇନିୟାନଙ୍କୁ ଟାଇଟଲ

ଚେନ୍ନାଇ, ୪।୯(ପି.ଟି.)- ଭାରତୀୟ ଗ୍ରାଣ୍ଡମାଷ୍ଟର(ଜିଏମ୍‌) ପି. ଇନିୟାନ ସମ୍ମାନଜନକ ଓ୍ବାଲର୍‌ଡ ଓପନ ଅନ୍‌ଲାଇନ୍‌ ଚେସ୍‌ ଟୁର୍ନାମେଣ୍ଟରେ ଟାଇଟଲ ହାସଲ କରିଛନ୍ତି। ତାମିଲନାଡ଼ୁର ଏହି ଖେଳାଳି ସମ୍ଭାବ୍ୟ ୯ରୁ ୭.୫ ପଏଣ୍ଟ ହାସଲ କରିଛନ୍ତି। ପ୍ରତିଯୋଗିତାରେ ଅନେକ ଉଚ୍ଚ ରେଟିଂପ୍ରାପ୍ତ ଗ୍ରାଣ୍ଡମାଷ୍ଟର ଅଂଶଗ୍ରହଣ…

୩୦ ପୂର୍ବରୁ ବସିବ ବିଧାନସଭା ଅଧିବେଶନ

ଭୁବନେଶ୍ୱର,୩ା୯(ବ୍ୟୁରୋ)-ସେପ୍ଟେମ୍ବର ୩୦ ତାରିଖ ପୂର୍ବରୁ ବିଧାନସଭା ଅଧିବେଶନ ବସିବ। ବାଚସ୍ପତି ସୂର୍ଯ୍ୟନାରାୟଣ ପାତ୍ର ଏହି ସୂଚନା ଦେଇଛନ୍ତି। ସେ କହିଛନ୍ତି ଯେ, ବର୍ତ୍ତମାନ ରାଜସ୍ଥାନ ବିଧାନସଭା ବସିଛି। ଏନେଇ ସେ ଲୋକସଭା ବାଚସ୍ପତି ଏବଂ ସଚିବଙ୍କ ସହ ଟେଲିଫୋନ ଯୋଗେ କଥା…

ଆର୍‌ଟିଓ ଦେବେ ଆନ୍ତଃ ରାଜ୍ୟ ବସ୍‌ ପର୍‌ମିଟ୍‌

ଭୁବନେଶ୍ୱର,୩ା୯(ବ୍ୟୁରୋ)-ଆନ୍ତଃ ରାଜ୍ୟ ବସ୍‌ ପରିବହନ ପାଇଁ ଆଞ୍ଚଳିକ ପରିବହନ ଅଧିକାରୀ(ଆର୍‌ଟିଓ) ସ୍ବତନ୍ତ୍ର ଅନୁମତି(ସ୍ପେଶାଲ ପର୍‌ମିଟ୍‌) ଦେବେ। ସାଧାରଣ ପରିବହନ ସେବା ପାଇଁ ରାଜ୍ୟ ପରିବହନ କର୍ତ୍ତୃପକ୍ଷ(ଏସ୍‌ଟିଏ)ଙ୍କୁ ଅନୁମତି ଦେବାକୁ ପଡୁଥିଲା। ଅନୁମତି ପାଇବା ପାଇଁ ଏସ୍‌ଟିଏ କାର୍ଯ୍ୟାଳୟରେ ବସ୍‌ମାଲିକ ଓ ସେମାନଙ୍କର…

କଟକ ସହରରୁ ୨୩୭ କରୋନା ଆକ୍ରାନ୍ତ ଚିହ୍ନଟ

କଟକ ଅଫିସ,୩।୯(ବ୍ୟୁରୋ)-କଟକ ସହରରୁ ଆଜି ୨୩୭ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଚିହ୍ନଟ ଆକ୍ରାନ୍ତଙ୍କ ମଧ୍ୟରେ କ୍ୱାରାଣ୍ଟାଇନରୁ ୧୩୫ ଜଣ ଚିହ୍ନଟ ହୋଇଥିବାବେଳେ ୧୦୨ ଲୋକାଲ କଣ୍ଟାକ୍ଟ କେସ। ସେକ୍ଟର ୭ ସିଡିଏରୁ ୧୧, କଲେଜ ଛକରୁ ୫, ଏସସିବି ମେଡିକାଲ…

ଭୁବନେଶ୍ୱରରୁ ଆଜି ୫୮୦ ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ୱର,୩।୯(ବ୍ୟୁରୋ)-ଭୁବନେଶ୍ୱର ମହାନଗର ନିଗମ(ବିଏମସି)ରୁ ଆଜି ପୁଣି ୫୮୦ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଚିହ୍ନଟ ଆକ୍ରାନ୍ତଙ୍କ ମଧ୍ୟରେ କ୍ୱାରାଣ୍ଟାଇନରୁ ୨୨୧ଜଣ ଚିହ୍ନଟ ହୋଇଥିବାବେଳେ ସ୍ଥାନୀୟ ସଂକ୍ରମିତଙ୍କ ସଂଖ୍ୟା ୩୫୯ ରହିଛି। ୟୁନିଟ-୮ରୁ ୭, ୟୁନିଟ-୨ରୁ ୨, ଟଙ୍କପାଣି ରୋଡରୁ ୪,…

ରାଜ୍ୟରେ ଆଜି ୩୨୭୮ କରୋନା ଆକ୍ରାନ୍ତ ସୁସ୍ଥ: ଖୋର୍ଦ୍ଧା ଜିଲାରୁ ସର୍ବାଧିକ ସୁସ୍ଥ

ଭୁବନେଶ୍ୱର,୩।୯(ବ୍ୟୁରୋ)-ରାଜ୍ୟରେ ଗୁରୁବାର ଆଉ ୩୨୭୮ ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଖୋର୍ଦ୍ଧା ଜିଲାରୁ ସର୍ବାଧିକ ୫୧୧ଜଣ ଆକ୍ରାନ୍ତ ସୁସ୍ଥ ହୋଇଥିବାବେଳେ ଗଞ୍ଜାମରୁ ୩୬୮, କଟକରୁ ୨୩୦, ଯାଜପୁରରୁ ୧୯୫, ରାୟଗଡାରୁ ୧୮୭, ବରଗଡରୁ ୧୮୫, ବାଲେଶ୍ୱରରୁ ୧୨୪, ପୁରୀରୁ ୧୨୨,…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri