Home

ଯାତ୍ରୀବାହୀ ବସ୍‌ ଉପରେ ଲାଗିଲା ୫ ଲକ୍ଷ ୬୬ ହଜାର ଟଙ୍କା ଜରିମାନା

ଭୁବନେଶ୍ୱର,୧୪।୧୦: ଭୁବନେଶ୍ୱର,୧୪।୧୦: କୋରାପୁଟରୁ ଭୁବନେଶ୍ୱରକୁ ଆସୁଥିବା ଏକ ଯାତ୍ରୀବାହୀ ବସ୍‌ ଉପରେ ଏକ ମୋଟା ଆକାରର ଜରିମାନା ଲଗାଇଛନ୍ତି ଆର୍‌ଟିଓ ଭୁବନେଶ୍ୱର-୨। ଓଡି୧୦ ଏଫ୦୪୦୯ ନମ୍ବର ଥିବା ଏହି ବସ୍‌ଟି ୨୦୧୯ ମେ’ରୁ ଏଯାଏ ମୋଟର ଭାଇକେଲ୍‌ ଟ୍ୟାକ୍ସ ଦେଇ ନ…

୧୦୦ ଦିନ ମଧ୍ୟରେ ପୁଣି ଥରେ ସୁସ୍ଥ ଆକ୍ରାନ୍ତଙ୍କୁ ହୋଇପାରେ କରୋନା ସଂକ୍ରମଣ: ଆଇସିଏମ୍‌ଆର୍‌

ନୂଆଦିଲ୍ଲୀ, ୧୪।୧୦: ଦେଶରେ କରୋନା ମହାମାରୀ ସଂକ୍ରମଣ ଥମିବାର ନାଁ ଧରୁନି। ଏପରିସ୍ଥଳେ ଆଇସିଏମ୍‌ଆର୍‌ ପକ୍ଷରୁ କୁହାଯାଇଛି ଯେ, କରୋନାରୁ ସୁସ୍ଥ ହୋଇଥିବା ଆକ୍ରାନ୍ତଙ୍କୁ ୧୦୦ ଦିନ ମଧ୍ୟରେ ପୁଣି ଥରେ ସଂକ୍ରମଣ ହେବାର ଆଶଙ୍କା ରହିଛି। ଦେଶରେ ଇତିମଧ୍ୟରେ ଏଭଳି…

ଶ୍ରୀସେତୁ ପାଇଁ ଜନଶୁଣାଣି ଆରମ୍ଭ

ପୁରୀ ଅଫିସ,୧୪ା୧୦:ଶ୍ରୀସେତୁ ପ୍ରକଳ୍ପ ନିମନ୍ତେ ଜମି ଅଧିଗ୍ରହଣ ପାଇଁ ବୁଧବାର ଜନଶୁଣାଣି ଆରମ୍ଭ ହୋଇଛି। ଏହି ପ୍ରକଳ୍ପ ଯୋଗୁ ପ୍ରଭାବିତ ହେବାକୁ ଥିବା ୪ଟି ମୌଜା (ସମଙ୍ଗ, ମାଟିତୋଟା, ମାର୍କଣ୍ଡେଶ୍ୱର ସାହି ଓ ଦାଣ୍ଡିମାଳ ସାହି)ର ଲୋକେ ଜନଶୁଣାଣିରେ ଉପସ୍ଥିତ ରହି…

୧୫ ମୁଣ୍ଡ ନେଲା କରୋନା

ଭୁବନେଶ୍ୱର,୧୪।୧୦(ବ୍ୟୁରୋ): ରାଜ୍ୟରେ ବୁଧବାର କରୋନା ଆଉ ୧୫ ଜଣଙ୍କ ଜୀବନ ନେଇଛି। ଏଥିସହ ରାଜ୍ୟରେ ମୋଟ ମୃତ୍ୟୁ ସଂଖ୍ୟା ୧୦୭୨କୁ ବୃଦ୍ଧି ହୋଇଛି। ଏ ନେଇ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଟୁଇଟ୍‌ ଯୋଗେ ସୂଚନା ଦିଆଯାଇଛି। ୧୫…

ସେନାର ଆବଶ୍ୟକତା ଅନୁସାରେ ସମସ୍ତ କ୍ଷେପଣାସ୍ତ୍ର ବିକଶିତ କରିବାକୁ ଡିଆର୍‌ଡିଓ ସକ୍ଷମ

ନୂଆଦିଲ୍ଲୀ, ୧୪।୧୦: ଭାରତୀୟ ସେନାର ଆବଶ୍ୟକତା ଅନୁସାରେ ସମସ୍ତ ପ୍ରକାରର କ୍ଷେପଣାସ୍ତ୍ର ବିକଶିତ କରିବାକୁ ଡିଆର୍‌ଡିଓ ସକ୍ଷମ। ଏ ସମ୍ପର୍କରେ ଡିଆର୍‌ଡିଓ ମୁଖ୍ୟ ଜି. ସତୀଶ ରେଡ୍ଡୀ ବୁଧବାର ସୂଚନା ଦେଇଛନ୍ତି। ଗତ ୪୦ ଦିନ ମଧ୍ୟରେ ଡିଆର୍‌ଡିଓ ୧୦ଟି ଭିନ୍ନ…

ବଗଲା ବଞ୍ଚାଓ ପଦଯାତ୍ରା ଆରମ୍ଭ

ପୁରୀ ଅଫିସ,୧୪ା୧୦:ବଗଲା ଧର୍ମଶାଳା ଜମି ବିକ୍ରି ବିରୋଧରେ ମୁଖ୍ୟମନ୍ତ୍ରୀଙ୍କୁ ଫେରାଦ ହେବ ଭାଜପା। ଏନେଇ ବୁଧବାର ସକାଳ ୯ଟାରେ ବିଧାୟକ ଜୟନ୍ତ ଷଡ଼ଙ୍ଗୀଙ୍କ ନେତୃତ୍ୱରେ ସିଂହଦ୍ୱାରଠାରୁ ନବୀନ ନିବାସ ଅଭିମୁଖେ ପଦଯାତ୍ରା ଆରମ୍ଭ ହୋଇଛି। ବିକ୍ରି ହୋଇଥିବା କବଲା ରଦ୍ଦ ଏବଂ…

ଆଜି ରାଜ୍ୟରେ ପୁଣି ୨୬୦୪ ପଜିଟିଭ୍‌ ଚିହ୍ନଟ

ଭୁବନେଶ୍ୱର,୧୪।୧୦(ବ୍ୟୁରୋ): ରାଜ୍ୟରେ ପୁଣି ୨୬୦୪ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୧୫୧୧ କ୍ୱାରାଣ୍ଟାଇନ୍‌ରୁ ଚିହ୍ନଟ ହୋଇଥିବାବେଳେ ୧୦୯୩ଜଣ ଲୋକାଲ କେସ୍‌ ଥିବା ରାଜ୍ୟ ସୂଚନା ଏବଂ ଲୋକସମ୍ପର୍କ ବିଭାଗ ପକ୍ଷରୁ ଟୁଇଟ୍‌ ଯୋଗେ ସୂଚନା ଦିଆଯାଇଛି। ଏହାକୁ…

ମଝି ଆକାଶରେ ୨ ହେଲିକପ୍ଟର ମଧ୍ୟରେ ଧକ୍କା: ୧୫ ମୃତ

କାବୁଲ, ୧୪।୧୦: ଆଫଗାନିସ୍ତାନରେ ୨ ବାୟୁସେନା ହେଲିକପ୍ଟର ମଧ୍ୟରେ ଧକ୍କା ହୋଇଛି। ଏଥିରେ ୧୫ ଜଣଙ୍କ ମୃତ୍ୟୁ ଘଟିଥିବା ପ୍ରଶାସନ ପକ୍ଷରୁ ସୂଚନା ଦିଆଯାଇଛି। ଦକ୍ଷିଣ ହେଲମଣ୍ଡ ପ୍ରଦେଶର ଲଶ୍କର ଗେହ ନିକଟସ୍ଥ ନଓ୍ବା-ଇ ବର୍କଜାୟି ଜିଲାରେ ସୈନ୍ୟବାହିନୀଙ୍କୁ ଆଣିବା କାର୍ଯ୍ୟରେ…

୮୦ ଲକ୍ଷରୁ ଅଧିକ ଅପରାଧୀଙ୍କ ପାଇଁ ଡିସେମ୍ବର ସୁଦ୍ଧା ଫିଙ୍ଗରପ୍ରିଣ୍ଟ୍‌ ସିଷ୍ଟମ୍‌

ନୂଆଦିଲ୍ଲୀ, ୧୪।୧୦: ଦେଶରେ ଡିସେମ୍ବର ସୁଦ୍ଧା ୮୦ ଲକ୍ଷରୁ ଅଧିକ ଅପରାଧୀଙ୍କ ପାଇଁ ଅଟୋମେଟେଡ୍‌ ଫିଙ୍ଗରପ୍ରିଣ୍ଟ୍‌ ସିଷ୍ଟମ୍‌ ପ୍ରସ୍ତୁତି କାର୍ଯ୍ୟ ଶେଷ ହେବ। ଏହାଦ୍ୱାରା ସହଜରେ ଅପରାଧୀଙ୍କ ଡାଟା ସଂରକ୍ଷିତ ହୋଇ ରହିପାରିବ। ଏନେଇ ଜାତୀୟ ଅପରାଧ ରେକର୍ଡ ବ୍ୟୁରୋ ପକ୍ଷରୁ…

ଧୋନୀଙ୍କ ଭଳି ହେଲିକପ୍ଟର ଶର୍ଟ ମାରୁଥିଲେ ଏହି ଖେଳାଳି, ଘଟିଲା ଏମିତି

ଆଇପିଏଲ ୨୦୨୦ର ଏକ ମ୍ୟାଚ୍‌ରେ ଚେନ୍ନାଇ ସୁପର କିଙ୍ଗ୍ସ ସନରାଇଜର୍ସ ହାଇଦ୍ରାବାଦକୁ ୨୦ ରନ୍‌ରେ ପରାସ୍ତ କରିଛି। ଏହି ମ୍ୟାଚରେ ଚେନ୍ନାଇ ବ୍ୟାଟ୍ସମ୍ୟାନଙ୍କ ଭଲ ପ୍ରଦର୍ଶନ ପରେ ବୋଲର ମଧ୍ୟ ଉନ୍ନତମାନର ବୋଲିଂ କରିଥିଲେ। ସନରାଇଜର୍ସ ହାଇଦ୍ରାବାଦ ଇନିଂସର ୧୯ତମ ଓଭରର…

ଶିକ୍ଷକଙ୍କ ଘରେ ଭିଜିଲାନ୍ସ ଚଢାଉ

ବ୍ରହ୍ମପୁର ଅଫିସ ,୧୪।୧୦ – ସ୍ବତନ୍ତ୍ର ଭିଜିଲାନ୍ସ ଜଜଙ୍କ ଅନୁମତି କ୍ରମେ ବ୍ରହ୍ମପୁର ଭିଜିଲାନ୍ସ ବିଭାଗ ତରଫରୁ ବୈକୁଣ୍ଠନଗରରେ ରହୁଥିବା ଜଣେ ଶିକ୍ଷକଙ୍କ ଘରେ ବୁଧବାର ଚଢାଉ କରାଯାଇଛି। ଶିକ୍ଷକ ଭୁବନାନନ୍ଦ ସାହୁ ଆୟବର୍ହିଭୁତ ସମ୍ପତ୍ତି ଠୁଳ କରିଥିବା ଅଭିଯୋଗରେ ଭିଜିଲାନ୍ସ…

ଭାଜପାର ମିଶନ ପଶ୍ଚିମବଙ୍ଗ

କୋଲକାତା, ୧୪।୧୦: ଭାଜପା ପକ୍ଷରୁ ପଶ୍ଚିମବଙ୍ଗରେ ଶକ୍ତି ବୃଦ୍ଧି ପାଇଁ ଯୋଜନା ଆରମ୍ଭ ହୋଇଛି। ମିଶନ ପଶ୍ଚିମବଙ୍ଗ ଅନ୍ତର୍ଗତ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଦୁର୍ଗାପୂଜା ଅବସରରେ ପଶ୍ଚିମବଙ୍ଗର ଜନସାଧାରଣଙ୍କ ସହିତ ଭିଡ଼ିଓ କନଫରେନ୍ସିଂରେ ଆଲୋଚନା କରିବେ। ଅକ୍ଟୋବର ୨୨ରେ ପ୍ରଧାନମନ୍ତ୍ରୀ ରାଜ୍ୟର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?