୪୩ ହଜାର ଛାଡ଼ିଲେଣି ଘରୋଇ ସ୍କୁଲ
ଗୁଡ଼ଗାଓଁ: କରୋନା ମହାମାରୀ ସଂକ୍ରମଣ ଯୋଗୁ ସରକାରଙ୍କ ପକ୍ଷରୁ ଲକ୍ଡାଉନ୍ ଘୋଷଣା କରାଯାଇଛ। ଏପରିସ୍ଥଳେ ସମସ୍ତ ସ୍କୁଲ ବନ୍ଦ ରହିଛି। ତେବେ ପ୍ରାଇଭେଟ୍ ସ୍କୁଲରେ ପାଠ ପଢୁଥିବା ଛାତ୍ରୀଛାତ୍ରଙ୍କୁ ଲଗାତାର ଫି ଦେବାକୁ କୁହାଯାଉଛି। ଏଥିରେ ବ୍ୟସ୍ତ ବିବ୍ରତ ହୋଇ ଦିଲ୍ଲୀର…
ପରିବାକୁ କୀଟାଣୁମୁକ୍ତ କରୁଛି ପ୍ରେସର କୁକର
ନୂଆଦିଲ୍ଲୀ: କରୋନା ଭାଇରସ୍ ସଂକ୍ରମଣରୁ ରକ୍ଷା ପାଇବା ପାଇଁ ଏବେ ପ୍ରାୟ ସମସ୍ତେ ପରିବାପତ୍ରକୁ ସାନିଟାଇଜ୍ କରି ଜୀବାଣୁମୁକ୍ତ କରିବା ପାଇଁ ବିଭିନ୍ନ ପ୍ରକାରର ଉପାୟ ଅବଲମ୍ବନ କରୁଛନ୍ତି। ଏ ଦୃଷ୍ଟିରୁ ଆଇଏଏସ୍ ଅଫିସର ସୁପ୍ରିୟା ସାହୁଙ୍କର ଏକ ଭିଜୁଆଲ୍ ଏବେ…
ବାଲେଶ୍ୱରରେ ଆକ୍ରାନ୍ତଙ୍କ ସଂଖ୍ୟା ୯୩୪ରେ ପହଞ୍ଚିଲା
ବାଲେଶ୍ୱର ଅଫିସ,୩୦ା୭: ଗୁରୁବାର ୨୦ କରୋନା ପଜିଟିଭ୍ ଚି଼ହ୍ନଟ ହେବା ପରେ ବାଲେଶ୍ୱର ଜିଲାରେ ମୋଟ୍ ଆକ୍ରାନ୍ତଙ୍କ ସଂଖ୍ୟା ୯୩୪ରେ ପହଞ୍ଚିଛି। ସେଥିମଧ୍ୟରୁ ୬୯୯ ଆରୋଗ୍ୟ ହୋଇ ଫେରିଥିବା ବେଳେ ୨୨୯ଜଣ ଚିକିତ୍ସିତ ହେଉଛନ୍ତି। ୩ ଜଣଙ୍କର କରୋନାରେ ମୃତ୍ୟୁ ଘଟିଥିବା…
ଦେଶରେ ସ୍ବାସ୍ଥ୍ୟ ଖର୍ଚ୍ଚ ପ୍ରତିରକ୍ଷା ବଜେଟଠାରୁ ୧୦ଗୁଣା କମ୍
ଓ୍ବାଶିଂଟନ/ନୂଆଦିଲ୍ଲୀ, ୩୦।୭: ଭାରତରେ ପ୍ରତିରକ୍ଷା କ୍ଷେତ୍ରରେ ଅଧିକ ଖର୍ଚ୍ଚ ହେଉଛି। ଅପରପକ୍ଷରେ ସାଧାରଣ ଲୋକଙ୍କ ସ୍ବାସ୍ଥ୍ୟ ପାଇଁ କରାଯାଉଥିବା ଖର୍ଚ୍ଚ କମ୍ ରହିଛି। ଦେଶରେ ସ୍ବାସ୍ଥ୍ୟ ଖର୍ଚ୍ଚ ପ୍ରତିରକ୍ଷା ବଜେଟଠାରୁ ୮ରୁ ୧୦ଗୁଣା କମ୍ ରହିଛି। ଭାରତର ପଡ଼ୋଶୀ ଦେଶ ପାକିସ୍ତାନରେ…
ଟାଇମ୍ କ୍ୟାପ୍ସୁଲ୍
ନୂଆଦିଲ୍ଲୀ: ଅଯୋଧ୍ୟାରେ ନିର୍ମାଣ ହେବାକୁ ଥିବା ରାମ ମନ୍ଦିର ଭିତ୍ତିଭୂମିର ୨୦୦ ଫୁଟ ତଳେ ‘ଟାଇମ୍ କ୍ୟାପ୍ସୁଲ’ ରଖାଯିବ। ଏହା ହେଉଛି ଏକପ୍ରକାର ଐତିହାସିକ ଦସ୍ତାବିଜ୍, ଯେଉଁଥିରେ ରାମ ମନ୍ଦିରର ଇତିହାସଠାରୁ ଆରମ୍ଭ କରି ବିବାଦ, ଆଇନଗତ ଲଢ଼େଇ ଭଳି ଅନେକ…
ରିଟେଲର ନେଇଛନ୍ତି ଏକାଧିକ କାର୍ଡ
ଯାଜପୁର ଅଫିସ, ୩୦।୭:ଯାଜପୁର ଜିଲା ଧର୍ମଶାଳା ବ୍ଲକର ବିଭିନ୍ନ ପଞ୍ଚାୟତରେ ରିଟେଲରମାନେ ତାଙ୍କ ପରିବାରବର୍ଗଙ୍କ ନାମରେ ଏକାଧିକ ରାଶନକାର୍ଡ ଓ ଅନ୍ତ୍ୟୋଦୟ କାର୍ଡ ହାତେଇଥିବା ସୂଚନା ମିଳିଛି। ଗଳାବାଟରେ ରିଟେଲରମାନେ ଶତାଧିକ ମୃତ ବ୍ୟକ୍ତିଙ୍କ ନାମରେ କାର୍ଡ ରଖିଥିବାବେଳେ ବାସ୍ତବ ହିତାଧିକାରୀ…
ମୁକ୍ତ ହେଲେଣି ୧୬,୭୮୯ କଏଦୀ
କଟକ ଅଫିସ,୩୦।୭: ରାଜ୍ୟରେ ଥିବା ଜେଲ୍ଗୁଡ଼ିକରେ ବର୍ତ୍ତମାନ କରୋନା ବ୍ୟାପିବାରେ ଲାଗିଛି। ପ୍ରାୟ ୮୫ଟି ଜେଲ୍ ମଧ୍ୟରୁ ୮ଟି ଜେଲ୍ରେ କରୋନା ପ୍ରବେଶ କରିସାରିଲାଣି। ଏହାକୁ ଦୃଷ୍ଟିରେ ରଖି ବିଭିନ୍ନ ଜେଲ୍ରୁ କଏଦୀମାନଙ୍କୁ ମୁକ୍ତ କରାଯାଉଛି। ସୁପ୍ରିମ୍କୋର୍ଟଙ୍କ ନିର୍ଦ୍ଦେଶରେ ଗଠିତ ଉଚ୍ଚ…
ମୋଦିଙ୍କ ‘ମନ୍ କୀ ବାତ୍’ରେ ସିଫାର ମୁକ୍ତା ଚାଷୀ
ବାଳକାଟୀ(ଡି.ଏନ.ଏ.)/ପିପିଲି(ସ୍ବ.ପ୍ର.),୩୦।୭:କୌଶଲ୍ୟାଗଙ୍ଗ ସ୍ଥିତ କେନ୍ଦ୍ରୀୟ ମଧୁରଜଳ ଜୀବ ପାଳନ ଅନୁସନ୍ଧାନ ସଂସ୍ଥା ‘ସିଫା’ରେ ମୁକ୍ତା ଚାଷ ପ୍ରଶିକ୍ଷଣ କରି ସଫଳତା ହାସଲ କରିଥିବା ଜଣେ ମୁକ୍ତା ଚାଷୀଙ୍କୁ ‘ମନ୍ କୀ ବାତ୍ ୨.୦ କାର୍ଯ୍ୟକ୍ରମରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଭୂୟସୀ ପ୍ରଶଂସା କରିଛନ୍ତି।…
ପ୍ରଥମଥର ପାଇଁ ମଙ୍ଗଳଗ୍ରହକୁ ରୋଭର ସହିତ ହେଲିକପ୍ଟର ପଠାଇବ ନାସା
ଓ୍ବାଶିଂଟନ୍,୩୦ା୭: ମଙ୍ଗଳଗ୍ରହକୁ ମିଶନ ପଠାଇବା ପାଇଁ ବର୍ତ୍ତମାନ ସତେ ଯେମିତି ପ୍ରତିଯୋଗିତା ଚାଲିଛି। ୧୧ ଦିନ ଭିତରେ ତୃତୀୟ ମିଶନ ହେବାକୁ ଯାଉଛି। ବର୍ତ୍ତମାନ ଆମେରିକା ଅନ୍ତରୀକ୍ଷ ଏଜେନ୍ସି ‘ନାସା’ ନିଜର ମିଶନ ଲଞ୍ଚ କରିବାକୁ ଯାଉଛି। ଏହି ମିଶନର ମୁଖ୍ୟ…
ଜେଲରଙ୍କ ବଦଳି ଦାବିରେ କଏଦୀଙ୍କ ଧାରଣା
ଖୋର୍ଦ୍ଧାଅଫିସ,୩୦ା୭: ଖୋର୍ଦ୍ଧା ସବଜେଲ ମଧ୍ୟରେ ନିମ୍ନମାନର ଖାଦ୍ୟ ଓ ମାନସିକ ଯନ୍ତ୍ରଣା ଦିଆଯାଉଥିବା ଅଭିଯୋଗ ଆଣି ଜେଲରଙ୍କ ବଦଳି ଦାବିରେ ବୁଧବାର ସବଜେଲ ପରିସରରେ କେତେଜଣ ଅନ୍ତେବାସୀ ଧାରଣା ଦେଇଥିଲେ। ଖବରପାଇ ଉପଜିଲାପାଳ ଅଶୋକ ବେହୁରିଆ ଯାଇ ବୁଝାଇବା ପରେ ମଧ୍ୟ…
କୋଭିଡ-୧୯କୁ ନେଇ ପ୍ରତିଯୋଗିତା, ଜିତିଲେ ମିଳିବ ୩୭ କୋଟି ଟଙ୍କା
ଏବେ ସାରା ବିଶ୍ୱରେ କରୋନା ମହାମାରୀ କାୟା ବିସ୍ତାର କରିଛି। ପାଖାପାଖି ୨୧୪ ଦେଶରେ ଏହି ମହାମାରୀ ତାଣବ ରଚିଛି। କରୋନା ଟେଷ୍ଟ ପାଇଁ ସମୟ ଲାଗୁଥିବାରୁ ତୁରନ୍ତ ରୋଗୀଙ୍କୁ ଚିକିତ୍ସା ଯୋଗାଇ ଦିଆଯାଇ ପାରୁନାହିଁ। ଫଳରେ କରୋନା ରୋଗୀ ଅନ୍ୟମାନଙ୍କ…
ନନ୍ଦନକାନନ ପାଳିଲା ବ୍ୟାଘ୍ର ଦିବସ
ବାରଙ୍ଗ,୩୦।୭(ଡି.ଏନ.ଏ.): ପ୍ରାଣୀ ଉଦ୍ୟାନ ନନ୍ଦନକାନନ ବୁଧବାର ଅନ୍ଲାଇନ ମାଧ୍ୟମରେ ଆନ୍ତର୍ଜାତିକ ବ୍ୟାଘ୍ର ଦିବସ ପାଳନ କରିଛି। କରୋନା ଲାଗି ନନ୍ଦନକାନନ ବନ୍ଦ ଥିବାବେଳେ ବ୍ୟାଘ୍ର ସଂରକ୍ଷଣର ବାର୍ତ୍ତା ଅନଲାଇନରେ ଦେଇଛନ୍ତି ନନ୍ଦନକାନନ କର୍ତ୍ତୃପକ୍ଷ। ଏହାସହ ବ୍ୟାଘ୍ର ସଂରକ୍ଷଣକୁ ନେଇ ଅନ୍ଲାଇନରେ ଏକ…
Archives


