Home

ଆକାଶକୁ ଦେଖି କାହାକୁ ମନେ ପକାଇଲେ ସଲମାନ୍‌ ‌…

ଦବଙ୍ଗ ଷ୍ଟାର ସଲମାନ ଖାଁ ପ୍ରାୟ ସାଢ଼େ ୬ ମାସ ପରେ ପୁଣି ଥରେ ଶୁଟିଂ ସେଟକୁ ଫେରିଛନ୍ତି। ସହ ନିର୍ମାତା ଅତୁଲ ଅଗ୍ନିହୋତ୍ରୀଙ୍କ ସହ ସେ ଅଧା ରହିଯାଇଥିବା ଫିଲ୍ମ ‘ରାଧେ’ର ଶୁଟିଂକୁ ପୂରା କରିବେ। ଫିଲ୍ମର ଅଧିକାଂଶ ଭାଗର…

ଏସ୍‌ଇସିସି ତାଲିକାରେ ଓ୍ବାର୍ଡବାସୀଙ୍କ ନାଁ ନାହିଁ

ମୁରିବାହାଲ, ୧୩।୧୦(ଡି.ଏନ.ଏ.) ବଲାଙ୍ଗୀର ଜିଲା ମୁରିବାହାଲ ବ୍ଲକ ଚଳକି ପଞ୍ଚାୟତ ଅନ୍ତର୍ଗତ ଚଳକି ଗଁା ୩ ନମ୍ବର ୱାର୍ଡର ଗୋଟିଏ ବି ପରିବାର ଏସଇସିସି (ସାମାଜିକ, ଅର୍ଥନୈତିକ, ଜାତିଗତ ଜନଗଣନା) ତାଲିକାରେ ନାହାନ୍ତି। ଫଳରେ ଗତ ୭ ବର୍ଷ ହେବ ରାଜ୍ୟ…

୨ଟି ଚ୍ୟାନେଲ ବିରୋଧରେ ବଲିଉଡ୍‌ର ୩୮ ପ୍ରଡକ୍ସନ ହାଉସ୍‌ ହାଇକୋର୍ଟରେ ଦାଖଲ କଲେ ଅଭିଯୋଗପତ୍ର

ଅଭିନେତା ସୁଶାନ୍ତ ସିଂ ରାଜପୁତଙ୍କ ମୃତ୍ୟୁ ପରଠାରୁ ତାଙ୍କ ପ୍ରଶଂସକମାନେ ବଲିଉଡ୍‌କୁ ଘେରି ଯାଇଛନ୍ତି। ଏମିତି କେତୋଟି ମିଡିଆ ହାଉସ୍‌ ରହିଛି, ଯାହାକି ବଲିଉଡ୍‌ର ଭାବମୂର୍ତ୍ତିକୁ ଖରାପ କରିବାକୁ ଚେଷ୍ଟା କରିଛନ୍ତି। ଫିଲ୍ମ ଇଣ୍ଡଷ୍ଟ୍ରିକୁ ଅପମାନ କରିବା ସହ ଖରାପ ଭାଷା…

ପ୍ତାହେ ଖେଳିପାରିବେନି ପନ୍ତ

ଆବୁଧାବି, ୧୩।୧୦(ପି.ଟି.): ଦିଲ୍ଲୀ କ୍ୟାପିଟାଲ୍ସ ଉଇକେଟ କିପର-ବ୍ୟାଟ୍ସମ୍ୟାନ ରିଷଭ ପନ୍ତ ଆହତ ହୋଇଛନ୍ତି। ହାମ୍‌ଷ୍ଟ୍ରିଙ୍ଗ୍‌ ଇଞ୍ଜୁରି ପାଇଁ ସେ ଅତିକମ୍‌ରେ ଏକସପ୍ତାହ ଖେଳି ପାରିବେ ନାହିଁ ବୋଲି ଅଧିନାୟକ ଶ୍ରେୟାସ ଆୟାର ସୂଚନା ଦେଇଛନ୍ତି। ଗତ ଶୁକ୍ରବାର ରାଜସ୍ଥାନ ରୟାଲ୍ସ ବିପକ୍ଷ…

ଉପନିର୍ବାଚନ ପାଇଁ କଂଗ୍ରେସର ପ୍ରାର୍ଥି ଘୋଷଣା: ବାଲେଶ୍ୱରରେ ମମତା, ତିର୍ତ୍ତୋଲରେ ହିମାଂଶୁ

ଭୁବନେଶ୍ୱର,୧୨।୧୦(ବ୍ୟୁରୋ)-ଆସନ୍ତା ନଭେମ୍ବର ୩ରେ ହେବାକୁ ଥିବା ବାଲେଶ୍ୱର ସଦର ଏବଂତିର୍ତ୍ତୋଲ ଉପ ନିର୍ବାଚନ ପାଇଁ ସୋମବାର ପ୍ରାର୍ଥି ଘୋଷଣା କରିଛି କଂଗ୍ରେସ। ବାଲେଶ୍ୱର ସଦର ପାଇଁ ମମତା କୁଣ୍ଡୁଙ୍କୁ କଂଗ୍ରେସ ପ୍ରାର୍ଥି କରିଥିବାବେଳେ ତିର୍ତ୍ତୋଲ ପାଇଁ ହିମାଂଶୁ ଭୂଷଣ ମଲ୍ଲିକଙ୍କୁ ପ୍ରାର୍ଥି…

ସାଇକେଲ ଧରି ମୁମ୍ବାଇ ରାସ୍ତାରେ ବୁଲୁଛନ୍ତି ଏହି ଅଭିନେତା

ପ୍ରତିଦିନ ସୋସିଆଲ ମିଡିଆରେ ଅନେକ ଭିଡିଓ ଭାଇରାଲ ହେଉଛି। ବର୍ତ୍ତମାନ ବଲିଉଡ ଅଭିନେତା ରଣବୀର କପୁର ନିଜ ସାଙ୍ଗମାନଙ୍କ ସହ ମୁମ୍ବାଇ ରାସ୍ତାରେ ସାଇକେଲ ଚଳାଉଥିବା ଭିଡିଓ ଭାଇରାଲ ହୋଇଛି। ଭିଡିଓରେ ରଣବୀର ଧୂସର ଏବଂ କଳା ଟ୍ରାକସୁଟ ପିନ୍ଧି ସାଇକେଲିଂ…

ରାଜ୍ୟରେ ସୁସ୍ଥ ହେଲେ ଆଉ ୨୫୭୭ କରୋନା ଆକ୍ରାନ୍ତ

ଭୁବନେଶ୍ୱର,୧୨।୧୦(ବ୍ୟୁରୋ)-ରାଜ୍ୟରେ ସୋମବାର ଆଉ ୨୫୭୭ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। କଟକ ଜିଲାରୁ ସର୍ବାଧିକ ୨୪୪ ଆକ୍ରାନ୍ତ ସୁସ୍ଥ ହୋଇଥିବାବେଳେ ଯାଜପୁରରୁ ୧୩୭, ଖୋର୍ଦ୍ଧାରୁ ୧୨୪, ବାଲେଶ୍ୱର ଓ ସମ୍ବଲପୁରରୁ ୧୨୦ ଲେଖାଏ, କେନ୍ଦ୍ରାପଡ଼ା ଓ ପୁରୀରୁ ୧୧୪ ଲେଖାଏ, ସୁନ୍ଦରଗଡ଼ରୁ…

କଟକ ସହରରୁ ୭୪ ନୂଆ କରୋନା ପଜିଟିଭ ଚିହ୍ନଟ

କଟକ ଅଫିସ, ୧୨।୧୦: କଟକ ସହରରୁ ସୋମବାର ୭୪ ନୂଆ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଏଥିମଧ୍ୟରୁ ୧୬ଜଣ ଇନ୍‌ଷ୍ଟିଚ୍ୟୁଶନାଲ କ୍ୱାରାଣ୍ଟାଇନରୁ ଚିହ୍ନଟ ହୋଇଥିବା ବେଳେ ୩୯ ଲୋକାଲ ଏବଂ ୧୯ ହୋମ୍‌ କ୍ୱାରାଣ୍ଟାଇନ୍‌ କେସ୍‌ ରହିଛି। ଏ ନେଇ କଟକ…

ଏହି ଲୋକପ୍ରିୟ ସଂଗୀତ ନିର୍ଦ୍ଦେଶକଙ୍କ ପରଲୋକ: ୨ ଦିନ ପୂର୍ବରୁ ଅନ୍‌ଲାଇନ୍‌ରେ ନେଇଥିଲେ କ୍ଲାସ୍‌

କନ୍ନଡ ଫିଲ୍ମର ଲୋକପ୍ରିୟ ସଂଗୀତ ନିର୍ଦ୍ଦେଶକ ରାଜନ ନାଗେନ୍ଦ୍ରଙ୍କର ୮୭ ବର୍ଷ ବୟସରେ ପରଲୋକ ଘଟିଛି। ରବିବାର ସନ୍ଧ୍ୟାରେ ବାଙ୍ଗାଲୋରସ୍ଥିତ ନିଜ ବାସଭବନରେ ସେ ଶେଷ ନିଶ୍ୱାସ ତ୍ୟାଗ କରିଛନ୍ତି। ଏ ନେଇ ତାଙ୍କ ପୁଅ ଅନନ୍ତ କୁମାର ଜଣାଇଛନ୍ତି। ସେ…

ଭୁବନେଶ୍ୱରରେ କାର୍ଯ୍ୟକ୍ଷମ ହେବ ଆଉ ୨ ଶ୍ମଶାନ

ଭୁବନେଶ୍ୱର,୧୨।୧୦(ବ୍ୟୁରୋ)-ଖୁବଶିଘ୍ର ଭୁବନେଶ୍ୱରରେ କାର୍ଯ୍ୟକ୍ଷମ ହେବ ଆଉ ୨ ଶ୍ମଶାନ। ଏ ନେଇ ସୋମବାର ବିଏମ୍‌ସି କମିଶନର ପ୍ରେମଚନ୍ଦ୍ର ଚୌଧୁରୀ ସୂଚନା ଦେଇଛନ୍ତି। ସତ୍ୟନଗର ଶ୍ମଶାନ ଉପରେ ଅଧିକ ଚାପ ପଡୁଥିବାରୁ ଏପରି ବ୍ୟବସ୍ଥା କରାଯାଇଥିବା ବିଏମସି କମିଶନର କହିଛନ୍ତି। ପଟିଆ ଓ…

ହାଥ୍‌ରସ ଗଣବଳାତ୍କାର ମାମଲା: ପୋଲିସର କାର୍ଯ୍ୟାନୁଷ୍ଠାନରେ ଅସନ୍ତୁଷ୍ଟ ହାଇକୋର୍ଟ; ଆସନ୍ତା ୨ରେ ପରବର୍ତ୍ତୀ ଶୁଣାଣି

ଲକ୍ଷ୍ନୌ,୧୨।୧୦: ଉତ୍ତରପ୍ରଦେଶ ହାଥ୍‌ରାସ ଗଣବଳାତ୍କାର ମାମଲାକୁ ନେଇ ସୋମବାର ଆହ୍ଲାବାଦ ହାଇକୋର୍ଟରେ ଶୁଣାଣି ହୋଇଛି। କୋର୍ଟରେ ପୀଡ଼ିତାଙ୍କ ପରିବାର ଓ ଉତ୍ତରପ୍ରଦେଶ ସରକାରଙ୍କ ପକ୍ଷରୁ କେତେକ ଅଧିକାରୀ ଉପସ୍ଥିତ ଥିଲେ। ସୁରକ୍ଷା ଦୃଷ୍ଟିରୁ କୋର୍ଟ ପରିସରରେ ବ୍ୟାପକ ପୋଲିସ ଫୋର୍ସ ମୁତୟନ…

ବେଲୁନ ତଳେ ଠିଆ ହୋଇ ଜନତାଙ୍କୁ ଭେଟୁଥିଲେ ନେତା, ଠିକ୍‌ ସେହି ସମୟରେ ଘଟିଲା କିଛି ଏଭଳି…

ବଲିଉଡ୍‌ ଅଭିନେତା ତଥା କମେଡିଆନ ସୁନୀଲ ଗ୍ରୋଭର ପ୍ରାୟ ସମୟରେ ସୋସିଆଲ ମିଡିଆରେ ବେଶ୍‌ ଆକ୍ଟିଭ୍‌ ରହିଥାନ୍ତି। ସବୁବେଳେ ସେ ମଜାଳିଆ ଭିଡ଼ିଓମାନ ସବୁ ଶେୟାର କରି ପ୍ରଶଂସକଙ୍କୁ ମନୋରଞ୍ଜନର ଖୋରାକ ଯୋଗାଇଥାନ୍ତି। ନିକଟରେ ସେ ଏକ ଭିଡ଼ିଓ ଶେୟାର କରିଛନ୍ତି,…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?