‘ଆୟକର ପ୍ରଶାସନକୁ ପାରଦର୍ଶୀ କରିବ ନୂଆ ବ୍ୟବସ୍ଥା’
ଭୁବନେଶ୍ୱର,୩ା୯:ଲୋକ ଚରିତ୍ର ମହାନ୍ ହେଲେ ପ୍ରଶାସନିକ କଟକଣା ଓ ଆଇନର ଛାଟ ଅନାବଶ୍ୟକ। ଟିକସ ପଇଠ କରିବାକୁ ସକ୍ଷମ ବ୍ୟକ୍ତିବିଶେଷ ସ୍ବେଚ୍ଛାକୃତ ଭାବେ ଆଗେଇ ଆସିବାର ଆବଶ୍ୟକତା ରହିଛି। ନୂଆ ବ୍ୟବସ୍ଥା ଆୟକର ପ୍ରଶାସନକୁ ସ୍ବଚ୍ଛ ଏବଂ ପାରଦର୍ଶୀ କରିବା ସହ…
ପୁରୀ ବେଳାଭୂମି ପାଇଁ ‘ବ୍ଲୁ ଫ୍ଲାଗ୍’ ମାନ୍ୟତା ସୁପାରିସ କଲା କେନ୍ଦ୍ର
ପୁରୀ ଅଫିସ,୩ା୯:ପର୍ଯ୍ୟଟକଙ୍କ ପାଇଁ ଖୁସି ଖବର। ବେଳାଭୂମି ପରିବେଶ ଏବଂ ସୌନ୍ଦର୍ଯ୍ୟ ପରିଚାଳନା ସେବା (ବିମ୍ସ) କାର୍ଯ୍ୟକ୍ରମ ଅଧୀନରେ ‘ବ୍ଲୁ ଫ୍ଲାଗ୍’ ମାନ୍ୟତା ପାଇବା ଲାଗି ଅନ୍ତର୍ଜାତୀୟ ଜୁରୀ (ଡେନ୍ମାର୍କ)କୁ ଦେଶର ୮ଟି ବେଳାଭୂମିର ନଁା ସୁପାରିସ କରାଯାଇଛି। ଭାରତ ସରକାରଙ୍କ…
କେନ୍ଦ୍ରୀୟ କର୍ମଚାରୀଙ୍କୁ ଆଗୁଆ ଅବସର ଦିଆଯାଇପାରିବ
ନୂଆଦିଲ୍ଲୀ,୩ା୯:ଜନସ୍ବାର୍ଥ ପାଇଁ କେନ୍ଦ୍ର ସରକାର ଚାହିଁଲେ କେନ୍ଦ୍ରୀୟ କର୍ମଚାରୀମାନଙ୍କୁ ଆଗୁଆ ଅବସର ଦେଇପାରିବେ ବୋଲି ବୁଧବାର ସ୍ପଷ୍ଟ କରିଦେଇନ୍ତି। କର୍ମଚାରୀଙ୍କୁ ୫୦/୫୫ ବର୍ଷ ହେଲେ କିମ୍ବା ସେ ଚାକିରିରେ ୩୦ ବର୍ଷ ପୂରଣ କରିଥିଲେ, ସେମାନଙ୍କୁ ଅବସର ଦିଆଯାଇପାରିବ। ଏଥିପାଇଁ ସେମାନଙ୍କ…
ବିଶ୍ୱବିଦ୍ୟାଳୟ ପାଇଁ ଗୋଟିଏ ଆଇନ
ଭୁବନେଶ୍ୱର,୩ା୯(ବ୍ୟୁରୋ):ରାଜ୍ୟରେ ସମସ୍ତ ବିଶ୍ୱବିଦ୍ୟାଳୟ ପାଇଁ ଗୋଟିଏ ଆଇନ ହେବ। ପୂର୍ବରୁ ପ୍ରଚଳିତ ଓଡ଼ିଶା ବିଶ୍ୱବିଦ୍ୟାଳୟ ଆଇନ-୧୯୮୯କୁ ସଂଶୋଧନ କରାଯିବ। ଉଚ୍ଚଶିକ୍ଷା ବିଭାଗ ପକ୍ଷରୁ ଦିଆଯାଇଥିବା ଏହି ପ୍ରସ୍ତାବକୁ ରାଜ୍ୟ କ୍ୟାବିନେଟ ଅନୁମୋଦନ କରିଛି। ବୁଧବାର ଲୋକସେବା ଭବନରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ…
ରାସ୍ତାରେ ପଡ଼ିଛି ମହିଳାଙ୍କ ମୁଣ୍ଡ ବିହୀନ ମୃତଦେହ
ଢେଙ୍କିକୋଟ/କେନ୍ଦୁଝର,୨ା୯(ଡି.ଏନ.ଏ./ସ୍ବ.ପ୍ର.)-କେନ୍ଦୁଝର ସଦର ଥାନା ଅନ୍ତର୍ଗତ କାଠବାରୀ ପଞ୍ଚାୟତ ବୁଢ଼ାବଣ ଗ୍ରାମର ଜଣେ ମହିଳାଙ୍କ ମୁଣ୍ଡଗଣ୍ଡି ଅଲଗା କରି କେହି ଦୁର୍ବୃତ୍ତ ନିର୍ମମ ଭାବେ ହତ୍ୟା କରିଥିବା ଚାଞ୍ଚଲ୍ୟ ସୃଷ୍ଟି କରିଛି। ରାସ୍ତାରେ ଗଣ୍ଡିଟି ପଡ଼ିଥିବା ବେଳେ ସେଠାରେ ମୁଣ୍ଡ ନ ଥିବା…
କୃଷି କ୍ୟାବିନେଟ ନିଷ୍ପତ୍ତି : ଚଳିତବର୍ଷ ୧ଲକ୍ଷ ଚାଷୀଙ୍କୁ ମିଳିବ ଫାର୍ମପଣ୍ଡ
ଭୁବନେଶ୍ୱର,୨ା୯(ବ୍ୟୁରୋ)-ଲୋକସେବା ଭବନଠାରେ ବୁଧବାର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ଭିଡିଓ କନ୍ଫରେନ୍ସ ମାଧ୍ୟମରେ ରାଜ୍ୟ କୃଷି କ୍ୟାବିନେଟ ବୈଠକ ଅନୁଷ୍ଠିତ ହୋଇଥିଲା। ବୈଠକରେ ଚାଷୀମାନଙ୍କର ବିଭିନ୍ନ ସମସ୍ୟା ଉପରେ ଆଲୋଚନା କରାଯାଇଥିଲା। କୃଷିମନ୍ତ୍ରୀଙ୍କ ଅନୁପସ୍ଥିତିରେ ବୈଠକ ଶେଷରେ ଗଣମାଧ୍ୟମକୁ ସୂଚନା ଦେଇ…
ସୁଶାନ୍ତଙ୍କ ମୃତ୍ୟୁ ପାଇଁ ରିୟା ଦାୟୀ: ବିକାଶ ସିଂ
ମୁମ୍ବାଇ,୨।୯-ବଲିଉଡ ଅଭିନେତା ସୁଶାନ୍ତ ସିଂ ରାଜପୁତଙ୍କ ମୃତ୍ୟୁ ମାମଲାରେ ସୁଶାନ୍ତଙ୍କ ପରିବାର ଓକିଲ ବିକାଶ ସିଂ ବୁଧବାର ରିୟା ଚକ୍ରବର୍ତ୍ତୀଙ୍କ ଉପରେ ଦୋଷ ଲଦିଛନ୍ତି। ସୁଶାନ୍ତଙ୍କ ମୃତ୍ୟୁ ପଛରେ ରିୟାଙ୍କ ହାତ ଥିବା ସେ ଅଭିଯୋଗ କରିଛନ୍ତି। ସୁଶାନ୍ତଙ୍କ ମାନସିକ ଅବସାଦ…
ରାଜ୍ୟରେ ସୁସ୍ଥ ହେଲେ ଆଉ ୩୩୦୩ କରୋନା ଆକ୍ରାନ୍ତ
ଭୁବନେଶ୍ୱର,୨।୯(ବ୍ୟୁରୋ)-ରାଜ୍ୟରେ ବୁଧବାର ଆଉ ୩୩୦୩ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। କଟକ ଜିଲାରୁ ସର୍ବାଧିକ ୬୫୦ ଆକ୍ରାନ୍ତ ସୁସ୍ଥ ହୋଇଥିବାବେଳେ ଖୋର୍ଦ୍ଧାରୁ ୪୯୩, ଯାଜପୁରରୁ ୨୧୩, ଗଞ୍ଜାମରୁ ୨୦୯, ରାୟଗଡାରୁ ୧୮୫, ସମ୍ବଲପୁରରୁ ୧୭୨, କୋରାପୁଟରୁ ୧୪୯, ପୁରୀରୁ ୧୨୮, ନୟାଗଡରୁ…
ଐତିହ୍ୟ କ୍ୟାବିନେଟ ବୈଠକରେ ୭ ପ୍ରସ୍ତାବକୁ ମିଳିଲା ମଞ୍ଜୁରୀ
ଭୁବନେଶ୍ୱର,୨।୯(ବ୍ୟୁରୋ)-ରାଜ୍ୟ ଐତିହ୍ୟ କ୍ୟାବିନେଟ ବୈଠକ ବୁଧବାର ଅନୁଷ୍ଠିତ ହୋଇଯାଇଛି। ଭିଡିଓ କନ୍ଫରେନ୍ସିଂ ଜରିଆରେ ଅନୁଷ୍ଠିତ ଏହି ବୈଠକରେ ରାଜ୍ୟରେ କଳା, ସଂସ୍କୃତି ଓ ଐତିହ୍ୟର ପୁନରୁଦ୍ଧାର ନିମନ୍ତେ ୭ଟି ପ୍ରସ୍ତାବକୁ କ୍ୟାବିନେଟ ମଞ୍ଜୁରୀ ପ୍ରଦାନ କରିଥିବା ଜଣାପଡିଛି। ଏ ନେଇ ସଂସ୍କୃତି…
ଭୁବନେଶ୍ୱରରୁ ଆଜି ୫୪୧ କରୋନା ଆକ୍ରାନ୍ତ ଚିହ୍ନଟ
ଭୁବନେଶ୍ୱର,୨।୯(ବ୍ୟୁରୋ)-ଭୁବନେଶ୍ୱର ମହାନଗର ନିଗମ(ବିଏମ୍ସି)ରୁ ବୁଧବାର ୫୪୧ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ୫୪୧ ଚିହ୍ନଟଙ୍କ ମଧ୍ୟରେ କ୍ୱାରାଣ୍ଟାଇନରୁ ୨୨୦ ଜଣ ଚିହ୍ନଟ ହୋଇଥିବାବେଳେ ଲୋକାଲ କେସ୍ ୩୨୧ ରହିଛି। ଏକ ବେସରକାରୀ ହସ୍ପିଟାଲରୁ ୨୩ ଜଣ କର୍ମଚାରୀ ପଜିଟିଭ ଚିହ୍ନଟ ହୋଇଛନ୍ତି।…
ଭାରତରେ ବ୍ୟାନ ହେଲା ପବ୍-ଜି
ନୂଆଦିଲ୍ଲୀ,୨।୯-ଭାରତ ସରକାର ତୃତୀୟ ଥର ଲାଗି ଚାଇନିଜ ଆପ ଉପରେ ବ୍ୟାନ ଲଗାଇଛନ୍ତି। ବହୁଳ ବ୍ୟବହୃତ ମୋବାଇଲ ଆପ ପବ୍-ଜି ଭାରତରେ ବୁଧବାର ବ୍ୟାନ କରାଯାଇଛି। ପବ୍-ଜି ସହ ୧୧୮ଟି ମୋବାଇଲ ଆପକୁ କେନ୍ଦ୍ର ସରକାର ବ୍ୟାନ କରିଛନ୍ତି। ଏହା ପୂର୍ବରୁ…
୧୭ ବର୍ଷ ବୟସରେ ପ୍ରଥମ ବିଶ୍ୱ ସୁନ୍ଦରୀ ହୋଇଥିଲେ ଏହି ଯୁବତୀ, ଆଉ ତା ପରେ..
ବମ୍ବେ: ଫିନ୍ଲ୍ୟାଣ୍ଡର ଆର୍ମି ହେଲେନା କୁସେଲା ୧୯୫୨ ମସିହାରେ ପ୍ରଥମ ବିଶ୍ୱସୁନ୍ଦରୀ ହେବାର ଗୌରବ ଅର୍ଜନ କରିଥିଲେ। ଅଗଷ୍ଟ ୨୦ରେ ସେ ୮୬ ବର୍ଷର ହୋଇଛନ୍ତି। ୧୯୩୪ରେ ଜନ୍ମିତ କୁସେଲା କଲେଜରେ ପଢ଼ିବା ସମୟରେ ଏକ ସୌନ୍ଦର୍ଯ୍ୟ ପ୍ରତିଯୋଗିତାରେ ଭାଗ ନେଇଥିଲେ।…
Archives


