Home

ଡେଟଲ ରଚିଲା ଇତିହାସ

ନୂଆଦିଲ୍ଲୀ,୨୯।୭: କରୋନା ଯୋଗୁ ଲୋକେ ଏବେ ନିଜ ହାତକୁ ପରିଷ୍କାର ରଖିବା ପାଇଁ ସାବୁନରେ ହାତ ଧୋଉଛନ୍ତି। ଫଳରେ ଭାରତୀୟ ସାବୁନ ବଜାରରେ ଅନେକ ପରିବର୍ତ୍ତନ ହୋଇଛି। ଏହି ସମୟରେ ଅନେକ ଭାରତୀୟ ଡେଟଲ ସାବୁନ ବ୍ୟବହାର କରୁଛନ୍ତି। ଫଳରେ ଏହି…

ମୃତ୍ୟୁ ପରେ ବି ମିଳିଲାନି ସମ୍ମାନ: ଷ୍ଟ୍ରେଚରରେ ମୃତଦେହକୁ ୨ କିମି ବୋହିଲେ ପରିବାରଲୋକେ

ମାଲକାନଗିରି,୨୯।୭(ସ୍ବ.ପ୍ର.): ହଜିଗଲା ମାନବିକତା,ମୃତ୍ୟୁ ପରେ ମଧ୍ୟ ମିଳିଲାନାହିଁ ସମ୍ମାନ। ଶେଷରେ ମେଡିକାଲ ଷ୍ଟ୍ରେଚରରେ ପରିବାରଲୋକେ ମୃତଦେହକୁକୁ ବୋହି ନେଲେ ଘରକୁ। ଏଭଳି ଏକ ଅଭାବନୀୟ ଘଟଣା ଘଟିଛି ମାଲକାନଗିରି ଜିଲା ପଡିଆ ବ୍ଲକ ସଦର ମହକୁମାରେ। ପଡିଆ ବ୍ଲକ ଅନ୍ତର୍ଗତ ମୁସାକୀଗୁଡା…

ନିମିଷକରେ ଜୀବନ ନେଇପାରେ ଜାଇଫଳ, ଜାଣନ୍ତୁ କାହିଁକି

ଆଜି ମଧ୍ୟ ଖାଦ୍ୟ ସାମଗ୍ରୀ ଏବଂ ଏହାର ପ୍ରଭାବ ବିଷୟରେ ବିଶ୍ୱର ଅନେକ ବିଶ୍ୱବିଦ୍ୟାଳୟରେ ଅନୁସନ୍ଧାନ ଚାଲୁରହିଛି। ଗତ କିଛି ବର୍ଷ ମଧ୍ୟରେ କରାଯାଇଥିବା ଅନୁସନ୍ଧାନରେ ବୈଜ୍ଞାନିକମାନେ ଏହିପରି ଅନେକ ଖାଦ୍ୟ, ପଦାର୍ଥ ଆବିଷ୍କାର କରିଛନ୍ତି, ଯାହାକୁ ଖାଇ ଲୋକେ ଗୁରୁତର…

କରୋନା ଟୀକା ପ୍ରଥମେ ଦିଆଯିବ ଏସବୁ ଲୋକଙ୍କୁ…

ନୂଆଦିଲ୍ଲୀ/ଓ୍ବାଶିଂଟନ, ୨୯।୭: ପୃଥିବୀରେ କରୋନା ମହାମାରୀ ସଙ୍କଟ ସୃଷ୍ଟି କରିଛି। ଏପରିସ୍ଥଳେ ସଂକ୍ରମଣରୁ ଦୂରେଇ ରହିବା ଲାଗି ପ୍ରତିଷେଧକ ଟୀକା ପ୍ରସ୍ତୁତି ହୋଇ ସାରିଛି। ମଣିଷଙ୍କଠାରେ ଟୀକାର ଶେଷ ପର୍ଯ୍ୟାୟ ପରୀକ୍ଷା ସମ୍ପୂର୍ଣ୍ଣ ହେବା ପରେ ଆଉ ୧୫ ଦିନ ମଧ୍ୟରେ…

୧୦ ହଜାର ଶିକ୍ଷକଙ୍କୁ ପିଅନ, ମାଳି କରାଇବାକୁ ଚାହୁଁଛନ୍ତି ଏହି ରାଜ୍ୟ ସରକାର

ଅଗରତାଲା,୨୯।୭: ତ୍ରିପୁରା ସରକାର ସୁପ୍ରିମକୋର୍ଟରେ ଏକ ପିଟିସନ ଦାଖଲ କରିଛନ୍ତି। ଏହି ପିଟିଶନରେ ୧୦ ହଜାରର ପୋଷ୍ଟ ଗ୍ରାଜୁଏଟ, ଗ୍ରାଜୁଏଟ ଏବଂ ଅଣ୍ଡର ଗ୍ରାଜୁଏଟ୍‌ ଶିକ୍ଷକଙ୍କୁ ପୁନଃନିଯୁକ୍ତି ମାଗିଛନ୍ତି। ଏହି ୧୦, ୦୦୦ ଶିକ୍ଷକଙ୍କୁ ନିଯୁକ୍ତିକୁ କୋର୍ଟ ପ୍ରତ୍ୟାଖ୍ୟାନ କରିଛନ୍ତି। ରୋଚକ…

ଗଞ୍ଜାମରେ ଖୁବ୍‌ଶୀଘ୍ର କାର୍ଯ୍ୟକ୍ଷମ ହେବ ଆଉ ୨ କୋଭିଡ କେୟାର ସେଣ୍ଟର: ୩୦୦ ବେଡ୍‌, ୩୬ ଆଇସିୟୁ ବ୍ୟବସ୍ଥା

ଛତ୍ରପୁର, ୨୯।୭(ଡି.ଏନ୍‌.ଏ.): ଗଞ୍ଜାମ ଜ଼ିଲାରେ ଅଶ୍ୱିନୀ କୋଭିଡ୍‌ ହସ୍ପିଟାଲ ଓ ବ୍ରହ୍ମପୁରର ଏମ୍‌କେସିଜି ମେଡିକାଲ କଲେଜରେ ଉତ୍ସର୍ଗୀକୃତ କୋଭିଡ୍‌ କେୟାର ସେଣ୍ଟର ଖୁବ୍‌ଶୀଘ୍ର କାର୍ଯ୍ୟକ୍ଷମ ହେବ। ଏଥିରେ ୧୫୦ ଲେଖାଏ ମୋଟ ୩୦୦ ବେଡ୍‌ ରହିବ। ଏଥିସହ ଅଶ୍ୱିନୀ କୋଭିଡ୍‌ ହସ୍ପିଟାଲରେ…

କୁକୁର କିଣାକୁ ନେଇ ଦୁଇ ପକ୍ଷ ମୁହାଁମୁହିଁ, ପରିଣାମ ହେଲା ଏମିତି

ବିଜନୋର,୨୯।୭: ଉତ୍ତରପ୍ରଦେଶ ବିଜନୋରରେ କୁକୁର କିଣାକୁ ନେଇ ଦୁଇ ପକ୍ଷ ମୁହାଁମୁହିଁ ହୋଇଛନ୍ତି। ବିବାଦ ଏତେ ବଢି ଯାଇଥିଲା ଯେ ଉଭୟ ପକ୍ଷ ଗୁଳି ବିନିମୟରେ ଦୁଇ ଜଣଙ୍କର ମୃତ୍ୟୁ ହୋଇଥିବାବେଳେ ଜଣେ ଆହତ ହୋଇଛନ୍ତି। ଧାମପୁରର ପାଦଲି ମାଣ୍ଡୁ ଗ୍ରାମରେ…

ଅଗଷ୍ଟ ୧୦ ପୂର୍ବରୁ ଆସିବ କରୋନା ଟୀକା

ନୂଆଦିଲ୍ଲୀ/ଓ୍ବାଶିଂଟନ, ୨୯।୭: ପୃଥିବୀରେ କରୋନା ମହାମାରୀ ସଙ୍କଟ ସୃଷ୍ଟି କରିଛି। ଏପରିସ୍ଥଳେ ସଂକ୍ରମଣରୁ ଦୂରେଇ ରହିବା ଲାଗି ପ୍ରତିଷେଧକ ଟୀକା ପ୍ରସ୍ତୁତି ହୋଇ ସାରିଛି। ମଣିଷଙ୍କଠାରେ ଟୀକାର ଶେଷ ପର୍ଯ୍ୟାୟ ପରୀକ୍ଷା ସମ୍ପୂର୍ଣ୍ଣ ହେବା ପରେ ଅଗଷ୍ଟ ୧୦ ପୂର୍ବରୁ ଏହା…

ଏସବୁ ୨୯ ଆପ୍‌ ଫୋନ୍‌ରୁ ଶୀଘ୍ର ହଟାନ୍ତୁ: ରହିଛି ଭାଇରସ୍‌

ନୂଆଦିଲ୍ଲୀ, ୨୯।୭: କେତେକ ଆପ୍‌ରେ ଭାଇରସ୍‌ ରହିଥିବାରୁ ସେଗୁଡ଼ିକୁ ଶୀଘ୍ର ଫୋନ୍‌ ରୁ ହଟାଇବା ଲାଗି ସତର୍କ ସୂଚନା ଜାରି କରାଯାଇଛି। ହ୍ବାଇଟ ଓପସ୍‌ର ଇଣ୍ଟେଲଜେନ୍ସ୍‌ ଟିମ୍‌ ଏସବୁ ଆପ୍‌ ସମ୍ପର୍କରେ ତଥ୍ୟ ସଂଗ୍ରହ କରିଛନ୍ତି। ଏହି ଆପ୍‌ ପ୍ଲେ ଷ୍ଟୋରରୁ…

ବଲିଉଡ୍‌ରେ ଶ୍ୱେତାଙ୍କ ଝିଅ ପଲକଙ୍କ ଡେବ୍ୟୁ

ଫିଲ୍ମ ତଥା ଟିଭି ଅଭିନେତ୍ରୀ ଶ୍ୱେତା ତିଓ୍ବାରୀଙ୍କ ଝିଅ ପଲକ ବଲିଉଡ୍‌ରେ ଡେବ୍ୟୁ କରିବାକୁ ଯାଉଛନ୍ତି। ବିଶାଲ ମିଶ୍ରଙ୍କ ଫିଲ୍ମ ‘ରୋଜି’ରେ ତାଙ୍କୁ ମୁଖ୍ୟ ଭୂମିକାରେ ଦେଖିବାକୁ ମିଳିବ। ଚଳିତ ବର୍ଷ ଶେଷ ସୁଦ୍ଧା ଏହାର ଶୁଟିଂ କାର୍ଯ୍ୟ ଆରମ୍ଭ ହେବ…

ରିୟାଙ୍କ ନାମରେ ଏତଲା ପରେ ଏଭଳି ପୋଷ୍ଟ କଲେ ସୁଶାନ୍ତଙ୍କ ପୂର୍ବ ପ୍ରେମିକା ଅଙ୍କିତା, ଲେଖିଲେ..

ବମ୍ବେ: ବଲିଉଡ୍‌ ଅଭିନେତା ସୁଶାନ୍ତ ସିଂ ରାଜପୁତ ମୃତ୍ୟୁ ମାମଲାରେ ବେଳକୁ ବେଳ ନୂଆ ମୋଡ ଆସିଛି। ଘଟଣାର ଦେଢ଼ ମାସ ପରେ ଅଭିନେତାଙ୍କ ବାପା ବଡ଼ ଖୁଲାସା କରିଛନ୍ତି। ଏପରିକି ଅଭିନେତ୍ରୀ ତଥା ସୁଶାନ୍ତଙ୍କ ପ୍ରେମିକା ରିୟା ଚର୍କବର୍ତ୍ତୀଙ୍କ ବିରୋଧରେ…

ଏହି ଦେଶରେ ମହଙ୍ଗା ହେବ କରୋନା ଟିକା, ଦାମ୍‌ ରହିଛି…

ଓ୍ବାଶିଂଟନ୍‌,୨୯ା୭: ଆମେରିକାରେ ପ୍ରସ୍ତୁତ କରାଯାଇଥିବା କରୋନା ଭାଇରସ୍‌ର ଟିକା ମହଙ୍ଗା ଦରରେ ମିଳିବ। ଫାଇନାନ୍‌ସିଆଲ ଟାଇମ୍ସର ରିପୋର୍ଟ ଅନୁଯାୟୀ, ଆମେରିକା କମ୍ପାନୀ ମଡର୍ନା ଏହାର ଭ୍ୟାକ୍‌ସିନ୍‌ ବା ଟିକାର ଗୋଟିଏ କୋର୍ସକୁ ୩୭୦୦ରୁ ୪୫୦୦ ଟଙ୍କା ପର୍ଯ୍ୟନ୍ତ ବିକିବାକୁ ଯୋଜନା କରିଛି।…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri