Home

କପିଲଙ୍କୁ ଭାଜପାରେ ଯୋଗଦେବାକୁ ପରାମର୍ଶ ଦେଲେ ଅଠଓ୍ବାଲେ

ନୂଆଦିଲ୍ଲୀ,୨।୯: କଂଗ୍ରେସରେ ଚିଠିକୁ ନେଇ ବିବାହ ସୃଷ୍ଟି ହୋଇଥିବାବେଳେ କେନ୍ଦ୍ର ମନ୍ତ୍ରୀ ରାମଦାସ ଅଠୱାଲେ ଏଥିରୁ ଫାଇଦା ନେବାକୁ ଚେଷ୍ଟା କରୁଛନ୍ତି। ସେ କଂଗ୍ରେସର ବରିଷ୍ଠ ନେତା ଗୁଲାମ ନବୀ ଆଜାଦ ଏବଂ କପିଲ ସିବଲଙ୍କୁ କଂଗ୍ରେସ ଛାଡି ଭାଜପାରେ ଯୋଗଦେବାକୁ…

CORONAVIRUS UPDATE: ରାଜ୍ୟରେ ୨୯ ଜିଲାରୁ ୩୨୧୯ ପଜିଟିଭ ଚିହ୍ନଟ; ଖୋର୍ଦ୍ଧାରେ ପୁଣି ୭୦୦ ପାର

ଭୁବନେଶ୍ୱର, ୨।୯(ବ୍ୟୁରୋ): ରାଜ୍ୟରେ ବୁଧବାର ୨୯ ଜିଲାରୁ ପୁଣି ୩୨୧୯ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୦୯୭୮୦ରେ ପହଞ୍ଚିଛି। ଏ ନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ…

ରବର ଷ୍ଟାମ୍ପ୍‌ ଭଳି କାମ କରିବାକୁ ଚାହୁଁଛନ୍ତି ସରକାର…

ନୂଆଦିଲ୍ଲୀ, ୨।୯: ଦେଶରେ କରୋନା ମହାମାରୀ ସଂକ୍ରମଣ ବଢ଼ିଚାଲିଛି। ଏହାକୁ ଦୃଷ୍ଟିରେ ରଖି ସେପ୍ଟେମ୍ବର ୧୪ରୁ ଅକ୍ଟୋବର ୧ ପର୍ଯ୍ୟନ୍ତ ହେବାକୁ ଥିବା ସଂସଦର ମୌସୁମୀ ଅଧିବେଶନରେ ପ୍ରଶ୍ନକାଳ ନ ରଖାଯିବାକୁ ନିଷ୍ପତ୍ତି ଗ୍ରହଣ କରାଯାଇଛି। ତେବେ ଏହାକୁ ନେଇ କଂଗ୍ରେସ…

ରାଜଧାନୀରେ ସର୍ବାଧିକ କରୋନା ଯୋଦ୍ଧା ସଂକ୍ରମିତ…

ନୂଆଦିଲ୍ଲୀ, ୨।୯: ଦେଶରେ କରୋନା ମହାମାରୀ ସଂକ୍ରମଣ ବଢ଼ିଚାଲିଛି। ସଂକ୍ରମଣ ରୋକିବା କ୍ଷେତ୍ରରେ କାର୍ଯ୍ୟ କରୁଥିବା କରୋନା ଯୋଦ୍ଧାମାନେ ଏବେ ଅଧିକରୁ ଅଧିକ କରୋନାରେ ଆକ୍ରାନ୍ତ ହେବାରେ ଲାଗିଛନ୍ତି। ରାଜଧାନୀ ଦିଲ୍ଲୀରେ କରୋନା ଯୋଦ୍ଧାଙ୍କ ସଂକ୍ରମଣ ହାର ଅଧିକ ରହିଛି। ଅଗଷ୍ଟ…

ମଦ ବିକ୍ରିକୁ ବିରୋଧ କରିବାରୁ ଯୁବକକୁ ହତ୍ୟା

ଚୌଦ୍ୱାର, ୨ା୯(ଡି.ଏନ୍‌.ଏ): କଟକ ଜିଲା ଚୌଦ୍ୱାର ଥାନା ବାଣିପଦା ପଞ୍ଚାୟତ ହରିଜନ ସାହିରେ ମଦକୁ ବିରୋଧ କରିବାରୁ ମଙ୍ଗଳବାର ବିଳମ୍ବିତ ରାତିରେ ଜଣେ ଯୁବକକୁ ହତ୍ୟା କରାଯାଇଛି । ସେ ହେଲେ ଉକ୍ତ ସାହିର ସରୋଜ ସାମଲ। ଖବର ପାଇଁ ଚୌଦ୍ୱାର…

ବିବାହ ଭାଙ୍ଗିବା ପାଇଁ ଏହି ଦେଶରେ ନିଯୁକ୍ତ କରାଯାଏ ଏଜେଣ୍ଟ୍‌

ବିବାହ ଯୋଡିବା ପାଇଁ ଅନେକ ମ୍ୟାଟ୍ରିମୋନିଆଲ୍‌ ସାଇଟ୍‌ କିମ୍ବା ଏଜେଣ୍ଟ୍‌ ଅଛନ୍ତି। କିନ୍ତୁ କେବେ ବିବାହ ଭାଙ୍ଗିଥିବା ଏଜେଣ୍ଟମାନଙ୍କ ନାମ ଶୁଣିଛନ୍ତି କି? ଏପରି ଏକ ଦେଶ ଅଛି ଯେଉଁଠାରେ ବିବାହ ଭାଙ୍ଗିବାକୁ ଏଜେଣ୍ଟ ଅଛନ୍ତି। ସେଠାରେ ଏହା ଏକ ଲୋକପ୍ରିୟ…

ରାଜୌରୀରେ ଅସ୍ତ୍ରବିରତି ଉଲ୍ଲଂଘନ କଲା ପାକିସ୍ତାନ: ଜଣେ ଭାରତୀୟ ଜେସିଓ ଶହୀଦ୍‌

ଶ୍ରୀନଗର, ୨।୯: ଜମ୍ମୁ-କଶ୍ମୀର ନିୟନ୍ତ୍ରଣ ରେଖାରେ ପାକିସ୍ତାନ ଲଗାତାର ଅସ୍ତ୍ରବିରତି ଉଲ୍ଲଂଘନ ଜାରି ରଖିଛି। ବୁଧବାର ସକାଳେ ପାକିସ୍ତାନ ଫରଓ୍ବାର୍ଡ ପୋଷ୍ଟଗୁଡ଼ିକରୁ ରୋଜୌରୀର କେରି ସେକ୍ଟର ଉପରେ ମୋର୍ଟାର ଶେଲିଂ ମାଡ଼ କରାଯାଇଛି। ଏଥିରେ ଜଣେ ଭାରତୀୟ ଜେସିଓ (ଜୁନିଅର କମିଶନଡ୍‌…

ଆଜି ୩ଟି କ୍ୟାବିନେଟ ବୈଠକ: ନିଆଯିବ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି

ଭୁବନେଶ୍ୱର, ୨।୯(ବ୍ୟୁରୋ): ବୁଧବାର ରାଜ୍ୟରେ ୩ଟି ଗୁରୁତ୍ୱପୂର୍ଣ୍ଣ କ୍ୟାବିନେଟ ବୈଠକ ବସିବ। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ଏହି ବୈଠକ ବସିବ। ପ୍ରଥମେ ଅପରାହ୍ନ ୫ଟାରେ ଐତିହ୍ୟ କ୍ୟାବିନେଟ ବୈଠକ ବସିବ। ପରେ ୫ଟା ୧୫ରେ କୃଷି କ୍ୟାବିନେଟ ବସିବାକୁ ଥିବାବେଳେ…

ସ୍କୁଟିକୁ ଧକ୍କା ଦେବାରୁ ବସ୍‌ ଜାଳିଦେଲେ ଉତ୍ତ୍ୟକ୍ତ ଲୋକେ

କେନ୍ଦ୍ରାପଡ଼ା ଅଫିସ/ ମାର୍ଶାଘାଇ, ୨।୯(ଡି.ଏନ୍‌.ଏ.): କେନ୍ଦ୍ରାପଡ଼ା ଜିଲା ମାର୍ଶାଘାଇ ଥାନା ଅନ୍ତର୍ଗତ ୫ ନଂ. କ ଜାତୀୟ ରାଜପଥର ବଡପାଳଠାରେ ବୁଧବାର ସକାଳେ ଏକ ବସ୍‌ ସ୍କୁଟିକୁ ଧକ୍କା ଦେଇଥିଲା। ଏଥିରେ ସ୍କୁଟି ଚାଳକ ହଳଦିଆ ଗ୍ରାମର ବିକାଶ ନାୟକ ଗୁରୁତର…

ତାଡି ପିଇଲେ ଭଲ ହୋଇଯିବ କ୍ୟାନସର୍‌!

ହାଇଦ୍ରାବାଦ,୨।୯: ତେଲେଙ୍ଗାନା ସରକାରରେ ଜଣେ ମନ୍ତ୍ରୀ କ୍ୟାନ୍‌ସର ରୋଗର ଔଷଧ ବିଷୟରେ ଏକ ଅଜବ ଦାବି କରିଛନ୍ତି। ତେଲେଙ୍ଗାନା ରାଷ୍ଟ୍ରିୟ ସମିତି ସରକାରରେ ଅବକାରୀ ମନ୍ତ୍ରୀ ଥିବା ଶ୍ରୀନିବାସ ଗୌଡ କହିଛନ୍ତି ଯେ ତାଡି ପିଇବା ଦ୍ୱାରା କ୍ୟାନସର ସମେତ ଅତି…

ଏକ ମିନିଟ୍‌ରେ ୧୫୦ କାର୍‌ ଲୋଗୋ

ଚେନ୍ନାଇ: କଥାରେ ଅଛି ଆଗ୍ରହର ସହ କରାଯାଇଥିବା ସମସ୍ତ କାମରେ ସଫଳତା ଅବଶ୍ୟ ମିଳିଥାଏ। ଏହାର ଏକ ଉଦାହରଣ ହେଉଛନ୍ତି ଚେନ୍ନାଇର ୭ ବର୍ଷର ବାଳକ କେଭିନ୍‌ ରାହୁଲ। ଏତେ କମ୍‌ ବୟସରେ ସେ ୧୫୦ଟି କାର୍‌ ଲୋଗୋର ନାଁ କହି…

ଭାରତ ଇତିହାସରେ ପ୍ରଥମ ଘଟଣା: ମୌସୁମୀ ଅଧିବେଶନରେ ରହିବନି ପ୍ରଶ୍ନକାଳ !

ନୂଆଦିଲ୍ଲୀ, ୨।୯: ସେପ୍ଟେମ୍ବର ୧୪ ତାରିଖରୁ ସଂସଦର ମୌସୁମୀ ଅଧିବେଶନ ଆରମ୍ଭ ହେବାକୁ ଯାଉଛି। ଏହା ଅକ୍ଟୋବର ୧ ପର୍ଯ୍ୟନ୍ତ ଚାଲିବ। ଏନେଇ ଲୋକ ସଭା ସେକ୍ରେଟାରିଏଟ୍‌ ପକ୍ଷରୁ ବିଜ୍ଞପ୍ତି ମଧ୍ୟ ପ୍ରକାଶ ପାଇଛି। ରାଷ୍ଟ୍ରପତି ରାମନାଥ କୋବିନ୍ଦ ସେପ୍ଟେମ୍ବର ୧୪…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri