କଂଗ୍ରେସର ବିରୋଧ ସତ୍ତ୍ୱେ ଆର୍ଏସ୍ଏସ୍ କାର୍ଯ୍ୟାଳୟରେ ପହଞ୍ଚିଯାଇଥିଲେ ପ୍ରଣବ: ଆଉ ତା’ ପରେ କରିଥିଲେ ସର୍ଜିକାଲ ଷ୍ଟ୍ରାଇକ୍ !
ନୂଆଦିଲ୍ଲୀ,୧।୯: ପୂର୍ବତନ ରାଷ୍ଟ୍ରପତି ଭାରତରତ୍ନ ପ୍ରଣବ ମୁଖାର୍ଜୀ ଆଉ ନାହାନ୍ତି। ସୋମବାର ସେ ଶେଷ ନିଶ୍ୱାସ ତ୍ୟାଗ କରିଥିବା ବେଳେ ମଙ୍ଗଳବାର ତାଙ୍କର ଶେଷକୃତ୍ୟ ସମ୍ପର୍ଣ୍ଣ ହୋଇଛି। ଦୀର୍ଘ ୫ ଦଶନ୍ଧି ଧରି ସେ ରାଜନୀତି ସହ ଜଡ଼ିତ ଥିବା ବେଳେ…
ସୁସ୍ଥ ହେଲେ ଆଉ ୩୪୮୪ କରୋନା ଆକ୍ରାନ୍ତ: ୮୦ହଜାର ଟପିଲା ଆରୋଗ୍ୟ ସଂଖ୍ୟା
ଭୁବନେଶ୍ୱର,୧।୯(ବ୍ୟୁରୋ): ରାଜ୍ୟରେ ଆଉ ୩୪୮୪ କରୋନା ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ତନ୍ମଧ୍ୟରୁ ସର୍ବାଧିକ ୮୯୦ଜଣ ଖୋର୍ଦ୍ଧାର ଅଛନ୍ତି। ଏହାକୁ ମିଶାଇ ମୋଟ ଆରୋଗ୍ୟ ସଂଖ୍ୟା ୮୦୭୭୦କୁ ବୃଦ୍ଧି ପାଇଛି। ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ…
ବରୀ ବିଧାୟିକାଙ୍କୁ କରୋନା
ବରୀ,୧।୯(ଡି.ଏନ୍.ଏ.): ଯାଜପୁର ଜିଲା ବରୀ ବିଧାୟିକା ସୁନନ୍ଦା ଦାସ କରୋନା ସଂକ୍ରମିତ ହୋଇଛନ୍ତି। ଏନେଇ ସେ ମଙ୍ଗଳବାର ଟୁଇଟ୍ କରି ସୂଚନା ଦେଇଛନ୍ତି। ତାଙ୍କର ସ୍ବାସ୍ଥ୍ୟାବସ୍ଥା ସ୍ଥିର ଥିବା ବେଳେ ସେ ଏବେ ହୋମ୍ ଆଇସୋଲେଶନରେ ଅଛନ୍ତି। କିଛି ଦିନ ଭିତରେ…
କଟକ ମହାନଗର ନିଗମ ଅଞ୍ଚଳରୁ ଚିହ୍ନଟ ହେଲେ ଆଉ ୧୯୮ ଆକ୍ରାନ୍ତ: ମୋଟ ସଂଖ୍ୟା ୫୦୦୦ ଟପିଲା
କଟକ ଅଫିସ,୧।୯: କଟକ ମହାନଗର ନିଗମ ଅଞ୍ଚଳରୁ ମଙ୍ଗଳବାର ଆଉ ୧୯୮ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେଥିରୁ ୬୭ ଇନ୍ଷ୍ଟିଚ୍ୟୁଶନାଲ କ୍ୱାରାଣ୍ଟାଇନ୍ କେସ ରହିଥିବା ବେଳେ ୫୭ ହୋମ୍ କ୍ୱାରାଣ୍ଟାଇନ୍ ଏବଂ ୭୪ ଲୋକାଲ କଣ୍ଟାକ୍ଟ କେସ୍ ରହିଛି। ଏହାକୁ…
ଭୁବନେଶ୍ୱରର ଏହି ବିଧାୟକଙ୍କୁ କରୋନା: ସଂସ୍ପର୍ଶରେ ଆସିଥିବା ବ୍ୟକ୍ତିଙ୍କୁ ପରୀକ୍ଷା କରାଇନେବାକୁ ପରାମର୍ଶ
ଭୁବନେଶ୍ୱର,୧।୯(ବ୍ୟୁରୋ): ଭୁବନେଶ୍ୱର(ଉତ୍ତର) ବିଧାୟକ ସୁଶାନ୍ତ କୁମାର ରାଉତଙ୍କୁ କରୋନା। ସଂକ୍ରମିତ ହେବା ନେଇ ଚିହ୍ନଟ ହେବା ପରେ ସେ ହୋମ୍ ଆଇସୋଲେଶନରେ ଅଛନ୍ତି। ଏବେ ତାଙ୍କ ସ୍ବାସ୍ଥାବସ୍ଥା ଭଲ ରହିଛି। ତେବେ ତାଙ୍କ ସଂସ୍ପର୍ଶରେ ଆସିଥିବା ବ୍ୟକ୍ତିମାନଙ୍କୁ ପରୀକ୍ଷା କରାଇ ନେବାକୁ…
ମଧୁମେହ ଯୋଗୁ ଇନ୍ସୁଲିନ୍ ନେଉଛନ୍ତି କି? ଏହି ୪ଟି ଜିନିଷ ପ୍ରତି ନିଶ୍ଚିତ ଧ୍ୟାନ ଦିଅନ୍ତୁ
ଆଜିକାଲି ସମୟରେ ଡାଇବେଟିସ୍ ବା ମଧୁମେହ ଏକ ସାଧାରଣ ରୋଗ କହିଲେ ଭୁଲ ହେବ ନାହିଁ। ଥରେ ଏହି ରୋଗ ହେବା ମାତ୍ରେ ରୋଗୀଙ୍କୁ ନିଜର ଜୀବନଚର୍ଯ୍ୟାକୁ ବିଶେଷ ଧ୍ୟାନ ଦେବାକୁ ପଡ଼ିଥାଏ। ଖାଇବା ପିଇବାଠାରୁ ଆରମ୍ଭ କରି ଶୋଇବା ଏବଂ…
ସାବତ ଭଉଣୀଙ୍କ ସହ ନିର୍ବନ୍ଧ କଲେ ବିଶ୍ୱ ଚାମ୍ପିୟନ୍ ଚାଳକ ମିଗୁଏଲ ଓଲିଭେରା: ୧୧ ବର୍ଷ ଧରି ଲୁଚିଛପି କରୁଥିଲେ ପ୍ରେମ
ନୂଆଦିଲ୍ଲୀ,୧।୯: ମୋଟୋ ଗ୍ରାଣ୍ଡପ୍ରିକ୍ସ(MOTOGP) ଚାଳକ ମିଗୁଏଲ୍ ଓଲିଭେରା ନିଜ ସାବତ ଭଉଣୀ ଆନ୍ଦ୍ରିୟା ପେମେଣ୍ଟାଙ୍କ ସହ ନିର୍ବନ୍ଧ କରିଛନ୍ତି। ଏହି ଖୁସି ଖବରକୁ ତାଙ୍କ ବାପା ସମସ୍ତଙ୍କୁ ଜଣାଇଛନ୍ତି। ଦୀର୍ଘ ୧୩ ବର୍ଷ ବୟସରୁ ଉଭୟ ଉଭୟଙ୍କୁ ଭଲ ପାଇ ଆସୁଥିଲେ।…
ଭୁବନେଶ୍ୱରରୁ ଚିହ୍ନଟ ହେଲେ ଆଉ ୩୦୭ କରୋନା ଆକ୍ରାନ୍ତ: ଓୟୁଏଟି କଲୋନୀରୁ ସର୍ବାଧିକ
ଭୁବନେଶ୍ୱର,୧।୯(ବ୍ୟୁରୋ): ରାଜଧାନୀରେ ହୁ ହୁ ହୋଇ ମାଡ଼ିଚାଲିଛି କରୋନା। ମଙ୍ଗଳବାର ପୁଣି ଭୁବନେଶ୍ୱରରୁ ୩୦୭ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେଥିରୁ ୧୩୫ କ୍ୱାରାଣ୍ଟାଇନ୍ର ଥିବା ବେଳେ ୧୭୨ ଲୋକାଲ କେସ୍ ରହିଛି। ତେବେ କ୍ୱାରାଣ୍ଟାଇନ୍ କେସ୍ ମଧ୍ୟରୁ ୨୦ଜଣ ଓୟୁଏଟି କଲୋନୀରୁ…
ଘରେ ଅର୍ଥାଭାବ ଲାଗି ରହୁଛି କି? ଏହି ଉପାୟ ଅବଲମ୍ବନ କରିଲେ ପାଇବେ ଲକ୍ଷ୍ମୀ, କୁବେରଙ୍କ କୃପା..
ମହାନ ଅର୍ଥନୀତିଜ୍ଞ ଆଚାର୍ଯ୍ୟ ଚାଣକ୍ୟ ମନୁଷ୍ୟ ଜୀବନ ସହ ଜଡ଼ିତ ସମସ୍ତ ପ୍ରଶ୍ନର ଉତ୍ତର ନିଜର ନୀତିଶାସ୍ତ୍ରରେ ଦେଇଛନ୍ତି। ରାଜନୀତିଠାରୁ ଆରମ୍ଭ କରି ସାମାଜିକ ଏବଂ ଆର୍ଥିକ ବିଷୟକୁ ସେ ଭଲଭାବେ ନିରୀକ୍ଷଣ କରିଥିଲେ। ଏଣୁ ଏବେ ବି ଲୋକେ କୌଣସି…
ମାସେ ଭିତରେ ଏହି ଯୁବକଙ୍କୁ ୮ ଥର କାମୁଡ଼ିଲାଣି ଗୋଟିଏ ସାପ: ଯେଉଁଠି ଲୁଚିଲେ ବି ଖୋଜିନେଉଛି
ରାମପୁର: ଉତ୍ତରପ୍ରଦେଶର ରାମପୁରରେ ସର୍ପ ଦଶଂନକୁ ନେଇ ଏକ ଅଜବ ଘଟଣା ଦେଖିବାକୁ ମିଳିଛି। ଜଣେ ଯୁବକଙ୍କୁ ଲଗାତାର ଭାବେ ଗୋଟିଏ ସାପ କାମୁଡିବା ଚର୍ଚ୍ଚାର ବିଷୟ ପାଲଟିଛି। ସେ ହେଲେ ଯଶରାଜ ମିଶ୍ର। ରାମପୁରରେ ରହୁଥିବା ଯଶରାଜଙ୍କୁ ଗୋଟିଏ ମାସରେ…
ମାସେ ବଢ଼ିଲା ପୁରୀ ସ୍ବର୍ଗଦ୍ୱାର କଟକଣା
ପୁରୀ ଅଫିସ,୧ା୯: ମହାମାରୀ କରୋନା ସଂକ୍ରମଣକୁ ନଜରରେ ରଖି ସ୍ବର୍ଗଦ୍ୱାରରେ ପୁରୀ ଜିଲା ବାହାର ମୃତଦେହ ଦାହ ଉପରେ କଟକଣା ଲଗାଯାଇଛି । ଗତ ଜୁଲାଇ ୭ ତାରିଖରୁ ପୁରୀ ଜିଲା ବାହାର ମୃତଦେହ ସ୍ବର୍ଗଦ୍ୱାରରେ ଦାହ କରାଯାଇପାରିବ ନାହିଁ ବୋଲି…
ଏହିସବୁ ରୁଟ୍ରେ ସବୁଦିନ ଚାଲିବ ମୋ’ ବସ୍
ଭୁବନେଶ୍ୱର, ୧।୯(ବ୍ୟୁରୋ): ଏଣିକି ସପ୍ତାହର ସମସ୍ତ ୭ ଦିନ ଚାଲିବ ‘ମୋ ବସ୍’। ଏ ନେଇ ମଙ୍ଗଳବାର ସୂଚନା ଦେଇଛନ୍ତି କ୍ରୁଟ୍ ତଥା ଓଏସ୍ଆର୍ଟିସି ପରିଚାଳନା ନିର୍ଦ୍ଦେଶକ ଅରୁଣ ବୋଥ୍ରା। ଅଧିକ ଡିମାଣ୍ଡ ଥିବା ୮ ଟି ରୁଟ୍ରେ ସପ୍ତାହର ସବୁଦିନ…
Archives


