Home

ଖୁବ୍‌ଶୀଘ୍ର ସମ୍ପ୍ରସାରଣ ହେବ ଭୁବନେଶ୍ୱର ବିମାନବନ୍ଦର, ମନ୍ତ୍ରୀ କହିଲେ…

ଭୁବନେଶ୍ୱର,୨୫ା୮: ଭୁବନେଶ୍ୱର ବିଜୁ ପଟ୍ଟନାୟକ ବିମାନବନ୍ଦର ସଂପ୍ରସାରଣ କାମ ଖୁବ୍‌ଶୀଘ୍ର ଆରମ୍ଭ ହେବ। ଏନେଇ କେନ୍ଦ୍ର ବେସାମରିକ ବିମାନ ଚଳାଚଳ ମନ୍ତ୍ରୀ କେ. ରାମମୋହନ ନାଇଡୁ ସୂଚନା ଦେଇଛନ୍ତି। ଯାତ୍ରୀଙ୍କ ସଂଖ୍ୟା ବୃଦ୍ଧି ପାଉଥିବାରୁ ଭୁବନେଶ୍ୱର ବିମାନବନ୍ଦରରେ ତୃତୀୟ ଟର୍ମିନାଲ ହେବ।…

ଖୁସି ଖବର ଦେଲେ ପରିଣୀତି: ସୁନ୍ଦର ଫଟୋ ଶେୟାର କରି କହିଲେ…

ବଲିଉଡ ଅଭିନେତ୍ରୀ ପରିଣୀତି ଚୋପ୍ରା ଖୁବ୍‌ଶୀଘ୍ର ମା’ ହେବାକୁ ଯାଉଛନ୍ତି। ଆମ ଆଦମୀ ପାର୍ଟି (AAP) ଏମ୍‌ପି ତଥା ସ୍ବାମୀ ରାଘବ ଚଡ୍ଡା ସହ ସେ ନିଜର ପ୍ରଥମ ସନ୍ତାନକୁ ସ୍ବାଗତ କରିବାକୁ ପ୍ରସ୍ତୁତ ହେଉଛନ୍ତି। ଉଭୟ ଇନଷ୍ଟାଗ୍ରାମରେ ଏକ ପୋଷ୍ଟ…

ଗ୍ରାମାଞ୍ଚଳ ବିକାଶ ପାଇଁ ଖର୍ଚ୍ଚ ହେଉଛି କୋଟିକୋଟି ଟଙ୍କା, ହେଲେ ସୁଧୁରୁନି ରାସ୍ତାର ଅବସ୍ଥା

କଲ୍ୟାଣସିଂହପୁର,୨୫ା୮(ଦୀପକ କୁମାର ପରିଡ଼ା): ଗ୍ରାମାଞ୍ଚଳର ବିକାଶ ପାଇଁ ସରକାରଙ୍କ ଅନେକ ଯୋଜନା କାର୍ଯ୍ୟକାରୀ କରୁଛନ୍ତି। ଏଥି ନିମନ୍ତେ ଖର୍ଚ୍ଚ ହେଉଛି କୋଟି କୋଟି ଟଙ୍କା। ମାତ୍ର ରାୟଗଡ଼ା ଜିଲା କଲ୍ୟାଣସିଂହପୁର ବ୍ଲକ ପାର୍ସାଲି ପଞ୍ଚାୟତର ଦୁର୍ଗମ ନୀୟମଗିରି ଅଞ୍ଚଳର ଦୃଶ୍ୟ ଦେଖିଲେ…

ଇତିହାସ ରଚିଲେ ବାଂଲାଦେଶୀ କ୍ରିକେଟର୍‌: ପ୍ରଥମ ଖେଳାଳି ଭାବେ କଲେ ଏମିତି କାରନାମା

ଢାକା,୨୫।୮:ବାଂଲାଦେଶ ଅଲରାଉଣ୍ଡର ସାକିବ ଅଲ ହାସନ ଇତିହାସ ସୃଷ୍ଟି କରିଛନ୍ତି। ସେ ତାଙ୍କ ଟି-୨୦ କ୍ୟାରିୟରରେ ୫୦୦ ଉଇକେଟ ପୂରଣ କରିଛନ୍ତି। ସେ ସିପିଏଲ ୨୦୨୫ (କାରିବିଆନ ପ୍ରିମିୟର ଲିଗ)ର ୧୧ତମ ମ୍ୟାଚ ସମୟରେ ଏହି ରେକର୍ଡ କରିଛନ୍ତି। ସେ ଟି-୨୦ରେ…

ତୈଳିକ ହଳଦିଆ ବୈଶ୍ୟ ସାହୁ ସମାଜର ନବକଳେବର: ଜାଣନ୍ତୁ କାହାକୁ ମିଳିଲା କେଉଁ ପଦବୀ

କର୍ଲାମୁଣ୍ଡା,୨୫।୮(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ କୁଶୁର୍ଲା ଓ ମ ରାମପୁର ବ୍ଲକର ମସ୍କାଦାଣ୍ଡି ସୀମାରେ ଥିବା ଶାନ୍ତି ବନଠାରେ ତୈଳିକ ହଳଦିଆ ବୈଶ୍ୟ ସାହୁ ସମାଜର ଜିଲା କମିଟି ଗଠିତ ହୋଇଯାଇଛି। ଏଠାରେ ଜିଲା ସଭାପତି ଭାବେ…

ଖାଲି ପେଟରେ ଚା ପିଉଥିଲେ…

ଚା’ ଓ କଫି ଅମ୍ଳୀୟ ଅଂଶ ରହିଛି। ତେଣୁ ଖାଲିପେଟରେ ଏହାକୁ ପିଇଲେ ଶରୀରରେ ଅମ୍ଳ ଓ କ୍ଷାରର ସନ୍ତୁଳନ ବିପର୍ଯ୍ୟସ୍ତ ହୋଇପଡ଼େ। ସକାଳେ ପାକସ୍ଥଳୀ ଭିତରେ କୌଣସି ଖାଦ୍ୟ ନ ଥାଏ। ଫଳରେ ପାକସ୍ଥଳୀ ନରମ ଥାଏ। ସକାଳୁ ଖାଲି…

ଝିଆରୀଙ୍କୁ ବଞ୍ଚାଇବାକୁ ଯାଇ ବଡବାପାଙ୍କ ଜୀବନ ଗଲା: କକା ଗୁରୁତର

ପାଟଣା,୨୫।୮(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ ଚିନାମାଳିପଶି ଗ୍ରାମର ତଣ୍ଡିଆ ସାହିରେ ସୋମବାର ଏକ ଅଭାବନୀୟ ଘଟଣା ଘଟିଛି। ଝିଆରୀ ଲୁଗା ଶୁଖାଉଥିବା ସମୟରେ ବିଦ୍ୟୁତ ସଂସ୍ପର୍ଶରେ ଆସିଥିବାବେଳେ ତାଙ୍କୁ ବଞ୍ଚାଇବାକୁ ଯାଇ ବଡବାପାଙ୍କ ବିଦ୍ୟୁତ ଆଘାତରେ ମୃତ୍ୟୁ ଘଟିଛି।…

ଲଗାଣ ବର୍ଷା, ରାସ୍ତା ମଝିରେ ଭାଙ୍ଗିଲା ବିରାଟ କାୟ ଆମ୍ବଗଛ: ଯାତାୟାତ ଠପ୍‌

ରାୟଗଡ଼ା,୨୫/୮(ଆଶିଷ ରଞ୍ଜନ ପଣ୍ଡା/ ପ୍ରଫୁଲ୍ଲ କୁମାର ବେହେରା):ଲଗାଣ ବର୍ଷାରେ ରାସ୍ତା ମଝିରେ ଭାଙ୍ଗିଲା ବିରାଟ କାୟ ଆମ୍ବଗଛ। ୪୪ ନଂ ରାଜ୍ୟ ରାଜପଥ ମଣ୍ଡଳଗୁଡା ଗ୍ରାମନିକଟରେ ଆମ୍ବ ଗଛ ଭାଙ୍ଗି ରାସ୍ତା ଉପରେ ପଡିଛି। ଫଳରେ ଟିକିରି ଓ କାଶିପୁରଠାରୁ ରାୟଗଡା…

ସ୍ତ୍ରୀ-ପିଲାଙ୍କୁ ବିଦା କରିଦେଲେ ପୂଜାରା: ୨୪ ଘଣ୍ଟା ଭିତରେ ଘର ଖୋଜ କହି…

ନୂଆଦିଲ୍ଲୀ,୨୫।୯:ଭାରତୀୟ ଟେଷ୍ଟ କ୍ରିକେଟର ନିର୍ଭରଯୋଗ୍ୟ ବ୍ୟାଟସମ୍ୟାନ ଚେତେଶ୍ୱର ପୂଜାରା ସମ୍ପ୍ରତି ଅନ୍ତର୍ଜାତୀୟ କ୍ରିକେଟକୁ ଅଲବିଦା କହିଛନ୍ତି। ବିଶ୍ୱ ଟେଷ୍ଟ ଚାମ୍ପିଅନସିପ ଫାଇନାଲ ୨୦୨୩ ପରଠାରୁ ତାଙ୍କୁ ଭାରତୀୟ ଦଳରେ ସ୍ଥାନ ମିଳିନାହିଁ। ନିରନ୍ତର ପ୍ରୟାସ ସତ୍ତ୍ୱେ ପୁନରାଗମନ କରିପାରି ନ ଥିବାରୁ…

ବାଧକ ସାଜିଛି ବର୍ଷା: କାମଧନ୍ଦାକୁ ବାହାରି ପାରୁନାହାନ୍ତି ଲୋକେ

ଦାରିଙ୍ଗବାଡ଼ି,୨୫ା୮(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ଅଞ୍ଚଳରେ ଗତ ୧୦ ଦିନରୁ ଊର୍ଦ୍ଧ୍ୱ ହେଲା ଲଘୁଚାପ ଜନିତ ବର୍ଷା ପାଇଁ ସୂର୍ଯ୍ୟଦେବଙ୍କୁ ଦେଖିପାରୁନାହାନ୍ତି ଲୋକେ। ବର୍ଷା ପ୍ରଭାବରେ ଲୋକଙ୍କ କାମଧନ୍ଦା ବନ୍ଦ ହୋଇଯାଇଛି। ଅନେକ ଶ୍ରମିକ, ଦିନ ମଜୁରିଆଙ୍କ ଅବସ୍ଥା…

ଭିଜିଲାନ୍ସ ଜାଲରେ ପୋଲିସ ଏସ୍‌ଆଇ, ସ୍କ୍ରାପ୍‌ ବ୍ୟବସାୟୀଙ୍କଠାରୁ ନେଉଥିଲେ…

ବରଗଡ଼,୨୫ା୮(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ବିଜେପୁର ଥାନାରେ କାର୍ଯ୍ୟରତ ପୋଲିସ ଏସ୍‌ଆଇ ଜଗା ବରିହା ସୋମବାର ଭିଜିଲାନ୍ସ ଜାଲରେ ପଡ଼ିଛନ୍ତି। ସେ ଜଣେ ସ୍କ୍ରାପ ବ୍ୟବସାୟୀଙ୍କଠାରୁ ୭ହଜାର ଟଙ୍କା ଲାଞ୍ଚ ନେଉଥିବା ବେଳେ ଭିଜିଲାନ୍ସ ଟିମ୍‌ ମାଡି ବସିଥିଲା। ତାଙ୍କ ପାଖରୁ…

ହେଡ୍‌ କୋଚ ହେଲେ କୋଲକାତାର ରାଜକୁମାର: ଏହି ଦଳ ଦେଲା ଗୁରୁଦାୟିତ୍ୱ

ନୂଆଦିଲ୍ଲୀ,୨୫।୯:ଭାରତୀୟ କ୍ରିକେଟ ଦଳର ପୂର୍ବତନ ଅଧିନାୟକ ଏବଂ ପୂର୍ବତନ ବିସିସିଆଇ ସଭାପତି ସୌରଭ ଗାଙ୍ଗୁଲି କ୍ରିକେଟ ଜଗତରେ ଏକ ନୂତନ ଆରମ୍ଭ କରିଛନ୍ତି। ଦୀର୍ଘ ବର୍ଷ ଅପେକ୍ଷା ପରେ, ସେ ଏବେ କୋଚ ଭୂମିକାରେ ପାଦ ଦେଇଛନ୍ତି। ସେ ଭାରତୀୟ ଦଳର…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri