୧୦୮ ଆମ୍ବୁଲାନ୍ସ୍ର ପ୍ରଥମ ମହିଳା ଡ୍ରାଇଭର: ନିଯୁକ୍ତି ଦେଲେ ମୁଖ୍ୟମନ୍ତ୍ରୀ
ଚେନ୍ନାଇ, ୧।୯: ପ୍ରଥମ ମହିଳା ଆମ୍ବୁଲାନ୍ସ୍ ଡ୍ରାଇଭରଙ୍କୁ ତାମିଲନାଡୁ ମୁଖ୍ୟମନ୍ତ୍ରୀ ଇଡ଼ାପ୍ପାଡ଼ି କେ. ପାଲାନିସାମି ନିଯୁକ୍ତି ପ୍ରଦାନ କରିଛନ୍ତି। ରାଜ୍ୟର ପ୍ରଥମ ମହିଳା ଭାବେ ଏମ୍. ବୀରାଲକ୍ଷ୍ମୀ ଏବେ ୧୦୮ ଆମ୍ବୁଲାନ୍ସ୍ ଚଳାଇବେ। ୯୦ଟି ୧୦୮ ଆମ୍ବୁଲାନ୍ସ୍ର ଲୋକାର୍ପଣ ମୁଖ୍ୟମନ୍ତ୍ରୀଙ୍କ ଦ୍ୱାରା…
ଇଞ୍ଜିନିୟରିଂ ଚାକିରିରେ ମିଳିଲାନି ଶାନ୍ତି, ବ୍ୟକ୍ତି କଲେ ଏମିତି କାମ
ଜଣେ ଇଞ୍ଜିନିୟର ଚା’ବାଲାଙ୍କ ଫଟୋ ଏବେ ସୋସିଆଲ ମିଡିଆରେ ଭାଇରାଲ ହୋବରେ ଲାଗିଛି। ତାଙ୍କର ଫଟୋକୁ ଆଇଏଏସ୍ ଅବନୀଶ ଶରଣ ଟୁଇଟରରେ ଶେୟାର କରିଛନ୍ତି। ଏହି ଫଟୋରେ ଜଣେ ଇଞ୍ଜିନିୟରରୁ ଚା’ ବାଲା ସାଜିଥିବା ବ୍ୟକ୍ତି କାହାଣୀ ରହିଛି। ଯାହାକି ଲୋକଙ୍କୁ…
ପ୍ରତିଦିନ ୧୩ ଥର ଅସ୍ତ୍ରବିରତି ଉଲ୍ଲଂଘନ କରୁଛି ପାକିସ୍ତାନ
ନୂଆଦିଲ୍ଲୀ, ୧।୯: ଭାରତ ପାକିସ୍ତାନ ସୀମାରେ ଉତ୍ତେଜନା ବଢିବାରେ ଲାଗିଛି। ୨୦୨୦ର ପ୍ରଥମ ସାତ ମାସ ମଧ୍ୟରେ ପାକିସ୍ତାନ ୨ ହଜାର ୯୫୨ ଥର ଅସ୍ତ୍ରବିରତି ଉଲ୍ଲଂଘନ କରିଛି। ଜୁଲାଇ ମାସ ମଧ୍ୟରେ ପାକିସ୍ତାନ ପ୍ରତି ଦିନ ହାରାହାରି ୧୩.୮୯ ଥର…
ବଳାତ୍କାର ପୀଡିତାଙ୍କ ପାଇଁ କାମ କରନ୍ତି ଏହି ପ୍ରସିଦ୍ଧ କ୍ରିକେଟରଙ୍କ ସ୍ତ୍ରୀ
ଚେନ୍ନାଇ ସୁପର କିଙ୍ଗ୍ସର ଭେଟେରାନ ଖେଳାଳି ଫାଫ ଡୁ ପ୍ଲେସିସ ଦ୍ୱିତୀୟ ଥର ପାଇଁ ପିତା ହୋଇଛନ୍ତି। ଡୁ ପ୍ଲେସିଙ୍କ ସ୍ତ୍ରୀ ଇମାରି ଏକ ଶିଶୁ କନ୍ୟାକୁ ଜନ୍ମ ଦେଇଛନ୍ତି। ଫାଫ ଡୁ ପ୍ଲେସିସ ଏବଂ ଇମାରି ୭ ବର୍ଷ ପୂର୍ବେ…
ଅନ୍ତିମ ସଂସ୍କାରର ୧୦ ଦିନ ପରେ ଯୁବତୀ କହିଲେ ମୁଁ ବଞ୍ଚିଛି: ଆଉ ତା’ପରେ
ପାଟନା,୧।୯: ବିହାରର ବୈଶାଳୀ ଜିଲାରେ ଏକ ଅଜବ ଘଟଣା ସାମ୍ନାକୁ ଆସିଛି। ଏଠାରେ ଜଣେ ଯୁବତୀଙ୍କ ଅନ୍ତିମ ସଂସ୍କାରର ୧୦ ଦିନ ପରେ ତାଙ୍କର ଏକ ଭିଡିଓ ସାମ୍ନାକୁ ଆସିଛି। ଭିଡିଓରେ ସେ ଜୀବିତ ଥିବା କହିଛନ୍ତି। ସମ୍ପୃକ୍ତ ଯୁବତୀଙ୍କୁ ବଳାତ୍କାର…
ଭାରତର ନୂଆ ଯୋଜନା: ଚାଇନା-ପାକିସ୍ତାନ ସୀମାରେ ମୁତୟନ ହେବ ରକେଟ ଲଞ୍ଚର
ନୂଆଦିଲ୍ଲୀ, ୧।୯: ସୀମାରେ ଉତ୍ତେଜନା ବଢୁଥିବାର ଭାରତ ନୂଆ ଯୋଜନା ପ୍ରସ୍ତୁତ କରିଛି। ପାକିସ୍ତାନ ସୀମା ଏବଂ ଚାଇନା ସୀମାରେ ପିନାକା ରକେଟ ଲଞ୍ଚର ମୁତୟନ କରିବାକୁ ପ୍ରତିରକ୍ଷା ମନ୍ତ୍ରଣାଳୟ ପକ୍ଷରୁ ନିଷ୍ପତ୍ତି ଗ୍ରହଣ କରାଯାଇଛି। ଏନେଇ ପ୍ରତିରକ୍ଷା ମନ୍ତ୍ରଣାଳୟ ପକ୍ଷରୁ…
ବଜାରରେ ମିଳିବ ମୋଦି ଇଡ୍ଲୀ, ୧୦ ଟଙ୍କାରେ ଏତିକିଟା ଖାଇପାରିବେ
ଚେନ୍ନାଇ,୧।୯: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଲୋକପ୍ରିୟତାକୁ ଦୃଷ୍ଟିରେ ରଖି ତାମିଲନାଡୁର ସାଲେମ ସହରରେ ମୋଦି ଇଡ୍ଲୀ ବିକ୍ରି ପାଇଁ ପ୍ରସ୍ତୁତି ଚାଲିଛି। ସହରର ପ୍ରଥମ ୨୨ଟି ଦୋକାନରେ ଏହା ଉପଲବ୍ଧ ହେବ। ଏହା ପରେ ଏହାର ବିକ୍ରିକୁ ଦେଖି ଦୋକାନଗୁଡ଼ିକ ବୃଦ୍ଧି…
ପୂର୍ବତନ ରାଷ୍ଟ୍ରପତି ପ୍ରଣବ ମୁଖାର୍ଜୀଙ୍କ ପାଇଁ ଏହି ଦେଶରେ ରାଷ୍ଟ୍ରୀୟ ଶୋକ ପାଳନ
ଢାକା,୧।୯:ଭାରତ ରତ୍ନ ଏବଂ ପୂର୍ବତନ ରାଷ୍ଟ୍ରପତି ପ୍ରଣବ ମୁଖାର୍ଜୀଙ୍କ ଦେହାନ୍ତ ପରେ ଦେଶରେ ୭ ଦିନିଆ ଶୋକ ଘୋଷଣା କରାଯାଇଛି। ମଙ୍ଗଳବାର ଦିନ ଦିଲ୍ଲୀରେ ତାଙ୍କର ଶେଷ ରୀତିନୀତି ଅନୁଷ୍ଠିତ ହେବ। ପଡୋଶୀ ଦେଶ ବାଂଲାଦେଶ ମଧ୍ୟ ତାଙ୍କ ମୃତ୍ୟୁକୁ ନେଇ…
ମହିଳାଙ୍କ ପାଟିରୁ ବାହାରିଲା ୪ ଫୁଟର ସାପ
ମସ୍କୋ, ୧।୯: ପାଟିରୁ ସାପ ବାହାରିବା ଶୁଣିଲେ ଯେ କେହି ଆଶ୍ଚର୍ଯ୍ୟ ହେବେ। ତେବେ ରୁଷ୍ରେ ମହିଳାଙ୍କ ପାଟିରୁ ଡାକ୍ତର ୪ ଫୁଟ ଲମ୍ବର ସାପ ବାହାର କରିଛନ୍ତି। ମହିଳା ଜଣକ ମୁହଁ ଖୋଲା କରି ଶୋଇଥିବା ସମୟରେ ସାପ ତାଙ୍କ…
ଆଇଏସ୍ଆଇ ଏଜେଣ୍ଟ ଗିରଫ
ନୂଆଦିଲ୍ଲୀ, ୧।୯(ପି.ଟି.): ପାକିସ୍ତାନୀ ଗୋଇନ୍ଦା ସଂସ୍ଥା (ଆଇଏସ୍ଆଇ) ପାଇଁ କାର୍ଯ୍ୟ କରୁଥବା ଗୁଜରାଟ ମୁନ୍ଦ୍ରା ଡକ୍ୟାର୍ଡର ସୁପରଭାଇଜର ରଜକଭାଇ କୁମ୍ଭାରଙ୍କୁ ଜାତୀୟ ତଦନ୍ତକାରୀ ସଂସ୍ଥା (ଏନ୍ଆଇଏ) ରବିବାର ଗିରଫ କରିଛି। ଗୁଜରାଟ ପଶ୍ଚିମ କଚ୍ଛ ବାସିନ୍ଦା ରଜକଭାଇ ଉତ୍ତରପ୍ରଦେଶ ପ୍ରତିରକ୍ଷା/ଆଇଏସ୍ଆଇ ମାମଲା…
ପଶ୍ଚିମବଙ୍ଗରେ ୩୦ ଯାଏ ଲକ୍ଡାଉନ
କୋଲକାତା, ୧।୯(ପି.ଟି.): ପଶ୍ଚିମବଙ୍ଗ ସରକାର କରୋନାଜନିତ ଲକ୍ଡାଉନ୍କୁ ସେପ୍ଟେମ୍ବର ୩୦ ପର୍ଯ୍ୟନ୍ତ ବଢ଼ାଇଛନ୍ତି। ସେପ୍ଟେମ୍ବର ୭, ୧୧ ଏବଂ ୧୨ରେ ପଶ୍ଚିମବଙ୍ଗ ସମ୍ପୂର୍ଣ୍ଣ ଲକ୍ଡାଉନ ରହିବ ବୋଲି ମୁଖ୍ୟ ଶାସନ ସଚିବ ରାଜୀବ ସିହ୍ନା କହିଛନ୍ତି। ତେବେ କେନ୍ଦ୍ର ସରକାରଙ୍କ ଅନ୍ଲକ୍…
ସିଙ୍ଗାପୁରରେ ପ୍ରଥମ ବିରୋଧୀ ଦଳ ନେତା ହେଲେ ଭାରତୀୟ ବଂଶୋଦ୍ଭବ
ସିଙ୍ଗାପୁର, ୧।୯(ପି.ଟି.): ସିଙ୍ଗାପୁରରେ ଭାରତୀୟ ବଂଶୋଦ୍ଭବ ରାଜନେତା ପ୍ରୀତମ ସିଂ ଇତିହାସ ରଚିଛନ୍ତି। ସେ ଦେଶର ପ୍ରଥମ ବିରୋଧୀ ଦଳ ନେତା ହୋଇଛନ୍ତି। ସୋମବାର ପାର୍ଲାମେଣ୍ଟ ତାଙ୍କୁ ଦାୟିତ୍ୱ ପ୍ରଦାନ କରିଛି। ଜୁଲାଇ ୧୦ରେ ହୋଇଥିବା ସାଧାରଣ ନିର୍ବାଚନରେ ପ୍ରୀତମ୍ଙ୍କ ଓ୍ବାର୍କର୍ସ…
Archives


