କୁଳଭୂଷଣ ଅଧ୍ୟାଦେଶ’ ଆଣିବେ ପାକ୍ ସରକାର
ଇସ୍ଲାମାବାଦ,୨୮।୭: ବିରୋଧୀ ଦଳ ଦ୍ୱାରା ସମାଲୋଚିତ ହୋଇଥିବା ଇମ୍ରାନ ଖାନ୍ ସରକାର ପାକିସ୍ତାନ ଜାତୀୟ ଆସେମ୍ବ୍ଲିରେ ଅନ୍ତର୍ଜାତୀୟ ନ୍ୟାୟିକ ଅଦାଲତ (ଆଇସିଜେ) ସମୀକ୍ଷା ଓ ପୁନର୍ବିଚାର ଅଧ୍ୟାଦେଶ ୨୦୨୦ ଆଣିବା ଆଶା କରାଯାଉଛି। ପାକିସ୍ତାନ ଜେଲ୍ରେ ଥିବା ଭାରତର ପୂର୍ବତନ ନୌସେନା…
ଦୋକାନରେ ତାଲା, ଘରେ ବେପାର
ଅନୁଗୋଳ ଅଫିସ୍, ୨୮।୭ ଅନୁଗୋଳରେ କରୋନା ସଂକ୍ରମଣ ବଢ଼ୁଥିବା ବେଳେ ପ୍ରହସନ ପାଲଟିଛି ଲକ୍ଡାଉନ୍ କଟକଣା। ସକାଳୁ ଅପରାହ୍ନ ୧ଟା ପର୍ଯ୍ୟନ୍ତ ଅତ୍ୟାବଶ୍ୟକ ସାମଗ୍ରୀ ଦୋକାନ ଖୋଲା ରଖିବାକୁ ନିର୍ଦ୍ଦେଶ ଥିଲେ ହେଁ ଏହାକୁ ଖୋଲାଖୋଲି ଉଲ୍ଲଂଘନ କରାଯାଉଥିବା ଦେଖାଯାଉଛି। କେତେଜଣ…
୨୦୧୯-୨୦ରେ ୧.୮୫ ଲକ୍ଷ କୋଟିର ବ୍ୟାଙ୍କ ଠକେଇ
ନାଗପୁର,୨୮।୭: ଆର୍ଥତ୍କ ବର୍ଷ ୨୦୧୯-୨୦ରେ ଦେଶର ବାଣିଜି୍ୟକ ବ୍ୟାଙ୍କ ଏବଂ ବିତ୍ତ ପ୍ରତିଷ୍ଠାନଗୁଡିକରେ ୮୪,୫୪୫ ଠକେଇ ମାମଲା ସାମ୍ନାକୁ ଆସିଛି। ଏହି ମାମଲା ଗୁଡିକରେ ମୋଟ ୧.୮୫ ଲକ୍ଷ କୋଟି ଟଙ୍କା ଠକେଇ ହୋଇଥିବା ରିଜର୍ଭ ବ୍ୟାଙ୍କ ଦେଇଥିବା ଆର୍ଟିଆଇରେ…
ସମସ୍ତଙ୍କ ସ୍ବାବ ପରୀକ୍ଷା, ଚିକିତ୍ସା ଦାବି
ଖଇରା,୨୮।୭(ଡି.ଏନ.ଏ.)-ବାଲେଶ୍ୱର ଜିଲା ଖଇରା ବ୍ଲକ ସିପିଏମ ଆଞ୍ଚଳିକ କମିଟି ପକ୍ଷରୁ ୭ଦଫା ଦାବି ନେଇ ଏକ ଦାବିପତ୍ର ମୁଖ୍ୟମନ୍ତ୍ରୀଙ୍କ ଉଦ୍ଦେଶ୍ୟରେ ବିଡିଓ ଦେବେନ୍ଦ୍ର ବଳଙ୍କୁ ପ୍ରଦାନ କରାଯାଇଛି। ପ୍ରଥମେ ଏକ ଶୋଭାଯାତ୍ରା ଖଇରା ବଜାର ପରିକ୍ରମା କରି ବ୍ଲକରେ ପହଞ୍ଚତ୍ଥିଲା। ପରେ…
ଆଉ ୪୭ ଚାଇନା ଆପ୍ ବ୍ୟାନ୍: ପବ୍ଜୀ ଉପରେ ଲାଗିପାରେ କଟକଣା
ନୂଆଦିଲ୍ଲୀ,୨୭।୭: ଚାଇନା ସେନା ଆକ୍ରମଣରେ ୨୦ ଭାରତୀୟ ଯବାନ ଶହୀଦ ହେବା ପରେ ଭାରତ ସରକାର ଜାତୀୟ ସୁରକ୍ଷାକୁ ଧ୍ୟାନରେ ରଖି ପ୍ରାରମ୍ଭିକ ପର୍ଯ୍ୟାୟରେ ୫୯ ଚାଇନା ମୋବାଇଲ ଆପ୍ଲିକେଶନ ଉପରେ କଟକଣା ଲଗାଇଥିଲେ। ସୋମବାର ପୁଣି ଥରେ ୪୭ ଚାଇନା…
କେମିତି ମିଳିବ ଅର୍ଥ ବ୍ୟବସ୍ଥାକୁ ଗତି: ମନ୍ତ୍ର ଦେଲେ ଶକ୍ତିକାନ୍ତ
ମୁମ୍ବାଇ,୨୭।୭: କରୋନା ମହାମାରୀ ଯୋଗୁ ଦେଶର ଅର୍ଥ ବ୍ୟବସ୍ଥା ବର୍ତ୍ତମାନ ପ୍ରଭାବିତ ହୋଇ ରହିଛି। ଏହି ସମୟରେ ଅର୍ଥ ବ୍ୟବସ୍ଥାର ଗତିବିଧିକୁ ବଢ଼ାଇବାର ଉପାୟ ସମ୍ପର୍କରେ ରିଜର୍ଭ ବ୍ୟାଙ୍କ ଗଭର୍ନର ଶକ୍ତିକାନ୍ତ ଦାସ ଗୁରୁତ୍ୱାରୋପ କରିଛନ୍ତି। ସେ କହିଛନ୍ତି ଯେ, ଭିତ୍ତିଭୂମି…
୨୦୧୯-୨୦ରେ ଓଡ଼ିଶାକୁ ୫୧୨୨ କୋଟି ଟଙ୍କାର ଜିଏସ୍ଟି କ୍ଷତିପୂରଣ
ନୂଆଦିଲ୍ଲୀ,୨୭।୭: ଆର୍ଥତ୍କ ବର୍ଷ ୨୦୧୯-୨୦ରେ କେନ୍ଦ୍ର ସରକାର ସାମଗ୍ରୀ ଓ ସେବା ଟିକସ (ଜିଏସ୍ଟି) କ୍ଷତିପୂରଣ ବାବଦ ଓଡ଼ିଶାକୁ ମୋଟ ୫,୧୨୨ କୋଟି ଟଙ୍କା ପ୍ରଦାନ କରିଛନ୍ତି। ଚଳିତ ବର୍ଷ ମାର୍ଚ୍ଚରେ ରାଜ୍ୟଗୁଡିକୁ ମୋଟ ୧୩,୮୦୬ କୋଟି ଟଙ୍କା କ୍ଷତିପୂରଣ ରାଶି…
ଭାରତରେ ଅର୍ଦ୍ଧାଧିକ କର୍ମଚାରୀଙ୍କୁ ଛଟେଇ କରିବ ହୁଆଓ୍ବି
ନୂଆଦିଲ୍ଲୀ,୨୭।୭: ଚାଇନା ସେନା ଦ୍ୱାରା ୨୦ ଭାରତୀୟ ଯବାନ ଶହୀଦ ହେବା ପରେ ଚାଇନା କମ୍ପାନୀଗୁଡିକ ଉପରେ ଭାରତ ସରକାର କଟକଣା ଲାଗୁ କରିଛନ୍ତି। ପ୍ରାଥମିକ ପର୍ଯ୍ୟାୟରେ ୫୯ ଚାଇନା ଉପରେ ବ୍ୟାନ୍ ଲାଗିବାରୁ ସେଠାକାର କମ୍ପାନୀଗୁଡିକ ଭାରତରେ କାରବାର କରିବା…
ରେକର୍ଡ ସ୍ତରରେ ସୁନା: ଦର ୫୧,୮୩୩ ଟଙ୍କା ଛୁଇଁଲା
ନୂଆଦିଲ୍ଲୀ,୨୭।୭: ଗତ କିଛି ସପ୍ତାହ ଧରି ସୁନା ଦର ଭାରତରେ ବୃଦ୍ଧି ଘଟୁଥିବା ବେଳେ ଦରରେ ବିରତି ଲାଗୁନାହିଁ। ବିଦେଶୀ ବଜାର କାରଣରୁ ମଲ୍ଟି କମୋଡିଟି ଏକ୍ସଚେଞ୍ଜ(ଏମ୍ସିଏକ୍ସ)ରେ ସୋମବାର ପ୍ରାରମ୍ଭିକ କାରବାରରେ ସୁନା ଦର ବିଶେଷ ବୃଦ୍ଧି ହୋଇଥିବା ଜଣାପଡିଛି। ସୁନା…
ଜୀବନକୁ ବାଜି ଲଗାଇ ପାଣି ଟାଙ୍କିରୁ ଛୁଆକୁ ଉଦ୍ଧାର କଲା ମା’ ମାଙ୍କଡ: ଦେଖନ୍ତୁ ଭିଡିଓ…
ମାଟିରୁ ଆକାଶ ଯାଏ ଯିଏ ପରିବ୍ୟାପ୍ତ ସେ ହେଉଛି ମା’। ମା’ର ପଣତ ତଳେ ଛୁଆ ଥାଏ ସବୁଠୁ ବେଶି ସୁରକ୍ଷିତ। ଆଉ ଯେତେବେଳେ ନିଜର ସନ୍ତାନ ପ୍ରତି ବିପଦ ଆସେ ନିଜ ଜୀବନକୁ ବାଜି ଲଗାଇ ଦିଏ ମା’। ଏହାର…
ଅଣ୍ଡିରା ଛେଳି ଦେଉଛି କ୍ଷୀର: ପିଉଛନ୍ତି ପୂରା ପରିବାର
ରାଜସ୍ଥାନ,୨୭।୭-ଏକ ଅଣ୍ଡିରା ଛେଳି ବା ଖାସୀ କ୍ଷୀର ଦେଉଛି। ଶୁଣିଲେ ଅବିଶ୍ୱାସ ଲାଗୁଥିଲେ ମଧ୍ୟ ଏହି ଘଟଣାଟି ସତ। ରାଜସ୍ଥାନର ଧୌଲପୁର ଜିଲା ଗୁର୍ଜା ଅଞ୍ଚଳରେ ଏପରି ଅଜବ ଘଟଣା ସାମ୍ନାକୁ ଆସିଛି। ଆଉ ଏହି ଅଣ୍ଡିରା ଛେଳିର କ୍ଷୀରକୁ ମାଲିକଙ୍କ…
ରାଜ୍ୟରେ ଆଉ ୫୮୧ କରୋନା ଆକ୍ରାନ୍ତ ସୁସ୍ଥ
ଭୁବନେଶ୍ୱର,୨୭।୭(ବ୍ୟୁରୋ)-ରାଜ୍ୟରେ ସୋମବାର ପୁଣି ୫୮୧ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଗଞ୍ଜାମ ଜିଲାରୁ ସର୍ବାଧିକ ୧୬୦ଜଣ ସୁସ୍ଥ ହୋଇଥିବାବେଳେ ଖୋର୍ଦ୍ଧାରୁ ୭୭, ଗଜପତିରୁ ୪୩, କଟକରୁ ୩୪, ମାଲକାନଗିରିରୁ ୩୨, ବରଗଡରୁ ୨୫, ଭଦ୍ରକରୁ ୨୩, କେନ୍ଦୁଝରରୁ ୧୯, ଅନୁଗୋଳ, କନ୍ଧମାଳରୁ…
Archives


