Home

ମଶା କାମୁଡିବାର ପରିଣାମ: ଗୋଡ଼ର ଆକାର ସ୍ବାଭାବିକଠାରୁ ୫ଗୁଣ ହେଲା ବଡ଼

ମଶା କାମୁଡିବା ଆମକୁ ସାଧାରଣ ଲାଗିଥାଏ। ପ୍ରତିଦିନ ଗୋଟିଏ ମଶା ଆମକୁ ନିଶ୍ଚିନ୍ତ କାମୁଡୁଥିବ। ଡେଙ୍ଗୁ, ମେଲେରିଆ ବ୍ୟତିତ କୌଣସି ସାଧାରଣ ମଶା କାମୁଡିଲେ ସାମାନ୍ୟ କୁଣ୍ଡେଇ ହେବା ପରେ ଠିକ୍‌ ହୋଇଯାଇଥାଏ। ହେଲେ କାମ୍ବୋଡିଆ ଜଣେ ଯୁବକଙ୍କୁ ମଶା କାମୁଡିବା…

ଭୁବନେଶ୍ୱରରୁ ଆଜି ୩୧୬ ପଜିଟିଭ ଚିହ୍ନଟ: ସେଥିରୁ ଲୋକାଲ କେସ୍‌ ୨୩୨

ଭୁବନେଶ୍ୱର,୯।୧୦(ବ୍ୟୁରୋ)-ରାଜଧାନୀ ଭୁବନେଶ୍ୱରରୁ ଆଜି ଆଉ ୩୧୬ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେଥିମଧ୍ୟରୁ କ୍ୱାରାଣ୍ଟାଇନରୁ ୮୪ ଜଣ ଚିହ୍ନଟ ହୋଇଥିବାବେଳେ ଲୋକାଲ କଣ୍ଟାକ୍ଟ କେସ ୨୩୨ ରହିଛି। ସେହିପରି ଆଜି ଭୁବନେଶ୍ୱରରୁ ୩୨୬ ଜଣ ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଛନ୍ତି।…

ଏହି ୨ ରାଶିର ବ୍ୟକ୍ତି ନିଜ ସାଥୀଙ୍କୁ କେବେ ଦେଇ ନ ଥାନ୍ତି ପ୍ରତାରଣା

ପ୍ରତ୍ୟେକ ବ୍ୟକ୍ତିଙ୍କ ଜୀବନରେ ଉତ୍‌ଥାନ-ପତନ ଲାଗି ରହିଥାଏ। ତେବେ ଗ୍ରହ ମଣିଷ ଜୀବନରେ ଏକ ଗୁରୁତ୍ୱପୂର୍ଣ୍ଣ ଭୂମିକା ଗ୍ରହଣ କରିଥାଏ। ଏହି ଗ୍ରହର ସ୍ଥିତି ଯୋଗୁ କେତେବଳେ ଲାଭ ହୋଇଥାଏ ତ ଆଉ କେତେବେଳେ କ୍ଷତି। ଏମିତିରେ ଯଦି ଜଣେ ବ୍ୟକ୍ତିଙ୍କ…

ପାକିସ୍ତାନର ଗୁପ୍ତଚର ସଂସ୍ଥା ଆଇଏସ୍‌ଆଇକୁ ଗୁପ୍ତ ସୂଚନା ହେଇ ହାଲ୍ କର୍ମଚାରୀ ଗିରଫ

ନାସିକ,୯ ।୧୦: ମହାରାଷ୍ଟ୍ରର ଆଣ୍ଟି ଟେରୋରିଜମ ସ୍କାଡ(ଏଟିଏସ୍‌)କୁ ଶୁକ୍ରବାର ଏକ ବଡ ସଫଳତା ମିଳିଛି । ଏଟିଏସ୍ ଦ୍ୱାରା ହିନ୍ଦୁସ୍ତାନ ଏରୋନଟିକ୍ସ ଲିମିଟେଡ(ଏଚ୍‌ଏଏଲ୍‌) ନାସିକ ୟୁନିଟର ଜଣେ କର୍ମଚାରୀଙ୍କୁ ଗିରଫ କରାଯାଇଛି । ଉକ୍ତ ବ୍ୟକ୍ତି ଜଣଙ୍କ ଭାରତୀୟ ଯୁଦ୍ଧ ବିମାନ…

ବିଶ୍ୱ ଖାଦ୍ୟ କାର୍ଯ୍ୟକ୍ରମକୁ ୨୦୨୦ ବର୍ଷର ନୋବେଲ ଶାନ୍ତି ପୁରସ୍କାର

ଷ୍ଟକହୋମ,୯ ।୧୦: ବିଶ୍ୱ ଖାଦ୍ୟ କାର୍ଯ୍ୟକ୍ରମ ବା ୱାର୍ଲଡ ଫୁଡ୍ ପ୍ରୋଗ୍ରାମ(ଡପ୍ଲୁଏଫ୍‌ପି)କୁ ୨୦୨୦ ବର୍ଷ ପାଇଁ ନୋବେଲ ଶାନ୍ତି ପୁରସ୍କାର ଦେବାକୁ ଘୋଷଣା କରାଯାଇଛି । ନୋବେଲ ପୁରସ୍କାର ସମିତି ଦ୍ୱାରା ଶୁକ୍ରବାର ଏହି ଘୋଷଣା କରାଯାଇଛି । ନୋବେଲ କମିଟି…

ଏକକ ପିଜି ପରୀକ୍ଷା ପାଇଁ ପ୍ରସ୍ତୁତି ଆରମ୍ଭ: କରୋନା ଆକ୍ରାନ୍ତ ଦେଇପାରିବେ ପରୀକ୍ଷା

ଭୁବନେଶ୍ୱର,୯ା୧୦(ବ୍ୟୁରୋ): ଏକକ ପିଜି ପ୍ରବେଶିକା ପରୀକ୍ଷା ନେଇ ଶୁକ୍ରବାର ଉଚ୍ଚଶିକ୍ଷା ବିଭାଗ ପକ୍ଷରୁ ଏକ ବୈଠକ ଅନୁଷ୍ଠିତ ହୋଇଛି। ଏହି ବୈଠକରେ ଆସନ୍ତା ୧୨ ତାରିଖରୁ ଚଳିତବର୍ଷ ରାଜ୍ୟର ବିଭିନ୍ନ ବିଶ୍ୱବିଦ୍ୟାଳୟର ପିଜି ଶ୍ରେଣୀରେ ନାମଲେଖା ପାଇଁ ଏକକ ପ୍ରବେଶିକା ପରୀକ୍ଷା…

ବ୍ୟାଙ୍କ ଲୁଟିବାକୁ ଆସିଥିଲେ ଏହି ଲୁଟେରା, ଏମିତି ପଡ଼ିଲେ ଧରା

ଜୟପୁର,୯ା୧୦: ରାଜସ୍ଥାନର ସିକରରେ ଥିବା ବ୍ୟାଙ୍କ ଲୁଟିବା ପାଇଁ ଜଣେ ଦୁର୍ବୃତ୍ତ ଆସିଥିବା ବେଳେ ପୋଲିସ ହାତରେ ଧରା ପଡ଼ିଛନ୍ତି। ଫଳରେ ଡକାୟତି ଉଦ୍ୟମ ପଣ୍ଡ ହୋଇଛି। ସିକର ଉଦ୍ୟୋଗ ନଗର ଥାନା ଅନ୍ତର୍ଗତ କାନାଡା ବ୍ୟାଙ୍କକୁ ଜଣେ ଅପରାଧୀ ଲୁଟିବା…

କ୍ୟାନ୍‌ସର ଠାରୁ ଦୂରେଇ ରଖିବ ବ୍ରୋକୋଲି

ବ୍ରୋକୋଲିକୁ ପରିବା ଭାବରେ ବ୍ୟବହାର କରାଯାଏ। ଏଥିରେ ଆଣ୍ଟିଅକ୍ସିଡାଣ୍ଟ ଓ ପଲିଫେନଲ ଥିବାରୁ ଏହା କ୍ୟାନସର ବିରୋଧୀ ଅଟେ। ଏହାବ୍ୟତିତ ଏଥିରେ ଜଣେ ବୟସ୍କ ଲୋକଙ୍କ ଆବଶ୍ୟକତା ଅନୁସାରେ ଅନ୍ୟ ପୁଷ୍ଟିକାରକ ଦ୍ରବ୍ୟ ମଧ୍ୟ ମହଜୁଦ ରହିଛି। ବ୍ରୋକୋଲିରେ ଡ୍ରାଇଲଣ୍ଡ୍ରୋଲିଲ ମିଥେନ୍‌…

ମେଡ ଇନ୍ ଇଣ୍ଡିଆର ଦମ୍ : ଆଣ୍ଟି ବିକିରଣ କ୍ଷେପଣାସ୍ତ୍ରର ସଫଳ ପରୀକ୍ଷଣ

ନୂଆଦିଲ୍ଲୀ, ୯ ।୧୦: ପ୍ରତିରକ୍ଷା ଅନୁସନ୍ଧାନ ଓ ବିକାଶ ସଂଗଠନ ବା ଡିଫେନ୍ସ ରିସର୍ଚ୍ଚ ଆଣ୍ଡ ଡେଭଲପମେଣ୍ଟ ଅର୍ଗାନାଇଜେଶନ(ଡିଆର୍‌ଡିଓ) ପୁଣିଥରେ ଇତିହାସ ରଚିଛି । ଭାରତ ଶୁକ୍ରବାର ଆଣ୍ଟି ରେଡିଏଶନ ମିଶାଇଲ ‘ରୁଦ୍ରମ’ର ସଫଳ ପରୀକ୍ଷଣ କରିଛି । ଏହି କ୍ଷେପଣାସ୍ତ୍ରକୁ…

ବରଗଡ଼ରେ କମୁନି କରୋନା ଆକ୍ରାନ୍ତଙ୍କ ସଂଖ୍ୟା, ଆଜି ୮୬ ପଜିଟିଭ୍‌ ଚିହ୍ନଟ

ବରଗଡ଼ ଅଫିସ,୯ା୧୦: ବରଗଡ଼ ଜିଲାରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା କମିବାର ନାଁ ନେଉନି। ଶୁକ୍ରବାର ଜିଲାରେ ପୁଣି ୮୬ ଜଣ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରେ ସୋହେଲା ବ୍ଲକର ସର୍ବାଧିକ ୧୪ଜଣ ରହିଥିବା ବେଳେ ଭେଡେନ ବ୍ଲକର ୧୨,…

ପ୍ରେମ ନିବେଦନ ପାଇଁ ୯ ଲକ୍ଷ ଟଙ୍କା ଖର୍ଚ୍ଚକଲେ ଏହି ବ୍ୟକ୍ତି: କାରଣ ଜାଣିଲେ ହେବେ ଆଶ୍ଚର୍ଯ୍ୟ

ପ୍ରେମିକାକୁ ଗୋଲାପ ଫୁଲ ଦେଇ ଅଧିକାଂଶ ଲୋକ ପ୍ରେମ ନିବେଦନ କରିଥାନ୍ତି। ଆଉ କେତେକ ଲୋକ ଏହାଠାରୁ କିଛି ଭିନ୍ନ କରିବାକୁ ଚାହିଁଥାନ୍ତି। ସେମିତି ଜଣେ ବ୍ୟକ୍ତି ହେଲେ ଲଣ୍ଡନର ଜୋସ।ଜୋସ୍‌ ସାରା ନାମକ ଝିଅକୁ ପ୍ରେମ ନିବେଦନ କରିବା ନିମନ୍ତେ…

ବର୍ଷକୁ ୨୦ କୋଟି ଟଙ୍କାର ମଦ ପିଅନ୍ତି ଏହି ଦେଶର ଶାସକ

ପ୍ୟୋଙ୍ଗୟାଙ୍ଗ,୯ା୧୦: ବିଶ୍ୱରେ ଏମିତି କେହି ନାହିଁ, ଯିଏ କି ଉତ୍ତରକୋରିଆର ଶାସକ କିମ୍‌-ଜୋଙ୍ଗ୍‌-ଉନ୍‌ଙ୍କୁ ନ ଜାଣିଛି। କିମ୍‌ ନିଜର ଏକଛତ୍ରବାଦ ଶାସନ ପାଇଁ ସବୁବେଳେ ଚର୍ଚ୍ଚାରେ ରହିଥାନ୍ତି। ଏମିତିରେ ଉତ୍ତରକୋରିଆକୁ ‘ଗୁପ୍ତ ଦେଶ’ ବୋଲି କୁହାଯାଏ। କାରଣ ଏଠାକାର କଥା ବାହାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?