ଆଜି ସ୍ବାୟତ୍ତ ଶାସନ ଦିବସ
ଭୁବନେଶ୍ବର, ୩୧।୮(ବ୍ୟୁରୋ)ଆଜି ହେଉଛି ସ୍ବାୟତ୍ତ ଶାସନ ଦିବସ। ଏହି ଦିନରେ ରାଜଧାନୀ ଭୁବନେଶ୍ୱରରେ ପ୍ରତିବର୍ଷ ରାଜ୍ୟସ୍ତରୀୟ କାର୍ଯ୍ୟକ୍ରମ ସହ ୩ଦିନ ଧରି ବିଭିନ୍ନ ପ୍ରକଳ୍ପର ଶିଳାନ୍ୟାସ, ଉଦ୍ଘାଟନ, ସଭା ଓ ବୈଠକ ଚାଲିଥାଏ। କିନ୍ତୁ ଏବର୍ଷ ସେପରି କିଛି ସ୍ବତନ୍ତ୍ର କାର୍ଯ୍ୟକ୍ରମ…
ଟୁଇଟର୍ରେ ସର୍ବାଧିକ ଲାଇକ୍ କରାଯାଇଥିବା ଟୁଇଟ୍ ବିଷୟରେ ଜାଣନ୍ତି କି
ହଲିଉଡର ପ୍ରସିଦ୍ଧ ଅଭିନେତା ଚାଦ୍ୱିକ୍ ବୋସମ୍ୟାନ୍ଙ୍କ ଗତ ଅଗଷ୍ଟ ୨୯ରେ ପରଲୋକ ଘଟିଥିଲା। ମୃତ୍ୟୁ ବେଳକୁ ତାଙ୍କୁ ୪୩ ବର୍ଷ ବୟସ ହୋଇଥିଲା। ସେ କର୍କଟ ରୋଗରେ ପୀଡିତ ଥିଲେ। ଫିଲ୍ମ ‘ବ୍ଲାକ ପାନ୍ଥର୍’ର ଏହି ମୁଖ୍ୟ ଅଭିନେତାଙ୍କ ବିୟୋଗରେ ସାରା…
ରିଆ ଜଣେ ବିଷକନ୍ୟା: ସ୍ବାମୀ
ନୂଆଦିଲ୍ଲୀ, ୩୧।୮: ବଲିଉଡ୍ ଅଭିନେତା ସୁଶାନ୍ତ ସିଂ ରାଜପୁତଙ୍କ ଆତ୍ମହତ୍ୟା ମାମଲା ନେଇ ସିବିଆଇ ତଦନ୍ତ ଜାରି ରହିଛି। ଏପରିସ୍ଥଳେ ଭାଜପା ନେତା ସୁବ୍ରମଣ୍ୟମ୍ ସ୍ବାମୀ ସୁଶାନ୍ତଙ୍କ ଗର୍ଲଫ୍ରେଣ୍ଡ ରିଆ ଚକ୍ରବର୍ତ୍ତୀଙ୍କୁ ନେଇ ବିବାଦୀୟ ମନ୍ତବ୍ୟ ଦେଇଛନ୍ତି। ସ୍ବାମୀ କହିଛନ୍ତି ଯେ,…
ଅଭିନେତା ସୋନୁ ସୁଦଙ୍କୁ ଗୋଟିଏ ମାସର ଦରମା ଦେବାକୁ ଚାହୁଁଛନ୍ତି ଏହି ବ୍ୟକ୍ତି, ମିଳିଲା ଏମିତି ଉତ୍ତର
ବଲିଉଡ୍ ଅଭିନେତା ସୋନୁ ସୁଦଙ୍କୁ ଲକ୍ଡାଉନ୍ ସମୟରେ ଲୋକଙ୍କ ପାଇଁ ଦେବଦୂତ ସାଜିଛନ୍ତି। କାହାକୁ ଘର ତ ଆଉ କାହାକୁ ଚାକିରି ଦେଇ ସୋନୁ ଏବେ ଦେଶରେ ଲୋକପ୍ରିୟତା ହାସଲ କରିଛନ୍ତି। ସୋନୁଙ୍କ କାମରେ ଖୁସି ହୋଇ ଜଣେ ଯୁବକ ନିଜ…
ଉବୁଟୁବୁ କଣାସ, ବେଘର ଲୋକେ
ପୁରୀ ଅଫିସ/କଣାସ (ସ୍ବ.ପ୍ର.),୩୧ା୮: ମହାନଦୀରେ ବନ୍ୟା ପାଣି ପ୍ରବାହିତ ହେଉଥିବାରୁ ପୁରୀ ଜିଲାର ବିଭିନ୍ନ ନଦୀରେ ଜଳସ୍ତର ବୃଦ୍ଧି ପାଇଛି। ଜିଲା ମଧ୍ୟଦେଇ ଯାଇଥିବା ଦୟା, ଭାର୍ଗବୀ, ରତ୍ନଚିରା, ଲୁଣା, ମକରା, ଧନୁଆ, ରାଜୁଆ ପ୍ରଭୃତି ନଦୀ ଏବେ ଉଛୁଳୁଛି। କେତେକ…
ରେକର୍ଡ ଭାଙ୍ଗୁଛି କରୋନା: ଦିନକୁ ୮୦ ହଜାର ହେବାକୁ ଯାଉଛି ନୂଆ ଆକ୍ରାନ୍ତଙ୍କ ସଂଖ୍ୟା
ଶ୍ରୀନଗର, ୩୧।୮: ଦେଶରେ କରୋନା ମହାମାରୀ ସଂକ୍ରମଣ ଯୋଗୁ ଆତଙ୍କ ଜାରି ରହିଛି। ପ୍ରତିଦିନ ନୂଆ ଆକ୍ରାନ୍ତ ଏବଂ ମୃତକଙ୍କ ସଂଖ୍ୟା ବୃଦ୍ଧି ପାଇବାରେ ଲାଗିଛି। ଗୋଟିଏ ଦିନରେ କରୋନା ସଂକ୍ରମିତଙ୍କ ସଂଖ୍ୟା ଧୀରେଧୀରେ ୮୦ ହଜାର ମୁହାଁ ହେବାରେ ଲାଗିଛି।…
ନୟାଗଡ଼ରେ ୭୧ ଗାଁ ଜଳବନ୍ଦୀ
ନୟାଗଡ ଅଫିସ/ଗଣିଆ/ଭାପୁର,୩୧। ୮(ଡି.ଏନ.ଏ.): ପ୍ରଳୟଙ୍କରୀ ବନ୍ୟା ଯୋଗୁ ନୟାଗଡ଼ ଜିଲାର ୭୧ଟି ଗ୍ରାମ ଜଳବନ୍ଦୀରେ ରହିଛି। ଏଥିରେ ଗଣିଆ ବ୍ଲକର ୬୮ ଓ ଭାପୁର ବ୍ଲକ ଫତେଗଡ ପଞ୍ଚାୟତର ୩ ଗାଁ ରହିଛି। ଫଳରେ ଏସବୁ ପଞ୍ଚାୟତରେ ସ୍ବାସ୍ଥ୍ୟସେବା ବିପର୍ଯ୍ୟସ୍ତ ହୋଇପଡ଼ିଛି।…
ଅମିତ ଶାହାଙ୍କୁ ଏମ୍ସ୍ରୁ ମିଳିଲା ଛୁଟି
ନୂଆଦିଲ୍ଲୀ, ୩୧।୮: ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହା ସୁସ୍ଥ ହୋଇ ୧୨ ଦିନ ପରେ ଏମ୍ସ୍ରୁ ଘରକୁ ଫେରିଛନ୍ତି। ଶାହାଙ୍କ ସ୍ବାସ୍ଥ୍ୟାବସ୍ଥା ଭଲ ଅଛି ଏବଂ ତାଙ୍କୁ ଡିସଚାର୍ଜ କରାଯାଇଥିବା ସମ୍ପର୍କରେ ଏମ୍ସ୍ ପକ୍ଷରୁ କୁହାଯାଇଛି। ଅଗଷ୍ଟ ୧୮ରେ ଜ୍ୱର ଏବଂ…
ଯୁବକଙ୍କୁ ପିଟି ମାରିଦେଲେ
ନୂଆଦିଲ୍ଲୀ,୩୧ା୮: ପଶ୍ଚିମ ଦିଲ୍ଲୀର ନାରାଇନାରେ ମୋବାଇଲ୍ ଚୋରି ସନ୍ଦେହରେ ଜଣେ ଯୁବକଙ୍କୁ ଗଛରେ ବାନ୍ଧି ପିଟି ପିଟି ମାରିଦିଆଯାଇଛି। ହତ୍ୟା ଅଭିଯୋଗରେ ପୋଲିସ ଘଟଣାସ୍ଥଳରୁ ୪ ଜଣଙ୍କୁ ଗିରଫ କରିଛି। ନାରାଇନାସ୍ଥିତ ଲୋହାମଣ୍ଡିରେ ଜଣେ ବ୍ୟକ୍ତି ଗୁରୁବାର ତାଙ୍କ ନିଖୋଜ ପୁଅଙ୍କୁ…
ପ୍ରଶାନ୍ତଙ୍କ ରାୟର ପୁନର୍ବିଚାର ହେଉ
ନୂଆଦିଲ୍ଲୀ, ୩୧।୮: ଅଦାଲତ ଅବମାନନା ମାମଲାରେ ବରିଷ୍ଠ ଆଇନଜୀବୀ ପ୍ରଶାନ୍ତ ଭୂଷଣଙ୍କ ପ୍ରତି ହୋଇଥିବା ରାୟର ପୁନର୍ବିଚାର ଲାଗି ଅନୁରୋଧ କରି ୧୨୨ ଜଣ ଆଇନ ଛାତ୍ରୀଛାତ୍ର ଭାରତର ପ୍ରଧାନ ବିଚାରପତି (ସିଜେଆଇ) ଏସ୍.ଏ. ବୋବ୍ଡେ ଏବଂ ସୁପ୍ରିମକୋର୍ଟର ଅନ୍ୟ ବିଚାରପତିମାନଙ୍କୁ…
୨୦୨୦ରେ ହେବନି ଜନଗଣନା
ନୂଆଦିଲ୍ଲୀ, ୩୧।୮(ପି.ଟି.): ଜନଗଣନାର ପ୍ରଥମ ପର୍ଯ୍ୟାୟ କାର୍ଯ୍ୟ ସମେତ ଜାତୀୟ ଜନସଂଖ୍ୟା ପଞ୍ଜିକା (ଏନ୍ପିଆର୍) ସଂଶୋଧନ କାର୍ଯ୍ୟ ଚଳିତ ବର୍ଷ ହେବାକୁ ସ୍ଥିର ହୋଇଥିଲା। ତେବେ କରୋନା ମହାମାରୀ ଯୋଗୁ ଏହା ବିଳମ୍ବିତ ହୋଇଛି। ମହାମାରୀ କମିବାର ନଁା ନେଉ ନ…
ଏହି ଭାରତୀୟଙ୍କୁ ଭଗବାନ ପରି ମାନେ ଚାଇନା, ଜାଣନ୍ତୁ କାହିଁକି
ଭାରତ ଏବଂ ଚାଇନା ମଧ୍ୟରେ ବର୍ତ୍ତମାନ ସୀମା ବିବାଦ ଲାଗିରହିଛି। ତେବେ ଏମିତି ଏକ ସମୟ ଥିଲା ଯେତେବେଳେ ଚାଇନାବାସୀ ଭାରତୀୟମାନଙ୍କୁ ବହୁତ ସମ୍ମାନ କରୁଥିଲେ। ଭଗବାନଙ୍କ ପରି ହେବାକୁ ବିଶ୍ୱାସ କରୁଥିଲେ। ଏହାର ମୁଖ୍ୟ କାରଣ ଥିଲା ଡ. ଦ୍ୱାରିକାନାଥ…
Archives


