Home

ଖେଳନା ନୁହେଁ ‘ପରୀକ୍ଷା ପେ ଚର୍ଚ୍ଚା’ ଶୁଣିବାକୁ ଚାହାନ୍ତି ଛାତ୍ରୀଛାତ୍ର

ନୂଆଦିଲ୍ଲୀ, ୩୧।୮(ପି.ଟି.): ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ମନ୍‌ କୀ ବାତ୍‌ କାର୍ଯ୍ୟକ୍ରମରେ ଖେଳନା ଉପରେ ବହୁତ କଥା କହିଛନ୍ତି। ଷ୍ଟାର୍ଟଅପ୍‌ମାନେ ଖେଳନା ଉତ୍ପାଦନରେ ସାମିଲ ହେବା ଲାଗି ସେ ଆହ୍ବାନ ଦେଇଥିଲେ। କରୋନା ମହାମାରୀ ସମୟରେ ଏନ୍‌ଇଇଟି ଏବଂ ଜେଇଇ ପରୀକ୍ଷା…

ବିଶ୍ୱର ଖେଳନା ହବ୍‌ ହୋଇପାରିବ ଭାରତ

ନୂଆଦିଲ୍ଲୀ, ୩୧।୮(ପି.ଟି.): ବିଶ୍ୱରେ ୭ ଲକ୍ଷ କୋଟି ଟଙ୍କାରୁ ଊର୍ଦ୍ଧ୍ୱ ଖେଳନା ବଜାର ରହିଥିବାବେଳେ ଏଥିରେ ଭାରତର ଅଂଶ ନଗଣ୍ୟ। ଭାରତକୁ ବିଶ୍ୱର ଖେଳନା କେନ୍ଦ୍ରରେ ପରିଣତ କରିବା ପାଇଁ ପ୍ରତିଭା ଓ ସାମର୍ଥ୍ୟ ରହିଛି। ଷ୍ଟାର୍ଟଅପ୍‌ ଏବଂ ଉଦ୍ୟୋଗୀମାନେ ଏଥିପାଇଁ…

ଶ୍ରୀମନ୍ଦିରରେ ମାରା ହେଲା ଭୋଗ

ପୁରୀ ଅଫିସ, ୩୧।୮: ଦୀର୍ଘଦିନ ପରେ ଶ୍ରୀମନ୍ଦିରରେ ଭୋଗ ମାରା ହୋଇଛି। ଜଣେ ସେବାୟତଙ୍କ ପାଇଁ ଶନିବାର ରାତିରେ ପ୍ରାୟ ୨ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ମହାପ୍ରଭୁଙ୍କ ନୀତିକାନ୍ତି ବିଳମ୍ବ ହୋଇଥିଲା। ଫଳରେ ଠାକୁରଙ୍କ ରାତ୍ରପହୁଡ଼ ହୋଇପାରି ନ ଥିଲା। ସେହିପରି ଭୋଗ…

ଆଜିଠାରୁ ସେପ୍ଟେମ୍ବର ୨ ଯାଏ ବର୍ଷା

ଭୁବନେଶ୍ୱର,୩୧।୮(ବ୍ୟୁରୋ): ରାଜ୍ୟରେ ବନ୍ୟା ଦାଉ ସାଜିଥିବାବେଳେ ସୋମବାରଠାରୁ ବର୍ଷା ହେବାର ସମ୍ଭାବନା ରହିଛି। ଫଳରେ ବିପନ୍ନଙ୍କ ଦୁର୍ଦ୍ଦଶା ଆହୁରି ବଢ଼ିବ। ପାଣିପାଗ ବିଭାଗ ପକ୍ଷରୁ କରାଯାଇଥିବା ପୂର୍ବାନୁମାନ ଅନୁଯାୟୀ ରାଜ୍ୟରେ ଦକ୍ଷିଣପଶ୍ଚିମ ମାୈସୁମୀ ବାୟୁ ସକ୍ରିୟ ରହିଛି। ଏଥିସହିତ ମଧ୍ୟ ପ୍ରଦେଶ…

ମୁଣ୍ଡ ଗୁଞ୍ଜିବାକୁ ଠିକଣା ଖୋଜା

ଯାଜପୁର ଅଫିସ/ବରୀ,୩୧।୮ (ଡି.ଏନ.ଏ.): ଯାଜପୁର ଜିଲା ଦେଇ ପ୍ରବାହିତ ବ୍ରାହ୍ମଣୀ ଓ ବୈତରଣୀ ନଦୀର ଜଳପତ୍ତନ ହ୍ରାସ ହେବା ପରେ ବନ୍ୟା ପରିସ୍ଥିତି ନିୟନ୍ତ୍ରଣାଧୀନ ହୋଇଛି। ତେବେ ପ୍ରଳୟଙ୍କରୀ ବନ୍ୟା ଯୋଗୁ ଜିଲାରେ ସୃଷ୍ଟି ହୋଇଥିବା ୩୦ ଘାଇ ଦ୍ୱାରା ନିର୍ଗତ…

ବନ୍ୟାବିପନ୍ନଙ୍କୁ ପୂର୍ଣ୍ଣିମା ଭୟ

ଭୁବନେଶ୍ୱର,୩୧।୮(ବ୍ୟୁରୋ): ରାଜ୍ୟରେ ଦୁଇ ତିନି ଦିନ ହେବ ବର୍ଷା ନାହିଁ। ତେବେ ଗତ ଲଘୁଚାପଜନିତ ବର୍ଷା ଉତ୍ତର ଓ ଉପକୂଳ ଓଡିଶା ପାଇଁ ଭୟଙ୍କର ଜଳ ପ୍ରଳୟ ସୃଷ୍ଟି କରିଛି। ବ୍ରାହ୍ମଣୀ, ବୈତରଣୀ, ବୁଢାବଳଙ୍ଗ, ଖରସ୍ରୋତା, ଜଳକା ନଦୀରେ ବନ୍ୟା ସୁଧାର…

ବିଦାହେବେ ଅପାରଗ, ଦୁର୍ନୀତିଗ୍ରସ୍ତ ବାବୁ

ନୂଆଦିଲ୍ଲୀ,୩୦ା୮- ଅପାରଗ ଓ ଦୁର୍ନୀତିଗ୍ରସ୍ତ ବାବୁମାନେ ଆଉ ଅଧିକ ସମୟ ଚାକିରିରେ ରହିପାରିବେ ନାହିଁ। ୫୦ରୁ ୫୫ ବର୍ଷ ବୟସ ହୋଇଥିବା ଓ ୩୦ ବର୍ଷ ଚାକିରି କରିସାରିଥିବା ଭାରତୀୟ ପ୍ରଶାସନିକ ସେବା (ଆଇଏଏସ୍‌), ଭାରତୀୟ ପୋଲିସ ସେବା (ଆଇପିଏସ୍‌) ଏବଂ…

ଆସନ୍ତାକାଲି ବନ୍ୟାଞ୍ଚଳ ପରିଦର୍ଶନ କରିବେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୩୦।୮(ବ୍ୟୁରୋ)- ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସୋମବାର ରାଜ୍ୟର ବନ୍ୟାଞ୍ଚଳ ପରିଦର୍ଶନ କରିବେ। ଏହାପରେ ବରିଷ୍ଠ ଅଧିକାରୀଙ୍କ ସହ ଗୁରୁତ୍ୱପୂର୍ଣ୍ଣ ବୈଠକ କରିବେ। ଏ ନେଇ ରବିବାର ମୁଖ୍ୟ ଶାସନ ସଚିବ ଅସିତ ତ୍ରିପାଠୀ ସୂଚନା ଦେଇଛନ୍ତି। ସେହିପରି ବନ୍ୟାସ୍ଥିତି ନେଇ ମଧ୍ୟ…

ଭୁବନେଶ୍ୱରରୁ ପୁଣି ୫୧୫ କରୋନା ଆକ୍ରାନ୍ତ ଚିହ୍ନଟ: ୧୦ ହଜାର ଟପିଲା ଆକ୍ରାନ୍ତଙ୍କ ସଂଖ୍ୟା

ଭୁବନେଶ୍ୱର,୩୦।୮(ବ୍ୟୁରୋ)-ରାଜଧାନୀ ଭୁବନେଶ୍ୱରରୁ ରବିବାର ରେକର୍ଡ ସଂଖ୍ୟକ କରୋନା ଆକ୍ରାନ୍ତ ହୋଇଛନ୍ତି। ୨୪ ଘଣ୍ଟା ମଧ୍ୟରେ ମୋଟ ୬୭ ଓ୍ବାର୍ଡରୁ ୫୧୫ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜଧାନୀରେ ଆକ୍ରାନ୍ତଙ୍କ ସଂଖ୍ୟା ୧୦୦୨୧ରେ ପହଞ୍ଚିଛି। ଓ୍ବାର୍ଡ ନଂ.୨ ରୁ…

ରାମଲୀଳା ପାଇଁ ଚାଲିଛି ପ୍ରସ୍ତୁତି, ମନୋଜ ତିଓ୍ବାରୀ କରିବେ ଅଭିନୟ

ନୂଆଦିଲ୍ଲୀ,୩୦।୮: କରୋନା ସମୟରେ ଦେଶରେ ସବୁ ମହୋତ୍ସବ ଫିକା ପଡିଯାଇଛି। ମାସ ମାସ ଧରି ଠପ୍‌ ହୋଇଯାଇଛି ବିଭିନ୍ନ ମନୋରଞ୍ଜନଧର୍ମୀ କାର୍ଯ୍ୟକ୍ରମ। ଧୀରେ ଧୀରେ ସବୁକିଛି ସାଧାରଣ ହେବାକୁ ଲାଗିଛି। ଏବେ ରାମଲୀଳା ମଞ୍ଚସ୍ଥ ପାଇଁ ପ୍ରସ୍ତୁତି ଆରମ୍ଭ ହୋଇଯାଇଛି। ରବିବାର…

ଦୁର୍ନୀତିଗ୍ରସ୍ତ, ଅପାରଗ ସରକାରୀ କର୍ମଚାରୀଙ୍କୁ ସାବାଡ୍‌ କରିବେ ମୋଦି ସରକାର

ନୂଆଦିଲ୍ଲୀ,୩୦।୮: ଦୁର୍ନୀତିଗ୍ରସ୍ତ ତଥା ଅପାରଗ ସରକାରୀ କର୍ମଚାରୀଙ୍କୁ ସାବାଡ୍‌ କରିବାକୁ ମୋଦି ସରକାର ବର୍ତ୍ତମାନ ପ୍ରସ୍ତୁତ ହେଉଛନ୍ତି। ଏହି ପରିପ୍ରେକ୍ଷୀରେ ଏଭଳି ସରକାରୀ କର୍ମଚାରୀଙ୍କୁ ଚିହ୍ନଟ କରିବା ପାଇଁ ସରକାର ନିର୍ଦ୍ଦେଶ ଦେଇଛନ୍ତି। ଏଥିସହ ଦୁର୍ନୀତିଗ୍ରସ୍ତ ତଥା ଅଯୋଗ୍ୟ କର୍ମଚାରୀଙ୍କୁ ବାଧ୍ୟତାମୂଳକ…

ଅନୁଷ୍କା ମା’ ହେବା କଥା ଜାଣି ଦେଡଶୂର କହିଲେ ଏମିତି କଥା

ଭାରତୀୟ କ୍ରିକେଟ ଦଳର ଅଧିନାୟକ ବିରାଟ କୋହଲି ଏବଂ ସସ୍ତ୍ରୀ ତଥା ଅଭିନେତ୍ରୀ ଅନୁଷ୍କା ଶର୍ମା ଖୁବଶୀଘ୍ର ୨ରୁ ୩ ହେବାକୁ ଯାଉଛନ୍ତି। ୨୦୨୧ ଜାନୁୟାରୀ ଅନୁଷ୍କା ନିଜ ପ୍ରଥମ ସନ୍ତାନ ଜନ୍ମ ଦେବାକୁ ଯାଉଛନ୍ତି। ଏନେଇ ତାଙ୍କୁ ଚାରିଆଡୁ ଶୁଭେଚ୍ଛା…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri