Home

ପେଟ ପାଇଁ ବିପଦରେ ଜୀବନ, ଏମିତି ସଂଘର୍ଷ କରୁଛନ୍ତି ଲୋକେ

ଭୋପାଳ,୨୯ା୮: ଲକ୍‌ଡାଉନ୍‌ ପରେ ବର୍ଷା ଏବଂ ବନ୍ୟା ଯୋଗୁ ଲୋକଙ୍କ ଜୀବନ ଜୀବିକା ବେଶ୍‌ ପ୍ରଭାବିତ ହୋଇଛି। ଗତ ୩୬ ଘଣ୍ଟା ଧରି ମଧ୍ୟପ୍ରଦେଶର ବାଲାଘାଟରେ ପ୍ରବଳ ବର୍ଷା ହେବାରୁ ବନ୍ୟା ପରିସ୍ଥିତି ସୃଷ୍ଟି ହୋଇଛି। ଫଳରେ ଲୋକଙ୍କ ଆର୍ଥିକ ସଙ୍କଟ…

ଗୋଟିଏ ଗୋଡ ନ ଥାଇ ଏହି ଯୁବକ ଖେଳୁଛନ୍ତି ବାସ୍କେଟ ବଲ: ଦେଖନ୍ତୁ ଭିଡିଓ

ପ୍ରତିଦିନ ସୋସିଆଲ ମିଡିଆରେ ଅନେକ ଭିଡିଓ ଭାଇରାଲ ହେଉଛି। ଏଥିରୁ କେତେକ ଭିଡିଓ ହସର ଖୋରାକ ଯୋଗାଉଥିବାବେଳେ କେତେକ ଭାବପ୍ରବଣ କରିଦିଏ। ଜଣେ ଯୁବକଙ୍କ ଗୋଟିଏ ଗୋଡ ନ ଥାଇ ମଧ୍ୟ ସେ ବାସ୍କେଟ ବଲ ଖେଳୁଥିବା ଭିଡିଓ ବର୍ତ୍ତମାନ ସୋସିଆଲ…

ମୁଖ୍ୟମନ୍ତ୍ରୀଙ୍କ ବାସଭବନ ନିକଟରେ ଡବଲ ମର୍ଡର

ଲକ୍ଷ୍ନୌ,୨୯।୮-ଉତ୍ତରପ୍ରଦେଶ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥଙ୍କ ବାସଭବନ ନିକଟରେ ଶନିବାର ଡବଲ ମର୍ଡର ହୋଇଛି। ଗୌତମପଲ୍ଲୀ ସ୍ଥିତ ମୁଖ୍ୟମନ୍ତ୍ରୀଙ୍କ ବାସଭବନ ନିକଟରେ ରହୁଥିବା କେନ୍ଦ୍ର ରେଳ ମନ୍ତ୍ରାଳୟର ବରିଷ୍ଠ ଅଧିକାରୀ ରାଜୀବ ଦତ୍ତ ବାଜପେୟୀଙ୍କ ଘରେ ପଶି ଦୁର୍ବୃତ୍ତମାନେ ତାଙ୍କ ପତ୍ନୀ ଓ…

ଅଧିନାୟକ କୋହଲି ପିଅନ୍ତି ଫ୍ରାନ୍ସରୁ ଆସୁଥିବା ଏହି ବୋତଲ ପାଣି: ଲିଟର ପିଛା ଦାମ ଜାଣିଲେ ହେବେ ଆଶ୍ଚର୍ଯ୍ୟ

ନୂଆଦିଲ୍ଲୀ,୨୯।୮: ଭାରତୀୟ ଅଧିନାୟକ ବିରାଟ କୋହଲି ନିଜର ଫିଟ୍‌ନେସକୁ ନେଇ ଚର୍ଚ୍ଚାରେ ରହିଥାନ୍ତି। ଏହାକୁ ନେଇ ସେ ଅନ୍ୟ କ୍ରିକେଟରଙ୍କ ପାଇଁ ଉଦାହରଣ ସୃଷ୍ଟି କରିଛନ୍ତି। କୋହଲିଙ୍କ ଫିଟ୍‌ନେସ୍‌ ପଛରେ ଏକ ଗୁପ୍ତ କଥା ରହିଛି। ସେଇଟି ହେଲା ସେ ସର୍ବଦା…

ଜିଲାରେ ମାଓବାଦୀ କାର୍ଯ୍ୟକଳାପ କମିଛି: ଡିଜିପି ଅଭୟ

କୋରାପୁଟ,୨୯ା୮(ସ୍ବ.ପ୍ର.): ରାଜ୍ୟ ପୋଲିସ ମହାନିର୍ଦ୍ଦେଶକ ଅଭୟ ଶନିବାର ଦିନିକିଆ କୋରାପୁଟ ଗସ୍ତରେ ଆସି ସ୍ଥାନୀୟ ଜିଲା ପୋଲିସ ମୁଖ୍ୟ କାର୍ଯ୍ୟାଳୟ ପରିସରରେ ଆୟୋଜିତ ସମୀକ୍ଷା ବୈଠକରେ ଜିଲାର କରୋନା ସ୍ଥିତି, ମାଓବାଦୀ ସମସ୍ୟା, ଆଇନ ଶୃଙ୍ଖଳା, ଗଞ୍ଜେଇ ଚାଷ ଓ ଚୋରାଚାଲାଣ…

ପଠାନକୋଟରେ ସୁରେଶ ରାଇନାଙ୍କ ପରିବାର ଉପରେ ଆକ୍ରମଣ: ପିଉସା ମୃତ, ଜୀବନମୃତ୍ୟୁ ସହ ସଂଗ୍ରାମ କରୁଛନ୍ତି ପିଉସୀ

ନୂଆଦିଲ୍ଲୀ,୨୯।୮: ପୂର୍ବତନ ଭାରତୀୟ କ୍ରିକେଟର ସୁରେଶ ରାଇନାଙ୍କ ପିଉସୀଙ୍କ ପରିବାରକୁ ଅଜଣା ଦୁର୍ବୃତ୍ତ ଆକ୍ରମଣ କରିଛନ୍ତି। ଘଟଣାରେ ତାଙ୍କର ପିଉସାଙ୍କ ମୃତ୍ୟୁ ଘଟିଥିବା ବେଳେ ଅନ୍ୟ ସଦସ୍ୟ ଗୁରୁତର ଅଛନ୍ତି। ଅଗଷ୍ଟ ୧୯ ତାରିଖରେ ପଠାନକୋଟର ଧରିୟାଲ ଗ୍ରାମରେ ଏହି ଅଘଟଣ…

ସାମ୍ନାକୁ ଆସିଲା ସୁଶାନ୍ତଙ୍କ ଆଉ ଏକ ଅଡିଓ କ୍ଲିପ୍‌: ଏଥିରେ ରିୟା କ’ଣ କହିଛନ୍ତି ଜାଣନ୍ତୁ…

ମୁମ୍ବାଇ: ଅଭିନେତା ସୁଶାନ୍ତ ସିଂ ରାଜପୁତଙ୍କ ଚଳିତବର୍ଷ ଜାନୁୟାରୀର ଆଉ ଏକ ଅଡିଓ କ୍ଲିପ୍‌ ସାମ୍ନାକୁ ଆସିଛି। ଏଥିରେ ସୁଶାନ୍ତ, ରିୟା ଏବଂ ଇନ୍ଦ୍ରଜିତ୍‌ ଚକ୍ରବର୍ତ୍ତୀଙ୍କ ସହ ଆଉ କିଛି ବିତ୍ତୀୟ ପରାମର୍ଶଦାତା ଏକସାଥୀରେ ବସି ସୁଶାନ୍ତଙ୍କ ଆର୍ଥିକ ପରିଚାଳନା ବିଷୟରେ…

ଏହି ମାମଲାରେ ସୁପରମଡେଲ ଗିଗି-ଜୈନଙ୍କୁ କାଟିଲେ ବିରୁଷ୍କା: ରଚିଲେ ନୂଆ ରେକର୍ଡ

ବମ୍ବେ: ଭାରତୀୟ କ୍ରିକେଟର ବିରାଟ କୋହଲୀ ପିତା ହେବାକୁ ଯାଉଛନ୍ତି। ସୋସିଆଲ ମିଡିଆରେ ପତ୍ନୀ ତଥା ଅଭିନେତ୍ରୀ ଅନୁଷ୍କା ଶର୍ମାଙ୍କ ସହ ଏକ ଫଟୋ ଶେୟାର କରି ସେ ଏହି ଖୁସି ଖବର ପ୍ରଶଂସକଙ୍କୁ କହିଥିଲେ। ଜାନୁୟାରୀରେ ଉଭୟଙ୍କ ଘରକୁ ନୂଆ…

ସୁଶାନ୍ତ ସିଂ ରାଜପୁତ ମୃତ୍ୟୁ ମାମଲା: ପ୍ରଧାନମନ୍ତ୍ରୀଙ୍କୁ ଚିଠି ଲେଖିଲେ ଏହି ଅଭିନେତା

ମୁମ୍ବାଇ: ଅଭିନେତା ସୁଶାନ୍ତ ସିଂ ରାଜପୁତଙ୍କ ମୃତ୍ୟୁ ହେବା ଦୁଇମାସ ପୂରିସାରିଲାଣି। ଏହି ମାମଲାର ନିରପେକ୍ଷ ତଦନ୍ତ ପାଇଁ ବିଭିନ୍ନ ବର୍ଗରୁ ଦାବି ହୋଇ ଆସୁଛି। ସିବିଆଇ ଏବଂ ନେରୋକୋଟିକ୍‌ ଓ୍ବିଙ୍ଗ୍‌ ମଧ୍ୟ ଏହି ଘଟଣାରେ ନିୟୋଜିତ ହୋଇଛନ୍ତି। ଏବେ ଆଉ…

ରିୟା ଚକ୍ରବର୍ତ୍ତୀଙ୍କୁ ଜେରା କରିଥିବା ବାନ୍ଦ୍ରା ଡିସିପି କରୋନା ଆକ୍ରାନ୍ତ

ମୁମ୍ବାଇ,୨୯।୮-ବଲିଉଡ ଅଭିନେତା ସୁଶାନ୍ତ ସିଂହ ମୃତ୍ୟୁ ମାମଲାରେ ଦିନକୁ ଦିନ ନୂଆ ନୂଆ ତଥ୍ୟ ସାମ୍ନାକୁ ଆସୁଛି। ତେବେ ସୁଶାନ୍ତଙ୍କ ମୃତ୍ୟୁ ପରେ ପ୍ରଥମେ ଘଟଣାର ତଦନ୍ତ କରୁଥିବା ମୁମ୍ବାଇ ପୋଲିସର ବାନ୍ଦ୍ରା ଡିସିପି ଅଭିଷେକ ତ୍ରିମୁଖେ କରୋନାରେ ଆକ୍ରାନ୍ତ ହୋଇଛନ୍ତି।…

ଜାନୁୟାରୀରେ ବିରୁଷ୍କାଙ୍କ ଘରକୁ ଆସିବ ନୂଆ ଅତିଥି: ଜାଣନ୍ତୁ କେମିତି ହୋଇଥାନ୍ତି ଏହି ମାସରେ ଜନ୍ମିତ ଶିଶୁ

ବିରାଟ କୋହଲୀ ଏବଂ ଅନୁଷ୍କା ଶର୍ମାଙ୍କ ଘରକୁ ଆସିବ ନୂଆ ଅତିଥି। ଇନ୍‌ଷ୍ଟା ପୋଷ୍ଟ ଅନୁଯାୟୀ ୨୦୨୧ ଜାନୁୟାରୀରେ ସନ୍ତାନକୁ ଜନ୍ମଦେବେ ଅନୁଷ୍କା। ଏଣୁ ଉଭୟ ନୂଆ ବର୍ଷର ଆରମ୍ଭ ଏହି ଖୁସିଖବରରୁ କରିବେ ତାହା ନିଶ୍ଚିତ। ତେବେ ଜ୍ୟୋତିଷ ଶାସ୍ତ୍ରକୁ…

ଏହି ଗ୍ଲାମର ଗର୍ଲ ହେବେ ଅମ୍ବାନୀ ପରିବାରର ସାନ ବୋହୂ: ବାପାଙ୍କର ରହିଛି ୮ କମ୍ପାନୀ

ଦେଶର ସବୁଠାରୁ ଧନୀ ତଥା ବିଶ୍ୱର ଶ୍ରେଷ୍ଠ ୧୦ ଧନୀ ତାଲିକାରେ ରହିଛନ୍ତି ରିଲାଏନ୍ସ ଇଣ୍ଡଷ୍ଟ୍ରିର ଚେୟାରମ୍ୟାନ ମୁକେଶ ଅମ୍ବାନୀ। ତେବେ ମୁକେଶଙ୍କ ପରିବାର ବିଷୟରେ ଜାଣିବାକୁ ସମସ୍ତେ ଚାହିଁଥାନ୍ତି। ଅମ୍ବାନୀ ପରିବାରର ପ୍ରତ୍ୟେକ ସଦସ୍ୟ ସେଲିବ୍ରିଟିଠାରୁ କିଛି କମ୍‌ ନୁହନ୍ତି।…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri