Home

ଅନୁଷ୍କାଙ୍କ ପରେ ଏବେ ପିସିଙ୍କ ପାଳି ! ଏହି ଡ୍ରେସ୍‌କୁ କୁହାଯାଉଛି ‘ଚମତ୍କାରୀ’

ବମ୍ବେ: ନିକଟରେ ମାତାପିତା ହେବାକୁ ଯାଉଥିବା ନେଇ ଘୋଷଣା କରିଛନ୍ତି ଭାରତୀୟ କ୍ରିକେଟର ବିରାଟ କୋହଲୀ ଏବଂ ପତ୍ନୀ ଅନୁଷ୍କା ଶର୍ମା। ଇନ୍‌ଷ୍ଟ୍ରାଗ୍ରାମରେ ଫଟୋ ଶେୟାର କରି ବିରାଟ ଏହା ଜଣାଇଥିଲେ। ଫଟୋରେ ଅନୁଷ୍କା ଏକ କଳାରଙ୍ଗର ପୋଲ୍କା ଡଟ୍ସ ଥିବା…

ଜାନୁୟାରୀ ଶେଷରୁ ଗଞ୍ଜାମରେ କିଣାଯିବ ଧାନ: ଜିଲାପାଳ

ଛତ୍ରପୁର,୨୯ା୮(ଡି.ଏନ୍‌.ଏ.): ଆସନ୍ତା ବର୍ଷ ଜାନୁୟାରୀ ଶେଷରୁ ମାର୍ଚ୍ଚ ୩୧ ମଧ୍ୟରେ ଗଞ୍ଜାମ ଜିଲାର ଚାଷୀମାନଙ୍କଠାରୁ ଧାନ ସଂଗ୍ରହ ପ୍ରକ୍ରିୟା ଚାଲିବ। ଏହାକୁ ଦୃଷ୍ଟିରେ ରଖି ଚାଷୀ ଯେପରି ସଂଘର୍ଷମୁକ୍ତ ହୋଇ ଧାନ ବିକ୍ରୟ କରିପାରିବେ ସେ ଦିଗରେ ସମସ୍ତ ଚୂଡ଼ାନ୍ତ ପ୍ରକ୍ରିୟା…

ପ୍ରେମିକାଙ୍କ କବର ଉପରେ ବସି ସିରିଏଲ୍‌ କିଲର ପ୍ରେମିକ ପିଉଥିଲେ ମଦ, ତାପରେ ଘଟିଲା ଏପରି…

ଭୋପାଳ, ୨୯।୮: ପ୍ରେମରୁ ସମ୍ପର୍କ ଏହା ପରେ ଅପରାଧ। ପ୍ରେମିକାଙ୍କୁ ହତ୍ୟା କରି ଘରେ କବର ଦେଇଥିଲେ ସିରିଏଲ୍‌ କିଲର ପ୍ରେମିକ। ପ୍ରେମିକାଙ୍କ କବର ଉପରେ ବସି ମଦ ପିଇ ମନକୁ ହାଲକା କରୁଥିଲେ। ମଧ୍ୟପ୍ରଦେଶ ଭୋପାଳର ସିରିଏଲ୍‌ କିଲର ଉଦୟନ…

ଶାଢ଼ି ପିନ୍ଧି ଯୁବତୀ କଲେ ଏଭଳି ଷ୍ଟଣ୍ଟ୍‌‌…

ନୂଆଦିଲ୍ଲୀ, ୨୯।୮: ଏବେ ସୋସିଆଲ ମିଡ଼ିଆରେ ଏକ ଭିଡ଼ିଓ ବେଶ୍‌ ଭାଇରାଲ ହେବାରେ ଲାଗିଛି। ଏଥିରେ ଜଣେ ଯୁବତୀ ଶାଢ଼ି ପିନ୍ଧି ଷ୍ଟଣ୍ଟ୍‌ କରୁଥିତ୍ବାର ଦେଖିବାକୁ ମିଳୁଛି। ସାଙ୍ଗରେ ଜଣେ ପୁରୁଷ ବନ୍ଧୁ କୋର୍ଟ ପିନ୍ଧି ଯୁବତୀଙ୍କ ସହିତ ସମାନ ଷ୍ଟଣ୍ଟ୍‌…

ସ୍ବାମୀଙ୍କ ଦେହରେ ଭୁଲରେ ଗୁଳି ଲାଗିବାରୁ ବିଧବା ହୋଇଯାଇଥିଲେ ଏହି ସଫଳ ଅଭିନେତ୍ରୀ

ବିଗତ ଦିନର ବଲିଉଡ୍‌ର ସଫଳ ତଥା ଲୋକପ୍ରିୟ ଅଭିନେତ୍ରୀ ହେଉଛନ୍ତି ଲୀନା ଚନ୍ଦାଭରକର। ୨୯ ଅଗଷ୍ଟ ୧୯୫୦ରେ କର୍ନାଟକରେ ଜନ୍ମଗ୍ରହଣ କରିଥିବା ଲୀନାଙ୍କର ଆଜି ହେଉଛି ଜନ୍ମଦିନ। ଅନେକ ହିଟ୍‌ ଫିଲ୍ମରେ କାମ କରିସାରିଥିବା ଲୀନା ମାତ୍ର ୨୫ ବର୍ଷ ବୟସରେ…

ବଢ଼ିଲା ବିପଦ: ହୀରାକୁଦ ଡ୍ୟାମ୍‌ର ଆଉ ୨ ଗେଟ୍‌ ଖୋଲିଲା

ସମ୍ବଲପୁର,୨୯।୮(ବ୍ୟୁରୋ): ଫୁଲୁଛି ମହାନଦୀ। ଛତିଶଗଡ଼ ଉପରମୁଣ୍ଡରେ ବର୍ଷା ଯୋଗୁ ହୀରାକୁଦକୁ ୮ ଲକ୍ଷ କ୍ୟୁସେକ୍‌ରୁ ଅଧିକ ଜଳ ପ୍ରବେଶ କରିବା ସମ୍ଭାବନା ରହିଛି। ଏହାକୁ ଦୃଷ୍ଟିରେ ରଖି ଶନିବାର ହୀରାକୁଦର ଆଉ ଦୁଇଟି ଗେଟ୍‌ ଖୋଲାଯାଇଛି। ଫଳରେ ଏବେ ମୋଟ ୪୬ଟି…

ଏମିତି ଗାଁ ଯେଉଁଠାରେ ଆଜି ବି ମୋବାଇଲ ନେଟଓ୍ବର୍କ ନାହିଁ

ଜୟପୁର,୨୯।୮: ଦେଶରେ ଡିଜିଟାଲ ଇଣ୍ଡିଆ, ଆତ୍ୟାଧୁନିକ ଜ୍ଞାନ କୌଶଳ, ନୂଆ ନୂଆ ଟେକ୍ନୋଲୋଜି ଓ ଆତ୍ମନିର୍ଭରଶୀଳ କଥା ନେଇ ସରକାର ଡିଣ୍ଡିମ ପିଟୁଛନ୍ତି। ହେଲେ ଆଜି ବି ଏମିତି କିଛି ଗାଁ ଅଛି ଯେଉଁଠି ଟେକ୍ନୋଲୋଜିର କୌଣସି ଗନ୍ଧବାସ ନାହିଁ। ଯେଉଁଠି…

ଫୁଲୁଛି ମହାନଦୀ: ପୁରୀରେ ସମ୍ଭାବ୍ୟ ବନ୍ୟାସ୍ଥିତିକୁ ନେଇ ସମୀକ୍ଷା

ପୁରୀ ଅଫିସ,୨୯।୮: ହୀରାକୁଦ ଜଳଭଣ୍ଡାର ଗେଟ୍‌ ଖୋଲିବା ପରେ ମହାନଦୀ ଏବଂ ଏହାର ଶାଖା ନଦୀଗୁଡ଼ିକରେ ବନ୍ୟା ଆଶଙ୍କା ବଢ଼ିଛି। ପୁରୀ ଜିଲାରେ ବନ୍ୟା ହୋଇପାରେ ବୋଲି ଆଶଙ୍କା କରି ଆଗୁଆ ସତର୍କତାମୂଳକ ପଦକ୍ଷେପ ଗ୍ରହଣ କରାଯାଇଛି। ଜିଲା ମଧ୍ୟଦେଇ ପ୍ରଭାହିତ…

ମାସକର ନାତୁଣୀକୁ ୧ଲକ୍ଷ ଟଙ୍କାରେ ବିକ୍ରି କଲେ ଆଇ

ହାଇଦ୍ରାବାଦ,୨୯।୮: ଘରେ ସନ୍ତାନ ଜନ୍ମ ନେଲେ ପରିବାରର ଖୁସି କହିଲେ ନ ସରେ। ସମସ୍ତେ ଶିଶୁଟିର ଲାଳନ ପାଳନରେ ଲାଗିପଡ଼ିଥାନ୍ତି। କିନ୍ତୁ କେତେକ ଲୋକ ଅଛନ୍ତି ଯେଉଁମାନେ ନିଜ ସ୍ବାର୍ଥ ପାଇଁ ଶିଶୁଙ୍କୁ ବ୍ୟବହାର କରିଥାନ୍ତି। ଯାହା ପରବର୍ତ୍ତୀ ସମୟରେ ସବୁ…

ହ୍ବାଟ୍ସଆପ୍‌ ପ୍ରେମିକଙ୍କୁ ବିବାହ କରିବାକୁ ୩୦୦ କିମି ଯାତ୍ରା କରି ପହଞ୍ଚିଲେ ଏହି ଯୁବତୀ: ଏବେ ବଡ଼ଭାଇଙ୍କୁ ବିବାହ କରିବେ ବୋଲି ଦେଇଛନ୍ତି ଧାରଣା

କାନପୁର,୨୯।୮: ଉତ୍ତରପ୍ରଦେଶର କାନପୁରରେ ଏକ ନିଆରା ପ୍ରେମକାହାଣୀ ଦେଖିବାକୁ ମିଳିଛି। ଜଣେ ଯୁବତୀ ନିଜର ହ୍ବାଟ୍ସଆପ୍‌ ପ୍ରେମିକଙ୍କୁ ଭେଟିବା ପାଇଁ ୩୦୦ କିମି ଯାତ୍ରା କରି ତାଙ୍କ ଘରେ ପହଞ୍ଚିଥିଲେ। ହେଲେ ସେଠାରେ ପହଞ୍ଚିବା ପରେ ଯୁବତୀଙ୍କଠାରୁ ପ୍ରେମିକ ୫ବର୍ଷ ସାନ…

କରୋନା କବଳରେ ନେତାମନ୍ତ୍ରୀ: ଯୋଗୀ ସରକାରଙ୍କ ଆଉ ଜଣେ ମନ୍ତ୍ରୀ ପଜିଟିଭ

ଲକ୍ଷ୍ନୌ,୨୯।୮: ଉତ୍ତରପ୍ରଦେଶରେ କରୋନା ସଂକ୍ରମଣ ଦ୍ରୁତଗତିରେ ବ୍ୟାପିବାରେ ଲାଗିଛି। ଏହା କବଳରେ ବର୍ତ୍ତମାନ ସାଧାରଣ ଜନତାଙ୍କଠାରୁ ଆରମ୍ଭ କରି ନେତା ମନ୍ତ୍ରୀ ଓ ସେଲିବ୍ରିଟି ରହିଛନ୍ତି। ଇତିମଧ୍ୟରେ ଯୋଗୀ ସରକାରଙ୍କ ଆଉ ଜଣେ କ୍ୟାବିନେଟ ମନ୍ତ୍ରୀ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି।…

ଗୁଲାମ ନବୀ ଖୋଲିଲେ ଗୁମର: ଅଧ୍ୟକ୍ଷାଙ୍କ ପ୍ରତି ନାହିଁ ସମର୍ଥନ, ୫୦ ବର୍ଷ କ୍ଷମତାକୁ ଆଉ ଆସିବନି କଂଗ୍ରେସ !

ନୂଆଦିଲ୍ଲୀ, ୨୯।୮: କଂଗ୍ରେସରେ ନେତୃତ୍ୱ ସଙ୍କଟ ଦେଖାଦେଇଥିବାବେଳେ ଏବେ ଦଳୀୟ କନ୍ଦଳ ବାହାରେ ପଡ଼ିବାରେ ଲାଗିଛି। ଦଳର ବରିଷ୍ଠ ନେତା ଗୁଲାମ ନବୀ ଆଜାଦ୍‌ କହିଛନ୍ତି ଯେ, ଦଳରେ ବର୍ତ୍ତମାନ ଥିବା ଅଧ୍ୟକ୍ଷାଙ୍କ ପ୍ରତି ୧ ପ୍ରତିଶତ ସଦସ୍ୟଙ୍କର ମଧ୍ୟ ସମର୍ଥନ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri