Home

ତ୍ୱଚାରେ ୯ ଘଣ୍ଟା ପର୍ଯ୍ୟନ୍ତ ସକ୍ରିୟ ରୁହେ କରୋନା ଭୂତାଣୁ

ଓ୍ବାଶିଂଟନ, ୭।୧୦: କରୋନା ମହାମାରୀ ନେଇ ପୃଥିବୀରେ ଲୋକଙ୍କ ମଧ୍ୟରେ ଆତଙ୍କ ଜାରି ରହିଛି। ଏପରିସ୍ଥଳେ ଏକ ରିପୋର୍ଟରେ ଉଲ୍ଲେଖ କରାଯାଇଛି ଯେ, ତ୍ୱଚାରେ କରୋନା ଭୂତାଣୁ ୯ ଘଣ୍ଟା ପର୍ଯ୍ୟନ୍ତ ସକ୍ରିୟ ରହିପାରେ। ତେବେ ଏହାଦ୍ୱାରା ଫୁସଫୁସ୍‌ ପ୍ରତି କୌଣସି…

୨୦ ବର୍ଷର ଲୋକସେବା: ମୁଖ୍ୟମନ୍ତ୍ରୀରୁ ପ୍ରଧାନମନ୍ତ୍ରୀ

ନୂଆଦିଲ୍ଲୀ, ୭।୧୦: ବୁଧବାର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କର ଲୋକସେବାକୁ ୨୦ ବର୍ଷ ପୂରଣ ହୋଇଛି। ଇତିମଧ୍ୟରେ ସେ ମୁଖ୍ୟମନ୍ତ୍ରୀରୁ ପ୍ରଧାନମନ୍ତ୍ରୀ ଭାବେ ଦାୟିତ୍ୱ ଗ୍ରହଣ କରିଛନ୍ତି। ୨୦୦୧ ଅକ୍ଟୋବର ୭ରେ ସେ ଗୁଜରାଟର ମୁଖ୍ୟମନ୍ତ୍ରୀ ଭାବେ ଦାୟିତ୍ୱ ଗ୍ରହଣ କରିଥିଲେ। ସେହିଦିନଠାରୁ…

କରୋନା କାଳରେ ନିଆରା ବିବାହ: ଅମ୍ବାନୀ ପରିବାରକୁ ପଛରେ ପକାଇଲେ ଏହି ନବ ଦମ୍ପତି

ଅନେକ ପ୍ରକାରର ବିବାହ ଆମେ ଦେଖୁଛୁ। ତେବେ ସେଲିବ୍ରିଟିଙ୍କ ବିବାହ ସବୁବେଳେ ଚର୍ଚ୍ଚାରେ ରହିଥାଏ। ଅମ୍ବାନୀ ପରିବାରର ବିବାହ ସବୁଠାରୁ ବେଶି ଚର୍ଚ୍ଚାରେ ରହିଥିଲା। ହେଲେ ଆଜି ଆମେ ଯେଉଁ ବିବାହ ବିଷୟରେ କହିବାକୁ ଯାଉଛୁ ତାହା ଶୁଣିବା ପରେ ସବୁକିଛି…

ରାଜଧାନୀରେ ଭୟଙ୍କର ବିସ୍ଫୋରଣ : ପେଟ୍ରୋଲ ପମ୍ପରେ ଲାଗିଲା ନିଆଁ

ଭୁବନେଶ୍ୱର,୭ା୧୦(ବ୍ୟୁରୋ): ବୁଧବାର ଅପରାହ୍ନରେ ରାଜଭବନ ଛକସ୍ଥିତ ଏକ ପେଟ୍ରୋଲ ପମ୍ପରେ ଭୟଙ୍କର ବିସ୍ଫୋରଣ ଘଟି ନିଆଁ ଲାଗିଯାଇଛି। ନିଆଁର ଭୟାବହତା ଏତେ ଯେ ଏହା ଆକାଶ ଉଚ୍ଚର ଜଳୁଛି। ବିସ୍ଫୋରଣର ଶବ୍ଦ ଖୁବ୍‌ ଜୋର୍‌ରେ ଥିଲା। ପ୍ରାୟ ୧ କିଲୋମିଟର ପର୍ଯ୍ୟନ୍ତ…

ଚଳିତବର୍ଷ ସର୍ବାଧିକ ଆୟ କରିଥିବା ଅଭିନେତ୍ରୀଙ୍କ ବିଷୟରେ ଜାଣନ୍ତୁ, ରୋଜଗାର ବିଷୟରେ ଜାଣି ହେବେ ଆଶ୍ଚର୍ଯ୍ୟ

ଚଳିତବର୍ଷ ଫୋର୍ବସ ତାଲିକା ପ୍ରକାଶ ପାଇଛି। ଏହି ତାଲିକାରେ ସର୍ବାଧିକ ଆୟ କରିଥିବା ଅଭିନେତ୍ରୀ ଭାବେ ସୋଫିଆ ଭର୍ଗାରା ସର୍ବାଗ୍ରେ ଅଛନ୍ତି। ଫୋର୍ବସ ଅନୁଯାୟୀ ସୋଫିଆ ଚଳିତବର୍ଷ ୩୧୫ କୋଟି ରୋଜଗାର କରିଛନ୍ତି। ସେ ପ୍ରଥମ ଥର ପାଇଁ ଏହି ତାଲିକାରେ…

ପାକିସ୍ତାନରେ ଖାଇବାକୁ ମିଳିବନି ରୁଟି: ଗହମ କିଲୋ ଟପିଲା ୬୦

ଇସଲାମାବାଦ, ୭।୧୦: ଆଗକୁ ପାକିସ୍ତାନରେ ଲୋକଙ୍କୁ ଖାଇବାକୁ ରୁଟି ମିଳିବନି। ଏନେଇ ଏବେ ଆଶଙ୍କା ସୃଷ୍ଟି ହୋଇଛି। ଦେଶରେ ଇତିମଧ୍ୟରେ ଗହମ କିଲୋ ପିଛା ଦାମ ୬୦ ଟଙ୍କା ଟପିଛି। ଗହମ ଦାମ ଅତୀତର ସମସ୍ତ ରେକର୍ଡ ଭାଙ୍ଗିଥିବା କୁହାଯାଉଛି। ପ୍ରଧାନମନ୍ତ୍ରୀ…

ବର୍ଷା-ଅନୁଭବ ଛାଡ଼ପତ୍ର ମାମଲା: ଡିସେମ୍ବର ୧୦ରେ ହାଜର ହେବାକୁ ବର୍ଷାଙ୍କୁ ଦିଲ୍ଲୀ କୋର୍ଟଙ୍କ ନୋଟିସ

କଟକ ଅଫିସ,୭ା୧୦: ଅଭିନେତ୍ରୀ ବର୍ଷା ପ୍ରିୟଦର୍ଶିନୀଙ୍କଠାରୁ ଛାଡ଼ପତ୍ର ପାଇଁ ଏମ୍‌ପି ତଥା ଅଭିନେତା ଅନୁଭବ ମହାନ୍ତି ଦିଲ୍ଲୀ ପଟିଆଲା ହାଉସ କୋର୍ଟଙ୍କ ଦ୍ୱାରସ୍ଥ ହୋଇଥିଲେ। ଏନେଇ ବର୍ଷାଙ୍କୁ ନୋଟିସ ଜାରି କରିଛନ୍ତି କୋର୍ଟ। ଅନୁଭବଙ୍କ ପକ୍ଷରୁ ଦାୟର କରାଯାଇଥିବା ମାମଲାକୁ ଗ୍ରହଣ…

କାଢା ପିଇଲେ ଯକୃତ ନଷ୍ଟ ହେବାର କୌଣସି ପ୍ରମାଣ ନାହିଁ: ଆୟୁଷ ମନ୍ତ୍ରଣାଳୟ

ନୂଆଦିଲ୍ଲୀ, ୭।୧୦: ଅଧିକ ଦିନ ଧରି କାଢା ପିଇଲେ ଯକୃତ କ୍ଷତି ହେବାର କୌଣସି ପ୍ରମାଣ ନାହିଁ ବୋଲି ଆୟୁଷ ମନ୍ତ୍ରଣାଳୟ ପକ୍ଷରୁ କୁହାଯାଇଛି। ମନ୍ତ୍ରଣାଳୟ କହିଛି ଯେ ଏହା ଏକ ଭୁଲ ଧାରଣା। କାରଣ ଘରେ ଖାଦ୍ୟ ରାନ୍ଧିବା ସମୟରେ…

ଐଶ୍ୱର୍ଯ୍ୟାଙ୍କୁ ବିବାହ ପୂର୍ବରୁ ଏହି ସୁନ୍ଦରୀଙ୍କ ପ୍ରେମରେ ପାଗଳ ଥିଲେ ଅଭିଷେକ

ବଲିଉଡ୍‌ ମହାନାୟକ ଅମିତାଭ ବଚ୍ଚନଙ୍କ ଅଭିନେତା ପୁଅ ଅଭିଷେକ ବଚ୍ଚନ। ମାତ୍ର ଅଭିଷେକ ବାପାଙ୍କ ପରି ଫିଲ୍ମ ଇଣ୍ଡଷ୍ଟ୍ରୀରେ ସେତେଟା ସଫଳତା ପାଇ ପାରିଲେ ନାହିଁ। ୨୦୦୦ ମସିହାରେ ଫିଲ୍ମ ‘ରେଫ୍ୟୁଜି’ କୁ ଅଭିନୟ ଜଗତରେ କ୍ୟାରିୟ ଆରମ୍ଭ କରିଥିବା ଅଭିଷେକ…

ନିର୍ବାଚନ ପୂର୍ବରୁ ଭାଜପାକୁ ଝଟ୍‌କା: ଏଲଜେପିରେ ଯୋଗଦେଲେ ଉଷା ବିଦ୍ୟାର୍ଥୀ

ନୂଆଦିଲ୍ଲୀ, ୭।୧୦: ବିହାରରେ ବିଧାନସଭା ନିର୍ବାଚନ ପୂର୍ବରୁ ଭାଜପାକୁ ଗୋଟିଏ ପରେ ଗୋଟିଏ ଝଟ୍‌କା ମିିଳିବାରେ ଲାଗିଛି। ଗତ ଦୁଇ ଦିନ ମଧ୍ୟରେ ଦଳର ୨ ବରିଷ୍ଠ ନେତା ଏଲ୍‌ଜେପିରେ ଯୋଗ ଦେଇଛନ୍ତି। ମଙ୍ଗଳବାର ଷ୍ଟାଲଓ୍ବାର୍ଟ ରାଜେନ୍ଦ୍ର ସିଂ ଏଲ୍‌ଜେପିରେ ଯୋଗଦେଇଥିଲେ।…

ଷ୍ଟିମ୍‌ ପାଇପ ଫାଟି ଶ୍ରମିକ ଆହତ ଘଟଣା: କ୍ଷତିପୂରଣ ଦେବାକୁ ଶୁଣୁନି କମ୍ପାନୀ, ଆନ୍ଦୋଳନ ଜାରି

ଗଞ୍ଜାମ,୭ା୧୦(ଡି.ଏନ୍‌.ଏ.): ଗ୍ରାସୀମ ଇଣ୍ଡଷ୍ଟ୍ରିଜରେ ମଙ୍ଗଳବାର ଷ୍ଟିମ୍‌ ପାଇପ ଫାଟି କମ୍ପାନୀ ଇଞ୍ଜିନିୟରଙ୍କ ସମେତ ତିନିଜଣ ଠିକା ଶ୍ରମିକ ଆହତ ହୋଇଥିଲେ। ବର୍ତ୍ତମାନ ଆହତ ଶଙ୍କର ରାଉଳଙ୍କ ଅବସ୍ଥା ଗୁରୁତର ଥିବାରୁ ସେ ଆଇସିୟୁରେ ଭର୍ତ୍ତି ହୋଇଛନ୍ତି। ତାଙ୍କ ଶରୀରର ସମ୍ପୂର୍ଣ୍ଣ ଅଙ୍ଗ…

କୁମ୍ଭମେଳାରେ ପ୍ରତିଦିନ ୫୦ ଲକ୍ଷ ଶ୍ରଦ୍ଧାଳୁ ବୁଡ଼ ପକାଇବେ

ଡେରାଡୁନ୍‌, ୭।୧୦: ଆଗକୁ କୁମ୍ଭମେଳା ଆସୁଛି। ୨୦୨୧ ଜାନୁୟାରୀ ୧୪ରେ କୁମ୍ଭମେଳାର ଆରମ୍ଭ ହେବ। ଏହି ସମୟରେ ପ୍ରତିଦିନ ୩୫ରୁ ୫୦ ଲକ୍ଷ ପର୍ଯ୍ୟନ୍ତ ଶ୍ରଦ୍ଧାଳୁ ହରିଦ୍ୱାରର ଗଙ୍ଗାରେ ବୁଡ଼ ପକାଇବେ। ଏହାକୁ ଦୃଷ୍ଟିରେ ରଖି ଗଙ୍ଗା ସଫେଇ କାର୍ଯ୍ୟ ଜାରି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?