Home

ଦିବଂଗତ ସ୍ବାମୀଙ୍କ ପ୍ରତିମୂର୍ତ୍ତୀ ନିକଟରେ ସାଦ ଖାଇଲେ ମେଘନା

କନ୍ନଡ ଚଳଚ୍ଚିତ୍ର ଅଭିନେତା ଚିରଞ୍ଜୀବୀ ସରଜାଙ୍କର ଚଳିତ ବର୍ଷ ଜୁନ ୭ରେ ମୃତ୍ୟୁ ଘଟିଥିଲା। ସେତେବେଳେ ତାଙ୍କ ସ୍ତ୍ରୀ ମେଘନା ରାଜ ତିନି ମାସର ଗର୍ଭବତୀ ଥିଲେ। ମେଘନାଙ୍କ ପାଇଁ ଏହି ସମୟ ବେଶ୍‌ କଷ୍ଟକର ହୋଇପଡିଛି ସତ କିନ୍ତୁ ସାହସର…

ଡ୍ୟାମପଡ଼ାକୁ ନାହିଁ ବିଦ୍ୟୁତ୍‌ ସଂଯୋଗ: ଅନ୍ଧାରରେ ବିତୁଛି ଜୀବନ

ବରଗଡ଼ ଅଫିସ୍‌,୭ା୧୦:ବିକାଶର ସ୍ଲୋଗାନ ଦେଇ ଉଭୟ ରାଜ୍ୟ ଓ କେନ୍ଦ୍ର ସରକାର ବିଭିନ୍ନ ଯୋଜନା ହାତକୁ ନେଇଛନ୍ତି। କିନ୍ତୁ ଏଭଳି ଅନେକ ଗ୍ରାମ ଆଜି ବି ବିକାଶଠାରୁ ବହୁ ଦୂରରେ ରହିଛି। ଏଭଳି ଏକ ଗ୍ରାମ ହେଲା ବରଗଡ଼ ଜିଲା ପାଇକମାଳ…

ପାଲାନିସାମି ଏଆଇଏଡିଏମ୍‌କେର ମୁଖ୍ୟମନ୍ତ୍ରୀ ପ୍ରାର୍ଥୀ

ଚେନ୍ନାଇ, ୭।୧୦: ଆସନ୍ତା ୨୦୨୧ ତାମିଲନାଡୁ ବିଧାନସଭା ନିର୍ବାଚନରେ ଏଆଇଏଡିଏମ୍‌କେ ପକ୍ଷରୁ ବର୍ତ୍ତମାନର ମୁଖ୍ୟମନ୍ତ୍ରୀ ଇଡାପାଡ୍ଡି କେ. ପାଲାନିସାମିଙ୍କୁ ମୁଖ୍ୟମନ୍ତ୍ରୀ ପ୍ରାର୍ଥୀ ଭାବେ ଘୋଷଣା କରାଯାଇଛି। ଏନେଇ ବୁଧବାର ଉପମୁଖ୍ୟ ମନ୍ତ୍ରୀ ଓ.ପନିରସେଲଭାମ୍‌ ସୂଚନା ଦେଇଛନ୍ତି। ଏହାଦ୍ୱାରା ଗତ ଏକ ସପ୍ତାହ…

ବିନା ଫ୍ରିଜ୍‌ରେ ଧନିଆ ପତ୍ରକୁ ରଖିପାରିବେ ୧୫ ଦିନ ସତେଜ: ଜାଣନ୍ତୁ କିପରି…

ଧନିଆ ପତ୍ର ଯେକୌଣସି ଖାଦ୍ୟରେ ସ୍ବାଦ ବଢ଼ାଇଥାଏ। ବିଶେଷକରି ତରକାରିରେ ଧନିଆ ପତ୍ର ପଡ଼ିଲେ ତାହାର ସ୍ବାଦ ଦ୍ୱିଗୁଣିତ ହୋଇଯାଏ। କିନ୍ତୁ ଏହାକୁ ମାତ୍ର ୨, ୩ ଦିନ ପର୍ଯ୍ୟନ୍ତ ସତେଜ ରଖିହୁଏ, ତାହା ପୁଣି ଫ୍ରିଜ୍‌ ସାହାଯ୍ୟରେ। ଏହା ପରେ…

ଆଜି ରାଜ୍ୟରୁ ଆଉ ୧୮ ଜୀବନ ନେଲା କରୋନା, ମୃତ୍ୟୁସଂଖ୍ୟା ୯୫୮କୁ ବୃଦ୍ଧି

ଭୁବନେଶ୍ୱର,୭ା୧୦(ବ୍ୟୁରୋ): ବୁଧବାର ରାଜ୍ୟରୁ ଆଉ ୧୮ ଜୀବନ ନେଇଛି କରୋନା। ଏହାକୁ ମିଶାଇ ରାଜ୍ୟରେ କରୋନା ଜନିତ ମୃତ୍ୟୁସଂଖ୍ୟା ୯୫୮କୁ ବୃଦ୍ଧି ପାଇଥିବା ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ଆଜି ବାଲେଶ୍ୱରୁ ସର୍ବାଧିକ ୪…

ଆଜି ରାଜ୍ୟରେ ପୁଣି ୨୯୯୫ ପଜିଟିଭ୍‌ ଚିହ୍ନଟ

ଭୁବନେଶ୍ୱର,୭।୧୦(ବ୍ୟୁରୋ): ରାଜ୍ୟରେ ପୁଣି ୨୯୯୫ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୧୭୩୭ କ୍ୱାରାଣ୍ଟାଇନ୍‌ରୁ ଚିହ୍ନଟ ହୋଇଥିବାବେଳେ ୧୨୫୮ଜଣ ଲୋକାଲ କେସ୍‌ ଥିବା ରାଜ୍ୟ ସୂଚନା ଏବଂ ଲୋକସମ୍ପର୍କ ବିଭାଗ ପକ୍ଷରୁ ଟୁଇଟ୍‌ ଯୋଗେ ସୂଚନା ଦିଆଯାଇଛି। ଏହାକୁ…

ଖୋଲା ଗଲା ୨,୫୦୦ ବର୍ଷ ପୁରୁଣା ମମି

କାଏରୋ, ୭।୧୦: ମିଶରରେ ଏକ ୨,୫୦୦ ବର୍ଷ ପୁରୁଣା ମମିକୁ ଖୋଲା ଯାଇଛି। ସ୍ଥାନୀୟ ପର୍ଯ୍ୟଟନ ଏବଂ ପ୍ରତ୍ନତତ୍ତ୍ୱ ବିଭାଗ ପକ୍ଷରୁ ପୁରାତନ ମମିକୁ ଖୋଲା ଯାଇଛି। ଲୋକଙ୍କ ଉପସ୍ଥିତିରେ ଏହାକୁ ଖୋଲା ଯାଇଛି। ଏବେ ଏହାର ୨୧ ସେକେଣ୍ଡର ଏକ…

ରିୟାଙ୍କୁ ମିଳିଲା ଜାମିନ୍‌

ଡ୍ରଗ୍ସ କନେକ୍ସନ ମାମଲାରେ ଛନ୍ଦି ହୋଇପଡିଥିବା ଅଭିନେତ୍ରୀ ରିୟା ଚକ୍ରବର୍ତ୍ତୀଙ୍କୁ ଶେଷରେ ବମ୍ବେ ହାଇକୋର୍ଟରୁ ସର୍ତ୍ତ ଅନୁଯାୟୀ ଜାମିନ ମିଳିଛି। ରିୟାଙ୍କ ଭାଇ ଶୋଭିକ ଏବଂ ଡ୍ରଗ୍ସ ବିକ୍ରେତା ବସିତ ପାରିହରଙ୍କୁ ଜାମିନ କୋର୍ଟ ପ୍ରତ୍ୟାଖ୍ୟାନ କରିଛନ୍ତି। ସୁଶାନ୍ତଙ୍କ ଷ୍ଟାଫ ମ୍ୟାନେଜର…

ସାମ୍ପ୍ରଦାୟିକ ଦଙ୍ଗା ଷଡ଼ଯନ୍ତ୍ର: ମରିସସ୍‌ରୁ ଆସିଥିଲା ୫୦ କୋଟି

ନୂଆଦିଲ୍ଲୀ, ୭।୧୦: ଉତ୍ତରପ୍ରଦେଶ ହାଥରସ୍‌ ମାମଲାରେ ସାମ୍ପ୍ରଦାୟିକ ଦଙ୍ଗା ଷଡ଼ଯନ୍ତ୍ର ପାଇଁ ମରିସସ୍‌ରୁ ୫୦ କୋଟି ଟଙ୍କା ଆସିଥିଲା। ଏସମ୍ପର୍କରେ ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ(ଇଡ଼ି) ପକ୍ଷରୁ ସୂଚନା ଦିଆଯାଇଛି। ଏଥିପାଇଁ ଶହେ କୋଟିରୁ ଅଧିକ ଟଙ୍କା ସଂଗ୍ରହ ହୋଇଥିବା ପ୍ରାଥମିକ ତଦନ୍ତରୁ ଜଣାପଡ଼ିଛି।…

ପରଲୋକରେ ଅତାବିରା ବ୍ଲକ ବିଜେଡି ସଭାପତି

ବରଗଡ଼ ଅଫିସ,୭ା୧୦: ବରଗଡ଼ ଜିଲା ଅତାବିରା ବ୍ଲକ ବିଜେଡି ସଭାପତି ଲମ୍ବୋଦର ମଲ୍ଲିକଙ୍କ ମଙ୍ଗଳବାର ବିଳମ୍ବିତ ରାତିରେ ହୃଦ୍‌ଘାତରେ ପରଲୋକ ହୋଇଯାଇଛି। ତାଙ୍କ ଆକସ୍ମିକ ବିୟୋଗରେ ଅତାବିରା ନିିର୍ବାଚନ ମଣ୍ଡଳୀ ସମେତ ସମଗ୍ର ବରଗଡ଼ ଜିଲା ସ୍ତବ୍ଧ ହୋଇପଡ଼ଛି। ଉଚ୍ଚଶିକ୍ଷା ଲାଭ…

କରୋନା ସମୟରେ ସନ୍ତାନ ପ୍ରସବ କଲେ ମିଳିବ ଟଙ୍କା

କରୋନା ଜୀବାଣୁ ସମଗ୍ର ବିଶ୍ୱରେ କାୟା ବିସ୍ତାର କରିଛି। ଏହି ପରିସ୍ଥିତିରେ, ଏମିତି ଏକ ଦେଶ ଅଛି, ଯେଉଁଠି ନାଗରିକମାନଙ୍କୁ ସନ୍ତାନ ପ୍ରସବ ପାଇଁ ପ୍ରୋତ୍ସାହନ ଦେବାକୁ ନିଷ୍ପତ୍ତି ନେଇଛି। ମହାମାରୀ ସମୟରେ ଲୋକେ ମାତାପିତା ନିଷ୍ପତ୍ତିକୁ ସ୍ଥଗିତ ରଖିଥିବାରୁ ସରକାର…

ଶାହିନବାଗ ମାମଲା: ରାସ୍ତାରେ ଧାରଣା ଦେବା ଭୁଲ, କହିଲେ ସୁପ୍ରିମକୋର୍ଟ

ନୂଆଦିଲ୍ଲୀ, ୭।୧୦: ଦିଲ୍ଲୀର ଶାହିନବାଗ୍‌ ମାମଲା ନେଇ ସୁପ୍ରିମକୋର୍ଟ(ଏସ୍‌ସି) ବୁଧବାର ଗୁରୁତ୍ୱପୂର୍ଣ୍ଣ ରାୟ ଦେଇଛନ୍ତି। ସରକାରଙ୍କୁ ବିରୋଧ କରି ସର୍ବସାଧାରଣ ରାସ୍ତାରେ ଧାରଣା ଦେବା ଅନ୍ୟାୟ ଏବଂ ଭୁଲ। ଦୀର୍ଘଦିନ ଧରି ସର୍ବସାଧାରଣ ସ୍ଥଳକୁ ଅବରୋଧ କରିବା ଠିକ୍‌ ନୁହେଁ ବୋଲି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?