Home

ସବୁ କୋଭିଡ୍‌ ହସ୍ପିଟାଲରେ ସିସିଟିଭି ଲଗାଅ

ନୂଆଦିଲ୍ଲୀ,୨୦ା୬(ଆଇଏଏନ୍‌ଏସ୍‌): କରୋନା ଆକ୍ରାନ୍ତ ଚିକିତ୍ସିତ ହେଉଥିବା ସମସ୍ତ କୋଭିଡ୍‌ ହସ୍ପିଟାଲରେ ସିସିଟିଭି କ୍ୟାମେରା ଲଗାଇବା ଦିଗରେ ରାଜ୍ୟ ସରକାରମାନେ ପଦକ୍ଷେପ ନେବାକୁ ସୁପ୍ରିମକୋର୍ଟ ଶୁକ୍ରବାର କହିଛନ୍ତି। ଦିଲ୍ଲୀର ଲୋକନାୟକ ଜୟପ୍ରକାଶ ନାରାୟଣ (ଏଲ୍‌ଏନ୍‌ଜେପି) ହସ୍ପିଟାଲ ଏହାର ସମସ୍ତ ଓ୍ବାର୍ଡରେ ସିସିଟିଭି ଲଗାଇଥିବାରୁ…

ପୁନର୍ବିଚାର ପାଇଁ ପିଟିଶନ ଦାଏର

ନୂଆଦିଲ୍ଲୀ/ ପୁରୀ ଅଫିସ୍‌, ୨୦ା୬ : ଏବର୍ଷ ପୁରୀ ସମେତ ସାରା ଓଡ଼ିଶାରେ ରଥଯାତ୍ରା ଉପରେ ସୁପ୍ରିମକୋର୍ଟ ରୋକ ଲଗାଇବାର ଦିନକ ପରେ ଉକ୍ତ ରାୟରେ ପରିବର୍ତ୍ତନ ପାଇଁ ପିଟିଶନ ଦାଏର ହୋଇଛି। କେବଳ ପୁରୀରେ ସେବାୟତମାନଙ୍କୁ ନେଇ ରଥଯାତ୍ରା କରିବାକୁ…

ଦୂରଦର୍ଶିତାପୂର୍ଣ୍ଣ ନିର୍ଣ୍ଣୟ ହେବା ଆବଶ୍ୟକ

ପୁରୀ ଅଫିସ,୨୦ା୬: ଏଥର ବଡ଼ଦାଣ୍ଡରେ ଗଡ଼ିବନି ରଥ। କରୋନା ସଂକ୍ରମଣକୁ ଦୃଷ୍ଟିରେ ରଖି ଏଥର ରଥଯାତ୍ରାକୁ ବନ୍ଦ କରିଛନ୍ତି ସୁପ୍ରିମ୍‌କୋର୍ଟ। ଗୁରୁବାର ସର୍ବୋଚ୍ଚ ନ୍ୟାୟାଳୟଙ୍କ ଏହି ନିଷ୍ପତ୍ତି ପରେ ଜଗନ୍ନାଥପ୍ରେମୀଙ୍କ ମଧ୍ୟରେ ତୀବ୍ର ପ୍ରତିକ୍ରିୟା ପ୍ରକାଶ ପାଇଛି। ଭକ୍ତ, ସେବାୟତ କେହି…

୧୦ ଯବାନଙ୍କୁ ମୁକ୍ତ କଲା ଚାଇନା

ନୂଆଦିଲ୍ଲୀ,୨୦ା୬: ପୂର୍ବ ଲଦାଖର ଗଲଓ୍ବାନ ଉପତ୍ୟକାରେ ଗତ ସୋମବାର ହିଂସାତ୍ମକ ସଂଘର୍ଷରେ ୨୦ ଭାରତୀୟ ଯବାନ ଶହୀଦ ହୋଇଥିଲେ। ଚାଇନାର ପିପୁଲ୍ସ ଲିବରେଶନ ଆର୍ମି (ପିଏଲ୍‌ଏ) ଅଟକ ରଖିଥିବା ୧୦ ଭାରତୀୟ ଯବାନଙ୍କୁ ଶୁକ୍ରବାର ଛାଡ଼ିଦେଇଛି। ସେମାନଙ୍କ ମଧ୍ୟରେ ଦୁଇଜଣ ମେଜରଙ୍କ…

ଶ୍ରୀମନ୍ଦିର ପାଇଁ ସ୍ବତନ୍ତ୍ର ନୀତି ନିର୍ଘଣ୍ଟ

ପୁରୀ ଅଫିସ,୨୦ା୬: ସୂର୍ଯ୍ୟୋପରାଗ ପାଇଁ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ସ୍ବତନ୍ତ୍ର ନୀତି ନିର୍ଘଣ୍ଟ କରାଯାଇଛି। ଚନ୍ଦ୍ରଗ୍ରହଣ ହେଉ ଅବା ସୂର୍ଯ୍ୟୋପରାଗ ସ୍ପର୍ଶ ସମୟରେ କୌଣସି ଦେବଦେବୀ ମନ୍ଦିରରେ ଦେବନୀତି କରାଯାଏ ନାହିଁ। ଶ୍ରୀମନ୍ଦିରରେ କିନ୍ତୁ ଏହାର ବ୍ୟତିକ୍ରମ ଦେଖିବାକୁ ମିଳେ। ଯେହେତୁ…

ଭାଜପା ୮, କଂଗ୍ରେସ ୪

ନୂଆଦିଲ୍ଲୀ,୨୦ା୬: ୧୯ ରାଜ୍ୟ ସଭା ଆସନ ମଧ୍ୟରୁ ଗୁଜରାଟର ୪ ଆସନ ଉପରେ ସମସ୍ତଙ୍କ ନଜର ଥିବାବେଳେ ଏଠାରେ ନିର୍ବାଚନ ଫଳାଫଳ ବିଳମ୍ବିତ ହୋଇଛି। ଆନ୍ଧ୍ରପ୍ରଦେଶରେ ସମସ୍ତ ୪ଟି ଆସନ ଶାସକ ଓ୍ବାଇଏସ୍‌ଆର୍‌ କଂଗ୍ରେସ ହାତକୁ ଯାଇଛି। ସେହିପରି ମଧ୍ୟପ୍ରଦେଶର ୩…

ହଜିଯିବ ୧୬ ଐତିହ୍ୟ ମଠ ସମାଧି

ଭୁବନେଶ୍ୱର,୨୦ା୬: ଐତିହ୍ୟର ଗନ୍ତାଘର ଓଡ଼ିଶା। ଉତ୍କଳୀୟ ଐତିହ୍ୟ ଓ ନିର୍ମାଣଶୈଳୀରେ ଥିବା ସ୍ବତନ୍ତ୍ରତା ସାରା ବିଶ୍ୱରେ ଅନନ୍ୟ। ମାତ୍ର ସମୟକ୍ରମେ ବହୁ ପ୍ରାଚୀନ ଐତିହ୍ୟ ନଷ୍ଟ ହେବାକୁ ଲାଗିଥିବାବେଳେ ଜବରଦଖଲ ଯୋଗୁ ଓ ସଂରକ୍ଷଣ ଅଭାବରୁ କିଛି ସତ୍ତା ହରାଇଛି। ଓଡ଼ିଶାର…

ସରକାରଙ୍କ କରୋନା ତଥ୍ୟରେ ଅମେଳ

ଭୁବନେଶ୍ୱର, ୨୦ା୬(ବ୍ୟୁରୋ): ରାଜ୍ୟରେ ପ୍ରତିଦିନ ନୂଆ କରୋନା ରୋଗୀ ଚିହ୍ନଟ ହେଉଛନ୍ତି। ସେହିଭଳି ଅନେକ ଆକ୍ରାନ୍ତ ମଧ୍ୟ ସୁସ୍ଥ ହେଉଛନ୍ତି। ଏ ସଂକ୍ରାନ୍ତରେ ରାଜ୍ୟ ସରକାରଙ୍କ ପକ୍ଷରୁ ତଥ୍ୟ ଦିଆଯାଉଛି। ସ୍ବାସ୍ଥ୍ୟ ବିଭାଗର ଓ୍ବେବ୍‌ସାଇଟ୍‌, କୋଭିଡ୍‌-୧୯ ଡ୍ୟାସ୍‌ବୋର୍ଡ ସହ ଟୁଇଟର ହ୍ୟାଣ୍ଡେଲ୍‌ରେ…

ସୁଧୁରୁଛି ରାଜ୍ୟ ଅର୍ଥ ବ୍ୟବସ୍ଥା: ମନ୍ତ୍ରୀ

ଭୁବନେଶ୍ୱର,୨୦ା୬(ବ୍ୟୁରୋ): ରାଜ୍ୟରେ କରୋନା ଲାଗି ବିପର୍ଯ୍ୟସ୍ତ ହୋଇପଡ଼ିଥିବା ଅର୍ଥ ବ୍ୟବସ୍ଥା ସୁଧୁରୁଛି। ବିଶେଷ କରି ଗ୍ରାମୀଣ ଅର୍ଥନୀତି ସ୍ବାଭାବିକ ହେବାରେ ଲାଗିଛି, ଯାହା ଓଡ଼ିଶା ପାଇଁ ଶୁଭସଙ୍କେତ ବୋଲି ଶିଳ୍ପମନ୍ତ୍ରୀ ଦିବ୍ୟଶଙ୍କର ମିଶ୍ର କହିଛନ୍ତି। ଏମ୍‌ଏସ୍‌ଏମ୍‌ଇ, ଅର୍ଥ ବିଭାଗ ଓ ଭାରତୀୟ…

କମିଛି ସହରାଞ୍ଚଳ ପ୍ରଦୂଷଣ

ଭୁବନେଶ୍ୱର,୨୦ା୬(ବ୍ୟୁରୋ): ସ୍ବାସ୍ଥ୍ୟଠାରୁ ଆରମ୍ଭ କରି ଆର୍ଥିକ, ସାମାଜିକ ଏବଂ ସାଂସ୍କୃତିକ କ୍ଷେତ୍ର ପାଇଁ ବିପଜ୍ଜନକ ହୋଇଥିବା କୋଭିଡ୍‌-୧୯ ବା କରୋନା ମହାମାରୀ ପରିବେଶ ନିମନ୍ତେ କିନ୍ତୁ ବରଦାନ ପାଲଟିଛି। ମାର୍ଚ୍ଚ ପୂର୍ବରୁ ପ୍ରଦୂଷଣରେ ଘାଣ୍ଟି ହେଉଥିବା ରାଜ୍ୟର ବହୁ ସହର ଏବେ…

ଖେଳରତ୍ନ ପାଇଁ ଶ୍ରୀକାନ୍ତଙ୍କ ନାମ ସୁପାରିସ

ନୂଆଦିଲ୍ଲୀ, ୨୦।୬(ପି.ଟି.)- ବ୍ୟାଡ୍‌ମିଣ୍ଟନ ଆସୋସିଏଶନ ଅଫ୍‌ ଇଣ୍ଡିଆ (ବାଇ) ପକ୍ଷରୁ ତାରକା ଖେଳାଳି କିଡାମ୍ବି ଶ୍ରୀକାନ୍ତଙ୍କ ନାମ ଖେଳରତ୍ନ ପୁରସ୍କାର ପାଇଁ ସୁପାରିସ କରାଯାଇଛି। ଏକ ଟୁର୍ନାମେଣ୍ଟ ଅଧାରୁ ଓହରିଥିବାରୁ କ୍ଷମା ମାଗିବା ପରେ ତାଙ୍କ ନାମକୁ ବାଇ ସୁପାରିସ କରିଛି।…

ଜିଲାସ୍ତରୀୟ ପରାମର୍ଶଦାତା କମିଟି ବୈଠକ: ୩୦୫୪.୬୯ କୋଟି ଋଣ ଯୋଗାଣ ଲକ୍ଷ୍ୟ

ବାରିପଦା ଅଫିସ,୨୦ା୬- ମୟୂରଭଞ୍ଜ ଜିଲା ଅଗ୍ରଣୀ ବ୍ୟାଙ୍କ୍‌ ତରଫରୁ ୧୭୬ତମ ଜିଲାସ୍ତରୀୟ ପରାମର୍ଶଦାତା କମିଟି ବୈଠକ ଶୁକ୍ରବାର ଅନୁଷ୍ଠିତ ହୋଇଯାଇଛି। ଅତିରିକ୍ତ ଜିଲାପାଳ ସ୍ବଧା ଦେବୀ ସିଂହଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଥିବା ଏହି ବୈଠକରେ ୨୦୨୦-୨୧ ଆର୍ଥିକ ବର୍ଷ ଋଣ ଯୋଜନାରେ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri