Home

ଇନସ୍ପେକ୍ଟରଙ୍କୁ ଗୁଳି କରି ଆତ୍ମହତ୍ୟା କଲେ ଏସ୍‌ଆଇ

ନୂଆଦିଲ୍ଲୀ, ୨୫।୭:  ନୂଆଦିଲ୍ଲୀର ୧୨୨ ସିଆର୍‌ପିଏଫ୍‌ ବାଟାଲିୟନ୍‌ରେ ଏକ ଅଭାବନୀୟ ଘଟଣା ଘଟିଛି। ଏଠାରେ ସବ୍‌ ଇନସ୍ପେକ୍ଟର(ଏସ୍‌ଆଇ) କରନେଲ୍‌ ସିଂ ବରିଷ୍ଠ ଇନସ୍ପେକ୍ଟର ଦଶରଥ ସିଂଙ୍କୁ ଗୁଳି କରି ହତ୍ୟା କରିବା ପରେ ନିଜେ ଆତ୍ମହତ୍ୟା କରିଛନ୍ତି। ଶୁକ୍ରବାର ରାତିରେ ଦୁଇଜଣଙ୍କ…

କରୋନା ନେଲା ଆଉ ୧୦ ଜୀବନ: ରାଜ୍ୟରେ ମୃତ୍ୟୁ ସଂଖ୍ୟା ୧୩୦କୁ ବୃଦ୍ଧି

ଭୁବନେଶ୍ୱର, ୨୫।୭(ବ୍ୟୁରୋ): ରାଜ୍ୟରେ ଶନିବାର ୧୩୨୦ କରୋନା ପଜିଟିଭ ଚିହ୍ନଟ ହୋଇଥିବା ବେଳେ ଗୋଟିଏ ଦିନରେ ସର୍ବାଧିକ ୧୦ ଜଣଙ୍କର ମୃତ୍ୟୁ ଘଟିଛି। ଏହାକୁ ମିଶାଇ ରାଜ୍ୟରେ କରୋନାଜନିତ ମୃତ୍ୟୁ ସଂଖ୍ୟା ୧୩୦କୁ ବୃଦ୍ଧି ପାଇଛି। ଏ ନେଇ ରାଜ୍ୟ ସ୍ବାସ୍ଥ୍ୟ…

ବିଦେଶରେ ମୀନାଙ୍କ ଭାରତୀୟ ରାଖୀ

ଲକ୍ଷ୍ନୌ: ଚାଇନା ସାମଗ୍ରୀକୁ ବର୍ଜନ କରିବା ନିମନ୍ତେ ଏବେ ସବୁଆଡ଼େ ଜୋର୍‌ଦାର ଅଭିଯାନ ଚାଲିଛି। ଏହି ଅଭିଯାନରେ ବିଶେଷ ଭୂମିକା ନେଇ ଚର୍ଚ୍ଚାକୁ ଆସିଛନ୍ତି ମୀନା ଗୁପ୍ତା। ସ୍ବଦେଶୀ କଳା ସଂସ୍କୃତିକୁ ନେଇ ବିଭିନ୍ନ ପ୍ରକାରର ରାଖୀ ତିଆରି କରି ଏବେ…

ହଜିଲା ପୁଅ ମିଳିଲା

ଅମୃତସର: ନଅବର୍ଷର ଅପେକ୍ଷା। ନା କିଛି କହିପାରନ୍ତି ନା କିଛି ଶୁଣି ପାରନ୍ତି। କିନ୍ତୁ ଆଖି ସବୁବେଳେ ଖୋଜୁଥାଏ ଆପଣାର ଲୋକଙ୍କୁ। ଶେଷରେ ଘର ଲୋକଙ୍କୁ ଫେରି ପାଇଛନ୍ତି ଅବଦୁଲ୍‌। ଅବଦୁଲ୍‌ଙ୍କ ଘର ଉତ୍ତରପ୍ରଦେଶର ଫାରୁଖାବାଦରେ। ୨୦୧୧ ମସିହାରେ ସେ ପଞ୍ଜାବର…

ଯାଆଁଳା ଝିଅଙ୍କ ସହ ଦ୍ୱାଦଶ ଶ୍ରେଣୀ ପାସ୍‌ କଲେ ମା’

ମୁମ୍ବାଇ: ମହାରାଷ୍ଟ୍ରର ଚନ୍ଦ୍ରପୁର ଜିଲାରେ ରହୁଥିବା ଜଣେ ମା’ ନିଜ ଯାଆଁଳା ଝିଅଙ୍କ ସହ ମିଶି ଦ୍ୱାଦଶ ଶ୍ରେଣୀ ପରୀକ୍ଷା ଦେଇଥିଲେ। ଭଲ ନମ୍ବର ରଖି ସେମାନେ ପାସ୍‌ କରିଛନ୍ତି। ଏହି ମହିଳା ଜଣଙ୍କ ହେଉଛନ୍ତି କଳ୍ପନା ଦେବଦାସ ମାଣ୍ଡଲେ (୪୦)।…

ଏରିକାଙ୍କ ‘ଶୁଟିଂ ଫ୍ରମ୍‌ ହୋମ୍‌’

ମୁମ୍ବାଇ: ଟେଲି ଦୁନିଆରେ ଏରିକା ଫର୍ନାଡିସ୍‌ ହେଉଛନ୍ତି ଜଣେ ସଫଳ ଅଭିନେତ୍ରୀ। ଦେଖିବାକୁ ଯେମିତି ସେ ସୁନ୍ଦର ତାଙ୍କ ଅଭିନୟ ମଧ୍ୟ ସେତିକି ଚମତ୍କାର। ଜଣେ ସଫଳ ମଡେଲ ମଧ୍ୟ ସେ। ଖାଲି ବଲିଉଡ୍‌ କାହିଁକି ଟଲିଉଡ୍‌ରେ ମଧ୍ୟ ସେ ବେଶ୍‌…

୪୦୦ ବର୍ଷ ପୁରୁଣା ବରଗଛ ପାଇଁ ବଦଳିଲା ହାଇଓ୍ବେ ନକ୍ସା…

ମୁମ୍ବାଇ, ୨୫।୭: ମହାରାଷ୍ଟ୍ରର ସାଙ୍ଗଲି ଜିଲାରେ ସରକାର ଏକ ବରଗଛ ପାଇଁ ହାଇଓ୍ବେ ନକ୍ସାକୁ ପରିବର୍ତ୍ତନ କରିଛନ୍ତି। ସ୍ଥାନୀୟ ଭୈସେ ଗାଁରେ ୪୦୦ ବର୍ଷର ବରଗଛ ହାଇଓ୍ବେ ନିର୍ମାଣ ବାଟରେ ଆସୁଥିଲା। ଏହାକୁ କାଟି ରାସ୍ତା ନିର୍ମାଣ ଲାଗି ଯୋଜନା କରାଯାଇଥିଲା।…

ଘାତକ ମିଶାଇଲ ‘ହାମର’

ନୂଆଦିଲ୍ଲୀ: ଲାଇନ୍‌ ଅଫ୍‌ କଣ୍ଟ୍ରୋଲ୍‌ (ଏଲ୍‌ଓସି)ରେ ପାକିସ୍ତାନ ଏବଂ ଆକ୍ଚ୍ୟୁଆଲ ଲାଇନ୍‌ ଅଫ୍‌ କଣ୍ଟ୍ରୋଲ (ଏଲ୍‌ଏସି)ରେ ଚାଇନା ସହ ମୁହଁାମୁହିଁ ପରିସ୍ଥିତି ଭାରତ ପାଇଁ ସତର୍କ ଘଣ୍ଟି ବଜାଇଛି। ଏକା ସମୟରେ ଦୁଇ ଶତ୍ରୁ ଦେଶ କବଳରୁ ସୀମାକୁ ସୁରକ୍ଷା ଦେବାକୁ…

ମାସ୍କ୍‌ ବାଣ୍ଟିବା ବାହାନାରେ ୫ ବର୍ଷ ବାଳକଙ୍କୁ ଅପହରଣ କରି ୪ କୋଟି ଟଙ୍କା ମାଗିଲେ ମହିଳା…

ଲକ୍ଷ୍ନୌ, ୨୫।୭: ଜଣେ ୫ ବର୍ଷ ବାଳକଙ୍କୁ ଅପହରଣ କରି ୪ କୋଟି ମାଗୁଥିବା ମହିଳାଙ୍କୁ ପୋଲିସ ଗିରଫ କରିଛି। ଉତ୍ତରପ୍ରଦେଶର ଗୋଣ୍ଡା ଅଞ୍ଚଳରେ ଏହା ଘଟିଛି। ମହିଳାଙ୍କ ଅନ୍ୟ ୩ ସହଯୋଗୀଙ୍କୁ ପୋଲିସ ଗିରଫ କରିଛି। ଶୁକ୍ରବାର ମଧ୍ୟାହ୍ନରେ କରନେଲ୍‌ଗଞ୍ଜ…

CORONAVIRUS UPDATE: ରାଜ୍ୟରେ ୨୪ହଜାର ଟପିଲା କରୋନା ଆକ୍ରାନ୍ତଙ୍କ ସଂଖ୍ୟା

ଭୁବନେଶ୍ୱର,୨୫।୭(ବ୍ୟୁରୋ): ରାଜ୍ୟରେ କରୋନା ସଂକ୍ରମଣ ଦିନକୁ ଦିନ ହୁ ହୁ ହୋଇ ବଢ଼ିବାରେ ଲାଗିଛି। ରାଜ୍ୟରେ ଶନିବାର ପୁଣି ୧୩୨୦ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୨୪ହଜାର ପାର କରିଛି। ନୂଆ ଚିହ୍ନଟଙ୍କ…

ଗୋବିନ୍ଦପୁର ପଞ୍ଚାୟତ ୭୨ ଘଣ୍ଟିଆ ଶଟ୍‌ଡାଉନ

ଧାମନଗର, ୨୫।୭(ଡି.ଏନ୍‌.ଏ.): ଭଦ୍ରକ ଜିଲା ଧାମନଗର ବ୍ଲକ ଗୋବିନ୍ଦପୁର ପଞ୍ଚାୟତରେ ଜଣେ କୋରୋନା ରୋଗୀ ଚିହ୍ନଟ ହୋଇଛନ୍ତି। ତେବେ ଉକ୍ତ ଆକ୍ରାନ୍ତ ଜଣକ ଗାଁର ଅନ୍ୟମାନଙ୍କ ସହ ସଂପର୍କରେ ଆସିଥିବାରୁ ସେମାନଙ୍କ କଣ୍ଟାକ୍ଟ ଟ୍ରେସିଂ ପାଇଁ ସରପଞ୍ଚ ଜିଲାପାଳ କ୍ଷମତା ବ୍ୟବହାର…

୩ ବ୍ୟାଙ୍କ ସିଲ୍‌ କଲା ପ୍ରଶାସନ

ଭଦ୍ରକ ଅଫିସ, ୨୫ା୭: ଭଦ୍ରକ ଜିଲା ପ୍ରଶାସନ ପକ୍ଷରୁ ଶନିବାର ୩ଟି ବ୍ୟାଙ୍କକୁ ସିଲ୍‌ କରାଯାଇଛି। କରୋନା ସଂକ୍ରମିତ ବ୍ୟକ୍ତି ଚିହ୍ନଟ ହେବା ପରେ ବ୍ୟାଙ୍କକୁ ବିଶୋଧନ କରିବା ଲାଗି ଏହି ସିଲ୍‌ କରାଯାଇଥିବା କୁହାଯାଇଛି। ଡାହାଣୀଗଡ଼ିଆ ଛକ ସ୍ଥିତ ଆଇସିଆଇସିଆଇ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri